• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

Supreme Court
‘ଛାଡ଼ପତ୍ର ପରେ ବି ପତ୍ନୀ-ପିଲାଙ୍କ ଦାୟିତ୍ୱ ସ୍ୱାମୀର’

କୋର୍ଟ କହିଛନ୍ତି, ପତ୍ନୀ ଓ ପିଲାଙ୍କୁ ପୋଷିବା ଏକ ପବିତ୍ର ବ୍ରତ ବୋଲି ଭାବିବା ଉଚିତ୍‌ ।

Delhi Excise Policy case
ଆକ୍ସନ ମୋଡରେ ଇଡି, ନୂଆ ମଦ ନୀତିକୁ ନେଇ ହରଡ଼ଘଣାରେ ମୁଖ୍ୟମନ୍ତ୍ରୀ କେଜ୍ରିଓ୍ୱାଲ୍

ଅଡ଼ୁଆରେ ଦିଲ୍ଲୀ ଆପ୍ ସରକାର। ନୂଆ ମଦ ନୀତିରେ ଅନିୟମିତତା ଅଭିଯୋଗକୁ ନେଇ ଗତକାଲି ଦ୍ୱିତୀୟ ଥର ପୁଣି ବଡ଼ ଧରଣର ଚଢ଼ାଉ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।

Uber, Ola And Rapido To Stop Autorickshaw Services In Bengaluru
ଏଣିକି ଏହି ସହରରେ ଗଡ଼ିବନି Ola, Uber ଅଟୋ

ଏହି ସହରରେ ବନ୍ଦ ହେବ Uber, Ola ଓ Rapidoର ତିନି ଚକିଆ ଯାନ ସେବା। କାରଣ ଏହି ସବୁ କ୍ୟାବ୍‌ ଭଡ଼ା ବାବଦରେ ଗ୍ରାହକଙ୍କଠୁ ଅଧିକ ଚାର୍ଜ ଆଦାୟ କରିବା ସହ ସେମାନଙ୍କୁ ହଇରାଣ କରାଯାଉଥିବା ଅଭିଯୋଗ ହୋଇଛି।

୯୦ ତମ ବାୟୁସେନା ଦିବସ
ଭାରତୀୟ ବାୟୁ ସେନାର ବୀରତ୍ୱକୁ ଦେଖୁଛି ସାରା ଦେଶ

ଦେଶ ଦେଖୁଛି ବାୟୁବୀରଙ୍କ ପରାକ୍ରମ। ଆକାଶକୁ ନିଜ ହାତ ମୁଠାରେ ରଖିଥିବା ଭାରତୀୟ ବାୟୁ ସେନାର ବୀରତ୍ୱକୁ ଦେଖୁଛି ସାରା ଦେଶ। ୯୦ ତମ ବାୟୁସେନା ଦିବସ ଅବସରରେ ଚଣ୍ଡିଗଡର ସୁଖ୍‌ନା ଲେକ୍‌ରେ ଆୟୋଜିତ ହୋଇଛି ଭବ୍ୟ କାର୍ଯ୍ୟକ୍ରମ।

Pet owner flies
ପୋଷା କୁକୁର ଗାୟବ୍‌ : ଖୋଜିବା ପାଇଁ ଲଣ୍ଡନରୁ ଭାରତ ଆସିଲେ ଯୁବତୀ

ପୋଷା କୁକୁର ନିଖୋଜ୍‌ ହେବା ପର ଠାରୁ ମାଲିକାଣୀ ମେଘା ଶାନ୍ତିରେ ଶୋଇପାରୁ ନାହାନ୍ତି । ଶେଷରେ ଛୁଟି ନେଇ ଲଣ୍ଡନରୁ ଭାରତ ଆସିଲେ । ମେଘାଙ୍କ ସହିତ ତାଙ୍କ ସ୍ୱାମୀ ମଧ୍ୟ ଆସିଛନ୍ତି ।

CNG, Piped Cooking Gas Prices Hiked
ପୁଣି ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼: ବଢ଼ିଲା ରୋଷେଇ ଗ୍ୟାସ୍‌, CNG ଦର

ଆଜିଠୁ ଇନ୍ଦ୍ରପ୍ରସ୍ତ ଗ୍ୟାସ୍‌ ଲିମିଟେଡ୍‌ ଘରୋଇ PNG(Piped Natural Gas) ଗ୍ୟାସ୍‌ ଓ CNG ଦର ବୃଦ୍ଧି କରିଛି। କମ୍ପାନୀ ପକ୍ଷରୁ CNG ଦର ପ୍ରତି କିଲୋଗ୍ରାମକୁ ୩ ଟଙ୍କା ବୃଦ୍ଧି ପାଇଛି।

gold price today
Today Gold Price- 8th Oct : ସୁନା ଦରରେ ସାମାନ୍ୟ ପରିବର୍ତ୍ତନ, କିଣିବା ଆଗରୁ ଜାଣନ୍ତୁ କେତେ ଅଛି ଦାମ୍

ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୧ ହଜାର ୪୦୦ ଟଙ୍କା ରହିଛି ।

11 Dead As Bus Catches Fire In Nashik
ସକାଳୁ ସକାଳୁ ଅଘଟଣ: ଟ୍ରକ୍‌କୁ ଧକ୍କା ଦେଇ ଜଳିଗଲା ବସ୍‌, ଚାଲିଗଲା ୧୧ ଜୀବନ

 ଆଜି ଭୋର ୫ଟା ୧୫ରେ ମହାରାଷ୍ଟ୍ର ନାସିକରେ ଏକ ଯାତ୍ରୀବାହୀ ବସ୍‌ ଜଳିଯାଇଛି। ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଅଛନ୍ତି।

Indian Air Force Day 2022
ବିସ୍ମିତ କରିବେ ବାୟୁବୀର: ବଳ ଦେଖାଇବ ବାୟୁସେନା, ଚକିତ କରିବ ଲଢ଼ୁଆ ବିମାନ...

ବଳ ଦେଖାଇବ ବାୟୁସେନା... ବିସ୍ମିତ କରିବେ ବାୟୁବୀର... ଚକିତ କରିବ ଲଢ଼ୁଆ ବିମାନ। ୯୦ ତମ ବାୟୁସେନା ଦିବସ ଗାଜିଆବାଦ ହିନ୍ଦୋନ୍ ଏୟାବେସ୍‌ରେ ନୁହେଁ, ବରଂ ଚଣ୍ଡୀଗଡ଼ର ସୁଖ୍ନା ଲେକ୍‌ର ବିଶାଳ ହ୍ରଦର ସୁନୀଳ ଜଳରାଶି ଉପରେ ଆୟୋଜିତ ହେବ।

ZOO
ଆପଣ ଚାହିଁଲେ ବାଘ-ସିଂହ-ହାତୀଙ୍କୁ ପୋଷ୍ୟ କରିପାରିବେ, ଜାଣନ୍ତୁ କ’ଣ ରହିଛି ନିୟମ

ପଶୁ କିମ୍ବା ପକ୍ଷୀଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ହେଲେ ପ୍ରଥମେ ଏକ ଫର୍ମ ଫିଲ୍‌ଅପ୍‌ କରିବାକୁ ହେବ ।

gold price today
Today Gold Price- 7th Oct : ବଢିଲା ସୁନା ଓ ରୁପାର ଦାମ୍, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୧ ହଜାର ୯୫୦ ଟଙ୍କା ରହିଛି ।

 bollywood veteran actor arun bali died at the age of 79
ଆଉ ନାହାନ୍ତି ବଲିଉଡର ବର୍ଷୀୟାନ ଅଭିନେତା ଅରୁଣ ବାଲି

ବଲିଉଡର ବର୍ଷୀୟାନ ଅଭିନେତା ଅରୁଣ ବାଲି ଆଉ ନାହାନ୍ତି। ଆଜି ଅରୁଣଙ୍କ ଶେଷ ଫିଲ୍ମ ‘ଗୁଡବାଏ’ ରିଲିଜ ହେଉଛି ଆଉ ଏପଟେ ସବୁଦିନ ପାଇଁ ସମସ୍ତଙ୍କୁ ଗୁଡ୍‌ବାଏ କରି ସେ ଅଫେରା ଦୁନିଆକୁ ଫେରି ଯାଇଛନ୍ତି।

big jolt to shashi tharoor in chennai
ଚେନ୍ନାଇରେ ଶଶି ଥରୁରଙ୍କୁ ଝଟକା; ବୈଠକରେ ୭୦୦ ପ୍ରତିନିଧିଙ୍କ ମଧ୍ୟରୁ ଯୋଗ ଦେଲେ ୧୨

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ରେସ୍‌ର ଆଗଧାଡ଼ିରେ ଥିବା ବରିଷ୍ଠ ନେତା ଶଶୀ ଥରୁରଙ୍କୁ ବଡ ଝଟକା। ତାମିଲନାଡୁରେ ଦଳୀୟ ବୈଠକରେ ତାଙ୍କୁ ଯେପରି ନୈରାଶ୍ୟଜନକ ରେସ୍‌ପନ୍ସ ମିଳିଛି ତାହା ସମସ୍ତଙ୍କୁ ଭାବିବାକୁ ବାଧ୍ୟ କରିଛି- ଥରୁର ଏ ନିର୍ବାଚନ ଜିତିବେ ତ ?

Petrol And Diesel Prices May Hike
ସାଧାରଣଜନତାଙ୍କୁ ଝଟ୍‌କା ! ପୁଣି ବଢ଼ିପାରେ ପେଟ୍ରୋଲ ଓ ଡିଜେଲ ଦାମ୍‌

କେବଳ ଭାରତ ନୁହେଁ, ବିଶ୍ୱ ସ୍ତରରେ ପେଟ୍ରୋଲିୟମଜାତ ସାମଗ୍ରୀର ଦର ବୃଦ୍ଧି ହୋଇପାରେ। ତୈଳ ରପ୍ତାନୀକାରୀ ଦେଶଙ୍କୁ ନେଇ ଗଠିତ ସଂଗଠନ OPEC ପ୍ଲସ୍ ପକ୍ଷରୁ ଉତ୍ପାଦନ ହ୍ରାସ କରିବାକୁ ନିଷ୍ପତ୍ତି ନିଆଯାଇଛି।

Significance importance history of October 8
ଆଜି ବାୟୁସେନା ଦିବସ : ଏଥରର ବାର୍ତ୍ତା...‘ଗର୍ବର ସହ ଆକାଶକୁ ଛୁଇଁବା’

ବର୍ତ୍ତମାନ ଭାରତୀୟ ବାୟୁସେନାରେ ଶକ୍ତିଶାଳୀ ଯୁଦ୍ଧ ବିମାନ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଲୋକମାନେ ଶୀଘ୍ର ଏହି ଶକ୍ତିଶାଳୀ ବିମାନର କାର୍ଯ୍ୟଦକ୍ଷତା ଦେଖିବାକୁ ପାଇବେ। ଦେଶ ପ୍ରତି ବର୍ଷ ଭାରତୀୟ ବାୟୁସେନା ଦିବସକୁ ବାର୍ଷିକ ଉତ୍ସବ ଭାବରେ ପାଳନ କରିଥାଏ। ତେବେ ଆସନ୍ତୁ ଜାଣିବା ବାୟୁସେନା ଦିବସ କେବେ, କାହିଁକି ଏବଂ କିପରି ଆରମ୍ଭ ହୋଇଥିଲା।

nagaland minister temjen imna says to laugh
‘ହସ... କାରଣ ତୁମର ଦାନ୍ତ ଅଛି ’

ସୋଶିଆଲ ମିଡିଆରେ ଖୁବ ଆକ୍ଟିଭ ଥିବା ନାଗାଲାଣ୍ଡର ମନ୍ତ୍ରୀ ତେମଜେନ ଇମନା ଅଲଙ୍ଗ ନିଜର ମଜାଦାର ଟୁଇଟ ପାଇଁ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି। ଏବେ ପୁଣି ଏକ ମଜାଦାର ଟୁଇଟ କରି ଚର୍ଚ୍ଚାକୁ ଆସିଛନ୍ତି। ସେ ନିଜ ଟୁଇଟର ହାଣ୍ଡେଲରେ ଏକ ଫଟୋ ସେୟାର କରିଛନ୍ତି। ଏହି ଫଟୋରେ ସେ କିଛି ଲେଖିଛନ୍ତି ମଧ୍ୟ। ଏହି ଫଟୋ ଏବଂ ମଜାଦାର ଟୁଇଟ ପାଇଁ ତେମଜେନଙ୍କ ପାଖକୁ ଛୁଟୁଛି ପ୍ରଶଂସାର ସୁଅ।

Armed boat
ସମୁଦ୍ର ଜଗିବ ମାନବବିହୀନ ସଶସ୍ତ୍ର ବୋଟ୍‌

ସ୍ୱଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ହୋଇଛି ମାନବବିହୀନ ସଶସ୍ତ୍ର ବୋଟ୍ ।

rahul gandhi,Sonia Gandhi
ମା’ର ବିକଳ୍ପ ନାହିଁ, ସୋନିଆ ଗାନ୍ଧୀଙ୍କ ଜୋତାର ଫିତା ବାନ୍ଧିଲେ ରାହୁଲ ଗାନ୍ଧୀ

ସୋସିଆଲ ମିଡିଆରେ ଏହି ସମୟର ଫଟୋ ଭାଇରାଲ୍‌ ହେଉଛି ।

gold necklace
Today Gold Price- 6th Oct : ପୁଣି ବଢିଲା ସୁନା ଦର, କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ମୂଲ୍ୟ

ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୧ ହଜାର ୮୫୦ ଟଙ୍କା ରହିଛି ।

mahakal corridor ujjain
ଉଜୈନ ମହାକାଳ କରିଡରର ବିଶେଷତ୍ୱ କ’ଣ ?

ରାଜସ୍ଥାନରୁ ଅଣାଯାଇଥିବା ସ୍ୱତନ୍ତ୍ର ପଥରରେ ଏଠାରେ କଳାକୃତି ନିର୍ମାଣ କରାଯାଇଛି

West Bengal
ମୂର୍ତ୍ତି ବିସର୍ଜନ ବେଳେ ମାଡ଼ି ଆସିଲା ବନ୍ୟା ପାଣି, ନଦୀରେ ଭାସିଯାଇ ୭ ମୃତ

ଅନେକ ନିଖୋଜ ଆଶଙ୍କା, NDRF ପକ୍ଷରୁ ଉଦ୍ଧାର କାମ ଜାରି

Drone
ଏଣିକ ଡ୍ରୋନ୍‌ରେ ଉଡ଼ିବ ମଣିଷ, ଖୁବଶୀଘ୍ର ନୌସେନାରେ ହୋଇପାରେ ସାମିଲ

ପ୍ରଥମ ପର୍ଯ୍ୟାୟରେ ଏଭଳି ଡ୍ରୋନ୍‌କୁ ଭାରତୀୟ ନୌସେନାର ଯୁଦ୍ଧପୋତଗୁଡ଼ିକରେ ମୁତୟନ କରିବାକୁ ଲକ୍ଷ୍ୟ ରଖିଛନ୍ତି ଏହାର ନିର୍ମାତା।

 professor sacked after students blame him
ଶିକ୍ଷକଙ୍କ ବିରୋଧରେ ଏମିତି ଅଭିଯୋଗ ଆଣିଲେ ପିଲା, ଚାକିରି ହରାଇଲେ ପ୍ରଫେସର

ଶିକ୍ଷକଙ୍କ ବିରୋଧରେ ଏମିତି ଅଭିଯୋଗ ଆଣିଲେ ପିଲା, ଚାକିରି ହରାଇଲେ ପ୍ରଫେସର। ହେଲେ କାରଣ ଜାଣିଲେ ଆପଣଙ୍କର ବି ହୋସ ଉଡ଼ିଯିବ।

Amit saha on Baramula
ଆତଙ୍କବାଦକୁ ବରଦାସ୍ତ କରାଯିବନି କି ପାକିସ୍ତାନ ସହ କୌଣସି କଥାବାର୍ତ୍ତା ହେବ ନାହଁ-ଶାହ

ମୋଦି ସରକାର ଜମ୍ମୁ-କଶ୍ମୀରରେ ଆତଙ୍କୀମାନଙ୍କୁ ସଫା କରିବେ। ଆତଙ୍କବାଦ ହଟାଇବେ। ଆତଙ୍କୀଙ୍କ ହଟସ୍ପଟ ଥିବା ରାଜ୍ୟ ଟୁରିଷ୍ଟଙ୍କ ହଟସ୍ପଟ ହେବ। ଦେଶର ସବୁଠାରୁ ଶାନ୍ତିପୂର୍ଣ୍ଣ ସ୍ଥାନ ହେବ। ଜମ୍ମୁ-କଶ୍ମୀରରେ ଆତଙ୍କବାଦ ନ ହଟିବା ପର୍ଯ୍ୟନ୍ତ ପାକିସ୍ତାନ ସହ କୌଣସି ପ୍ରକାର ଅଲୋଚନା ହେବ ନାହିଁ ବୋଲି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ କହିଛନ୍ତି।

mumbai police gave message on dussehra
ରାସ୍ତାରେ ଦଶ ମୁଣ୍ଡିଆ ରାବଣ, ପଢାଉଛନ୍ତି ସଡ଼କ ସୁରକ୍ଷା ପାଠ

ଦୁର୍ଘଟଣାଜନିତ ମୃତ୍ୟୁକୁ ରୋକିବା ପାଇଁ କଡାକଡି ହୋଇଛି ଟ୍ରାଫିକ ନିୟମ। ହେଲ୍‌ମେଟ ପିନ୍ଧିବାକୁ ବାଧ୍ୟ କରାଯାଉଛି। ଏସବୁ ସତ୍ତ୍ୱେ ଲୋକ ଖାମଖିଆଲ ଭାବେ ଗାଡ଼ି ଚଲାଉଛନ୍ତି। ହେଲମେଟ ନ ପିନ୍ଧି ଗାଡି ଚଲାଉଛନ୍ତି ଏବଂ ଦୁର୍ଘଟଣାରେ ପ୍ରାଣ ବି ହରାଉଛନ୍ତି। ଏମିତି ଅନେକ ଘଟଣା ସୋଶିଆଲ ମିଡିଆରେ ଦେଖିବାକୁ ମିଳୁଛି।