ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ନୌସେନାର ନୂଆ ନିଶାନର ଅନାବରଣ କରିଛନ୍ତି ।
କମିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ହ୍ରାସ ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୧,୮୫୦ ରହିଛି
INS ବିକ୍ରାନ୍ତ ସମର୍ପଣ ଅବସରରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧନ କରି କହିଛନ୍ତି, ଏକ ନୂଆ ସୂର୍ଯ୍ୟୋଦୟର ସାକ୍ଷୀ ହେବାକୁ ଯାଉଛି INS ବିକ୍ରାନ୍ତ। ବିକ୍ରାନ୍ତ ଏକ ଯୁଦ୍ଧଜାହାଜ ନୁହେଁ। ବରଂ ଏହା ହେଉଛି ପରିଶ୍ରମ ଓ ପ୍ରତିବଦ୍ଧତାର ପ୍ରମାଣ।
ଏକ ଗରିମାମୟ ପରିବେଶରେ INS ବିକ୍ରାନ୍ତକୁ ଭାରତୀୟ ନୌସେନାରେ ସାମିଲ କରାଯାଇଛି। ବିକ୍ରାନ୍ତ ସାମିଲ ଫଳରେ ଭାରତୀୟ ନୌସେନାର ଶକ୍ତି ଦୃଢ଼ ହେବାସହ ନୌସେନାର ଉଭୟ ଆକ୍ରମଣାତ୍ମକ ଓ ରକ୍ଷାତ୍ମକ କ୍ଷମତା ବୃଦ୍ଧି ହୋଇଛି।
ମୋଷ୍ଟ ଓ୍ୱାଣ୍ଟେଡ୍ ଆତଙ୍କବାଦୀ ଏବେ ବି ସକ୍ରିୟ ଥିବା NIAର ସୂଚନା । ଛୋଟା ସକିଲ୍ ସଂପର୍କରେ ସୂଚନା ଦେଲେ ୨୦ ଲକ୍ଷ ପୁରସ୍କାର ।
ରାଜନୈତିକ ସଙ୍କଟ ଭିତରେ ଅପରେସନ ଲୋଟସ ଆଶଙ୍କା କରି ଶାସକ ମେଣ୍ଟର ବିଧାୟକମାନଙ୍କୁ ରାୟପୁରରେ ରଖାଯାଇଛି। ସେପଟେ ବିରୋଧୀ ବିଜେପି ତତ୍କ୍ଷଣାତ ଝାଡ଼ଖଣ୍ଡରେ ନିର୍ବାଚନ ଘୋଷଣା କରିବାକୁ ଦାବି ଉଠାଇଛି।
ଦ୍ରୁତ ଗତିରେ ଥିବା ଏକ କାର୍ ଅରାବଲ୍ଲି ଜିଲ୍ଲା ଅମ୍ବାଜି ନିକଟରେ ପଥଚାରୀଙ୍କ ଉପରେ ମାଡ଼ି ଯାଇଥିବା ଜଣାପଡ଼ିଛି। ଫଳରେ ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ହୋଇଛି।
ତେଜସ୍ ମାର୍କ-ଟୁ ନିର୍ମାଣ ପ୍ରସ୍ତାବକୁ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ୍ କମିଟି ଅନୁମୋଦନ ପ୍ରଦାନ କରିଛି। DRDO ଓ ଏରୋନଟିକାଲ ଡେଭଲପମେଣ୍ଟ ଏଜେନ୍ସି ADA ମିଳିତ ଭାବେ ଏହି ଫାଇଟର ଜେଟ୍କୁ ବିକଶିତ କରିବେ।
କମିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ହ୍ରାସ ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୧,୯୦୦ ରହିଛି
ସରକାରୀ ଅର୍ଥ ଖର୍ଚ୍ଚ କରି ଭୋଜନ କରନ୍ତି କି ପ୍ରଧାନମନ୍ତ୍ରୀ ମୋଦି ?
ପାଖାପାଖି ୩୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଇଞ୍ଜିନ ଚାଳିତ ଡଙ୍ଗା ଗଙ୍ଗା ନଦୀରେ ଓଲଟି ପଡ଼ିଥିବା ସୂଚନା ମିଳିଛି। ଏବେବି ୫ ଜଣ ଶିଶୁ ନିଖୋଜ ଅଛନ୍ତି।
ଦୁମ୍କାର ଅଙ୍କିତା ସିଂ ହତ୍ୟା ମାମଲାରେ ପୋକ୍ସୋ ଧାରା ଯୋଡ଼ା ଯାଇଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଶାହରୁଖ ଓ ତାର ସାଙ୍ଗ ନଇମ ଓରଫ ଛୋଟୁ ଉପରେ ପୋକ୍ସୋ ଆକ୍ଟର ଧାରା ଲାଗିଛି।
ପାକିସ୍ତାନର ଜଳ ପ୍ରଳୟରେ ଏବେବି ସମସ୍ତ ୪ ପ୍ରଦେଶରେ ଅଧିକାଂଶ ଅଞ୍ଚଳବାସୀ ହନ୍ତସନ୍ତ ହେଉଛନ୍ତି। ମୃତ୍ୟୁ ସଂଖ୍ୟା ୧୩ ଶହକୁ ବୃଦ୍ଧି ପାଇଥିବା ବେଳେ ଭୋକ ଉପାସରେ ରାସ୍ତାରେ ପଡ଼ି ରହିଛନ୍ତି ହଜାର ହଜାର ବିପନ୍ନ।
ମାର୍କ କମ୍ ଆସିବାରୁ ଶିକ୍ଷକଙ୍କୁ ମାଡ଼ ମାରିବା କ’ଣ ଠିକ୍ ?
ପଞ୍ଚମ ଥର ପାଇଁ ନିକାହ କରିବାର ସ୍ୱପ୍ନ ପାଣିରେ ପଡ଼ିଲା । ଉତ୍ତମ ମଧ୍ୟମ ଦେଲେ ପୁଅ ଝିଅ ।
ଆଜିଠୁ ଅର୍ଥାତ୍ ସେପ୍ଟେମ୍ବର ୧ରୁ LPG ସିଲିଣ୍ଡର ଦାମ୍ ହ୍ରାସ ପାଇଛି। ତେବେ ୧୪.୨ କିଲୋ ଘରୋଇ LPG ସିଲିଣ୍ଡର ଦାମ୍ରେ କୌଣସି ପରିବର୍ତ୍ତନ ହୋଇନାହିଁ।
ଚୀନ୍ ଦ୍ୱାରା ନିର୍ମାଣ କରାଯାଉଥିବା ବ୍ରିଜ୍ ମଝିରେ ୧୫ ମିଟରର ଫାଙ୍କ ରହିଛି । ନିର୍ମାଣ କାର୍ଯ୍ୟ ଜୋରସୋର୍ରେ ଚାଲିଥିବା ସତ୍ତ୍ୱେ ଏହି ଫାଙ୍କ ପୂରଣ କରାଯାଉନାହିଁ ।
କମିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ହ୍ରାସ ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨,୪୫୦ ରହିଛି ।
ଦେଶ ସାଧୀନତା ପର ଠାରୁ ଭ୍ରଷ୍ଟାଚାର ବଢି ବଢି ଚାଲିଛି। ପୂର୍ବରୁ ନିମ୍ନତମ କର୍ମଚାରୀମାନେ ଦୁର୍ନୀତିରେ ଲିପ୍ତ ରହୁଥିବା ବେଳେ ଏବେ ଉଚ୍ଚ ଅଧିକାରୀଙ୍କ ଠାରୁ ଆରମ୍ଭ କରି ନେତା ମନ୍ତ୍ରୀମାନେ ଭ୍ରଷ୍ଟାଚାରର ଆଗରେ ଅଛନ୍ତି। କିଏ ଏହାକୁ ଉଠେଇବ?
୧୯୫୦ ପରଠାରୁ ଚତୁର୍ଥ ଥର ପାଇଁ ନୌସେନା ଏଥିରେ ପରିବର୍ତ୍ତନ ଆଣିବାକୁ ଯାଉଛି ।
ଦେଶର ସମସ୍ତ ୫ଟି ପ୍ରଦେଶର ସାଢେ ୩ କୋଟିରୁ ଅଧିକ ଲୋକ, ଅର୍ଥାତ୍ ପ୍ରତି ୭ ଜଣରୁ ଜଣେ ପାକିସ୍ତାନୀ ବନ୍ୟାର ପ୍ରଚଣ୍ଡ କୋପର ଶିକାର ହୋଇଛନ୍ତି ।
ଜଣେ ସିକ୍ୟୁରିଟି ଗାର୍ଡକୁ ମାରି କି ଲାଭ ପାଇଲେ ?
ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ବ୍ୟାଙ୍କ୍ ଲକର ଯାଞ୍ଚ କରିଛି CBI । ସିସୋଦିଆଙ୍କ ଉପସ୍ଥିତିରେ ଲକର ଯାଞ୍ଚ କଲା ସିବିଆଇ । ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ସିବିଆଇର ଛାନ୍ଭିନ୍ ।
ମେଟା ଓ ଜିଓ ପ୍ଲାଟଫର୍ମସ୍ ପକ୍ଷରୁ ହ୍ୱାଟ୍ସଆପ୍(WhatsApp)ରେ ଜିଓମାର୍ଟ ସେବାର ଶୁଭାରମ୍ଭ ହୋଇଛି। ଏଣିକି ଗ୍ରାହକମାନେ ହ୍ୱାଟ୍ସଆପ୍ରେ ଜିଓମାର୍ଟରେ ସପିଙ୍ଗ କରିପାରିବେ।
ବଢିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ବୃଦ୍ଧି ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨,୯୦୦ ରହିଛି ।