ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ବୃଦ୍ଧି ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨,୨୮୦ ରହିଛି।
ଆଜାଦ୍ ମାର୍କେଟ ଅଞ୍ଚଳରେ ଥିବା ଏକ ୪ ମହଲା ବିଲ୍ଡିଂର ନିର୍ମାଣ କାର୍ଯ୍ୟ ଚାଲିଥିଲା। ତେବେ ଆଜି ସକାଳେ ହଠାତ୍ ଏହା ଭୁଶୁଡ଼ି ପଡ଼ିଥିଲା।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପିଏମ୍ ମୋଦିଙ୍କ ଶୋକ । ବିଶ୍ୱ ଜଣେ ମହାନ ବ୍ୟକ୍ତିତ୍ୱଙ୍କୁ ହରାଇଲା କହିଲେ ରାଷ୍ଟ୍ରପତି ।
ଇଣ୍ଡିଆ ଗେଟ୍ରେ ନିର୍ମିତ ନେତାଜୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ। ନେତାଜୀ ସୁଭାଷଙ୍କ ବିଶାଳ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ ମୋଦି।ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ବିଶାଳ ପ୍ରତିମୂର୍ତ୍ତିର ହୋଇଛି ଅନାବରଣ।
ନୂଆ ଭାରତର ନୂଆ ପରିଚୟ । ହଟିଲା ବ୍ରିଟିସ୍ ରାଜ୍ର ଆଉ ଏକ ଛାପ । ନୂଆଦିଲ୍ଲୀ ରାଜପଥର ନାଁ ହେଲା କର୍ତ୍ତବ୍ୟ ପଥ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏହାର ଶୁଭ ଉଦ୍ଘାଟନ କରିଛନ୍ତି ।
ଗୁଲାମୀର ଆଉ ଏକ ଚିହ୍ନରୁ ମିଳିଲା ମୁକ୍ତି । ଆଜି ଆଧୁନିକ ଓ ସଶକ୍ତ ଭାରତର ପ୍ରାଣପ୍ରତିଷ୍ଠା ହୋଇଛି । କର୍ତ୍ତବ୍ୟ ପଥ ଉଦ୍ଘାଟନ ଅବସରରେ ଦେଶବାସୀଙ୍କୁ ସମ୍ବୋଧନ କରି ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଗୋଟିକିଆ କଳା ମୁଗୁନି ପଥରରୁ ନିର୍ମିତ ହୋଇଛି ସୁଭାଷ ବୋଷଙ୍କ ପ୍ରତିମୂର୍ତ୍ତି।
ଅଖିଳେଶ ଯାଦବଙ୍କ ଏକ ବୟାନକୁ କାଉଣ୍ଟର କରି ବିଜେପି ନେତା କେଶବ ପ୍ରସାଦ କହିଛନ୍ତି, ‘ସତ୍ତା ହରାଇବା ପରେ ଅଖିଳେଶ ଯାଦବ ହତାଶ ହୋଇପଡ଼ିଛନ୍ତି ।
କାହିଁକି ଏଭଳି ଫଟୋ ପୋଷ୍ଟ କରାଯାଇଥିଲା ଏବଂ ପୋଷ୍ଟ ହେବା ପରେ କାହିଁକି ତାକୁ ଡିଲିଟ୍ କରାଗଲା । ସେନେଇ ଏବେ ରାଜନୀତି ବିଶାରଦ ମହଲରେ ଖୁବ୍ ଚର୍ଚ୍ଚା ଚାଲିଛି ।
ସାମାନ୍ୟ ବଢିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ବୃଦ୍ଧି ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨,୨୫୦ ରହିଛି
ଶିକ୍ଷକ କ’ଣ ଏମିତି ଥାଆନ୍ତି ? ବିଦ୍ୟାର ମନ୍ଦିରରେ କୁନି ପିଲାର ଗୋଡ଼ ଭାଙ୍ଗିଦେଲେ ସାର୍ ।
ମହିଳା ଜଣକ ସ୍ୱାମୀଙ୍କ ବିରୋଧରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣି ପୋଲିସ୍ରେ କେସ୍ ଦେଇଥିଲେ। ଏହାର ପ୍ରତିଶୋଧ ନେବା ପାଇଁ ସମ୍ପୃକ୍ତ ବ୍ୟକ୍ତି ଏପରିକି କିଛି କରିଥିଲେ ଯାହା ଜାଣିଲେ ଯେକେହିବି ଆଶ୍ଚର୍ଯ୍ୟ ହୋଇଯିବେ।
ପ୍ରେମରେ ସବୁ କିଛି ସମ୍ଭବ । କେତେବେଳେ କିଏ କାହାକୁ ଯେ ହୃଦୟ ଦେଇ ବସିବ ସେକଥା କେହି କହିପାରିବେ ନାହିଁ ।
ରାଜନୀତି ସହ ଦୂର ଦୂର ପର୍ଯ୍ୟନ୍ତ ସମ୍ପର୍କ ନଥାଇ ବି ତାଙ୍କ ଫଟୋକୁ ପୋଷ୍ଟରରେ ରଖାଯିବା ପରେ ବିବାଦ ଦେଖାଦେଇଛି ।
ପିଏମ୍-ଶ୍ରୀ ସ୍କୁଲ ଯୋଜନାରେ ଉପକୃତ ହେବେ ୧୮ ଲକ୍ଷ ଛାତ୍ରଛାତ୍ରୀ ବୋଲି ଧର୍ମେନ୍ଦ୍ର ସୂଚନା ଦେଇଛନ୍ତି ।
ଗ୍ରାହକ ଜଣକ ଅନ୍ଲାଇନ୍ରେ ଚିକେନ୍ ୱିଙ୍ଗସ୍ ଅର୍ଡର କରିଥିଲେ। ହେଲେ ଯେତେବେଳେ ସେ ପାର୍ସଲ ଖୋଲିଥିଲେ, ସେତେବେଳେ ବକ୍ସ ଭିତରୁ ତାଙ୍କୁ ଏକ ଦୁଃଖଭରା ଚିଠି ଓ ଚିକେନର ଖାଲି ହାଡ଼ ମିଳିଥିଲା।
ପିଏମ୍-ଶ୍ରୀ ଯୋଜନାର ଘୋଷଣା କଲେ ମୋଦି
ପୂର୍ବ ଜେଡିଏସ୍-କଂଗ୍ରେସ ସରକାରଙ୍କୁ ଦାୟୀ କଲେ ମୁଖ୍ୟମନ୍ତ୍ରୀ
ରାଜନାଥ ସିଂଙ୍କୁ ମଙ୍ଗୋଲିଆରୁ ମିଳିଲା ଘୋଡ଼ା ଉପହାର : ଶ୍ରଦ୍ଧାରେ ‘ତେଜସ୍’ ନାଁ ରଖିଲେ ପ୍ରତିରକ୍ଷା ମନ୍ତ୍ରୀ
ଆଇଆରସିଟିର ସ୍ୱତନ୍ତ୍ର ବ୍ୟବସ୍ଥା ଉପରେ ନଜର ପକାନ୍ତୁ . .
ଏଥର ରାଜଧାନୀରେ ବିନା ବାଣରେ ଦୀପାବଳି
କମିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ହ୍ରାସ ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୧,୮୫୦ ରହିଛି
ଯେଉଁମାନେ ପଛ ସିଟ୍ରେ ବସିଥିବେ ଓ ସିଟ୍ ବେଲ୍ଟ ପିନ୍ଧି ନଥିବେ ସେମାନେ ଫାଇନ୍ ଗଣିବେ ବୋଲି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ କହିଛନ୍ତି।
ବେଙ୍ଗାଲୁରୁରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସ୍ଥିତିକୁ ନେଇ ଆଲର୍ଟରେ ରହିଛି ବେଙ୍ଗାଲୁରୁ ପ୍ରଶାସନ ।
କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ନେଇ ତେଜିଛି ରାଜନୀତି । ବିଜେପି ଏହାକୁ ନେଇ କଡ଼ା ସମାଲୋଚନା କରିଛି ।