ବଢିଲା ସୁନାର ଦାମ୍ । ଆଗକୁ ଆସୁଛି ବିବାହ ଋତୁ । ଏବେ ସୁନା କିଣା ଆରମ୍ଭ ହେବ । ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ବୃଦ୍ଧି ପାଇଛି । ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୦,୩୫୦ ଟଙ୍କା ରହିଥିଲା । ଏହି କ୍ରମରେ ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୦,୬୦୦ ଟଙ୍କା ରହିଛି ।
ସ୍ୱାଧୀନ ଭାରତର ପ୍ରଥମ ଭୋଟର୍ ଶ୍ୟାମ ସରଣ ନେଗୀଙ୍କ ଆଜି ସକାଳେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୬ ବର୍ଷ ବୟସ ହୋଇଥିଲା।
ଏୟାର କ୍ୱାଲିଟି ଇଣ୍ଡେକ୍ସକୁ କିଭଳି ନିୟନ୍ତ୍ରଣ କରାଯାଇପାରିବ ସେନେଇ ହୋଇଥିବା ଆବେଦନକୁ କୋର୍ଟ ଗ୍ରହଣ କରିଥିବା ବେଳେ ୧୦ ତାରିଖରେ ଶୁଣାଣି କରିବେ।
ଆସନ୍ତା ୭ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି
ମନ୍ଦିର ବାହାରେ ଶିବସେନା ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି ।
ପ୍ରାର୍ଥିତ୍ୱ ନେଇ ୧୬ ଲକ୍ଷ ଲୋକ ନିଜର ପସନ୍ଦ ବ୍ୟକ୍ତ କରିଥିଲେ । ଆଉ ତା’ପରେ ଇସୁଦାନଙ୍କୁ( Isudan Gadhvi) ବାଛିଛନ୍ତି ଅରବିନ୍ଦ କେଜ୍ରିୱାଲ ।
କମିଲା ସୁନାର ଦାମ୍ । ଆଗକୁ ଆସୁଛି ବିବାହ ଋତୁ । ଏବେ ସୁନା କିଣା ଆରମ୍ଭ ହେବ । ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ବୃଦ୍ଧି ପାଇଛି । ଏହି କ୍ରମରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦,୩୫୦ ଟଙ୍କା ରହିଛି ।
ଘର ଆଗରେ ଖବର କାଗଜ ଦେଖିଲେ ଏହି ଘଟଣା ସମ୍ପର୍କରେ ମନେ ପକାଇବେ । ଆପଣଙ୍କ ଛାତିରେ ଛନକା ପଶିବ ।
ଦୀପାବଳି ପରେ ଲଗାତାର ଭାବେ ଦିଲ୍ଲୀ ଓ NCR ଅଞ୍ଚଳରେ ପ୍ରଦୂଷଣ ମାତ୍ରା ବଢ଼ିବାରେ ଲାଗିଛି। ପରିସ୍ଥିତି ଏପରି ହୋଇଛି ଯେ, ଲୋକମାନେ ନିଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି।
ଛାଡ଼ପତ୍ର ପୂର୍ବରୁ ଅନ୍ୟ ପୁରୁଷଙ୍କ ସହ ଯଦି କୌଣସି ମହିଳାଙ୍କ ସମ୍ପର୍କ ଥିବା ପ୍ରମାଣିତ ହୁଏ, ତା’ହେଲେ ସ୍ୱାମୀଙ୍କଠୁ ଛାଡ଼ପତ୍ର ପାଇବା ପରେ ସମ୍ପୃକ୍ତ ମହିଳାଙ୍କୁ ସ୍ଥାୟୀ ଭରଣପୋଷଣ ମିଳିବ ନାହିଁ। ଏକ ମାମଲାର ଶୁଣାଣି ଅବସରରେ ପଞ୍ଜାବ ହରିୟାଣା ହାଇକୋର୍ଟ ଏହି ରାୟ ଦେଇଛନ୍ତି।
ଖବରପାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କୁ ଉଦ୍ଧାର କରିଥିଲା। ସମସ୍ତ ମୃତକ ଶ୍ରମିକ ବୋଲି ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା।
ଭାରତ ଯୋଡ଼ ଯାତ୍ରା ବେଳେ ରାହୁଲ ଗାନ୍ଧି ନିଜ ପିଠିକୁ ନିଜେ ଚାବୁକରେ ମାରିବା ବେଳର ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି।
ଏଥର ଦେଖିବାକୁ ମିଳିବ ତ୍ରିମୁଖୀ ଲଢେଇ
ପଶ୍ଚିମବଙ୍ଗର ସଂସ୍କୃତି ଅତି ନିମ୍ନ ସ୍ତରକୁ ଗଲାଣି ବୋଲି ବାନାର୍ଜୀ କହିଛନ୍ତି।
ବାଦାମ ବିକିବାକୁ ଏବେ ମୋ ପାଖରେ ସମୟ ନାହିଁ ବୋଲି ବାଦ୍ୟକାର କହିଛନ୍ତି।
ଲାଲ୍ କିଲ୍ଲା ଆକ୍ରମଣ ମାମଲାରେ ଅଶଫାକ୍ ପ୍ରଥମେ ଦୋଷୀ ସାବ୍ୟସ୍ତ ହୋଇଥିଲା। ଦୀର୍ଘ ଦିନ ଧରି ଏହି ମାମଲାର ଶୁଣାଣି ପରେ ୨୦୧୧ ମସିହା, ଅଗଷ୍ଟ ୧୦ରେ ସୁପ୍ରିମକୋର୍ଟ ଅଶଫାକ୍ର ଫାଶୀ ଦଣ୍ଡାଦେଶ ଶୁଣାଇଥିଲେ।
କମିଲା ସୁନାର ଦାମ୍ । ଆଗକୁ ଆସୁଛି ବିବାହ ଋତୁ । ଏବେ ସୁନା କିଣା ଆରମ୍ଭ ହେବ । ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ବୃଦ୍ଧି ପାଇଛି । ଏହି କ୍ରମରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦,୩୫୦ ଟଙ୍କା ରହିଛି ।
ବାଜିଲା ଗୁଜରାଟ ବିଗୁଲ୍। ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଆଜି ପ୍ରେସ୍ମିଟ୍ରେ ନିର୍ବାଚନ କମିଶନର ତାରିଖ ଘୋଷଣା କରିଛନ୍ତି।
ଯଦି ଆପଣ ରାତିରେ ଟ୍ରେନ୍ରେ ଯାତ୍ରା କରୁଛନ୍ତି ତେବେ ଆପଣ ମାନିନିଅନ୍ତୁ ଏହି ସବୁ ନିୟମ। ନହେଲେ ହଇରାଣରେ ପଡିବେ ଆପଣ
କିଏ ଜାଣିଥିଲା ସକାଳ ହେଉ ହେଉମାଡ଼ି ଆସିବ ମୃତ୍ୟୁ । ହୋଟେଲରେ ନିଆଁ ଲାଗି ଦୁଇ ଜଣ କର୍ମଚାରୀଙ୍କ ଜୀବନ ଚାଲିଗଲା ।
ମୋର୍ବି କୋର୍ଟରୁ ଝୁଲାପୋଲ ଯାଏଁ ଶୋଭାଯାତ୍ରାରେ ଯିବା ସହ ମୃତକଙ୍କୁ ଶ୍ରଦ୍ଧାଂଜଳି ଦିଆଯାଇଛି ।
ବଜାରରେ ଉପଲବ୍ଧ ବିଭିନ୍ନ ଅବସର ଯୋଜନାକୁ ନେଇ ଆପଣ ଦ୍ୱନ୍ଦ୍ୱରେ ଅଛନ୍ତି କି? PPF, EPF, GPFର ମାନେ କ’ଣ, ଏଥିରେ କ’ଣ ରହିଛି ସୁବିଧା ଏସବୁ ବିଷୟରେ ଅଜଣା ଅଛନ୍ତି କି? ତେବେ ଆସନ୍ତୁ ଜାଣିବା।
ଅତ୍ୟାଚାରରେ ଅତିଷ୍ଠ ହୋଇ ପୁଅକୁ ସୁପାରୀ ଦେଇ ମାରିଦେବାକୁ ଯୋଜନା କରିଥିଲେ ବାପାମାଆ ।
ଏଣିକି ଘରେ ବସି ଆପଣ FIR ରୁଜୁ କରିପାରିବେ। ହେଲେ ଏଥିପ୍ରତି ଆପଣଙ୍କୁ ସାବଧାନ ରହିବାକୁ ପଡ଼ିବ। ଯଦି କୌଣସି ମିଛ ଅଭିଯୋଗ କରନ୍ତି, ହୁଏତ ଆପଣଙ୍କ ଉପରେ ଏହା ଭାରି ପଡ଼ିପାରେ।
ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ କେଜ୍ରିଓ୍ୱାଲ୍