ଏମିତି ଏକ କାହାଣୀ ଆଜି ଆମେ ଆପଣଙ୍କୁ କହିବାକୁ ଯାଉଛୁ । ଯାହା ଆପଣ ଶୁଣିଲେ ଆଶ୍ଚର୍ଯ୍ୟ ହେବେ । ଜଣେ ମାଛ ବିକାଳି ମାତ୍ର କିଛି ଘଣ୍ଟା ମଧ୍ୟରେ ସାଜିଛନ୍ତି ଲକ୍ଷପତି । ଯେତେବେଳେ ତାଙ୍କ ଘର ନିଲାମ ହେବାକୁ ବସିଥିଲା, ବ୍ୟାଙ୍କରୁ ନୋଟିସ ବି ଆସିଥିଲା ।
ଅନନ୍ତନାଗରେ ଅପରେସନରେ ବେଳେ ଆହତ ହୋଇଥିଲା ହୀରୋ ଜୁମ୍ ।
କୌଣସି କାମ ଏ ଦୁନିଆରେ ଅସମ୍ଭବ ନୁହେଁ। କୌଣସି ଲକ୍ଷ୍ୟ ମଣିଷ ପାଇଁ ଅପହଞ୍ଚ ନୁହେଁ। ଆଜିର ପିଅନଟି କାଲି ଅଫିସର ବି ହୋଇପାରେ। ଏଥିପାଇଁ କେବଳ ଲୋଡା କଠୋର ନିଷ୍ଠା ଆଉ ଦୃଢ ମନବଳ। ଏହି କଥାକୁ ସତ୍ୟ ପ୍ରମାଣିତ କରି ଦେଖାଇଛନ୍ତି କମଲ କିଶୋର ମଣ୍ଡଳ।
ଶିକ୍ଷାନୁଷ୍ଠାନରେ ହିଜାବ ପିନ୍ଧିବା ଉପରେ ବ୍ୟାନ୍ କରିବାକୁ ନେଇ ରାୟ ଦେଇଥିଲେ କର୍ଣ୍ଣାଟକ ହାଇକୋର୍ଟ।
ଆଧାର କାର୍ଡ ଅପ୍ଡେଟ୍ରେ ଅନେକ ଅସୁବିଧା ହୋଇଥାଏ । ଜାଣନ୍ତୁ ଏହାର ସରଳ ସୂତ୍ର।
ସମ୍ପତ୍ତି ଲାଭ ଆଶାରେ ଦୁଇ ମହିଳାଙ୍କୁ ଅତି ନୃଶଂସ ଭାବେ ହତ୍ୟା । ନରବଳି ପରେ ମାଂସ ରାନ୍ଧି ଖାଇଛନ୍ତି ଅନ୍ଧବିଶ୍ୱାସୀ ଦଂପତ୍ତି ।
ଶୋଭା ପାଉଛି ୨ ଶହରୁ ଅଧିକ ଦେବାଦେବୀଙ୍କ ମୂର୍ତ୍ତି,ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିବ ୨ କିଲୋମିଟରର ରୋପ୍ ୱେ
SDM ସ୍ୱାତୀ ଶୁକ୍ଳା ହାରଦୋଇର ଏକ ଡାକ୍ତରଖାନାକୁ ଯାଇଥିଲେ। ସେଠାରେ ଡାକ୍ତର ନିଜ ଚେୟାରରୁ ଉଠି ଛିଡା ହେଲେନି କି ତାଙ୍କୁ ବସିବା ପାଇଁ ନିଜ ଚେୟାର ବି ଅଫର କଲେନି। ଏହି ଘଟଣାରେ ଦେଖି ଖୁବ ରାଗି ଯାଇଥିଲେ ଶୁକ୍ଳା ଯାହାର ଭିଡିଓ ଟୁଇଟରରେ ଭାଇରାଲ ହୋଇଛି।
ଦିଲ୍ଲୀ ମହିଳା ଆୟୋଗ ଅଧ୍ୟକ୍ଷା ସ୍ୱାତୀ ମାଲିୱାଲ ସାଜିଦ ଖାନ୍ଙ୍କୁ ଶୋ’ରୁ ବାହାର କରିବା ପାଇଁ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀଙ୍କୁ ଚିଠି ମଧ୍ୟ ଲେଖିଛନ୍ତି ।
ଦୀପାବଳି ପୂର୍ବରୁ ରେଳବାଇ କର୍ମଚାରୀଙ୍କୁ ବଡ଼ ଭେଟି ଦେଇଛନ୍ତି କେନ୍ଦ୍ର ସରକାର
ଡାକ୍ତରଙ୍କୁ ଭଗବାନ୍ ଭାବି ଭରସା କରିଥିଲେ, ହେଲେ ସେ ଆଖି ତାଡ଼ି ନେଇଗଲେ । ଏବେ ହାତରେ କାଚ ଗୁଲି ଧରି ଘରୁ ଡାକ୍ତରଖାନା, ଆଉ ସେଠାରୁ ଥାନା ଦୌଡ଼ି ଦୌଡ଼ି ନୟାନ୍ତ ହୋଇଗଲେଣି ବୃଦ୍ଧ ।
ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଜୁମ୍କୁ ନିରୀକ୍ଷଣରେ ରଖାଯାଇଛି।
ଦୁର୍ଘଟଣା ପରେ ସର୍ଚ୍ଚ ଓ ରେସ୍କ୍ୟୁ ଅପରେସନ୍ ଜାରି ରହିଛି। ଏହାସହ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା ନୌସେନା ପକ୍ଷରୁ ସୂଚନା ଦିଆଯାଇଛି। ବିମାନଟି ବେସ୍କୁ ଫେରୁଥିବା ବେଳେ ଗୋଆରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।
କମିଲା ସୁନା ଦର । ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ୮୦୦ ଟଙ୍କା ରହିଛି ।
ପାଥନଥିଟ୍ଟାର ଇଲାନଥୁରରେ ଥିବା ଦମ୍ପତିଙ୍କ ଘରେ ଦୁଇଟି ଭିନ୍ନ ସମୟରେ ଦୁଇ ଜଣ ମହିଳାଙ୍କୁ ହତ୍ୟା କରାଯାଇଥିଲା।
ଶିବସେନାର ଉଦ୍ଧବ ଠାକ୍ରେ ଗୋଷ୍ଠୀଙ୍କୁ ଗତକାଲି ମଶାଲ ଚିହ୍ନ ମିଳିଥିବାବେଳେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଗୋଷ୍ଠୀକୁ ଖଣ୍ଡା ଓ ଢାଲ ଚିହ୍ନ ମିଳିଛି।
ବାତ୍ୟା ସମ୍ଭନ୍ଧରେ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା କିମ୍ବା ପୂର୍ବାନୁମାନ ଜାରି ହୋଇନାହିଁ। ଏନେଇ ଓଡ଼ିଶା ଆଞ୍ଚଳିକ ପାଣିକେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି।
କରିଡର ମଧ୍ୟରେ ରହିଛି ରୁଦ୍ରସାଗର ହ୍ରଦ ଓ ମହାକାଳ ବାଟିକା।
ପ୍ରଶାସନ ବି ଡିଜିଟାଲ ଦୁନିଆ ସହ ପାଦ ମାଳାଇ ଚାଲୁଥିବା ଦେଖାଯାଇଛି ।
ଲୋକମାନେ ‘ଧରତୀ ପୁତ୍ର ଅମର ରହେ’ର ସ୍ଲୋଗାନ ଦେଇ ମୁଲାୟମଙ୍କୁ ଶେଷ ବିଦାୟ ଦେଇଛନ୍ତି ।
ସରପଞ୍ଚ ପ୍ରାର୍ଥୀଙ୍କରଏହି ଘୋଷଣାପତ୍ରଟି ଭାଇରାଲ ହୋଇଛି। ଏଥିରେ ୧୩ଟି ପ୍ରତିଶ୍ରୁତି ଦେଇଛନ୍ତି ପ୍ରାର୍ଥୀ। ଏ ପ୍ରତିଶ୍ରୁତି ପଢିଲେ ଆପଣଙ୍କ ହୋଶ ଉଡିଯିବ।
ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ। ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ୟୁୟୁ ଲଳିତ ନିଜର ଉତ୍ତରାଧିକାରୀ ଭାବେ ଜଷ୍ଟିସ୍ ଚନ୍ଦ୍ରଚୂଡଙ୍କ ନାଁ ସୁପାରିଶ କରିଛନ୍ତି। ଏନେଇ ସେ ସରକାରଙ୍କୁ ଚିଠି ଲେଖି ଜଣାଇଛନ୍ତି।
କମିଲା ସୁନା ଦର । ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ୮୫୦ ଟଙ୍କା ରହିଛି ।
ଅମିତାଭ ଏମିତି ଜଣେ ଅଭିନେତା ଯାହାଙ୍କୁ ତାଙ୍କ ଫ୍ୟାନ୍ସ ଓ ଫଲୋର୍ସ ମାନେ ଦେବତା ପରି ମାନନ୍ତି। ତାଙ୍କ ନାଁରେ ଏକ ମନ୍ଦିର ବି ତିଆରି କରିଛନ୍ତି। ଖାଲି ଦେଶ ନୁହେଁ, ବିଦେଶରେ ବି ବେଶ ପପୁଲାର ଅମିତାଭ। ଏତେ ସମ୍ମାନ, ଭଲ ପାଇବା ପାଇ ବି ଅମିତାଭ କେତେ ସରଳ ତାହା ତାଙ୍କ ଜନ୍ମଦିନରେ ପ୍ରମାଣିତ ହୋଇଛି।
କୁମ୍ଭୀର ପୁଣି ଥିଲା ଶାକାହାରୀ। କୁମ୍ଭୀରର ମୃତ୍ୟୁ ଖବରରେ ଖେଳି ଯାଇଛି ଶୋକ। କଥାଟା ବିଶ୍ୱାସଯୋଗ୍ୟ ନ ହେଲେ ବି ସତ। ଶାକାହାରୀ କୁମ୍ଭୀରର ମୃତ୍ୟୁକୁ ନେଇ କେରଳ ସ୍ଥିତ ଅନନ୍ତ ପଦ୍ମନାଭ ସ୍ୱାମୀ ମନ୍ଦିର ଅଞ୍ଚଳ ଓ ଆଖପାଖ ଲୋକଙ୍କ ମନ ଦୁଃଖ। ରବିବାର ବିଳମ୍ବିତ ରାତିରେ ଏହି କୁମ୍ଭୀରର ମୃତ୍ୟୁ ଘଟିଛି।