ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ହେବେ ଜଷ୍ଟିସ ୟୁ ୟୁ ଲଳିତ...ଆସନ୍ତା ୨୭ ତାରିଖରେ ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରିବେ ଜଷ୍ଟିସ ଲଳିତ...
ପଟିଆଲାସ୍ଥିତ ଏସବିଆଇର ମୁଖ୍ୟ ଶାଖାରେ ଏଟିଏମରେ ରଖିବାକୁ ବ୍ୟାଗରେ ନଗଦ ଟଙ୍କା ରଖାଯାଇଥିଲା। ତେବେ ହଠାତ୍ ବ୍ୟାଗଟି ଉଭାନ୍ ହୋଇଯାଇଥିଲା।
ଛାନଭିନ ବେଳେ ଘରୁ ନଗଦ ୮୫ ଲକ୍ଷ ଟଙ୍କା ମିଳିଛି ।
ଫେରାର ମାରିବା ପୂର୍ବରୁ ଲାଞ୍ଚୁଆ ଅଧିକାରୀଙ୍କୁ ଧରିଲା ପୋଲିସ୍ ।
କେବେ ସୁଧୁରିବ ପାକିସ୍ତାନ, କେବେ ସୁଧୁରିବ ପାକିସ୍ତାନ୍ ଆତଙ୍କୀ ? ସ୍ୱାଧୀନତା ଦିବସ ପୂର୍ବରୁ ଆତଙ୍କୀଙ୍କ ଟାର୍ଗେଟରେ ଭାରତ ।
ପ୍ରେମକୁ ନେଇ ସ୍ୱାମୀ-ସ୍ତ୍ରୀଙ୍କ ଭିତରେ ଝଗଡା ହେଲା। ପତ୍ନୀ ରାଗିଗଲେ ଆଉ ପିଲାଙ୍କୁ ନେଇ ବାପ ଘର ପଳେଇଲେ। ପତ୍ନୀଙ୍କୁ ମନେଇବା ନେଇ ନେବାକୁ ହେଲା ୩ ଦିନ ଛୁଟି। ଜାଣନ୍ତୁ କ’ଣ ଥିଲା ଚିଠି।
ରାଷ୍ଟ୍ରପତି ଭବନରେ ଓଡ଼ିଶାର ବିଧାୟକ ଟିମ୍ । ପ୍ରଥମ ନାଗରିକଙ୍କୁ ଭେଟିଲେ, ଅଭିନନ୍ଦନ ଜଣାଇଲେ । ଉପହାର ଦେବା ସହ ସୁଖଦୁଃଖ ବି ହେଲେ । ରାଜ୍ୟ ବିକାଶ ଲାଗି ସହଯୋଗ ଲୋଡ଼ିଲେ । ଖାଲି ସେତିକି ନୁହେଁ, ଭବ୍ୟ ରାଷ୍ଟ୍ରପତି ଭବନ ବୁଲି ଦେଖିବା ସହ ରାଷ୍ଟ୍ରପତିଙ୍କ ସହ ଫଟୋ ଉଠାଇ ଖୁସି ମନରେ ଫେରିଲେ ଓଡ଼ିଶାରୁ ଯାଇଥିବା ବିଧାୟକ ଟିମ ।
ବାରମ୍ବାର ବ୍ୟାଙ୍କ ଅଫିସରଙ୍କୁ କହିଲେ ଚେକ୍ କରିବା ପାଇଁ । ଶେଷରେ ବ୍ୟାଙ୍କ ଷ୍ଟେଟ୍ମେଣ୍ଟ ମଧ୍ୟ ବାହାର କଲେ । ଆଉ ସେଥିରେ ମଧ୍ୟ ତାହା ସ୍ପଷ୍ଟ ଭାବେ ଲେଖା ଥିଲା ଯେ, ଆକାଉଣ୍ଟରେ ଜମା ଅଛି ୨.୭ କୋଟି ଟଙ୍କା ।
ସୋସିଆଲ ମିଡିଆରେ ତାଙ୍କ ଆକାଉଣ୍ଟ ଭେରିଫାଏ ହେବା ପୂର୍ବରୁ ତାଙ୍କୁ ଏତେ ମାତ୍ରାରେ ଲୋକ ଫଲୋ କରିଛନ୍ତି ଯେ, ତାହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ।
ଅନେକ ବ୍ୟକ୍ତିତ୍ୱ ଅଛନ୍ତି ଯେଉଁମାନେ ଭାରତର ପ୍ରତିଦ୍ୱନ୍ଦୀ ପାକିସ୍ଥାନରେ ଜନ୍ମ ହୋଇଥିଲେ, କିନ୍ତୁ ସେମାନକ କାମ ଆଜି ଭାରତକୁ ଗର୍ବିତ କରେ। ସେମାନଙ୍କୁ ସମସ୍ତେ ଭାରତୀୟ ବୋଲି ମାନନ୍ତି। ଆସନ୍ତୁ ଏମିତି ୧୦ ଜଣ ବ୍ୟକ୍ତିତ୍ୱଙ୍କ ଉପରେ ନଜର ପକେଇବା।
ଆଜି ୨୪ କ୍ୟାରେଟ୍ ସୁନା ପ୍ରତି ୧୦ ଗ୍ରାମକୁ ୫୧,୪୪୦ ଟଙ୍କା ଥିବାବେଳେ ରୂପା ଦର ପ୍ରତି କିଲୋକୁ ୫୭,୫୦୦ ଟଙ୍କା ରହିଛି। ଗତକାଲି ତୁଳନାରେ ଆଜି ସୁନା ଓ ରୁପା ଦରରେ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି।
ନିଦ ପାଇଁ ଜୀବନ ଚାଲିଯାଇ ଥାଆନ୍ତା, ହେଲେ ଭାଗ୍ୟ ବଳରେ ଯୁବକଙ୍କ ଜୀବନ ବଞ୍ଚିଗଲା ।
ବିଶାଖାପାଟଣା ନିକଟରେ ଥିବା ଏକ ଶିଳ୍ପାଞ୍ଚଳରେ ବିଷାକ୍ତ ଗ୍ୟାସ୍ ଲିକ୍ ହେବାରୁ ଶତାଧିକ ଲୋକ ଅସୁସ୍ଥ ହୋଇପଡ଼ିଛନ୍ତି। ଗ୍ୟାସ୍ ଲିକ୍ ଯୋଗୁ ଏଠାରେ କାମ କରୁଥିବା କର୍ମଚାରୀଙ୍କ ଆଖି ପୋଡ଼ିବା ସହିତ ବାନ୍ତି ହୋଇଥିଲା।
ବିବାହର ବର୍ଷକ ପରେ ତାଙ୍କର ପ୍ରଥମ ସନ୍ତାନ ବିନାୟକ ଜନ୍ମ ନେବା ପରେ ସେ ନିଷ୍ପତ୍ତି ନେଲେ ଗାଁକୁ ଫେରିବେ । ଆଉ ସେଠାରେ ଭଗବାନଙ୍କୁ ଧନ୍ୟବାଦ ଜଣାଇବେ ।
ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଉପରେ ରାଗିକି ଥିଲେ ଜଣେ ମହିଳା। ହସ୍ପିଟାଲ୍ରେ ଦେଖାହେବା ମାତ୍ରେ ଫୋପାଡିଲେ ଚପଲ। କହିଲେ ମୁଣ୍ଡରେ ବାଜିଥିଲେ ଠିକ ହୋଇଥାନ୍ତା।
ନିର୍ବାଚନ କମିଶନଙ୍କ ୱେବସାଇଟ୍ରେ ଏନେଇ ବ୍ୟବସ୍ଥା ରହିଛି । ଏହାଛଡ଼ା ବୁଥ୍ସ୍ତରରେ ନିୟୋଜିତ କର୍ମଚାରୀ ମଧ୍ୟ ଅଫଲାଇନରେ କାମ କରୁଛନ୍ତି ।
ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଆଇସୋଲେସନରେ ରଖାଯାଇଛି...
ନ୍ୟାସନାଲ୍ ହେରାଲ୍ଡ ଅଫିସରେ ଇଡି ରେଡ୍। କୁହାଯାଉଛି ଯେ, ହେରାଲ୍ଡ ହାଉସ୍ର ଚତୁର୍ଥ ମହଲାରେ ଇଡି ସର୍ଚ୍ଚ ଅପରେସନ ଚଳାଇଛି।
ରିଲାଏନ୍ସ ଜିଓ ସାରା ଦେଶରେ 5G ଲଞ୍ଚ୍ କରିବା ପାଇଁ ପ୍ରସ୍ତୁତ ହେଉଛି। ଏନେଇ ରିଲାଏନ୍ସ ଜିଓର ଚେୟାରମ୍ୟାନ୍ ଆକାଶ ଅମ୍ବାନୀ ଇସାରା ଦେଇଛନ୍ତି।
ମୂଷା ମାରିବା ପାଇଁ ଟମାଟୋ ଉପରେ ଲଗାଇଥିଲେ ବିଷ । ହେଲେ ଦୁର୍ଭାଗ୍ୟବଶତଃ ନିଜେ ଖାଇ ମରିଗଲେ...
୩୫ ବର୍ଷୀୟ ଆକ୍ରାନ୍ତ ଯୁବକ ଜଣେ ଆଫ୍ରିକୀୟ ନାଗରିକ। ନିକଟରେ ସେ କୌଣସି ବିଦେଶ ଯାତ୍ରା କରିନଥିବା ଜଣାପଡ଼ିଛି। ତଥାପି ସେ ମଙ୍କିପକ୍ସରେ ଆକ୍ରାନ୍ତ ହୋଇଛନ୍ତି।
ପଶୁଙ୍କୁ ଦିଆଯିବ କରୋନା ଟିକା...୨ ବର୍ଷର କଠିନ ପରିଶ୍ରମ ପରେ ପ୍ରସ୍ତୁତ ହୋଇଛି ଆଙ୍କୋଭାକ୍ସ ଟିକା...
କେରଳର ମୁଣ୍ଡକାୟମ, ଏରାତୁପେଟା ଓ କୁଟିକାଲ୍ ସହର ଜଳାର୍ଣ୍ଣବ...ଏରାତୁପେଟା ସହରରେ ଲୋକଙ୍କ ଘରେ ପଶିଗଲା ପାଣି ....
ସୀତାରମଣ ଗୃହରେ ବିଶିଷ୍ଟ ଅର୍ଥନୀତିଜ୍ଞ ରଘୁରାମ ରାଜନଙ୍କ ମନ୍ତବ୍ୟକୁ ଗୃହରେ ପଢ଼ି ଶୁଣାଇଥିଲେ।