ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି ଭିଡିଓ ।
ଗତକାଲି ରାତି ପ୍ରାୟ ସାଢ଼େ ୧୦ଟା ସମୟରେ ପ୍ରଥମେ ଦୋମାଳି ଚୌକ୍ରେ ଥିବା ଏକ ପେଟ୍ରୋଲ ପମ୍ପ ନିକଟରେ ବିସ୍ଫୋରଣ ହୋଇଥିଲା। ଏଠାରେ ପାର୍କିଂ ହୋଇଥିବା ଏକ ଖାଲି ବସ୍ରେ ଏହି ବିସ୍ଫୋରଣ ଘଟିଥିଲା।
CDS ସହ ମିଲିଟାରୀ ଆଫେୟାର୍ସ ସଚିବ ଭାବେ ବି ସେ କାର୍ଯ୍ୟ କରିବେ ।
କିଛି କାମ ଦୁଃସାଧ୍ୟ ନୁହେଁ। କିଛି ରାସ୍ତା ଅପହଞ୍ଚ ନୁହେଁ। କମଲା ନେଗିଙ୍କୁ ଦେଖିଲେ ଏକଥା ସହଜରେ ଜଣେ କହି ପାରିବ। ଏହି ବୟସ୍କା ମହିଳା ଜଣକ ଖାଲି ଯୁଗଯୁଗରୁ ଚଳିଆସୁଥିବା ପ୍ରଥାକୁ ଭାଙ୍ଗି ଦେଇ ନାହାନ୍ତି ବରଂ ପୁରୁଷଙ୍କୁ ମଧ୍ୟ ସେମାନଙ୍କ ଇଲାକାରୁ ହଟାଇ ଦେଇଛନ୍ତି।
ଡିସେମ୍ବର ପର୍ଯ୍ୟନ୍ତ ବଢ଼ିଲା ଗରିବ କଲ୍ୟାଣ ଯୋଜନାର ମିଆଦ୍
ଯଦି ଆପଣ 5G ସ୍ମାର୍ଟଫୋନ୍ କିଣିବାକୁ ଚାହୁଁଛନ୍ତି, ତା’ହେଲେ ଆପଣଙ୍କ ପାଇଁ ଏକ ଭଲ ଖବର। ଆମାଜନ୍ ଗ୍ରେଟ୍ ଇଣ୍ଡିଆନ୍ ସେଲ୍ରେ ଆପଣ ୨୦ ହଜାର ଟଙ୍କା କମ୍ ମୂଲ୍ୟରେ 5G ସ୍ମାର୍ଟଫୋନ୍ କିଣିପାରିବେ।
କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି। ୪% ମହଙ୍ଗା ଭତ୍ତା ବଢ଼ାଇଲେ କେନ୍ଦ୍ର ସରକାର।
ନୂଆ ପାସ୍ପୋର୍ଟ ପାଇଁ ଆବେଦନ କରୁଛନ୍ତି ? ସେଥିପାଇଁ ପୋଲିସ କ୍ଲିୟରାନ୍ସ ସାର୍ଟିଫିକେଟ ମିଳିବାରେ ସମସ୍ୟା ହେଉଛି କି ? ତେବେ ଆପଣଙ୍କ ପାଇଁ ରହିଛି ଏକ ଖୁସି ଖବର । ଏଣିକି ସହଜରେ ମିଳିପାରିବ ପୋଲିସ କ୍ଲିୟରାନ୍ସ ସାର୍ଟିଫିକେଟ। ଆପଣ ପୋଷ୍ଟ ଅଫିସ ପାସପୋର୍ଟ ସେବାକେନ୍ଦ୍ରରେ (POPSKs) ଅନଲାଇନରେ ପୋଲିସ କ୍ଲିୟରାନ୍ସ ସାର୍ଟିଫିକେଟ ପାଇଁ ଆବେଦନ କରିପାରିବେ।
ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୪୯ ହଜାର ୩୦୦ ଟଙ୍କା ରହିଛି ।
ଲତାଜୀଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହାର୍ଦ୍ଦିକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଅଯୋଧ୍ୟାର ସରଯୂ ନଦୀ ଘାଟରେ ନିର୍ମାଣାଧୀନ ୪୦ ଫୁଟର ବୀଣାର ପ୍ରତିକୃତିଙ୍କୁ ଲତାଙ୍କ ସ୍ମୃତିରେ ଉତ୍ସର୍ଗୀକୃତ କରିଛନ୍ତି ପ୍ରଧାନମନ୍ତ୍ରୀ । ପାଖାପାଖି ୧୪ ଟନ ଓଜନର ବୀଣାକୁ ସ୍ଥାପନ କରିବା ପାଇଁ କ୍ରେନ୍ର ସହାୟତା ନିଆଯାଇଥିଲା। ଏବେ ଏହି ବୀଣା ସମସ୍ତଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି।
ମହଙ୍ଗା ଭତ୍ତା ଓ Dearness Reliefର ସଂଶୋଧନ ପାଇଁ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍ସନ୍ଧାରୀ ଅପେକ୍ଷା କରିଥିବା ବେଳେ ସରକାର ଏହି ଘୋଷଣା କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି। କାରଣ ପ୍ରତ୍ୟେକ ବର୍ଷ ଏହି ସମୟରେ ହିଁ ମହଙ୍ଗା ଭତ୍ତାରେ ବୃଦ୍ଧି ନେଇ ଘୋଷଣା ହୋଇଥାଏ।
NIA, ବିଭିନ୍ନ ରାଜ୍ୟର ପୋଲିସ୍ ଏବଂ ତଦନ୍ତକାରୀ ସଂସ୍ଥା ଗୁଡ଼ିକ PFIର ବିଭିନ୍ନ ଠିକଣା ଉପରେ ଚଢ଼ାଉ କରି ଶତାଧିକ ଲୋକଙ୍କୁ ଗିରଫ କରିଛି। ଗତକାଲି ୮ଟି ରାଜ୍ୟର ବିଭିନ୍ନ ସ୍ଥାନରେ ଜାତୀୟ ତଦନ୍ତକାରୀ ସଂସ୍ଥା ଚଢାଉ କରିଥିଲା।
ସୋନିଆଙ୍କୁ ଭେଟିବାକୁ ଦିଲ୍ଲୀରେ ପାଇଲଟ୍
କୁନୋ ଜାତୀୟ ଉଦ୍ୟାନରେ ଥିବା ଚିତାଙ୍କ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ।
ଏମିତି କିଛି କାହାଣୀ ଆଜି ଆପଣଙ୍କୁ ଆମେ କହିବୁ ଯାହା ଜାଣିବା ପରେ ଆପଣ ବି ସେହି ଯୁବକଙ୍କୁ ସାବାସି ଦେବାକୁ ବାଧ୍ୟ ହେବେ ।
ଏବେ ବିବାହ ମଣ୍ଡପ ପହଞ୍ଚି ଯିବ ଆପଣଙ୍କ ଘର ପାଖରେ । ଯେମିତି ଆକର୍ଷଣୀୟ ସେମିତି ଅତ୍ୟାଧୁନିକ। ମାନେ ବାହା ବେଦୀଠାରୁ ଆରମ୍ଭ କରି ରିସେପସନ ହଲ, ଡାଇନିଂ ହଲ ସବୁ ଏହି ମଣ୍ଡପରେ ରହିଛି। । ବିବାହ ମଣ୍ଡପ ଟ୍ରକ୍ରେ ଆସିବ ଆଉ ଲାଗିବ ଆପଣଙ୍କ ଘର ସାମ୍ନାରେ ।
ସ୍ୱାଧୀନତାର ଏତେ ବର୍ଷ ପରେ ସୋହଗପୁର ଗାଁର ଯୁବକ ପାଇଲେ ପ୍ରଥମ ସରକାରୀ ଚାକିରି ।
WABetaInfo ରିପୋର୍ଟ ଅନୁସାରେ 'ଅବତାର୍' ହ୍ୱାଟ୍ସଆପ୍ରେ ଆସିବ।
ଭାରତରେ ତିଆରି ହେବ ଆଇଫୋନ। ଆଇ ଫୋନ-୧୪ ମଡେଲର ପ୍ରଡକ୍ସନ ଭାରତରେ ପ୍ରଥମ ଥର ପାଇଁ ସମାନ ବର୍ଷ ଏବଂ ସମାନ ଦିନରେ ହେବ ବୋଲି କମ୍ପାନୀ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଆଇ ଫୋନର ବିଶ୍ୱସ୍ତ ମାନୁଫାକ୍ଚରିଙ୍ଗ ପାର୍ଟନର ଫକ୍ସକମ୍ ଏହି ମଡେଲ ଭାରତରେ ପ୍ରସ୍ତୁତ କରିବ। ଚେନ୍ନାଇର ଶ୍ରୀପେରୁମ୍ବୁଦୁରରେ ଏହାର ୟୁନିଟ ରହିବ।
ଭାରତୀୟ ଚଳଚ୍ଚିତ୍ରକୁ ଜୀବନବ୍ୟାପୀ ଅବଦାନ ପାଇଁ ପାଇବେ ଏହି ସମ୍ମାନଜନକ ପୁରସ୍କାର
ସୁପ୍ରିମକୋର୍ଟ ପାଇଁ ଆଜି ଏକ ଐତିହାସିକ ଦିନ। ଆଜିଠାରୁ ସାଧାରଣ ଲୋକ ସୁପ୍ରିମକୋର୍ଟଙ୍କ ଶୁଣାଣିର ସିଧା ପ୍ରସାରଣ ଦେଖି ପାରିବେ। କାରଣ ଆଜିଠାରୁ ସାମ୍ବିଧାନିକ ମାମଲାର ଲାଇଭ ଷ୍ଟ୍ରିମିଂ ହେବ। ଶୁଣାଣିର ସିଧା ପ୍ରସାରଣ ପାଇଁ ବ୍ୟବସ୍ଥା କରାଯାଇଛି। ଏହି ମାମଲା ମଧ୍ୟରେ ରହିଛି EWS ସଂରକ୍ଷଣ, ମହାରାଷ୍ଟ୍ର ଶିବସେନା ବିବାଦ, ଦିଲ୍ଲୀ-କେନ୍ଦ୍ର ବିବାଦ ଆଦି ମାମଲା। ବିଚାରର ସିଧା ପ୍ରସାରଣ ନେଇ ସୁପ୍ରିମକୋର୍ଟରେ ଗତ ସପ୍ତାହରୁ ନିଷ୍ପତି ନିଆଯାଇଥିଲା। CJI ୟୁୟୁ ଲଲିତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇ ଥିଲା ।
ପଦାରେ ପଡିଯାଇଛି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ହାଇଡ୍ରାମା। ଦଳୀୟ ବିଧାୟକମାନେ ଇସ୍ତଫା ଦେଇ ଯେପରି ଅଡୁଆ ସ୍ଥିତି ସୃଷ୍ଟି କଲେ ତାହାକୁ ନେଇ କଂଗ୍ରେସ ହାଇ କମାଣ୍ଡ କ୍ଷୁବ୍ଧ ହୋଇଛନ୍ତି। ଏହା ପରେ ଜାତୀୟ କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ଗେହଲଟ ନିର୍ବାଚନ ଲଢି ପାରିବେ କି ନାହିଁ ସେ ନେଇ ଦ୍ୱନ୍ଦ୍ୱରେ ଥିବାବେଳେ ମୁଖ୍ୟମନ୍ତ୍ରୀ ପଦ ବି ହରାଇବା ଆଶଙ୍କା ଦେଖା ଦେଇଛି।
ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୪୯ ହଜାର ୨୦୦ ଟଙ୍କା ରହିଛି ।
ପିଏଫ୍ଆଇ ଉପରେ ଏନ୍ଆଇଏର ପୁଣି ରେଡ୍। ରାଷ୍ଟ୍ରୀୟ ତଦନ୍ତ ସଂସ୍ଥା ତଥା ଏନ୍ଆଇଏ ସମେତ ଅନ୍ୟ ଏଜେନ୍ସିଗୁଡିକ ପୁଣି ଥରେ ପପୁଲାର ଫ୍ରଣ୍ଟ ଅଫ୍ ଇଣ୍ଡିଆର ୮ଟି ରାଜ୍ୟରେ ଥିବା ଅନେକ ଠିକଣା ଉପରେ ଚଢ଼ାଉ କରିଛନ୍ତି।
ବିଳମ୍ବିତ ରାତିରେ ଆନ୍ଧେରି ୱେଷ୍ଟରୁ ରିୟାଜକୁ ଗିରଫ କରିଛି କ୍ରାଇମବ୍ରାଞ୍ଚର ଟିମ୍।