• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

National Updates

Sim Card New Rule
ଅନ୍ୟ ପରିଚୟ ପତ୍ରରେ ସିମ୍ କିଣିଥିଲେ ୩ ବର୍ଷ ଜେଲ, ୫୦ ଲକ୍ଷ ଜୋରିମାନା

ବର୍ତ୍ତମାନ ଗୋଟିଏ ଆଇଡିରେ ଅତି ବେଶିରେ ୯ ଟି ସିମ୍ କାର୍ଡ ନିଆଯାଇପାରିବ | ଜାମ୍ମୁ କାଶ୍ମୀର ଏବଂ ଉତ୍ତର ପୂର୍ବାଞ୍ଚଳ ରାଜ୍ୟଗୁଡିକରେ ୬ଟି ସିମ୍ ନିଆଯାଇପାରିବ ।

Nita mukesh ambani to hold mass wedding before anant-radhika marriage
ମୁକେଶ ଅମ୍ବାନୀଙ୍କ ମହାନତା; ପୁଅ ବାହାଘର ପୂର୍ବରୁ କରିବେ ଗରିବଙ୍କ ପାଇଁ ସାମୂହିକ ବିବାହ

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଚେୟାରମ୍ୟାନ୍ ମୁକେଶ ଅମ୍ବାନୀ ଏବଂ ତାଙ୍କ ପତ୍ନୀ ନୀତା ଅମ୍ବାନୀ ତାଙ୍କ ସାନପୁଅ ଅନନ୍ତ ଅମ୍ବାନୀଙ୍କ ରାଧିକା ମର୍ଚାଣ୍ଟଙ୍କ ସହ ବିବାହ ପୂର୍ବରୁ ଗରିବ ଲୋକମାନଙ୍କ ପାଇଁ ଏକ ସାମୂହିକ ବିବାହର ଆୟୋଜନ କରିବେ।

Mamata Banerjee
ବଢ଼ିଲା ମମତାଙ୍କ ଅଡ଼ୁଆ, ଟଣା ହେବେ କୋର୍ଟକୁ !

ଗତ ମେ ୨ ତାରିଖରେ ରାଜ୍ୟପାଳଙ୍କ ନାମରେ ଅସଦାଚରଣ ଅଭିଯୋଗ ହୋଇଥିଲା । ପଶ୍ଚିମବଙ୍ଗ ରାଜଭବନରେ କାର୍ଯ୍ୟରତ ଜଣେ ମହିଳା ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ଦ୍ୱାରା ଅସଦାଚରଣ ଅଭିଯୋଗ ଆଣିଥିଲେ ବୋଲି ତୃଣମୂଳ କଂଗ୍ରେସର ଅନେକ ନେତା ଦାବି କରିଥିଲେ ।

Army Tank
ଅଭ୍ୟାସ ବେଳେ ଅଚାନକ ବଢ଼ିଲା ନଦୀ ସ୍ରୋତ, ଭାସିଗଲା ଯୁଦ୍ଧ ଟ୍ୟାଙ୍କ୍‌

ଅଫିସିଆଲ ସୂତ୍ରରୁ ଜଣାପଡ଼ିଛି ଯେ ଭାସିଯାଇଥିବା ଟ୍ୟାଙ୍କ୍‌ T-72 ।

UGC NET
ୟୁଜିସି-ନେଟ୍ ପାଇଁ ବିଜ୍ଞପ୍ତି ପ୍ରକାଶ, ୨୧ ଅଗଷ୍ଟରୁ ୪ ସେପ୍ଟେମ୍ବର ଯାଏଁ ପରୀକ୍ଷା

ଏନଟିଏ ପକ୍ଷରୁ ପୁଣିଥରେ ୟୁଜିସି-ନେଟ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୧ ଅଗଷ୍ଟରୁ ୪ ସେପ୍ଟେମ୍ବର ମଧ୍ୟରେ ଅନଲାଇନ ପରୀକ୍ଷା କରାଯିବ ।

Delhi Rains
ଦିଲ୍ଲୀରେ ଜଳ ପ୍ରଳୟ, ୮ ଦଶନ୍ଧିର ରେକର୍ଡ ଭାଙ୍ଗିଲା ୨୪ ଘଣ୍ଟାର ଅବିଶ୍ରାନ୍ତ ବର୍ଷା

ପ୍ରବଳ ବର୍ଷାରେ ବେହାଲ ଦିଲ୍ଲୀ । ଭୟଙ୍କର ବର୍ଷା ପରେ ସୃଷ୍ଟି ହୋଇଛି ଜଳ ପ୍ରଳୟ ସ୍ଥିତି ।

Heavy Rainfall
ଅବିଶ୍ରାନ୍ତ ବର୍ଷାରେ ବୁଡ଼ିଲା ଦିଲ୍ଲୀ

ବୁଡ଼ିଲା, ଭାସିଲା, ଭାଙ୍ଗିଲା । ରାଜଧାନୀବାସୀଙ୍କୁ ନାକେଦମ୍ ସାଙ୍ଗକୁ ଜୀବନ ବି ନେଲା । ୨୪ ଘଣ୍ଟାର ଅବିଶ୍ରାନ୍ତ ବର୍ଷା ଭାଙ୍ଗିଦେଲା ୮୮ ବର୍ଷର ପୁରୁଣା ରେକର୍ଡ ।

Heavy Rainfall
କେଉଁଠି ବୁଡ଼ିଲା ତ କେଉଁଠି ଭାସିଲା ରାଜଧାନୀ ଦିଲ୍ଲୀ

ବୁଡ଼ିଲା, ଭାସିଲା, ଭାଙ୍ଗିଲା। ରାଜଧାନୀବାସୀଙ୍କୁ ନାକେଦମ୍ ସାଙ୍ଗକୁ ଜୀବନ ବି ନେଲା। ୨୪ ଘଣ୍ଟାର ଅବିଶ୍ରାନ୍ତ ବର୍ଷା ଭାଙ୍ଗିଦେଲା ୮୮ ବର୍ଷର ପୁରୁଣା ରେକର୍ଡ।

Drink Alcohol
ମହିଳାଙ୍କୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ, 'ସ୍ୱାମୀଙ୍କୁ କୁହ ଘରେ ଆଣି ମଦ ପିଅ'

ମନ୍ତ୍ରୀ କହିଲେ ଘରେ ଆଣି ମଦ ପିଅ । ମଧ୍ୟପ୍ରଦେଶ କ୍ୟାବିନେଟ ମନ୍ତ୍ରୀ ନାରାୟଣ ସିଂ କୁଶୱା ମହିଳାମାନଙ୍କୁ ଏକ ବିଚିତ୍ର ପରାମର୍ଶ ଦେଇଛନ୍ତି ।

Delhi Weather
ଚାରିଆଡ଼େ ପାଣି... ପାଣି... ଆଉ ପାଣି, ୮୮ ବର୍ଷର ରେକର୍ଡ ଭାଙ୍ଗିଛି ଦିଲ୍ଲୀ ବର୍ଷା

୮୮ ବର୍ଷର ରେକର୍ଡ ଭାଙ୍ଗିଲା ଦିଲ୍ଲୀ ବର୍ଷା । ପ୍ରବଳ ବର୍ଷା ପରେ ପାଣିରେ ଭାସୁଛି ରାଜଧାନୀ ଦିଲ୍ଲୀ ।

Hemant Soren
ହେମନ୍ତ ସୋରେନ୍‌ଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ୍‌

ଗତ ଜାନୁଆରୀରେ ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ ଗିରଫ କରିଥିଲା।

Roof collapses at Delhi airport
ବର୍ଷା ଓ ପବନରେ ଭୁଶୁଡ଼ିଲା ଦିଲ୍ଲୀ ବିମାନବନ୍ଦର ଛାତ; ଜଣେ ମୃତ, ଏକାଧିକ ଆହତ

କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ଟ୍ବିଟରେ ଉଲ୍ଲେଖ କରିଛନ୍ତି, ଛାତ ଭୁଶୁଡିବା ଘଟଣାରେ ନିଜେ ସେ ଏନେଇ ମନଟରିଂ କରୁଛନ୍ତି । ଯଥାସମ୍ଭବ ଭଶୁଡିବା ସାଇଟରେ କାମ ଚାଲିଛି ।

Anant Ambani Invitation Card
ଅନନ୍ତଙ୍କ ନିମନ୍ତ୍ରଣ କାର୍ଡରେ ରହିଛି ରୂପା ମୂର୍ତ୍ତି, କାଶ୍ମୀର ସାଲ୍ ସାଙ୍ଗକୁ ହାତଲେଖା ଚିଠି ! ଦେଖନ୍ତୁ ଭିଡିଓ...

ଫଟୋ ଫ୍ରେମ୍‌ ଭଳି ବକ୍ସ ଭିତରେ ଥାକ ଥାକ ହୋଇ ରହିଛି ନିମନ୍ତ୍ରଣ କାର୍ଡ । ସବୁଠାରୁ ସୁନ୍ଦର ଆଉ ମନକୁ ଛୁଇଁଲା ଭଳି ଏକ ହାତ ଲେଖା ପତ୍ର ମଧ୍ୟ ସେଥିରେ ରହିଛି ।

Lal Krishna Advani
ହସ୍ପିଟାଲରୁ ଡିସଚାର୍ଜ ହେଲେ ଲାଲକୃଷ୍ଣ ଆଡଭାନୀ

ସୂଚନା ଅନୁସାରେ ଯେ ବାର୍ଦ୍ଧକ୍ୟ ସମ୍ବନ୍ଧୀୟ ସମସ୍ୟା ହେତୁ ତାଙ୍କୁ ଗତକାଲି ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ AIIMS ର ଜିରିଆଟ୍ରିକ୍‌ ବିଭାଗ (ବୃଦ୍ଧମାନଙ୍କୁ ଚିକିତ୍ସା କରୁଥିବା ବିଭାଗ) ଡାକ୍ତରଙ୍କ ତତ୍ତ୍ୱାବଧାନରେ ରଖାଯାଇଥିଲା ।

NEET Exam
ପ୍ରଶ୍ନ ପତ୍ର ଲିକ୍ ମାମଲାରେ ଧରା ପଡ଼ିଲେ ଦୁଇ ଅଭିଯୁକ୍ତ, ପାଟନାରୁ ହେଲେ ଗିରଫ

ବହୁ ଚର୍ଚ୍ଚିତ ନିଟ୍ ପେପର ଲିକ୍ ମାମଲା । ଗିରଫ ହେଲେ ଦୁଇଜଣ ଅଭିଯୁକ୍ତ ।

President on Paper Leak
'ପେପର ଲିକ୍‌ର ନିରପେକ୍ଷ ଯାଞ୍ଚ ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ’

ନିଟ୍‌-ୟୁଜି ପରୀକ୍ଷା ପେପର ଲିକ୍‌ର ନିରପେକ୍ଷ ଯାଞ୍ଚ ହେବ ବୋଲି କହିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନିରପେକ୍ଷ ଯାଞ୍ଚ ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ ।

Lakhpati Didi
ରାଷ୍ଟ୍ରପତିଙ୍କ ଅଭିଭାଷଣ, ୭୦ ବର୍ଷରୁ ଅଧିକ ପ୍ରତି ଭାରତୀୟଙ୍କୁ ମିଳିବ ଆୟୁଷ୍ମାନ ଯୋଜନାର ଲାଭ

ମୋ ସରକାର ଆରମ୍ଭରୁ ଏମ୍ଏସ୍‌ପି ବୃଦ୍ଧି କରିଛନ୍ତି । ଫଳରେ ଚାଷୀଙ୍କ ଖାତାକୁ ୨୦ ହଜାର କୋଟି ଟଙ୍କା ଟ୍ରାନ୍ସଫର କରାଯାଇଛି । ସେହିପରି ଆୟୁଷ୍ମାନ ଯୋଜନାର ଲାଭ ୭୦ ବର୍ଷର ଊର୍ଦ୍ଧ୍ୱ ଲୋକଙ୍କୁ ବି ମିଳିବ ବୋଲି କହିଛନ୍ତି ରାଷ୍ଟ୍ରପତି।

Amarnath Yatra
ଜୁନ୍ ୨୯ରୁ ଆରମ୍ଭ ହେବ ଅମରନାଥ ଯାତ୍ରା; ଜାଣନ୍ତୁ ଯାତ୍ରା ସମୟରେ କ’ଣ କରିବେ ଓ କ’ଣ କରିବେନି...

ଅମରନାଥ ଯାତ୍ରା ଜୁନ୍ ୨୯ରୁ ଆରମ୍ଭ ହେବ । ଏହି ଯାତ୍ରା ଅଗଷ୍ଟ ୧୯ ପର୍ଯ୍ୟନ୍ତ ଚାଲିବ । ତେବେ ୫୨ ଦିନ ଧରି ଶ୍ରଦ୍ଧାଳୁ, ଭକ୍ତ ଓ ତୀର୍ଥଯାତ୍ରୀଙ୍କୁ ଅମରନାଥ ଯାତ୍ରାର ସୁଯୋଗ ମିଳିବ। 

Ayodhya Ram Mandir
‘ରାମ ମନ୍ଦିର ଗର୍ଭଗୃହରେ ଟୋପାଏ ବି ପାଣି ପଡ଼ିନି’

ଅଯୋଧ୍ୟା ରାମ ମନ୍ଦିରରେ ପାଣି ଲିକ୍  ଖବର ପରେ ସ୍ପଷ୍ଟୀକରଣ । ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ‘ଏକ୍ସ’ରେ ସ୍ପଷ୍ଟୀକରଣ ।

Delhi CM Arvind Kejriwal
ଦିଲ୍ଲୀ ମଦ ଦୁର୍ନୀତି ମାମଲା; କେଜ୍ରିୱାଲଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା CBI

ଅରବିନ୍ଦ କେଜ୍ରିୱାଲଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା ସିବିଆଇ । ରିମାଣ୍ଡ ଅନୁମତି ଦେଲେ ରାଉଜ୍ ଆଭେନ୍ୟୁ କୋର୍ଟ । ଆଜି ତିହାର ଜେଲରେ ପଚରାଉଚରା କରିବ ସିବିଆଇ ଟିମ୍ ।

BJP leader LK Advani
ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ;  ଦିଲ୍ଲୀ ଏମ୍ସରେ ଭର୍ତ୍ତି

ହସ୍ପିଟାଲରେ ଭର୍ତ୍ତି ହେଲେ ଭାରତ ରତ୍ନ ଲାଲକୃଷ୍ଣ ଆଡଭାନୀ । ଦିଲ୍ଲୀ ଏମ୍ସରେ ତାଙ୍କୁ ଭର୍ତ୍ତି କରାଯାଇଛି । ସେପଟେ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି । 

Kishan Bagaria
ସ୍କୁଲ ଡ୍ରପଆଉଟ୍‌ରୁ ଟେକ୍‌ ମାଷ୍ଟର୍‌; ୨୬ ବର୍ଷର ଯୁବକ ବିକିଲେ ୪୧୬ କୋଟିର ମେସେଜିଂ ଆପ୍‌

ମାତ୍ର ୨୬ ବର୍ଷ ବୟସରେ ହୋଇଛନ୍ତି କୋଟିପତି । ଆସାମର ଜଣେ ଯୁବକ ପ୍ରସ୍ତୁତ କରିଥିବା ମେସେଜିଂ ଆପ୍ଲିକେସନକୁ ଆମେରିକାର ଏକ ପ୍ରତିଷ୍ଠିତ କମ୍ପାନୀ ୪୧୬ କୋଟି ଟଙ୍କାରେ କିଣିଛି ।

NEET controversy
ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା: କେମିତି ହୁଏ ପେପର ଲିକ୍ କହିଲା ମାଫିଆ...

ନିଟ୍ ବିବାଦ ଯେତେ ଘନଉଛି, ନୂଆ ନୂଆ ତଥ୍ୟ ପଦାକୁ ଆସିବାରେ ଲାଗିଛି । ପେପର ଲିକ୍ ନେଟୱର୍କର ଜଣେ ପ୍ରମୁଖ ସଦସ୍ୟ ଅପରେସନର ବିଷୟରେ ବୁଝାଇଛନ୍ତି । କେମିତି ହୁଏ ପେପର ଲିକ୍...

Ratha yatra 2024
ସ୍ପଷ୍ଟ ହେଲା ଚିତ୍ର, ରଥଯାତ୍ରା ଦେଖିବାକୁ ପୁରୀ ଆସିବେ ମହାମହିମ

ପୁରୀ ଟାଉନ୍ ହଲ ପରିସରରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବୈଠକରେ ବିଭିନ୍ନ ଦିଗକୁ ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି। 

Modi-Rahul
ସଂସଦରେ ବିରଳ ଦୃଶ୍ୟ ! ମୋଦିଙ୍କ ସହ ହାତ ମିଳାଇଲେ ରାହୁଲ, ଦେଖନ୍ତୁ ଭିଡିଓ...

ବାଚସ୍ପତି ନିର୍ବାଚନ ସମୟରେ ଶାସକ ଓ ବିରୋଧୀ ଦଳର ଏହି ଦୁଇ ନେତାଙ୍କ ମଧ୍ୟରେ ଏପରି ବନ୍ଧୁତ୍ୱପୂର୍ଣ୍ଣ ଭାବ ଏକ ନୂଆ ଅଧ୍ୟାୟ ସୃଷ୍ଟି କରିଛି।