• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

Army Dog Zoom
ଆତଙ୍କୀ ଗୁଳିରେ ଆହତ ହୋଇଥିବା ଆର୍ମି କୁକୁର ‘ଜୁମ୍‌’ ସହିଦ୍‌

ଅନନ୍ତନାଗରେ ଅପରେସନରେ ବେଳେ ଆହତ ହୋଇଥିଲା ହୀରୋ ଜୁମ୍ ।

Peon Becomes Assistant Professor at the same department
ଚମକିଲା ଭାଗ୍ୟ; ୨୦ ବର୍ଷ ଧରି ଯେଉଁଠି ପିଅନ ଥିଲେ ସେଇଠି ହେଲେ ପ୍ରଫେସର

କୌଣସି କାମ ଏ ଦୁନିଆରେ ଅସମ୍ଭବ ନୁହେଁ। କୌଣସି ଲକ୍ଷ୍ୟ ମଣିଷ ପାଇଁ ଅପହଞ୍ଚ ନୁହେଁ। ଆଜିର ପିଅନଟି କାଲି ଅଫିସର ବି ହୋଇପାରେ। ଏଥିପାଇଁ କେବଳ ଲୋଡା କଠୋର ନିଷ୍ଠା ଆଉ ଦୃଢ ମନବଳ। ଏହି କଥାକୁ ସତ୍ୟ ପ୍ରମାଣିତ କରି ଦେଖାଇଛନ୍ତି କମଲ କିଶୋର ମଣ୍ଡଳ।

Hijab Row
ସୁପ୍ରିମକୋର୍ଟଙ୍କ ବଡ଼ ବେଞ୍ଚ୍‌କୁ ଯାଇପାରେ 'ହିଜାବ' ବିବାଦ

ଶିକ୍ଷାନୁଷ୍ଠାନରେ ହିଜାବ ପିନ୍ଧିବା ଉପରେ ବ୍ୟାନ୍ କରିବାକୁ ନେଇ ରାୟ ଦେଇଥିଲେ କର୍ଣ୍ଣାଟକ ହାଇକୋର୍ଟ।

Adhar Update
ଭୁଲ ଥିଲେ ଠିକ୍‌ କରନ୍ତୁ ! ଜାଣନ୍ତୁ ଘରେ ବସି କେମିତି କରିବେ ଆଧାର ଅପ୍‌ଡେଟ୍‌

ଆଧାର କାର୍ଡ ଅପ୍‌ଡେଟ୍‌ରେ ଅନେକ ଅସୁବିଧା ହୋଇଥାଏ । ଜାଣନ୍ତୁ ଏହାର ସରଳ ସୂତ୍ର।

Crime Superstition
ସଦା ଯୌବନ ପାଇଁ ନର ବଳି ! ଶବକୁ ୫୬ ଖଣ୍ଡ; କାନ୍ଥରେ ଲଗାଇଲେ ରକ୍ତ ଛିଟା, ରାନ୍ଧି ଖାଇଲେ ମାଂସ

ସମ୍ପତ୍ତି ଲାଭ ଆଶାରେ ଦୁଇ ମହିଳାଙ୍କୁ ଅତି ନୃଶଂସ ଭାବେ ହତ୍ୟା  । ନରବଳି ପରେ ମାଂସ ରାନ୍ଧି ଖାଇଛନ୍ତି ଅନ୍ଧବିଶ୍ୱାସୀ ଦଂପତ୍ତି ।

Mahakal corridor
ମହାକାଳଙ୍କ କରିଡରରେ ସମୁଦ୍ର ମନ୍ଥନ ଉପରେ ଆଧାରିତ କଳାକୃତି

ଶୋଭା ପାଉଛି ୨ ଶହରୁ ଅଧିକ ଦେବାଦେବୀଙ୍କ ମୂର୍ତ୍ତି,ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିବ ୨ କିଲୋମିଟରର ରୋପ୍ ୱେ

SDM
ଅଫିସରଙ୍କୁ ଦେଖି ସିଟ୍‌ରୁ ଉଠିଲେନି କି ଚେୟାର ଦେଲେନି ଡାକ୍ତର, ଗିରଫ ଧମକ ଦେଲେ SDM

SDM  ସ୍ୱାତୀ ଶୁକ୍ଳା ହାରଦୋଇର ଏକ ଡାକ୍ତରଖାନାକୁ ଯାଇଥିଲେ। ସେଠାରେ ଡାକ୍ତର ନିଜ ଚେୟାରରୁ ଉଠି ଛିଡା ହେଲେନି କି ତାଙ୍କୁ ବସିବା ପାଇଁ ନିଜ ଚେୟାର ବି ଅଫର କଲେନି। ଏହି ଘଟଣାରେ ଦେଖି ଖୁବ ରାଗି ଯାଇଥିଲେ ଶୁକ୍ଳା ଯାହାର ଭିଡିଓ ଟୁଇଟରରେ ଭାଇରାଲ ହୋଇଛି।

Delhi womens panel chief, Sajid Khan
‘ବିଗ୍‌ ବସ୍‌ରେ ନୁହେଁ ସାଜିଦ୍‌ଙ୍କୁ ଜେଲରେ ପୂରାଅ’

ଦିଲ୍ଲୀ ମହିଳା ଆୟୋଗ ଅଧ୍ୟକ୍ଷା ସ୍ୱାତୀ ମାଲିୱାଲ ସାଜିଦ ଖାନ୍‌ଙ୍କୁ ଶୋ’ରୁ ବାହାର କରିବା ପାଇଁ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀଙ୍କୁ ଚିଠି ମଧ୍ୟ ଲେଖିଛନ୍ତି ।

Modi government
ରେଳ କର୍ମଚାରୀଙ୍କୁ ଦୀପାବଳି ଭେଟି ! ୭୮ ଦିନର ବୋନସ୍‌ ଘୋଷଣା

ଦୀପାବଳି ପୂର୍ବରୁ ରେଳବାଇ କର୍ମଚାରୀଙ୍କୁ ବଡ଼ ଭେଟି ଦେଇଛନ୍ତି କେନ୍ଦ୍ର ସରକାର

tragic story
ଧୋକା ଦେଲେ ଦ୍ୱିତୀୟ ଭଗବାନ୍‌ ! ହାତ ଲଗାଇବା ପରେ ବାହାରି ଆସିଲା ଆଖି

ଡାକ୍ତରଙ୍କୁ ଭଗବାନ୍‌ ଭାବି ଭରସା କରିଥିଲେ, ହେଲେ ସେ ଆଖି ତାଡ଼ି ନେଇଗଲେ । ଏବେ ହାତରେ କାଚ ଗୁଲି ଧରି ଘରୁ ଡାକ୍ତରଖାନା, ଆଉ ସେଠାରୁ ଥାନା ଦୌଡ଼ି ଦୌଡ଼ି ନୟାନ୍ତ ହୋଇଗଲେଣି ବୃଦ୍ଧ ।

Indian Army's assault dog Zoom
ଆତଙ୍କବାଦୀଙ୍କୁ ମାରିବାରେ ମୁଖ୍ୟ ଭୂମିକା ନେଲା ଆର୍ମି କୁକୁର ଜୁମ୍‌

 ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଜୁମ୍‌କୁ ନିରୀକ୍ଷଣରେ ରଖାଯାଇଛି। 

Navy's MiG-29K Crashes In Goa
ସମୁଦ୍ର ଉପରେ ଦୁର୍ଘଟଣାଗ୍ରସ୍ତ ହେଲା ମିଗ୍ ଯୁଦ୍ଧ ବିମାନ

ଦୁର୍ଘଟଣା ପରେ ସର୍ଚ୍ଚ ଓ ରେସ୍କ୍ୟୁ ଅପରେସନ୍‌ ଜାରି ରହିଛି। ଏହାସହ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା ନୌସେନା ପକ୍ଷରୁ ସୂଚନା ଦିଆଯାଇଛି। ବିମାନଟି ବେସ୍‌କୁ ଫେରୁଥିବା ବେଳେ ଗୋଆରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। 

Gold Price
Today Gold Price- 12th Oct : କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜି କେତେ ଅଛି ଦାମ୍

କମିଲା ସୁନା ଦର । ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ୮୦୦ ଟଙ୍କା ରହିଛି ।

Bhagwant Singh, Shafi
ରାତାରାତି ଧନୀ ହେବା ପାଇଁ ମଣିଷ ବଳି ଦେଇଦେଲେ ଦମ୍ପତି

ପାଥନଥିଟ୍ଟାର ଇଲାନଥୁରରେ ଥିବା ଦମ୍ପତିଙ୍କ ଘରେ ଦୁଇଟି ଭିନ୍ନ ସମୟରେ ଦୁଇ ଜଣ ମହିଳାଙ୍କୁ ହତ୍ୟା କରାଯାଇଥିଲା।

Election Commission allots 'two swords and shield' symbol to Eknath Shinde faction
ମହାରାଷ୍ଟ୍ରରେ ମଶାଲ Vs ଖଣ୍ଡା ଓ ଢାଲ ମଧ୍ୟରେ ହେବ ଲଢ଼େଇ

ଶିବସେନାର ଉଦ୍ଧବ ଠାକ୍‌ରେ ଗୋଷ୍ଠୀଙ୍କୁ ଗତକାଲି ମଶାଲ ଚିହ୍ନ ମିଳିଥିବାବେଳେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଗୋଷ୍ଠୀକୁ ଖଣ୍ଡା ଓ ଢାଲ ଚିହ୍ନ ମିଳିଛି।

IMD Not Any Forecast Regarding 'Cyclone'
‘ବାତ୍ୟା ଗୁଜବ ଠାରୁ ଦୂରେଇ ରୁହନ୍ତୁ’

ବାତ୍ୟା ସମ୍ଭନ୍ଧରେ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା କିମ୍ବା ପୂର୍ବାନୁମାନ ଜାରି ହୋଇନାହିଁ। ଏନେଇ ଓଡ଼ିଶା ଆଞ୍ଚଳିକ ପାଣିକେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।

Mahakal Temple
ନୂଆ ରୂପରେ ବାବା ମହାକାଳଙ୍କ ପ୍ରାଙ୍ଗଣ, ଶୋଭା ପାଉଛି ୨ ଶହରୁ ଅଧିକ ଦେବାଦେବୀଙ୍କ ମୂର୍ତ୍ତି

କରିଡର ମଧ୍ୟରେ ରହିଛି ରୁଦ୍ରସାଗର ହ୍ରଦ ଓ ମହାକାଳ ବାଟିକା। 

Heart Shape Traffic Light
ସହରରେ ଲାଗିଛି ହାର୍ଟସେପ୍‌ ଟ୍ରାଫିକ୍‌ ଲାଇଟ୍‌, ଜାଣନ୍ତୁ କାରଣ..

ପ୍ରଶାସନ ବି ଡିଜିଟାଲ ଦୁନିଆ ସହ ପାଦ ମାଳାଇ ଚାଲୁଥିବା ଦେଖାଯାଇଛି । 

Mulayam Singh Yadav Funeral
ପଞ୍ଚଭୂତରେ ବିଲୀନ ହେଲେ ମୁଲାୟମ୍‌ ! ଓଦା ଆଖିରେ ବାପାଙ୍କୁ ମୁଖାଗ୍ନି ଦେଲେ ଅଖିଲେଶ

ଲୋକମାନେ ‘ଧରତୀ ପୁତ୍ର ଅମର ରହେ’ର ସ୍ଲୋଗାନ ଦେଇ ମୁଲାୟମଙ୍କୁ ଶେଷ ବିଦାୟ ଦେଇଛନ୍ତି ।

Haryana Sarapancha
ସରପଞ୍ଚ ପ୍ରାର୍ଥୀ‌ଙ୍କ ପ୍ରତିଶ୍ରୁତି: ମାଗଣାରେ ମଦ ଦେବି, ପେଟ୍ରୋଲ ଲିଟର ୨୦ ଟଙ୍କା କରିଦେବି

ସରପଞ୍ଚ ପ୍ରାର୍ଥୀଙ୍କରଏହି ଘୋଷଣାପତ୍ରଟି ଭାଇରାଲ ହୋଇଛି। ଏଥିରେ ୧୩ଟି ପ୍ରତିଶ୍ରୁତି ଦେଇଛନ୍ତି ପ୍ରାର୍ଥୀ। ଏ ପ୍ରତିଶ୍ରୁତି ପଢିଲେ ଆପଣଙ୍କ ହୋଶ ଉଡିଯିବ।

D.Y.Chandrachud
ଦେଶର ୫୦ତମ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ଼

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ। ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ୟୁୟୁ ଲଳିତ ନିଜର ଉତ୍ତରାଧିକାରୀ ଭାବେ ଜଷ୍ଟିସ୍ ଚନ୍ଦ୍ରଚୂଡଙ୍କ ନାଁ ସୁପାରିଶ କରିଛନ୍ତି। ଏନେଇ ସେ ସରକାରଙ୍କୁ ଚିଠି ଲେଖି ଜଣାଇଛନ୍ତି।

Gold price today
Today Gold Price- 11th Oct : କମିଲା ସୁନାର ଦାମ୍, ଘରକୁ ନେଇ ଆସନ୍ତୁ ସୁନା ଓ ରୁପାର ଗହଣା

କମିଲା ସୁନା ଦର । ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ୮୫୦ ଟଙ୍କା ରହିଛି ।

Amitabh Bachchan steps outside Jalsa at midnight
ବିଳମ୍ବିତ ରାତିରେ ‘ଜଲସା’ ବାହାରକୁ କାହିଁକି ଆସିଲେ ଅମିତାଭ

ଅମିତାଭ ଏମିତି ଜଣେ ଅଭିନେତା ଯାହାଙ୍କୁ ତାଙ୍କ ଫ୍ୟାନ୍ସ ଓ ଫଲୋର୍ସ ମାନେ ଦେବତା ପରି ମାନନ୍ତି। ତାଙ୍କ ନାଁରେ ଏକ ମନ୍ଦିର ବି ତିଆରି କରିଛନ୍ତି। ଖାଲି ଦେଶ ନୁହେଁ, ବିଦେଶରେ ବି ବେଶ ପପୁଲାର ଅମିତାଭ। ଏତେ ସମ୍ମାନ, ଭଲ ପାଇବା ପାଇ ବି ଅମିତାଭ କେତେ ସରଳ ତାହା ତାଙ୍କ ଜନ୍ମଦିନରେ  ପ୍ରମାଣିତ ହୋଇଛି।

Crocodile of Sri Ananthapadmanabha swamy temple died
ଆଖି ବୁଜିଲା ଶାକାହାରୀ କୁମ୍ଭୀର ‘ବବିଆ’, ୭୦ ବର୍ଷ ଧରି କେବଳ ପ୍ରସାଦ ଖାଉଥିଲା

କୁମ୍ଭୀର ପୁଣି ଥିଲା ଶାକାହାରୀ। କୁମ୍ଭୀରର ମୃତ୍ୟୁ ଖବରରେ ଖେଳି ଯାଇଛି ଶୋକ। କଥାଟା ବିଶ୍ୱାସଯୋଗ୍ୟ ନ ହେଲେ ବି ସତ। ଶାକାହାରୀ କୁମ୍ଭୀରର ମୃତ୍ୟୁକୁ ନେଇ କେରଳ ସ୍ଥିତ ଅନନ୍ତ ପଦ୍ମନାଭ ସ୍ୱାମୀ ମନ୍ଦିର ଅଞ୍ଚଳ ଓ ଆଖପାଖ ଲୋକଙ୍କ ମନ ଦୁଃଖ। ରବିବାର ବିଳମ୍ବିତ ରାତିରେ ଏହି କୁମ୍ଭୀରର ମୃତ୍ୟୁ ଘଟିଛି। 

last rituals of Mulayam singh yadav
ଆଜି ଜନ୍ମମାଟିରେ ହେବ ମୁଲାୟମଙ୍କ ଅନ୍ତିମ ସଂସ୍କାର

ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କର ସୋମବାର ସକାଳ ସାଢ଼େ ୮ଟାରେ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲ୍‌ରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ମୃତ୍ୟୁ ପରେ ତାଙ୍କ ପାର୍ଥିବ ଶରୀରକୁ ଇଟୱା ଜିଲ୍ଲା ସ୍ଥିତ ତାଙ୍କର ପୈତୃକ ଗ୍ରାମ ସୈଫାଇକୁ ନିଆଯାଇଥିଲା। ସେଠାରେ ଆଜି ହେବ ତାଙ୍କର ଶେଷକୃତ୍ୟ।