ଶିବସେନାର ନେତୃତ୍ୱ କିଏ ନେବେ ସେଥିଲାଗି ଉଦ୍ଧବ ଠାକ୍ରେ ଓ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଉଭୟଙ୍କୁ ଅଗଷ୍ଟ ୮ ସୁଦ୍ଧା ତଥ୍ୟଗତ ପ୍ରମାଣ ଦେବାକୁ ହେବ ବୋଲି ନିର୍ବାଚନ କମିଶନ କହିଛନ୍ତି।
ଚଢ଼ଉରେ ଅର୍ପିତା ମୁଖାର୍ଜୀଙ୍କ ଘରୁ ବାହାରିଲା ଏତେ ପରିମାଣର ଟଙ୍କା । ଏହି ଘଟଣା ପରେ ଏବେ ସମସ୍ତଙ୍କ ମୁହଁରେ ଗୋଟିଏ ପ୍ରଶ୍ନ । କିଏ ଅର୍ପିତା ?
ପଶ୍ଚିମବଙ୍ଗ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ଇଡି ଗିରଫ କରିଛି। ପାର୍ଥଙ୍କ ଘନିଷ୍ଠ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ଘରୁ ନଗଦ ୨୦ କୋଟି ଟଙ୍କା ଜବତ ହେବାର ଦିନକ ପରେ ପାର୍ଥଙ୍କୁ ଗିରଫ କରାଯାଇଛି।
ସଂସଦ ଭବନ ପରିସରରେ ୨୫ ଜୁଲାଇ ସକାଳ ୧୦ଟା ୧୪ ମିନିଟରେ ହେବ ପଦ ଓ ଗୋପନୀୟତାର ଶପଥପାଠ...
ଟ୍ରକ ଧକ୍କାରେ ୫ କାଉଡିଆଙ୍କ ମୃତ୍ୟୁ ୨ ଗୁରୁତର...
ଟିଏମସି ମନ୍ତ୍ରୀଙ୍କ ସମ୍ପର୍କୀୟଙ୍କ ଘରୁ ବାହାରିଲା ଏଭଳି ଗଦାଗଦା ଟଙ୍କା । ଟିଏମସି ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ସମ୍ପର୍କୀୟ ଅର୍ପିତା ମୁଖାର୍ଜୀଙ୍କ ଘରୁ ପ୍ରାୟ ୨୦ କୋଟି ଟଙ୍କା ଜବତ କରିଛି ଇଡି ।
ଦିଲ୍ଲୀ ସରକାରଙ୍କ ଅବକାରୀ ନୀତି ବିରୋଧରେ ସିବିଆଇ ତଦନ୍ତ ପାଇଁ ସୁପାରିଶ କରିଛନ୍ତି ଲେଫ୍ଟନାଣ୍ଟ ଗଭର୍ଣ୍ଣର । ବିନୟ କୁମାର ସକ୍ସେନା ଆଇନ ଭଙ୍ଗ ସହିତ ଲାଇସେନ୍ସ ପାଇଥିବା ବ୍ୟକ୍ତିଙ୍କୁ ଅନେକ ଅହେତୁକ ଅନୁକମ୍ପା ପ୍ରଦାନ କରାଯାଇଥିବା କହିଛନ୍ତି ଲେଫ୍ଟନାଣ୍ଟ ଗଭର୍ଣ୍ଣର ।
ଗର୍ଭସ୍ଥ ଶିଶୁକୁ ଜନ୍ମ ଦେଇପାରିବେ ନାହିଁ ବୋଲି ଆବେଦନକାରୀ ତାଙ୍କ ଆବେଦନରେ ଦର୍ଶାଇଥିଲେ।
୩ ମହଲାରୁ ଡେଇଁ ଜୀବନ ହାରିଲେ ୟୁଟ୍ୟୁବର। ନିଜ ୟୁଟ୍ୟୁବ୍ ଚ୍ୟାନେଲ୍ରେ ଦର୍ଶକଙ୍କ ସଂଖ୍ୟା କମୁଥିବାରୁ ଛାତ୍ର ଜଣକ ଚିନ୍ତାଗ୍ରସ୍ତ ଥିଲେ ବୋଲି ଜଣାପଡ଼ିଛି।
୨୧ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।
ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ର ଓ ଛାତ୍ରୀଙ୍କ କିସ୍ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି। ଉଭୟ ଯୁବକ ଓ ଯୁବତୀ କଲେଜ ୟୁନିଫର୍ମରେ ଥିବାବେଳେ କିସ୍ କରୁଥିବା ଭାଇରାଲ୍ ଭିଡିଓରେ ଦେଖିବାକୁ ମିଳିଛି।
ରେଲୱେ ନେଲା ବଡ଼ ନିଷ୍ପତ୍ତି। ଏଣିକି ଯାତ୍ରା ବେଳେ ବରିଷ୍ଠ ନାଗରିକଙ୍କୁ ଆଉ ମିଳିବନି ଟିକେଟ୍ରେ କୌଣସି ରିହାତି। ଆର୍ଥିକ ବୋଝ ବଢୁଥିବାରୁ ଏମିତି ନିଷ୍ପତ୍ତି ନେଲା ରେଲୱେ...
ରାଷ୍ଟ୍ରପତି ହେବା ପରେ ଜାଣନ୍ତୁ ମାସକୁ କେତେ ଦରମା ପାଇବେ ଦ୍ରୌପଦୀ ମୁର୍ମୁ? ଏହାସହ କି କି ସୁବିଧା ମିଳିବ ତାଙ୍କୁ?
ରାଷ୍ଟ୍ରପତି ହେବା ପରେ ଜାଣନ୍ତୁ ମାସକୁ କେତେ ଦରମା ପାଇବେ ଦ୍ରୌପଦୀ ମୁର୍ମୁ? ଏହାସହ କି କି ସୁବିଧା ମିଳିବ ତାଙ୍କୁ? ଦେଖନ୍ତୁ ଏଇ ଭିଡ଼ିଓ
ରେଲୱେ ନେଲା ବଡ଼ ନିଷ୍ପତ୍ତି। ଏଣିକି ଯାତ୍ରା ବେଳେ ବରିଷ୍ଠ ନାଗରିକଙ୍କୁ ଆଉ ମିଳିବନି ଟିକେଟ୍ରେ କୌଣସି ରିହାତି। ଆର୍ଥିକ ବୋଝ ବଢୁଥିବାରୁ ଏମିତି ନିଷ୍ପତ୍ତି ନେଲା ରେଲୱେ...
ରାଷ୍ଟ୍ରପତି ନିର୍ବାଚିତ ଦ୍ରୌପଦୀ ଅନେକର ପ୍ରଥମ...ପ୍ରଥମ ଆଦିବାସୀ ରାଷ୍ଟ୍ରପତି ଭାବେ କଲେ ରେକର୍ଡ...
ପାଟନା ବିମାନବନ୍ଦରରେ ବୋମା ଆତଙ୍କ। ଏହା ଜଣାପଡ଼ିବା ପରେ ବିମାନବନ୍ଦର କର୍ତ୍ତୃପକ୍ଷ ତତ୍କ୍ଷଣାତ ବିମାନକୁ ଅଟକାଇ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ବାହାରକୁ ଆଣିଥିଲେ।
ଭାରତୀୟ ଗଣତାନ୍ତ୍ରିକ ଇତିସାହରେ ଦେଶର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ହେବାର ଗୌରବ ଅର୍ଜନ କରିବାକୁ ଯାଉଛନ୍ତି ଦ୍ରୌପଦୀ ମୁର୍ମୁ ।
ରାଷ୍ଟ୍ରପତିଙ୍କ ପାଇଁ ମୁତୟନ ଥାଆନ୍ତି ସ୍ୱତନ୍ତ୍ର ଗାର୍ଡ, ଯାହାଙ୍କୁ ପ୍ରେସଡେନ୍ସିଆଲ ଗାର୍ଡ କୁହାଯାଏ ।
ଦ୍ରୌପଦୀ ମୁର୍ମୁଙ୍କୁ ଦେଶର ସର୍ବୋଚ୍ଚ ଆସନରେ ଦେଖିବାକୁ ପୂରା ଓଡ଼ିଶା ଚାହିଁବସିଥିଲା, ଆଉ ଏବେ ସେଇ ସ୍ୱପ୍ନ ପୂରଣ ହୋଇଛି।
ଗୋଟିଏ ପଟେ ସୋନିଆଙ୍କୁ ଜେରା ଚାଲିଥିଲା , ଅନ୍ୟପଟେ ଏହାର ପ୍ରତିବାଦରେ ଦେଶବ୍ୟାପୀ ରାସ୍ତାକୁ ଓହ୍ଲାଇଥିଲା କଂଗ୍ରେସ
ଦେଶବ୍ୟାପି ଜାରି ରହିଛି ବିକ୍ଷୋଭ
ପେଟ ଭିତରେ ଛୋଟ ଛୋଟ କ୍ୟାପ୍ସୁଲ୍ ଦ୍ୱାରା ହେରୋଇନ୍ ଗୁଡ଼ିକ ପ୍ୟାକ୍ ହୋଇ ରହିଥିଲା ।
୨ୟ ରାଉଣ୍ଡରେ ମୋଟ ୧୦ଟି ରାଜ୍ୟର ଭୋଟ ଗଣତି ସରିଛି ।
ଚଳିତ ବର୍ଷ ଗୁଜୁରାଟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି । ଦିଲ୍ଲୀ ଏବଂ ପଞ୍ଜାବରେ କ୍ଷମତାରେ ଥିବା ଆମ୍ ଆଦମୀ ପାର୍ଟି ଗୁଜରାଟ ଅକ୍ତିଆର କରିବାକୁ ପ୍ରୟାସ ଆରମ୍ଭ କରିଛି ।