ମାଟି ଅତଡ଼ା ତଳୁ ଦୁଇଟି କୁନି ମାଙ୍କଡ଼ ଉଦ୍ଧାର ହୋଇଛନ୍ତି । ପାଖରେ ମା’ ନାହିଁ, ବଞ୍ଚିବାକୁ ସାହାରା ବି ନାହିଁ, ହେଲେ ଭଗବାନ ବଞ୍ଚାଇ ଦେଇଛନ୍ତି ।
ସ୍ୱାଧୀନତା ଦିବସରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିବ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ । ଉତକ୍ଷେପଣ ହେବ ଆର୍ଥ ଅବଜର୍ଭେସନ୍ ସାଟେଲାଇଟ୍ EOS-08 ।
ବାଇଓଲୋଜିକାଲ ସାଇନ୍ସ ପାଇଁ ପ୍ରଫେସର ଗୋବିନ୍ଦରାଜନ୍ ପଦ୍ମନାଭନଙ୍କୁ ମିଳିବ ବିଜ୍ଞାନ ରତ୍ନ । ବିଜ୍ଞାନ ଟିମ୍ ପୁରସ୍କାର ପାଇବେ ଇସ୍ରୋର ଚନ୍ଦ୍ରାୟନ-ଥ୍ରୀ ଟିମ୍ ସଦସ୍ୟ ।
ଚଳିତ ବର୍ଷଠାରୁ ପ୍ରତ୍ୟେକ ବର୍ଷ ପ୍ରଦାନ କରାଯିବ ଏହି ସମ୍ମାନଜନକ ‘ରାଷ୍ଟ୍ରୀୟ ବିଜ୍ଞାନ ପୁରସ୍କାର।
ପୁନର୍ବିଚାର ପାଇଁ UWWରେ IOAର ଅପିଲ୍ । ସଂସଦରେ ବି ଉଠିଲା ଭିନେଶ ଅଯୋଗ୍ୟ ପ୍ରସଙ୍ଗ ।
ଯଦି ପାରୁଛ ଗୋଟିଏ ଦିନ ଆସି ଏଠାରେ ବସ । ଜାଣିବ କେମିତି ରହୁଛି ଏଠି ଚାପ । ଏମିତି କହି ଶୁଣାଣି ବେଳେ ରାଗି ଗଲେ ସିଜେଆଇ ଜଷ୍ଟିସ ଡିଓ୍ୱାଇ ଚନ୍ଦ୍ରଚୂଡ ।
ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ଓଡ଼ିଶାର ଗୋଟିଏ ଆସନ ପାଇଁ ହେବ ଉପନିର୍ବାଚନ ।
ଢାକାରୁ ସ୍ବାଭାବିକ ହୋଇଛି ବିମାନ ଉଡ଼ାଣ । ବାଂଲାଦେଶରୁ ନୂଆଦିଲ୍ଲୀ ଆସିଥିବା କିଛି ପ୍ରବାସୀ ଭାରତୀୟ ଏହଂ ବାଂଲାଦେଶୀ ନାଗିରକ ସେଠାକାର ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ।
ଫାଇନାଲ ଜିତିଲେ ସ୍ୱର୍ଣ୍ଣ, ହାରିଲେ ପାଇବେ ରୌପ୍ୟ ପଦକ ।
ଅଣଦାବିଦାର ମୃତକଙ୍କ ସହ ସୋମାଲିଙ୍କ DNA ମ୍ୟାଚ୍ କରି ୪୮ ଘଣ୍ଟା ଭିତରେ ରିପୋର୍ଟ ଦେବାକୁ କେରଳ ସରକାର କହିଛନ୍ତି।
ଯେଉଁ ମୃତଦେହଗୁଡ଼ିକ ଅପରିଚିତ, ମେପ୍ପାଡ଼ିର ପୁଥୁମାଲାରେ ସୋମବାରଠୁ ଅନ୍ତିମ ସତ୍କାର କରାଯାଇଛି।
ପ୍ରାୟ ୧୯ ହଜାର ପ୍ରବାସୀ ଭାରତୀୟ ଅଛନ୍ତି, ଯାହାଙ୍କ ମଧ୍ୟରୁ ୯ ହଜାର ଛାତ୍ରଛାତ୍ରୀ।
ସଂଖ୍ୟାଲଘୁ ହିନ୍ଦୁଙ୍କୁ ଟାର୍ଗେଟ୍ ପରେ ବଢ଼ିଲା ଭାରତର ଚିନ୍ତା । ମେହେରପୁର ଇସ୍କନ ମନ୍ଦିରରେ ହିଂସାକାରୀଙ୍କ ଭଙ୍ଗାରୁଜା ଅଭିଯୋଗ ।
ଅପରାହ୍ନ ୨ଟା ୩୦ ବେଳେ କୁର୍ମିଟୋଲା ବାୟୁସେନା ଘାଟି ଦେଇ ସେ ନିଜ ଭଉଣୀ ରିହାନାଙ୍କ ସହ ସେନା ହେଲିକପ୍ଟରରେ ଭାରତକୁ ଆସିଛନ୍ତି।
ନୂଆ ବ୍ରଡକାଷ୍ଟ ବିଲକୁ ନେଇ ବିବାଦ । ଟେଲିଭିଜନ ନେଟୱର୍କ ଆକ୍ଟ ୧୯୯୫ର ସ୍ଥାନ ନେବାକୁ ଯାଉଛି ବ୍ରଡକାଷ୍ଟ ବିଲ୍ ୨୦୨୪ ।
ଦେଖୁଛନ୍ତି ତ, ନା ହାତରେ ଗ୍ଲୋବସ୍ ଅଛି... ନା ମନରେ ଭୟ । କେମିତି ଅତି ସାହସର ସହ ସାପ ଧରୁଛନ୍ତି ଏ ମହିଳା ଜଣକ । ଆପଣ ଏ ମହିଳାଙ୍କୁ ଦେଖି ନିଶ୍ଚୟ ସାପ ଧରାଳି ବୋଲି ଭାବୁଥିବେ । ହେଲେ ନାଇଁ, ଏ ମହିଳା ଜଣକ ସାପ ଧରାଳି ନୁହଁନ୍ତି ।
ମହାବିପର୍ଯ୍ୟୟର ସାମନା କରିଛି କେରଳ। ଏହାରି ଭିତରେ ଛୁଟିଛି ସହାୟତାର ସୁଅ। ପୀଡିତାଙ୍କ ପରିବାର ତଥା ପୁନଃ ଥଇଥାନ ପାଇଁ ସହାୟତାର ହାତ ବଢାଇଛନ୍ତି ସେଲିବ୍ରିଟି। କରୋନା ମହାମାରୀ ବେଳେ ଦେବଦୂତ ସାଜିଥିବା ସୋନୁସୁଦଙ୍କ ପରେ କେରଳରେ ମଧ୍ୟ ଆଉଜଣେ ସୋନୁସୁଦ୍ ସହାୟତାର ହାତ ବଢାଇଛନ୍ତି।
ସୁନା ଦରରେ ପରିବର୍ତ୍ତନ । ସାମାନ୍ୟ ବଢିଲା ସୁନାର ଦାମ୍ । ଗତକାଲି ଅପେକ୍ଷା ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଜାଣନ୍ତୁ କେତେ...
କାହାର ଜନ୍ମଭୂମି ଏବେ ମରୁଭୂମି । ତ କେଉଁଠି ଖେଳପଡ଼ିଆ ଦୋକାନ ବଜାର ଏବେ ପଥରର ନଈ। ଚାରିଆଡ଼େ ଖାଲି ଧ୍ବଂସସ୍ତୁପ, ପ୍ରଳୟର ଚିହ୍ନ। ଶୂନଶାନ୍ ଭଙ୍ଗା ଦଦରା ଘର, ସାକ୍ଷୀ କହିଲେ କେବଳ ଫଟୋ ଫ୍ରେମ ଓ ଆସବାବ ପତ୍ର ।
ଭୂ-ସ୍ଖଳନର ମହାବିପର୍ଯ୍ୟୟରେ ବଢ଼ି ଚାଲିଛି ମୃତ୍ୟୁସଂଖ୍ୟା । ଏହାରି ଭିତରେ ଜୋର୍ଦାର ହୋଇଛି ରେସ୍କ୍ୟୁ ଅପରେସନ୍। ଉଦ୍ଧାର କାର୍ଯ୍ୟରେ ସହଯୋଗ କରିବାକୁ ସେଠାକୁ ଯାଇଛି ବ୍ରହ୍ମପୁର ପୋଲିସର ସନ୍ଧାନୀ କୁକୁର ‘ଷ୍ଟର୍ମ’।
ସମସ୍ତେ ନୀରବି ଯାଇଛନ୍ତି, ହେଲେ ସିଏ ମୌନ ହେଉନି। ଚିରାଚରିତ ଢଙ୍ଗରେ ସେ ଚାଲିଛି ଅବିରତ। ଶୁଣୁନାହାନ୍ତି ଏହି ଅସ୍ପଷ୍ଟ ଶୁଭୁଥିବା ଟିକ୍ ଟିକ୍ ଶବ୍ଦକୁ। ଏ ନିର୍ଜୀବ କାନ୍ଥଘଣ୍ଟା, ଯେତିକି କହୁଛି। ମୁଁ ବଞ୍ଚିଛି, ମୁଁ ସବୁ ଦେଖିଛି, ଅତୀତ ଦେଖିଛି ଆଉ ବର୍ତ୍ତମାନ ବଖାଣୁଛି….।
କେରଳ ଓ୍ୱାଏନାଡରେ ହୋଇଥିବା ବିଭିଷୀକା ସ୍ଥଳ ଆଡକୁ ଯାଉଥିଲା ଓଟିଭି। ସେସମୟରେ କ୍ୟାମେରାରେ କ୍ୟାପଚର ହୋଇଥିଲା କିଛି ଏମିତି ଦୃଶ୍ୟ ।
ସେନା ଓ NDRF ସମେତ ବିଭିନ୍ନ ସଂସ୍ଥା ଓ ସ୍ବେଚ୍ଛାସେବୀ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଆଗକୁ ମୃତ୍ୟୁସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି।
କେରଳ ୱାୟନାଡରେ ମୃତ୍ୟୁ ବର୍ଷାର ୫ ଦିନ ପରେ ବି ପଥର ତଳୁ ସରୁନି ଜୀବନ ଖୋଜା । ଦିନ ଗଡ଼ିବା ସହ ବଢ଼ି ଚାଲିଛି ମୃତ୍ୟୁସଂଖ୍ୟା । ବେସରକାରୀ ଭାବେ ମୃତ୍ୟୁସଂଖ୍ୟା ୩୫୦ ଟପିଥିବା ବେଳେ, ଶହ ଶହ ଲୋକ ଏବେବି ନିଖୋଜ ଅଛନ୍ତି ।
କେରଳ ୱାୟନାଡ଼ରେ ଗ୍ରାଉଣ୍ଡ ଜିରୋରୁ ବିପର୍ଯ୍ୟୟର ଚିତ୍ର କଏଦ ହୋଇଛି ଓଟିଭି କ୍ୟାମେରା ଲେନ୍ସରେ । ଭୂସ୍ଖଳନରେ ଯେଉଁ ୩ଟି ଗାଁ ନିଶ୍ଚିହ୍ନ ହୋଇଯାଇଛି, ସେଥିରୁ ଗୋଟିଏ ଗାଁ ଚୁରଲମାଲାରେ ପହଞ୍ଚି ସ୍ଥିତି ପରଖିଛି ଓଟିଭି ।