୧୦୦ ଘଣ୍ଟାର ଯୁଦ୍ଧକାଳୀନ ଅପରେସନ ସଫଳ।
ସବୁ ପ୍ରତିକୂଳ ପରିସ୍ଥିତିର ସାମନା କରିବାକୁ ସେନା ପ୍ରସ୍ତୁତ
ବୋରୱେଲରେ ଫସିଥିବା ରାହୁଲକୁ ଉଦ୍ଧାର ପାଇଁ ଜାନ୍ ଲଗାଇ ଦେଇଛି NDRF । ଅଣଓସାରିଆ ସୁଡ଼ଙ୍ଗରେ ରାହୁଲ ପାଖରେ ପହଞ୍ଚିବାକୁ କେବଳ ୮ ଇଞ୍ଚ୍ର ଦୂରତା ରହିଛି ।
ଅଗ୍ନିପଥ ଯୋଜନାରେ ନିଯୁକ୍ତ ହେବେ ଅଗ୍ନିବୀର । ନିଯୁକ୍ତ ସୈନ୍ୟ ଅଗ୍ନିବୀର ନାମରେ ତିନି ବାହିନୀରେ ଭର୍ତ୍ତି ହେବେ
ଆଜି ହାଜର ପାଇଁ ED ପକ୍ଷରୁ ଗତକାଲି ସମନ୍ ହୋଇଥିଲା
ବେକାରୀଙ୍କୁ ମିଳିବ ସରକାରୀ ଚାକିରି ।
ରାହୁଲ ଜୀବନ ବଞ୍ଚାଇବାକୁ ବୋରେୱଲରେ ସଂଘର୍ଷ ଜାରି ରଖିଛି
ଉଦ୍ଧାର କାର୍ଯ୍ୟ ଶେଷ ପର୍ଯ୍ୟାୟରେ କହିଲେ ସ୍ଥାନୀୟ ଜିଲ୍ଲାପାଳ
ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ଇଡିର ଦୁଇ ଦଫା ମାରାଥନ୍ ଜେରା । ପ୍ରଥମ ଦଫାରେ ଦିନ ପ୍ରାୟ ସାଢ଼େ ୧୧ଟାରୁ ସାଢ଼େ ୨ଟା ପର୍ଯ୍ୟନ୍ତ ୩ ଘଣ୍ଟା ଜେରା ପରେ ପୁଣି ଅପରାହ୍ନରୁ ମଧ୍ୟ ଦୀର୍ଘ ସମୟ ଧରି ରାହୁଲଙ୍କୁ ଜେରା ହୋଇଛି ।
୪୫ ଦିନ ଧରି ଯମୁନା ନଦୀକୁ ସଫା କରିବା ଲାଗି ଦୁଇ ପରିବାରଙ୍କୁ କୋର୍ଟ କହିଛନ୍ତି ।
କେବଳ ରବର୍ଟ ଭଦ୍ରା ନୁହଁ, ପୁରା ଗାନ୍ଧି ପରିବାର ହିଁ ରିଅଲ ଇଷ୍ଟେଟ କାରବାର ପ୍ରତି ମୋହଗ୍ରସ୍ତ ଥିଲା ବୋଲି କହି କଡ଼ା ସମାଲୋଚନା କରିଛନ୍ତି ସ୍ମୃତି ।
ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ଇଡି ପକ୍ଷରୁ ସମନ ନେଇ ତୀବ୍ର ପ୍ରତିକ୍ରିୟାଶୀଳ ହୋଇଛି କଂଗ୍ରେସ।
ଗତ ୧୦ ଘଣ୍ଟା ହେଲାଣି ରାହୁଲ କିଛି ଖାଇନଥିବା ମିଳିଲା ସୂଚନା
୨୦୧୨ ମସିହାରେ ବିଜେପି ନେତା ସୁବ୍ରମଣ୍ୟମ ସ୍ୱାମୀ ନ୍ୟାସନାଲ ହେରାଲ୍ଡର ମାଲିକାନା ପରିବର୍ତ୍ତନକୁ ନେଇ କୋର୍ଟରେ ମାମଲା ରୁଜୁ କରିଥିଲେ
ନ୍ୟାସନାଲ ହେରାଲ୍ଡ ମାମଲା(National Herald Case)ରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED) କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। କଂଗ୍ରେସର ମୁଖ୍ୟ କାର୍ଯ୍ୟାଳୟରୁ ଚାଲି ଚାଲି ଦଳୀୟ ନେତାଙ୍କ ସହ ରାହୁଲ ଇଡି କାର୍ଯ୍ୟାଳୟରେ ଅଭିମୁଖେ ବାହାରିଥିଲେ। ହେଲେ ବାଟରେ କଂଗ୍ରେସ ନେତା ଓ କାର୍ଯ୍ୟକର୍ତ୍ତାଙ୍କୁ ପୋଲିସ୍ ଅଟକାଇ ଥିଲା।
ନିଜ ବିବାହକୁ ସ୍ୱତନ୍ତ୍ର କରିବାକୁ ଟ୍ରାକ୍ଟରରେ ବରଯାତ୍ରୀ ନେଇ କନ୍ୟା ଘରେ ପହଞ୍ଚିଲା ବର ।
ମା’ଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବାକୁ ଅନୁମତି ନ ମିଳିବାରୁ ଜଣେ ସ୍କୁଲ୍ ଛାତ୍ର ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଜୁନ୍ ୧୧ରେ ମା’ଙ୍କ ଜନ୍ମଦିନ ଥିବାରୁ ଶୁଭେଚ୍ଛା ଜଣାଇବା ଲାଗି ୱାର୍ଡେନଙ୍କୁ ଫୋନ୍ ମାଗିଥିଲେ। ହେଲେ ୱାର୍ଡେନ ତାଙ୍କୁ ଫୋନ୍ ଦେଇ ନଥିବା ସୂଚନା ମିଳିଛି।
ଆଜି ଇଡି ସମ୍ମୁଖରେ ହାଜର ହେବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ପ୍ରତିବାଦରେ ଦେଶବ୍ୟାପୀ ଆନ୍ଦୋଳନ କରୁଛି କଂଗ୍ରେସ ।
ଲକ୍ଷ୍ନୌରେ ୧୬ ବର୍ଷର ବାଳକ PUBG ପାଇଁ ମା’କୁ ହତ୍ୟା ଘଟଣାରେ ନୂଆମୋଡ଼ ଆସିଛି। ନାବାଳକ ଜଣକ ବିଦେଶୀ ପିସ୍ତଲରେ ମା’କୁ ହତ୍ୟା କରିବା ପରେ ଭିଡିଓ କଲ୍ କରି ବାପାକୁ ଏସମ୍ପର୍କରେ ସୂଚନା ଦେଇଥିଲା ବୋଲି ଜଣାପଡ଼ିଛି।
୮୦ ଫୁଟ ଗଭୀର ଗାତ ଭିତରେ ଫସିରହିଛି ୧୦ ବର୍ଷର ରାହୁଲ। ୪୮ ଘଣ୍ଟା ହେଲା ଚାଲିଛି ଅପରେସନ୍। ଏଯାଏ ମିଳିନି ସଫଳତା।
ବୈଠକ ପାଇଁ ଆମନ୍ତ୍ରଣ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ
ଜିଲ୍ଲାପାଳଙ୍କ ଗାଈ ଅସୁସ୍ଥ ଅଛି । ଆଉ ସେମାନଙ୍କ ଚିକିତ୍ସା ପାଇଁ ୭ ଜଣ ପ୍ରାଣୀ ଚିକିତ୍ସକଙ୍କୁ ଦାୟିତ୍ୱ ଦିଆଯାଇଛି।
ସାମାନ୍ୟ ଝଗଡ଼ା ପାଇଁ ବାପା ନେଇଗଲା ପୁଅର ଜୀବନ ।
କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। କୋଭିଡ୍ ସଂକ୍ରମଣ ଦୃଷ୍ଟିରୁ ଆଜି ତାଙ୍କୁ ଗଙ୍ଗା ରାମ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।
ଚ୍ୟାଲେଞ୍ଜ ହାରିଗଲେ ନୀତିନ ଗଡ଼କରୀ । ଏବେ ଦେବେ ୧୫,୦୦୦ କୋଟି ଟଙ୍କା...