ରାଷ୍ଟ୍ରପତି ନିର୍ବାଚିତ ଦ୍ରୌପଦୀ ଅନେକର ପ୍ରଥମ...ପ୍ରଥମ ଆଦିବାସୀ ରାଷ୍ଟ୍ରପତି ଭାବେ କଲେ ରେକର୍ଡ...
ପାଟନା ବିମାନବନ୍ଦରରେ ବୋମା ଆତଙ୍କ। ଏହା ଜଣାପଡ଼ିବା ପରେ ବିମାନବନ୍ଦର କର୍ତ୍ତୃପକ୍ଷ ତତ୍କ୍ଷଣାତ ବିମାନକୁ ଅଟକାଇ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ବାହାରକୁ ଆଣିଥିଲେ।
ଭାରତୀୟ ଗଣତାନ୍ତ୍ରିକ ଇତିସାହରେ ଦେଶର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ହେବାର ଗୌରବ ଅର୍ଜନ କରିବାକୁ ଯାଉଛନ୍ତି ଦ୍ରୌପଦୀ ମୁର୍ମୁ ।
ରାଷ୍ଟ୍ରପତିଙ୍କ ପାଇଁ ମୁତୟନ ଥାଆନ୍ତି ସ୍ୱତନ୍ତ୍ର ଗାର୍ଡ, ଯାହାଙ୍କୁ ପ୍ରେସଡେନ୍ସିଆଲ ଗାର୍ଡ କୁହାଯାଏ ।
ଦ୍ରୌପଦୀ ମୁର୍ମୁଙ୍କୁ ଦେଶର ସର୍ବୋଚ୍ଚ ଆସନରେ ଦେଖିବାକୁ ପୂରା ଓଡ଼ିଶା ଚାହିଁବସିଥିଲା, ଆଉ ଏବେ ସେଇ ସ୍ୱପ୍ନ ପୂରଣ ହୋଇଛି।
ଗୋଟିଏ ପଟେ ସୋନିଆଙ୍କୁ ଜେରା ଚାଲିଥିଲା , ଅନ୍ୟପଟେ ଏହାର ପ୍ରତିବାଦରେ ଦେଶବ୍ୟାପୀ ରାସ୍ତାକୁ ଓହ୍ଲାଇଥିଲା କଂଗ୍ରେସ
ଦେଶବ୍ୟାପି ଜାରି ରହିଛି ବିକ୍ଷୋଭ
ପେଟ ଭିତରେ ଛୋଟ ଛୋଟ କ୍ୟାପ୍ସୁଲ୍ ଦ୍ୱାରା ହେରୋଇନ୍ ଗୁଡ଼ିକ ପ୍ୟାକ୍ ହୋଇ ରହିଥିଲା ।
୨ୟ ରାଉଣ୍ଡରେ ମୋଟ ୧୦ଟି ରାଜ୍ୟର ଭୋଟ ଗଣତି ସରିଛି ।
ଚଳିତ ବର୍ଷ ଗୁଜୁରାଟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି । ଦିଲ୍ଲୀ ଏବଂ ପଞ୍ଜାବରେ କ୍ଷମତାରେ ଥିବା ଆମ୍ ଆଦମୀ ପାର୍ଟି ଗୁଜରାଟ ଅକ୍ତିଆର କରିବାକୁ ପ୍ରୟାସ ଆରମ୍ଭ କରିଛି ।
ବିଲ୍ ଗେଟ୍ସ ଏବେ ଗୋଟିଏ ପାହାଚ ତଳକୁ ଖସି ୫ ନମ୍ବର ସ୍ଥାନରେ ରହିଛନ୍ତି । ବିଲ୍ ଗେଟ୍ସଙ୍କ ନେଟ୍ ୱର୍ଥ ଖସି ଆସି ଏବେ ୧୦୩ ଆରବ ଡଲାରରେ ପହଞ୍ଚିଛି ।
ପୁଅକୁ ମାରିଦେଲା ଜହ୍ଲାଦ ବାପା ।
ଗ୍ଲୋବାଲ୍ ମାର୍କେଟ୍ରେ ସୁନା ଦରରେ ବଡ଼ ଧରଣର ହ୍ରାସ ଯୋଗୁ ଭାରତୀୟ ବଜାରରେ ମଧ୍ୟ ଦାମ୍ ହ୍ରାସ ପାଇଛି। ଆଜି ସକାଳେ MCXରେ ୨୪ କ୍ୟାରେଟ୍ ସୁନା ୨୫୦ ଟଙ୍କା ହ୍ରାସ ପାଇ ପ୍ରତି ୧୦ ଗ୍ରାମକୁ ୪୯,୯୫୮ ଟଙ୍କାରେ କାରବାର ଚାଲିଥିଲା।
ନିଜର ସମସ୍ତ କଷ୍ଟଅର୍ଜିତ ସମ୍ପତ୍ତି ଦାନ କରିଦେଲେ ଅରବିନ୍ଦ ଗୋଏଲ୍
ନ୍ୟାସନାଲ୍ ହେରାଲ୍ଡ ନ୍ୟୁଜ୍ପେପର୍ରେ ହୋଇଥିବା ଅର୍ଥ ହେରଫେର ମାମଲାରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାଜର ହୋଇଛନ୍ତି।
ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ଲାଗି ମତଦାନ ହୋଇଥିଲା। ଆଜି ଦିନ ୧୧ଟାରେ ପାର୍ଲାମେଣ୍ଟ ହାଉସ୍ର ପ୍ରଥମ ମହଲାରେ ଥିବା ୬୩ ନମ୍ବର ରୁମ୍ରେ ଭୋଟ୍ ଗଣତି ଆରମ୍ଭ ହେବ।
କାହା ସପକ୍ଷରେ ଯାଇଛି ବିଧାୟକ ଓ ସାଂସଦଙ୍କ ମତ ? ଆସନ୍ତାକାଲି ଭୋଟ୍ ଗଣତି, ବଢୁଛି ଉତ୍କଣ୍ଠ ।
ୟୁପିରେ ତାଙ୍କ ନାଁରେ ରୁଜୁ ହୋଇଥିବା ସମସ୍ତ ଏଫଆଇଆରକୁ ସୁପ୍ରିମକୋର୍ଟ ଦିଲ୍ଲୀକୁ ସ୍ଥାନାନ୍ତରଣ ମଧ୍ୟ କରିଛନ୍ତି ।
ପୋଲିସ ଏନ୍କାଉଣ୍ଟର ବେଳେ ବିପରିତ ଦିଗରୁ ମଧ୍ୟ ଗୁଳି ବର୍ଷା ହୋଇଥିଲା । ଏଥିରେ ୩ ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି ।
ଯଦି ଆପଣ ଏବେ ସୁନା କିଣିବା ପାଇଁ ଚାହୁଁଛନ୍ତି ତା’ହେଲେ ଆପଣ ଅଲ୍ ଟାଇମ୍ ରେକର୍ଡ ଦାମ୍ ଠାରୁ ଶସ୍ତାରେ ପାଇପାରିବେ। କାରଣ ଅଲ୍ ଟାଇମ୍ ରେକର୍ଡ ତୁଳନାରେ ଏବେ ଆପଣଙ୍କୁ ପ୍ରତି ୧୦ ଗ୍ରାମକୁ ୪,୮୯୦ ଟଙ୍କା ଶସ୍ତାରେ ସୁନା ମିଳିବ।
ନିର୍ଯାତିତ ହେଉଛନ୍ତି କି ଲାଲୁ ପ୍ରସାଦ ଯାଦବଙ୍କ ପରିବାର ?
ନିଟ୍ ପରୀକ୍ଷାରେ ଛାତ୍ରୀଙ୍କୁ ଅନ୍ତଃବସ୍ତ୍ର ବାହାର କରି ଯାଞ୍ଚ କରାଯିବା ଘଟଣାର ତଦନ୍ତ ହେବ। ଘଟଣାର ସତ୍ୟାସତ୍ୟ ଯାଞ୍ଚ ହେବ।
ମହାମାରୀ କରୋନା ଯୋଗୁ ଅଧିକାଂଶ କର୍ମଚାରୀ ଏବେ ଘରୁ କାମ(Work From Home) କରୁଛନ୍ତି। ଏବେ ବାଣିଜ୍ୟ ମନ୍ତ୍ରାଳୟ(Commerce Ministry) ୱାର୍କ ଫ୍ରମ୍ ହୋମ୍ ପାଇଁ ନୂଆ ନିୟମ ଘୋଷଣା କରିଛି।
ସନ୍ଦିଗ୍ଧ ଆର୍ଥର ପରଭେଜର ମୋବାଇଲ ଫୋନରୁ ନୁପୂରଙ୍କ ଠିକଣା ମିଳିବା ପରେ ବଢିଛି ସନ୍ଦେହ
ମହିଳା ସବଇନ୍ସପେକ୍ଟର ସନ୍ଧ୍ୟା ଟପ୍ନୋଙ୍କୁ ଗାଡ଼ି ମଡାଇ ହତ୍ୟା କରାଯାଇଛି ।