ସ୍ୱାଧୀନତାର ଅମୃତ ମହୋତ୍ସବରେ ISRO ଇତିହାସ ରଚିଛି। ଇସ୍ରୋ ପକ୍ଷରୁ ଆଜାଦୀ ସାଟେଲାଇଟ୍ ଉତ୍କ୍ଷେପଣ କରାଯାଇଛି।
ଜଗଦୀପ ଧନଖଡ଼ଙ୍କୁ ମିଳିଛି ୫୨୮ ଖଣ୍ଡ ଭୋଟ୍।
ଲୋକଙ୍କ ପରି ଟ୍ରେନରେ ଯାତ୍ରା କଲା ଷଣ୍ଢ । ହେଲେ କିଏ ତାକୁ ଟ୍ରେନ୍ରେ ପଠାଇଲା ?
ବିହାର ପାଟନା ଗଙ୍ଗା ଘାଟରେ ବୋଟରେ ଭୟଙ୍କର ସିଲିଣ୍ଡର ବିସ୍ଫୋରଣ ଘଟିଛି ।
ଅଗଷ୍ଟ ୧୫ ତାରିଖ ଦିନ ପାଳନ କରାଯିବ ୭୫ ତମ ସ୍ୱାଧୀନତା ଦିବସ, ଜାଣନ୍ତୁ ସ୍ୱାଧୀନତା ଦିବସ ସହ ଜଡ଼ିତ କିଛି ରୋଚକ କଥା...
ମାଇକ୍ ପରି ସ୍କୁଲ ହତାରେ ବୁଲି ବୁଲି ଟିଭି ରିପୋର୍ଟର ପରି କୁନି ପିଲାଟିଏ ଗପୁଛି । ଏବେ ସେ ସାରା ଦେଶରେ ଭାଇରାଲ୍ ।
ଚାକିରି ଖୋଜୁ ଖୋଜୁ ଅପରାଧୀ ପାଲଟିଥିବା ବିକାଶ ଏବେ ପୋଲିସ୍ ହାତରେ ଧରାପଡ଼ିଛି ।
ଶପଥ ସମାରୋହ ଉତ୍ସବ ବିବାଦରେ ପରିଣତ ହୋଇଥିଲା। ଯେତେବେଳେ ବିଜୟୀ ଲାଭ କରିଥିବା ମହିଳା ସରପଞ୍ଚଙ୍କ ସ୍ୱାମୀ ଶପଥ ସମାରୋହକୁ ଆସିଥିଲେ ଓ ସ୍ତ୍ରୀଙ୍କ ବଦଳରେ ସେ ଶପଥ ନେଇଥିଲେ।
ସଂସଦର ଉଭୟ ଗୃହର ନିର୍ବାଚିତ ଓ ମନୋନୀତ ସଦସ୍ୟଙ୍କୁ ମିଶାଇ ମୋଟ୍ ୭୮୮ ଜଣ ଉପରାଷ୍ଟ୍ରପତି ନିର୍ବାଚନରେ ସାମିଲ ହେବେ । ଭୋଟିଂ ପରେ ସାଙ୍ଗେ ସାଙ୍ଗେ ଗଣତି କରାଯିବ ।
ଏମିତିରେ ବି ପ୍ରତି ବର୍ଷ ୟୁପି ସରକାର ମାଆ ଓ ଭଉଣୀମାନଙ୍କୁ ରକ୍ଷା ବନ୍ଧନ ଦିନ ୨୪ ଘଣ୍ଟା ପାଇଁ ମାଗଣା ବସ୍ ସେବା ଯୋଗାଇଥାନ୍ତି ।
ରାଷ୍ଟ୍ରପତି ଭଳି ଉପ-ରାଷ୍ଟ୍ରପତି ନିର୍ବାଚନରେ ମଧ୍ୟ ଦେଶର ସାଧାରଣ ନାଗରିକ ଭୋଟ୍ ଦେଇ ନ ଥାନ୍ତି। ଉପରାଷ୍ଟ୍ରପତି ନିର୍ବାଚନରେ କେବଳ ସାଂସଦ ଭୋଟ୍ ଦେଇଥାନ୍ତି।
ଦିଲ୍ଲୀରେ କରୋନା ସଂକ୍ରମଣ ବୃଦ୍ଧିକୁ ନେଇ ଚିନ୍ତା ବଢ଼ିଛି। ଶୁକ୍ରବାର ଦିନ ଦିଲ୍ଲୀରେ ୨,୪୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସଂସଦ ଭବନରେ ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ଯାଏ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟିଂ ଚାଲିବ। ଭୋଟିଂ ପରେ ସାଙ୍ଗେ ସାଙ୍ଗେ ଗଣତି କରାଯିବ।
ତେଜସ୍ ବିକ୍ରି ପାଇଁ ମାଲେସିଆକୁ ଭାରତର ଅଫର୍ । ୧୮ଟି ତେଜସ ବିମାନ ବିକ୍ରି ପାଇଁ ମାଲେସିଆକୁ ପ୍ରସ୍ତାବ ।
ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଷ୍ଟମ ଦିନରେ ଭାରତକୁ ତିନିଟି ସ୍ୱର୍ଣ୍ଣ, ଗୋଟିଏ ରୌପ୍ୟ ଏବଂ ଦୁଇଟି ବ୍ରୋଞ୍ଜ ପଦକ ମିଳିଛି ।
ଦିଲ୍ଲୀରେ ବ୍ୟାରିକେଡ୍ ଡେଇଁ ପ୍ରଦର୍ଶନ ବେଳେ ପ୍ରିୟଙ୍କାଙ୍କୁ ଟେକିନେଲା ପୋଲିସ, ରାହୁଲଙ୍କ ସମେତ ବହୁ ନେତା ଅଟକ…
ଭାରତ ଭଳି ଏହି ୫ ଟି ଦେଶ ମଧ୍ୟ ଅଗଷ୍ଟ ମାସ ୧୫ ତାରିଖରେ ସ୍ୱାଧୀନତା ହାସଲ କରିଥିଲେ । ଜାଣନ୍ତୁ କେଉଁ କେଉଁ ଦେଶ...
ଅର୍ପିତା ମୁଖାର୍ଜୀ ଏବଂ ପାର୍ଥ ଚାଟାର୍ଜୀଙ୍କ ମିଲିଭଗତର ସମସ୍ତ ପ୍ରମାଣ ଇଡି ହାତରେ ।
ସାମାନ୍ୟ କେଇଟା ଟଙ୍କା ପାଇଁ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ । ବିହାର ବେଗୁସରାଇରେ ୨୧ ବର୍ଷୀୟା ନବବିବାହିତା ଅଞ୍ଜଳିଙ୍କୁ ହତ୍ୟା କରାଯାଇଛି ।
ବିକ୍ଷୋଭ ପ୍ରଦର୍ଶନ ବେଳେ ଦିଲ୍ଲୀ ପୋଲିସ୍ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ଅଟକ ରଖିଥିବା ସୂଚନା ମିଳିଛି। ଏହାର ପ୍ରତିବାଦ କରି କଂଗ୍ରେସ ସାଂସଦ ବିଜୟ ଚୌକରେ ଧାରଣା ଦେଇଛନ୍ତି।
ଦକ୍ଷିଣ ଭାରତର କେରଳରେ ବର୍ଷା ବିତ୍ପାତ...ସପ୍ତାହେ ହେଲା ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ଜାରି...
ନୂଆଦିଲ୍ଲୀରେ କଂଗ୍ରେସ ପକ୍ଷରୁ ଜୋରଦାର ଆନ୍ଦୋଳନ, ଦିଲ୍ଲୀ ପୋଲିସ ଅନୁମତି ନ ଦେବାରୁ କଂଗ୍ରେସର ଅସନ୍ତୋଷ
ରେପୋ ରେଟ୍ ୦.୫୦% ବଢ଼ାଇବା ଲାଗି ନିଷ୍ପତ୍ତି ନିଆଯାଇଛି। ରେପୋ ରେଟ୍ ବୃଦ୍ଧି ଯୋଗୁ EMI ଓ ଋଣ ମହଙ୍ଗା ହେବ ବୋଲି ସୂଚନା ମିଳିଛି।
ଖୋଲା ଆକାଶରେ ବୁଲିବା ପରେ ପକ୍ଷୀ ଗଛରେ ରୁହନ୍ତି, ସେପରି କଙ୍କ୍ରିଟ୍ ସହର ଓ ଛଳନା ଭରା ଦୁନିଆରେ ଜଣେ ଚାଷୀ ପକ୍ଷୀଙ୍କ ପାଇଁ ନିଜର ସଞ୍ଚିତ ସବୁ କିଛି ସମର୍ପି ଦେଇଛନ୍ତି ।