ସନ୍ଦୀପ ଘୋଷଙ୍କ ରିମାଣ୍ଡରେ ଯାଇଥିବା ଅନ୍ୟ ୩ ଜଣ ହେଲେ ବିପ୍ଲବ ସିଂହ, ସୁମନ ହଜାରା ଓ ଅଫସର ଅଲ୍ଲୀ ଖାନ୍ । ଏହି ୪ ଅଭିଯୁକ୍ତଙ୍କୁ ଆସନ୍ତା ୧୦ ତାରିଖରେ କୋର୍ଟରେ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
ଭଲ ରୋଜଗାର ଆଶାରେ, ଧୀରୁଭାଇ ୟେମେନର ଆଡେନକୁ ଯାଇଥିଲେ । ସେଠାରେ ସେ ଏ. ବେସେ ଆଣ୍ଡ୍ କମ୍ପାନୀ ପାଇଁ ଏକ ଗ୍ୟାସ୍ ଷ୍ଟେସନ୍ ଆଟେଣ୍ଡାଣ୍ଟ୍ ଭାବରେ କାର୍ଯ୍ୟ କରିଥିଲେ। ଯେଉଁଠାରେ ସେ ମାସକୁ ଦରମା ବାବଦକୁ ମାତ୍ର ୩୦୦ ଟଙ୍କା ପାଉଥିଲେ ।
ପଶ୍ଚିମବଙ୍ଗ ବିଧାନସଭାରେ ଏହି ବିଲ୍ ଉପରେ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ବିଲ୍କୁ ଐତିହାସିକ ବୋଲି କହିଛନ୍ତି ।
ଅଗଷ୍ଟ ୨୩ ତାରିଖରେ ହୋଇଥିବା ଆକ୍ରମଣ ପାଇଁ ଗୋରକ୍ଷକ ସଂଗଠନର ୫ଜଣ ସଦସ୍ୟ ଗିରଫ । ଭୁଲବଶତଃ ମୃତ ଛାତ୍ରକୁ ଗୋଚାଲାଣକାରୀ ସନ୍ଦେହ କରିଥିଲେ ଗୋରକ୍ଷକ ।
ଗତକାଲି ସଂପୃକ୍ତ ଅଞ୍ଚଳରେ ମାଓବାଦୀମାନେ ଡେରା ପକାଇଥିବା ନେଇ ଗୁଇନ୍ଦା ବିଭାଗକୁ ଖବର ଥିଲା । ଦନ୍ତେୱାଡା ଅଞ୍ଚଳରେ ମାଓବାଦୀମାନେ ଥିବା ସ୍ପଷ୍ଟ ହେବା ପରେ ଆରମ୍ଭ ହୋଇଥିଲା ଏହି ସର୍ଚ୍ଚ ଅପରେସନ ।
ଗିରଫର ୨୫ ଦିନ ପରେ ନିଜକୁ ନିର୍ଦ୍ଦୋଷ କହୁଛି ଅଭିଯୁକ୍ତ ସଞ୍ଜୟ । ନିଜ ଓକିଲ ନିକଟରେ ସଞ୍ଜୟ ଡାକ୍ତରୀ ଛାତ୍ରୀଙ୍କୁ ନେଇ ବଡ଼ ବୟାନ ରଖିଛି ।
ଭାରତୀୟ ତଟରକ୍ଷୀ ବାହିନୀର ALH ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ଏମର୍ଜେନ୍ସି ଲ୍ୟାଣ୍ଡିଂ ବେଳେ ୩ ସଦସ୍ୟ ନିଖୋଜ ।
ଆରଜି କର ହସ୍ପିଟାଲର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କ ଠାରୁ ସତ ଉଗାରିବ ସିବିଆଇ। ଦୁର୍ନୀତି ମାମଲାରେ ଗତକାଲି ତାଙ୍କୁ ସିବିଆଇ ଗିରଫ କରିଥିଲ।
ରାସ୍ତାରେ ସୁଅ କାଟୁଛି ୫ ଫୁଟରୁ ଅଧିକ ପାଣି । ବୁଡ଼ିଲା ରେଳ ଷ୍ଟେସନ୍, ଉପୁଡ଼ିଲା ଟ୍ରାକ୍, ଭାସିଲା ଟ୍ରକ୍ ।
ଜଣେ ବ୍ୟକ୍ତି ଦୋଷୀ ସାବ୍ୟସ୍ତ ହୋଇଥିଲେ ମଧ୍ୟ ତାଙ୍କର ଘର ଭଙ୍ଗାଯାଇ ପାରିବ ନାହିଁ ବୋଲି କହିଛନ୍ତି ସୁପ୍ରିମକୋର୍ଟ।
ଦିଲ୍ଲୀ ୱାକଫ୍ ବୋର୍ଡରେ ଦୂର୍ନୀତି ଓ ୱାକଫ୍ ସମ୍ପତ୍ତି ଲିଜ୍ରେ ଦୂର୍ନୀତି ଅଭିଯୋଗରେ ଆପ୍ ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଗିରଫ କରିଛି ଇଡି।
ପ୍ରଥମ ଥର ପାଇଁ ମୁଖ୍ୟ ଶାସନ ସଚିବଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି ପତ୍ନୀ। ଏପରି ଏକ ବିରଳ ଘଟଣା କେରଳ ଇତିହାସରେ ଘଟିଛି ।
ବିଳମ୍ବିତ ନ୍ୟାୟକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କୋଲକାତାରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ନେଇ ଜୋର୍ଦାର ପ୍ରତିବାଦ ଚାଲିଥିବା ବେଳେ ତ୍ବରିତ ନ୍ୟାୟ ପ୍ରଦାନ ଉପରେ ଗୁରୁତ୍ବ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
କୋଲକାତା ଆରଜି କର ମେଡିକାଲ୍ କଲେଜରେ ଦୁଷ୍କର୍ମ ଓ ହତ୍ୟା ମାମଲା। ତଦନ୍ତକୁ ଆହୁରି ବ୍ୟାପକ କରିଛି ସିବିଆଇ।
ଯେମିତି ଆରାମ, ସେମିତି ଲୁକ୍। ଦେଖିଲେ ଲାଗୁଛି ଯେପରି ସିଧା କୌଣସି ହଲିଉଡ୍ ସାଇ-ଫାଇ ମୁଭିର ସ୍ପେଶ୍ ସିପ୍। କିନ୍ତୁ ଏହା କୌଣସି କଳ୍ପନା ନୁହେଁ, ବନ୍ଦେ ଭାରତ ହାଇ-ସ୍ପିଡ୍ ଟ୍ରେନର ଭିତରର ଦୃଶ୍ୟ। ସାମ୍ନାକୁ ଆସିଲା ଅତ୍ୟାଧୁନିକ ବନ୍ଦେ ଭାରତ ସ୍ଲିପର କୋଚ୍ର ଏକ୍ସକ୍ଲୁସିଭ ଚିତ୍ର।
ଦେଖିଲେ ଲାଗୁଛି ଯେପରି ସିଧା କୌଣସି ହଲିଉଡ୍ ସାଇ-ଫାଇ ମୁଭିର ସ୍ପେଶ୍ ସିପ୍। କିନ୍ତୁ ଏହା କୌଣସି କଳ୍ପନା ନୁହେଁ, ବନ୍ଦେ ଭାରତ ହାଇ-ସ୍ପିଡ୍ ଟ୍ରେନର ଭିତରର ଦୃଶ୍ୟ ସାମ୍ନକୁ ଆସିଛି।
କୋଲକାତା ଆରିଜି କର ମେଡକାଲ କଲେଜର ଜୁନିୟର ଡାକ୍ତରଙ୍କୁ ଦୁଷ୍କର୍ମ ସହ ହତ୍ୟା ଘଟଣା ମନରୁ ନ ଲିଭୁଣୁ ପୁଣି ଏଭଳି ଅସଦାଚରଣ ନେଇ କ୍ଷୋଭ ପ୍ରକାଶ ପାଇଛି।
ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାର ବନ୍ୟାର କରୁଣ ଦୃଶ୍ୟ ଛାତି ଦୋହଲାଇ ଦେଇଛି । ଆନ୍ଧ୍ରପ୍ରଦେଶ ମେହେବୁବାବାଦ ଜିଲ୍ଲାରେ ରେଳ ଚଳାଚଳରେ ବ୍ୟାପକ ସମସ୍ୟା ଦେଖା ଦେଇଛି ।
ଚୌକି ବଞ୍ଚାଇବାକୁ ପ୍ରାଣପ୍ରଣେ ଚେଷ୍ଟା କରୁଛନ୍ତି ଦିଦି । ଦିନ ଯେତିକି ଯେତିକି ଗଡ଼ୁଛି, ଦିଦିଙ୍କ ଅଡୁଆ ସେତିକି ସେତିକି ବଢ଼ିବାରେ ଲାଗିଛି ।
ମଧ୍ୟପ୍ରଦେଶର ଜବଲପୁରରୁ ତେଲେଙ୍ଗାନାର ହାଇଦ୍ରାବାଦ ଅଭିମୁଖେ ଯାଉଥିବା ଇଣ୍ଡିଗୋର ଏକ ବିମାନରେ ବୋମା ଥିବା ଖବର ସାମ୍ନାକୁ ଆସିବା ପରେ ଏହାକୁ ନାଗପୁରକୁ ଡାଇର୍ଭଟ କରିଦିଆଯାଇଛି ।
ଉପରେ ଦମ୍ଭ... ହେଲେ ଭିତରେ ଭିତରେ କାନ୍ଦୁଛନ୍ତି ଦିଦି । ଚୌକି ବଞ୍ଚାଇବାକୁ ପ୍ରାଣପ୍ରଣେ ଚେଷ୍ଟା କରୁଛନ୍ତି । ଦିନ ଯେତିକି ଯେତିକି ଗଡ଼ୁଛି, ଦିଦିଙ୍କ ଅଡୁଆ ସେତିକି ସେତିକି ବଢ଼ିବାରେ ଲାଗିଛି । କୁହାଯାଉଛି, ଆଉ କୋଲକାତାରେ କାମକରୁନି ଦିଦିଙ୍କ ଫର୍ମୁଲା ।
ମାସ ଆରମ୍ଭରୁ ମହଙ୍ଗା ମାଡ଼। ପୁଣି ବଢିଲା ଗ୍ୟାସ ସିଲିଣ୍ଡର ଦର। ତୈଳ କମ୍ପାନୀଗୁଡିକ ୧୯ କିଲୋଗ୍ରାମ କମର୍ସିଆଲ୍ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି।
ମହିଳା ବିରୋଧୀ ଅପରାଧକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉଦବେଗ । ସୁପ୍ରିମକୋର୍ଟକୁ ୭୫ ବର୍ଷ ପୂର୍ତ୍ତି ଅବସରରେ ଉଦବେଗ ପ୍ରକାଶ କଲେ । ମହିଳା ବିରୋଧୀ ଅପରାଧର ତ୍ବରିତ ଶୁଣାଣି ଆବଶ୍ୟକ କହିଲେ ।
ବେହାଲ ଆନ୍ଧ୍ରପ୍ରଦେଶ। ରାଜ୍ୟରେ ବନ୍ୟା ସ୍ଥିତି ଦେଖାଦେଇଥିବାବେଳେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ସୁନା ଦରରେ ପରିବର୍ତ୍ତନ । ଗତକାଲି ଅପେକ୍ଷା ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଜାଣନ୍ତୁ କେତେ...