ଗୁଳିମାଡ଼ ପରେ ସୈଫୁଲ ଓ ତାଙ୍କ ଝିଅଙ୍କୁ ତୁରନ୍ତ ସ୍ଥାନୀୟ ହସ୍ପିଟାଲକୁ ନିଆଯାଇଥିଲା । ତେବେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା । ତାଙ୍କ ୭ ବର୍ଷୀୟ ଝିଅର ଡାହାଣ ହାତରେ ଗୁଳି ବାଜିଛି ।
ପଞ୍ଜାବ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ବିଜୟ ସାଙ୍ଗଲାଙ୍କୁ ଲାଞ୍ଚ ନେବା ଅଭିଯୋଗରେ କ୍ୟାବିନେଟରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ସିଂ ମାନ୍ ।
ଯେଉଁ ଦିନଠାରୁ ଦାୟିତ୍ୱ ଗ୍ରହଣ କରିବେ ସେହି ଦିନଠୁ କାର୍ଯ୍ୟକାଳ ଆରମ୍ଭ ।
ମଣିଷର ପରିସ୍ଥିତି କିଭଳି ରହିଛି ତାହା ପ୍ରେମ ପାଇଁ କିଛି ଫରକ ପକାଏ ନାହିଁ । ଏହାର ଏକ ଜ୍ୱଳନ୍ତ ଉଦାହରଣ ପାଲଟିଛନ୍ତି ଏହି ଭିକ୍ଷୁକ ।
ଜେଲରେ ରୁଟି ଡାଲି ଖାଇବାକୁ ମନା କରିବା ପରେ ତାଙ୍କୁ ପଟିଆଲା ରାଜେନ୍ଦ୍ର ହସ୍ପିଟାଲକୁ ନିଆଯାଇଛି । ସେଠାରେ ତାଙ୍କ ମେଡିକାଲ ଚେକ୍ଅପ୍ ହେବ ବୋଲି ଖବର ମିଳିଛି ।
ଅଟୋଗ୍ରାଫ୍ ଦେବା ବେଳେ ପ୍ରଧାନମନ୍ତ୍ରୀ ମୋଦି ରିତ୍ସୁକିଙ୍କୁ ପ୍ରଶଂସା କରି କହିଥିଲେ, Waah! ହିନ୍ଦୀ ତୁମେ କେଉଁଠୁ ଶିଖିଲ ? ଏତେ ଭଲ ଭାବରେ ତୁମେ ହିନ୍ଦୀ ଜାଣିଛ ?
ଗତ ୨-୩ ଦିନ ଧରି ସନ୍ଧ୍ୟାରେ ଝଡ଼ତୋଫାନ ଓ ବଜ୍ରପାତ ହେଉଥିଲା। ହେଲେ ଆଜି ସକାଳେ ହଠାତ୍ ଆକାଶରେ କଳା ବାଦଲ ଘୋଟି ଆସିବା ସହ ବର୍ଷା ଆରମ୍ଭ ହୋଇଥିଲା।
ଜାପାନ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟୋକିଓରେ ପହଞ୍ଚିବା ପରେ ମୋଦିଙ୍କୁ ଭବ୍ୟ ସ୍ୱାଗତ...
ପୋଲିସ ଅନୁମାନ କରୁଛି ଯେ, ଭାରତୀୟ ସେନା ବାହିନୀର ସାମରିକ ଶକ୍ତି ତଥା ଗୋପନୀୟ ତଥ୍ୟ ଗୁଡ଼ିକୁ ସେ ଏହି ମହିଳା ଆଇଏସ୍ଆଇ ଏଜେଣ୍ଟଙ୍କୁ ଦେଇଥାଇପାରନ୍ତି ।
କୁତବ ମିନାର ଖନନ ପାଇଁ ସଂସ୍କୃତି ମନ୍ତ୍ରାଳୟ ଏଏସ୍ଆଇକୁ ନିର୍ଦ୍ଦେଶ ଦେଇଥିବା ନେଇ ଯେଉଁ ଖବର ପ୍ରସାରଣ ହେଉଛି, ତାହା ମିଛ ବୋଲି କହିଛନ୍ତି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି. କିଶାନ ରେଡ୍ଡି ।
ଅଝଟ କରୁଥିଲା କୁନି ପୁଅ, ପୁରୁଣା ସାଇକେଲ ଆଣି ପୁଅ ପାଇଁ ଖୁସି କିଣିଛି ଜଣେ ଗରିବ ବାପା
ଟ୍ରକ୍କୁ ପଛ ପଟୁ କାର୍ ପିଟିବା ଯୋଗୁ ୮ ଜଣଙ୍କ ଜୀବନ ଚାଲିଯାଇଛି। ଉତ୍ତରପ୍ରଦେଶର ସିଦ୍ଧାର୍ଥନଗରରେ ଆଜି ସକାଳେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।
ଫ୍ଲାଟ୍ରୁ ମିଳିଲା ମା’ ଓ ୨ ଝିଅଙ୍କ ମୃତଦେହ ଉଦ୍ଧାର ପରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଘରର ମୁଖିଆ ଚାଲି ଯିବା ପରେ ପୁରା ପରିବାର ଦୁଃଖରେ ଭାଙ୍ଗି ପଡ଼ିଥିଲେ। ଏହାପରେ ଧୀରେ ଧୀରେ ପୁରା ପରିବାର ଡିପ୍ରେସନକୁ ଚାଲି ଯାଇଥିଲେ।
ଶସ୍ତା ହେଲା ପେଟ୍ରୋଲ ଓ ଡିଜେଲ ଦର। କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ପେଟ୍ରୋଲ ଓ ଡିଜେଲରୁ ଏକ୍ସାଇଜ୍ ଡ୍ୟୁଟି କମିଛି।
ଓଡ଼ିଶାରେ ବି ଟମାଟୋ ଫ୍ଲୁ ଶଙ୍କା। ଭୁବନେଶ୍ୱର ଏମ୍ସ୍ ଓ କ୍ୟାପିଟାଲ ହସ୍ପିଟାଲକୁ ଗତ କିଛି ଦିନ ଧରି ଏହି ଫ୍ଲୁର ଲକ୍ଷଣ ଥିବା ରୋଗୀ ଆସୁଥିବାରୁ ଚିନ୍ତା ବଢ଼ିଛି। ତେବେ ସାଧାରଣ ଔଷଧରେ ରୋଗୀ ଭଲ ହୋଇଯାଉଥିବା କୁହାଯାଇଥିଲେ ବି ଅବହେଳା ନକରିବାକୁ ପରାମର୍ଶ ଦିଆଯାଇଛି।
ବଢ଼ୁଥିବା ଦରଦାମରେ ଘାଣ୍ଟି ହେଉଥିବା ଲୋକଙ୍କ ଦୁର୍ଦ୍ଦଶା ଦେଖି ଦର କମାଯାଇଛି।
କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସୂଚନା
ପିଟି ପିଟି ବୃଦ୍ଧ ବ୍ୟକ୍ତିଙ୍କୁ ମାରିଦେଲେ କି ?
ଆଈ ମା’ କରୁଛନ୍ତି ୱେଟଲିପ୍ଟିଂ । ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ।
ଆକାଶରୁ ଖସିଲା ମୃତ୍ୟୁ। ନେଇଗଲା ୩୩ ଜୀବନ। ବଜ୍ରପାତରେ ବିହାରରେ ୩୩ ଜଣଙ୍କ ମୃତ୍ୟୁ ହୋଇଛି। ୧୬ ଜିଲ୍ଲାରୁ ଏହି ଅଘଟଣ ଖବର ଆସିଛି।
ସାମାନ୍ୟ କଥା ପାଇଁ ମୀନାଙ୍କ ପରିବାର ୧୭ ବର୍ଷ ହେଲା ବାସନ୍ଦ ଜୀବନ କାଟୁଛନ୍ତି ।
ଜେଲ୍ର ପ୍ରଥମ ଦିନରେ ହିଁ ସେ ରାତ୍ର ଭୋଜନ କରିନଥିବାର ଶୁଣିବାକୁ ମିଳିଛି । ସେ ଭୋଜନ କରିସାରିଛନ୍ତି ବୋଲି କହି କିଛି ମେଡିସିନ୍ ଖାଇ ଶୋଇ ପଡ଼ିଥିବାର ଜେଲ୍ର ଅଧିକାରୀ ସୂଚନା ଦେଇଛନ୍ତି ।
ଜ୍ଞାନବାପି ମସ୍ଜିଦ୍ ପରିସରରୁ ଶିବଲିଙ୍ଗ ମିଳିବା ଘଟଣାକୁ ନେଇ ପରିହାସ କରିବା ଅଭିଯୋଗରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ପ୍ରଫେସର୍ ରତନ ଲାଲ ଗିରଫ ହୋଇଛନ୍ତି ।
ଅନ୍ତିମ ସଂସ୍କାର ବେଳେ ମୋତେ ବଧୂ ବେଶରେ ସଜେଇବେ ନାହିଁ। ଏପରିକି ଜଣେ ବଧୂ ଯେଉଁ ସବୁ ଜିନିଷ ବ୍ୟବହାର କରେ ଏସବୁକୁ ଅନ୍ତିମ ସଂସ୍କାର ବେଳେ ଦୂରେଇ ରଖିବେ’... ମୃତ୍ୟୁ ପୂର୍ବରୁ ଏଭଳି କିଛି ଶେଷ ଇଚ୍ଛା ଲେଖି ଆତ୍ମହତ୍ୟା କରିଛନ୍ତି ଜଣେ ନବବଧୂ।
ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧିଙ୍କ ଶ୍ରାଦ୍ଧବାର୍ଷିକୀ । ଏନେଇ କଂଗ୍ରେସ ଦଳ ଓ ତାଙ୍କ ସମର୍ଥକ ମାନେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରିଥିବାର ଦେଖିବାକୁ ମିଳିଛି । ରାଜୀବ ଗାନ୍ଧି ଥିଲେ ଭାରତର ଷଷ୍ଠ ପ୍ରଧାନମନ୍ତ୍ରୀ ।