ପାଖେଇ ଆସୁଛି ମାହେନ୍ଦ୍ର ବେଳା । ଅଧାଅଧି ସରି ଆସିଲାଣି ଅଯୋଧ୍ୟାର ଭବ୍ୟ ରାମ ମନ୍ଦିର । ହଜାରେ ବର୍ଷ ତିଷ୍ଠି ରହିଲା ଭଳି ହେଉଛି ନିର୍ମାଣ କାର୍ଯ୍ୟ । ରାତିଦିନ କାମରେ ଲାଗିଛନ୍ତି ଶହ ଶହ କାରିଗର । ୨୦୨୩ ଶେଷ ସୁଦ୍ଧା ସଂପୂର୍ଣ୍ଣ ହେବ ଅଯୋଧ୍ୟାର ରାମମନ୍ଦିର ନିର୍ମାଣ । ଆଉ ୨୦୨୪ ମକର ସଂକ୍ରାନ୍ତି ତିଥିରେ ପ୍ରତିଷ୍ଠା ହେବ ରାମଲଲାଙ୍କ ବିଗ୍ରହ ।
ଭାରତକୁ କୋହିନୂର ହୀରା ଫେରାଇଦେବାରେ ସହାୟତା କରିବେ କି ବ୍ରିଟେନ୍ର ଭାରତୀୟ ବଂଶୋଦ୍ଭବ ଓ ପ୍ରଥମ ହିନ୍ଦୁ ପ୍ରଧାନମନ୍ତ୍ରୀ ରିଷି ସୁନକ୍ ?
କୂଟନୈତିକ ଆଲୋଚନା ପାଇଁ ଦାବି କଲେ ଶ୍ରୀମନ୍ଦିର ସେବାୟତ ।
ଏକାଥରେ ୨ ଲକ୍ଷ ଭକ୍ତ ଦର୍ଶନ କରିପାରିବାର ବ୍ୟବସ୍ଥା । ୨୦୨୪ ମକର ସଂକ୍ରାନ୍ତି ସୁଦ୍ଧା ବିଗ୍ରହ ପ୍ରତିଷ୍ଠା ।
ଭାରତ ସମେତ ଅନ୍ୟ ଦେଶରେ ସର୍ବାଧିକ ବ୍ୟବହୃତ ଏହି ମେସେଜିଂ ଆପ୍ କାମ ନକରିବାରୁ ୟୁଜର୍ସଙ୍କ ଟେନ୍ସନ୍ ବଢ଼ି ଯାଇଥିଲା। ମେସେଜ୍ ଓ ଭିଡିଓ ପଠାଇବା ବନ୍ଦ ହୋଇଯିବାରୁ ଅଚଳ ହୋଇଯାଇଥିଲା କୋଟି କୋଟି ୟୁଜରଙ୍କ ହାତ।
ଆମେ ଆମ ପରମ୍ପରାରେ, ବିଶ୍ୱାସରେ ଦୁଇ ଅଗ୍ର ଦେବଦେବୀ ଲକ୍ଷ୍ମୀ-ଗଣେଶଙ୍କୁ ଏତେ ଗୁରୁତ୍ୱ ଦେଉଛୁ ତେବେ ଭାରତୀୟ କରେନ୍ସିରେ ତାଙ୍କର ଫଟୋ ରଖାଯିବା ଉଚିତ ହେବନି କି ?
ପଶ୍ଚିମବଙ୍ଗର ସାଗର ଦ୍ୱୀପ ଠାରୁ ୯୦ ନଟିକାଲ୍ ମାଇଲ୍ ଦୂର ଗଭୀର ସମୁଦ୍ରରେ ବାଂଲାଦେଶୀ ମତ୍ସ୍ୟଜୀବୀଙ୍କ ଡଙ୍ଗା ବୁଡ଼ି ଯାଇଥିଲା। ବାତ୍ୟା ‘ସିତ୍ରାଙ୍ଗ’ ଯୋଗୁ ସମୁଦ୍ର ଅଶାନ୍ତ ଥିବାରୁ ଏଭଳି ପରିସ୍ଥିତିରେ ପହଁରିବା ସମ୍ଭବପର ନଥିଲା।
ବିମାନ ଟିକେଟ୍ ବୁକ୍ ବେଳେ ସବୁବେଳେ ଫ୍ଲେକ୍ସିବଲ୍ ଡେଟ୍(ତାରିଖ) ଉପରେ ଧ୍ୟାନ ରଖିବା ଉଚିତ୍। ଫଳରେ ଆପଣ ଅଧିକ ଟଙ୍କା ସଞ୍ଚୟ କରିପାରିବେ।
ମକର ସଂକ୍ରାନ୍ତିରୁ ଭଗବାନ ଶ୍ରୀରାମଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। । ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ଗତକାଲି ଏହି ସୂଚନା ଦିଆଯାଇଛି।
ଅରୁଣାଚଳ ପ୍ରଦେଶର ଇଟାନଗର ନିକଟ ନାହାରଲାଗୁନ ଡେଲି ମାର୍କେଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ ମାର୍କେଟରେ ଥିବା ୭୦୦ଟି ଦୋକାନ ଜଳିପୋଡ଼ି ପାଉଁଶ ହୋଇଯାଇଛି।
ମାଡ଼ ଖାଇଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ । ସମସ୍ତଙ୍କ ସାମ୍ନାରେ ଖାଇଲେ ଚାବୁକ ମାଡ଼ । ହାତ ଦେଖାଇ ଠିଆ ହୋଇଥିବା ବେଳେ ଜଣେ ବ୍ୟକ୍ତି ତାଙ୍କୁ ପ୍ରହାର ଉପରେ ପ୍ରହାର କରି ଚାଲିଲେ । ତେବେ କିଏ ଦେଲା ତାଙ୍କୁ ଏମିତି ଶାସ୍ତି? ସେ କାହିଁକି ଖାଇଲେ ମାଡ଼?
ଦୀପାବଳିରେ ଏକ ପରମ୍ପରା ରହିଛି । ତାହା ହେଉଛି ଉପହାର ଆଦାନପ୍ରଦାନ । ଏହି ଅବସରରେ ମୁମ୍ବାଇର ଜଣେ ବ୍ୟବସାୟୀ ଦୀପାବଳିରେ ଯେଉଁ ଉପହାର ଦେଇଛନ୍ତି ତାହା ବୋଧହୁଏ ସବୁଠାରୂ ମୂଲ୍ୟବାନ ଉପହାର । ସେ ଉପହାରର ମୂଲ୍ୟ ଆପଣ ଆକଳନ କରିପାରିବେ ନାହିଁ ।
୧୧୦ ମିନିଟ ପରେ ପୁନଃ କାର୍ଯ୍ୟକ୍ଷମ ହେଲା ସୋସିଆଲ୍ ମିଡିଆ ପ୍ଲାଟ୍ଫର୍ମ ହ୍ୱାଟ୍ସଆପ୍(WhatsApp)। ସାରା ଦେଶରେ ୧୧୦ ମିନିଟ୍ ପର୍ଯ୍ୟନ୍ତ ହ୍ୱାଟ୍ସଆପ୍ ଡାଉନ୍ ଥିଲା।
ଅଙ୍ଗେ ନିଭେଇଥିବା ମଣିଷ ହିଁ ବୁଝି ପାରେ ଭୋକର ଦୁଃଖ । ଏ ଭୋକ ବିଶେଷ କିଛି ଖୋଜେନି। ଖୋଜିଥାଏ ମୁଠାଏ ମାତ୍ର ଖାଦ୍ୟ। ତଥାପି ତାକୁ ସେତକ ମିଳି ନ ଥାଏ।
ସଭିଏଁ ଭିଡିଓ ତିଆରିରେ ବ୍ୟସ୍ତ, ସତରେ କ’ଣ ନାବାଳିକାର ଚିତ୍କାର କାନରେ ପଡ଼ୁନି । ନା ସମସ୍ତେ ପାଷାଣ ହୋଇ ଯାଇଛନ୍ତି ।
ପ୍ରଧାନମନ୍ତ୍ରୀଙ୍କୁ ପାଖରେ ପାଇ ଖୁବ୍ ଉତ୍ସାହିତ ଥିଲେ ଯବାନ।
ଭାରତର ସୀମାକୁ କେହି ନଜର ପକାଇଲେ ଆମ ସଶସ୍ତ୍ର ବାହିନୀ ସେମାନଙ୍କୁ ମୁହଁତୋଡ଼ ଯବାବ ଦେବେ । ଆମେ ଯୁଦ୍ଧର ବିରୋଧୀ ହୋଇଥିଲେ ବି ସାମର୍ଥ୍ୟ ବିନା ଶାନ୍ତି ସମ୍ଭବ ନୁହେଁ । ଆଜି ଜାମ୍ମୁ ଓ କାଶ୍ମୀରର କାର୍ଗିଲ ସୀମାରେ ଯବାନଙ୍କ ସହ ଦୀପାବଳି ମନାଇବା ବେଳେ ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
କାରଗିଲ ମାଟିରେ ଭାରତୀୟ ଯବାନଙ୍କ ସହ ଦୀପାବଳି ପାଳନ କରିବାକୁ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ । ସେଠାରେ ନରେନ୍ଦ୍ର ମୋଦିଙ୍କ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଛି ।
କାର୍ଗିଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତୀୟ ଯବାନଙ୍କ ସହ ଦୀପାବଳି ପାଳନ କରିବାକୁ ମୋଦି ଆଜି କାର୍ଗିଲ୍ରେ ପହଞ୍ଚିଛନ୍ତି।
ରାଗିଗଲେ ମନ୍ତ୍ରୀ। ଦେଖାଇଲେ ଦବଙ୍ଗଗିରି ! ଗୁହାରି କହିବାକୁ ଆସିଥିବା ମହିଳାଙ୍କୁ ସମସ୍ତଙ୍କ ସାମ୍ନାରେ ମାରିଲେ ଚାପୁଡା।
ଗାନ୍ଧୀ ପରିବାର ସହ ଜଡିତ ଏକ ସଂସ୍ଥା ଉପରେ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର ।
ନର୍ସଙ୍କ ହାତ, ଗୋଡ଼ ବାନ୍ଧି ଗଣଦୁଷ୍କର୍ମ ! ଅପରାହ୍ଣ ୨ଟା ସମୟରେ ନର୍ସଙ୍କୁ ଏକୁଟିଆ ଦେଖି ଅଭିଯୁକ୍ତମାନେ ସ୍ୱାସ୍ଥ୍ୟକେନ୍ଦ୍ର ଭିତରକୁ ପଶି ନର୍ସଙ୍କ ତଣ୍ଟି ଚିପି ଥିଲେ। ଏହାପରେ ନର୍ସଙ୍କୁ ବାନ୍ଧି ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି।
ଆପଣ ଟ୍ରେନରେ ଯିବା ବେଳେ ଏମିତି ଦୃଶ୍ୟ ନିଶ୍ଚୟ ଦେଖିଥିବେ। ନମାଜ ସମୟ ହେଲେ ମୁସଲିମ୍ ସଂପ୍ରଦାୟର ବ୍ୟକ୍ତି ନିଜ ସିଟ ପାଠରେ ନମାଜ ପାଠ କରିଥାନ୍ତି। ହେଲେ ଏ ଦୃଶ୍ୟ ଟିକେ ନିଆରା। ଚଳନ୍ତା ଟ୍ରେନରେ ଯାତ୍ରୀଙ୍କ ବାଟ ଓଗାଳି ଏହି କିଛି ସଂଖ୍ୟାଲଘୁ ନମାଜ ପଢିବାକୁ ନେଇ ବିବାଦ ମୁଣ୍ଡ ଟେକିଛି। କଥା ଯାଇ ପହଂଚିଛି ରେଳବାଇ ସୁରକ୍ଷା ବୋର୍ଡ ନିକଟରେ...
କେଦାରନାଥ ଓ ବଦ୍ରିନାଥ ମନ୍ଦିର ଗସ୍ତରେ ଯାଇ ୩ ହଜାର ୪ ଶହ କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହାସହ ସମୁଦ୍ରତଟରୁ ୧୧,୩୦୦ ଫୁଟ୍ ଉଚ୍ଚତାରେ ରହିଥିବା ଭାରତୀୟ ସେନା କ୍ୟାମ୍ପରେ ରାତି କଟାଇଛନ୍ତି ।
ଚନ୍ଦ୍ରାୟଣ-୨ ମିଶନ୍ ଫେଲ୍ ମାରିଥିବାରୁ ଚନ୍ଦ୍ରାୟଣ-୩ ମିଶନରେ ଅନେକ ପରିବର୍ତ୍ତନ ଅଣାଯାଇଛି ।