ମହାରାଷ୍ଟ୍ର ରାଜନୈତିକ ସମୀକରଣକୁ ନେଇ ଚର୍ଚ୍ଚା, ହଠାତ୍ ସିନ୍ଦେଙ୍କୁ କେମିତି ମିଳିଲା ସିଏମ୍ ମୁକୁଟ?
ଗସ୍ ମହମ୍ମଦ ଓ ରିୟାଜ୍ ଅନସାରୀ । ଏହି ହତ୍ୟାକାରୀଙ୍କର କେବଳ ପାକିସ୍ତାନ ଲିଙ୍କ୍ ନୁହେଁ, ସାମ୍ନାକୁ ଆସୁଛି ଆହୁରି ଅନେକ ରୋଚକ ତଥ୍ୟ
ଗତକାଲି କର୍ଣ୍ଣାଟକ କଲବୁର୍ଗି ଏବଂ ଉତ୍ତରପ୍ରଦେଶର ବରେଲି, ଅଯୋଧ୍ୟା ଓ ମୋରାଦାବାଦ ସମେତ ଦେଶର ବିଭିନ୍ନ ସ୍ଥାନରେ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।
କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଅଟୋନୋମସ ଫ୍ଲାଇଙ୍ଗ୍ ୱିଙ୍ଗ ଡେମନଷ୍ଟ୍ରେଟର ଟେକନଲୋଜିର ସଫଳ ପରୀକ୍ଷଣ ପାଇଁ ଡିଆରଡିଓକୁ ଧନ୍ୟବାଦ ଦେଇଛନ୍ତି ।
କେତକୀଙ୍କ ବ୍ୟତୀତ ଶରଦ ପାୱାରଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇ ୨୩ ବର୍ଷୀୟ ଫାର୍ମାସୀ ଛାତ୍ର ନିଖିଲ ଭାମରେ ମଧ୍ୟ ଗିରଫ ହୋଇଥିଲେ। ତାଙ୍କ ବିରୋଧରେ ୬ଟି ମାମଲା ରୁଜୁ କରାଯାଇଛି।
ଜୁଲାଇ ୧ ରୁ ଏହି ସବୁ କ୍ଷେତ୍ରରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ନିଆଯାଇଛି ନିଷ୍ପତ୍ତି। ପାନ-ଆଧାର ସଂଯୋଗ ହୋଇନଥିଲେ ଦେବାକୁ ପଡ଼ିବ ୧ ହଜାର ଜୋରିମାନା। ସେପଟେ ଏସି ଓ ଗ୍ୟାସ ଦରରେ ଏତିକି ଟଙ୍କା ହୋଇପାରେ ବୃଦ୍ଧି।
ଅଟୋ ଚାଳକରୁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ୫୮ ବର୍ଷୀୟ ଏକନାଥ ସିନ୍ଦେ। ଆକ୍ରମଣାତ୍ମକ ଆଭିମୁଖ୍ୟ ରଖିଥିବା ଜଣେ ଶିବସୈନିକ ଭାବେ ଏକନାଥ ସିନ୍ଦେ ଜଣାଶୁଣା।
ବିବାଦୀୟ ମନ୍ତବ୍ୟ ପାଇଁ ସୁପ୍ରିମକୋର୍ଟ ନିଲମ୍ବିତ ବିଜେପି ନେତା ନୁପୂର ଶର୍ମାଙ୍କୁ କଡ଼ା ଭର୍ତ୍ସନା କରିବା ସହ ପୂରା ଦେଶକୁ କ୍ଷମା ମାଗିବା ପାଇଁ କହିଛନ୍ତି।
କେଉଁ କେଉଁ ସାମଗ୍ରୀ ବ୍ୟବହାର କରିପାରିବେ ନାହିଁ ?
ପୁଣି ବଢ଼ିବ ସୁନା ଦର । ୟୁକ୍ରେନ୍-ଋଷିଆ ଯୁଦ୍ଧ ପର ଠାରୁ ସୁନା ଦର କମି ନଥିବା ବେଳେ ପୁଣି ବଢ଼ିବ ।
ଚେନ୍ନାଇରେ ଜଣେ ମେଡିକାଲ୍ ଆଶାୟୀ NEET ପରୀକ୍ଷାର କିଛି ସପ୍ତାହ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ମୃତ୍ୟୁ ପୂର୍ବରୁ ଏକ ଭିଡିଓ କରି ବାପାମା’ ଓ ଭାଇ-ଭଉଣୀଙ୍କୁ କିଛି ମେସେଜ୍ ଦେଇଥିବା ଜଣାପଡ଼ିଛି। ଯାହା ଏବେ ସାମ୍ନାକୁ ଆସିଛି।
ସ୍ତ୍ରୀ ମାଡ଼ରେ ସ୍ୱାମୀ ଘାଇଲା । ପରକୀୟା ପ୍ରୀତି ଧରାପଡ଼ିବା ପରେ ଛେଚା ଖାଇଲେ ।
ଗତ ମାସରେ ତୈଳ କମ୍ପାନୀ ଗୁଡ଼ିକ କମର୍ସିଆଲ୍ LPG ସିଲିଣ୍ଡର ଦାମ୍ କମ୍ କରିଥିବା ବେଳେ ଚଳିତ ମାସ ଆରମ୍ଭରୁ ପୁଣି ଏହି ଦାମ୍ ହ୍ରାସ ପାଇଛି। ଆଜିଠୁ ନୂଆ ଦର ଲାଗୁ ହୋଇଛି।
ସିନ୍ଦେଙ୍କୁ ଶପଥ ପାଠ କରାଇଲେ ରାଜ୍ୟପାଳ ଭଗତ ସିଂ କୋସିୟାରୀ।
ଦିଲ୍ଲୀକୁ ବେହାଲ କଲା ପ୍ରବଳ ବର୍ଷା...
ଏହି ଭୂସ୍ଖଳନ ଯୋଗୁ ଇଜାଇ ନଦୀ ପ୍ରଭାବିତ ହୋଇଛି। ମାଟି ଧସି ନଦୀରେ ମିଶିଛି।
ହାରାଷ୍ଟ୍ରକୁ ମିଳିବ ନୂଆ ମୁଖ୍ୟମନ୍ତ୍ରୀ । ସରକାର ଗଠନ ନେଇ ଦାବି ଜଣାଇବ ବିଜେପି ।
ଆପଣ ଯଦି WhatsAppରେ କିଛି ଶେୟାର କରୁଛନ୍ତି, ତା’ହେଲେ ଅନେକ କିଛି ଜିନିଷ ଉପରେ ଧ୍ୟାନ ରଖିବା ଉଚିତ୍। ଏଥିପ୍ରତି ଧ୍ୟାନ ନଦେଲେ ହୁଏତ ଆପଣଙ୍କୁ ଜେଲ୍ ମଧ୍ୟ ହୋଇପାରେ।
ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ଦେବେନ୍ଦ୍ର ଫଡନାଭିସ ।
ଚାଷ କାମକୁ ଯିବାବେଳେ ଅଘଟଣ, ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଳିଗଲେ ୮ଚାଷୀ
ଇସ୍ତଫା ପତ୍ର ଦେବା ପରେ ଉଦ୍ଧବ ଠାକ୍ରେ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଛନ୍ତି। ସେପଟେ ସେଲିବ୍ରେସନ ମୁଡ୍ରେ ମହାରାଷ୍ଟ୍ର ବିଜେପି।
ଉଦ୍ଧବ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା ପରେ ମୁଖ୍ୟମନ୍ତ୍ରୀ ପଦରୁ ବିଦାୟ ନେଲେ ଉଦ୍ଧବ।
ଓଡ଼ିଆ ଫାଇଟର୍ଙ୍କୁ ଆକ୍ରମଣ କଲେ ଆଫଗାନିସ୍ତାନ ଖେଳାଳି ଓ ଆଫଗାନୀ ଦର୍ଶକ..
ଡ୍ରଗ୍ସ କାରବାରକୁ ଆକାଶ ମାର୍ଗରୁ ନଜର ରଖିବ କୋଷ୍ଟଗାର୍ଡ ।
ଗାଦି ଖସିଯିବା ପୂର୍ବରୁ ଆଜି ଶେଷ ହିନ୍ଦୁତ୍ୱ କାର୍ଡ ଖେଳିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ।