ଉଭୟ ରାଜ୍ୟର ବିଧାନସଭା ଭୋଟ୍ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ମହାରାଷ୍ଟ୍ରରେ ନଭେମ୍ବର ୨୦ରେ ଏବଂ ଝାଡ଼ଖଣ୍ଡରେ ୨ଟି ଫେଜରେ ଭୋଟ୍ ଗ୍ରହଣ ହେବ।
ବାବା ସିଦ୍ଦିକିଙ୍କ ହତ୍ୟା ପରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କୁ ନେଇ ବଡ ଚର୍ଚ୍ଚା। କେତେକ ବଡ ନାଁ ଲରେନ୍ସ ବିଷ୍ଣୋଇଙ୍କ ହିଟ୍ ଲିଷ୍ଟରେ ରହିଛି, ଯେଉଁଥିରେ ସଲମାନ ଖାନ ଏକ ନମ୍ବରରେ ରହିଛନ୍ତି। ଅନ୍ୟମାନେ କିଏ ଆସନ୍ତୁ ଜାଣିବା।
ଦିଲ୍ଲୀ ନିର୍ବାଚନ ଇନ୍ ଚାର୍ଜ ଭାବେ ବିଜେପି ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଦାୟିତ୍ବ ମିଳିଛି । ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଜେପି ଇନ୍ ଚାର୍ଜ ଭାବେ ତାଙ୍କୁ ନିଯୁକ୍ତି ଦିଆଯାଇଛି ।
ମହାରାଷ୍ଟ୍ରରେ ଗୋଟିଏ ପର୍ଯ୍ୟାୟରେ ସମସ୍ତ ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ । ସେହିପରି ଝାଡ଼ଖଣ୍ଡରେ ଦୁଇଟି ପର୍ଯ୍ୟାୟରେ ମତଦାନ ହେବ ।
ବାବା ସିଦ୍ଦିକିଙ୍କ ହତ୍ୟା ପରେ ସଲମାନ ଖାନଙ୍କ ମୁମ୍ବାଇସ୍ଥିତ ଘର ଗାଲାକ୍ସୀ ଆପାର୍ଟମେଣ୍ଟ ଆଗରେ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରାଯାଇଛି ।
ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, କୁହାଯାଉଛି ଯେ ଶାହାରୁଖ ଖାନ୍ ଏହି ଘଟଣାରୁ ଦୂରତା ବଜାୟ ରଖିବାକୁ ଚାହୁଁଛନ୍ତି ।
CBSE ଦଶମ ଓ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ। ୨୦୨୫ ବୋର୍ଡ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏହି ନିୟମ ଲାଗୁ ହେବ।
ରତନ ଟାଟା... ବିଜ୍ନେସ୍ର ବାଦଶାହା... ଟାଟା ନାନୋର ଜନକ ବୋଲି ବି ତାଙ୍କୁ କହାଯାଏ । ଦିନେ ବଜାରକୁ ନାନୋ ଆସିବା ତାଙ୍କର ସ୍ୱପ୍ନ ଥିଲା । ଆଉ ସେ ସ୍ୱପ୍ନ ପଛର ସତସତିକା କାହାଣୀ ଜାଣିଲେ ନିଶ୍ଚୟ ଏ ମଣିଷଟିକୁ ଆପଣ ହୃଦୟରୁ ସାଲୁଟ୍ କରିବେ ।
ଏହି ଦୁଇ ରାଜ୍ୟରେ ଦୁଇରୁ ତିନଟି ପର୍ଯ୍ୟାୟରେ ମତଦାନ ହୋଇପାରେ । ମହାରାଷ୍ଟ୍ରରେ ୨୮୮ଟି ବିଧାନସଭା ଆସନ ଥିବାବେଳେ ଝାଡ଼ଖଣ୍ଡର ୮୧ଟି ବିଧାନସଭା ଆସନରେ ନିର୍ବାଚନ ହେବାକୁ ଯାଉଛି।
ବାବା ସିଦ୍ଦିକି ଗୁଳିକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତ ମହମ୍ମଦ ୟାସିନ ଅଖତାର ଉପରେ ଚାଞ୍ଚଲ୍ୟକର ତଥ୍ୟ ଦେଇଛି ପଞ୍ଜାବ ପୋଲିସ ।
ଏନ୍ସିପି ନେତା ବାବା ସିଦ୍ଦିକିଙ୍କ ହତ୍ୟା ମାମଲାରେ ଦୁଇ ଅଭିଯୁକ୍ତ ଗୁରୁମେଲ୍ ବଲଜିତ ସିଂହ ଏବଂ ଧର୍ମରାଜ ରାଜେଶ କାଶ୍ୟପଙ୍କୁ ଗିରଫ କରାଯାଇଥିବା ବେଳେ ତୃତୀୟ ଅଭିଯୁକ୍ତ ଶିବ କୁମାର ଫେରାର୍।
ମାତ୍ର ୧୭ ବର୍ଷ ବୟସରେ ଆତ୍ମହତ୍ୟା ତ କଲେ, ସେଥିରେ ଲେଖି ଦେଇଗଲେ ଏମିତି ଏକ ସୁଇସାଇଡ ନୋଟ୍, ଯାହା ଶୁଣିଲେ ଆପଣ ବି ହୋଇଯିବେ ତାଜୁବ୍ ।
ବାବାଙ୍କୁ ହତ୍ୟା: ଉଡ଼ିଗଲା ସଲମାନଙ୍କ ନିଦ । ସବୁ ଫିଲ୍ମ, ଟେଲିଭିଜନ୍ ସୁଟିଂ ବାତିଲ କଲେ ସଲମାନ୍ ଖାନ୍। ମିଟିଂ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମକୁ ବି ବାତିଲ କଲେ ।
ଜେଲରେ ଚାଲିଥିଲା ରାମଲୀଳା... ବାନର ଭୂମିକାରେ ଅଭିନୟ କରୁଥିଲେ କଏଦୀ । ନାଟକରେ ସୀତା ମାତାଙ୍କ ହରଣ ହେବା ପରେ ବାନର ସୀତା ମାତାଙ୍କୁ ଖୋଜିବାକୁ ଗଲେ ଯେ ଆଉ ଫେରିଲେନି । ପାଚେରି ଡେଇଁ ମାରିଲେ ଚମ୍ପଟ ।
ସୁନା ଦରରେ ଗତ କିଛି ମାସ ହେବ ବ୍ରେକ୍ ଲାଗିଥିବା ବେଳେ ପୁଣି ଥରେ ସୁନା ଦର ବୃଦ୍ଧି ପାଇବାରେ ଲାଗିଛି । ତେବେ ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର ।
ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ । ଦିଲ୍ଲୀ ବିମାନ ବନ୍ଦରରେ ବଢ଼ିଲା କଡ଼ା ସୁରକ୍ଷା ବ୍ୟବସ୍ଥା । ଯାତ୍ରୀ ଓ କ୍ରିଉ ମେମ୍ବର ସୁରକ୍ଷିତ ଥିବା ସୂଚନା ।
ଦେଶର ରାଜଧାନୀରେ ଓଡ଼ିଆ ଯୁବତୀଙ୍କୁ ଗଣଦୁଷ୍କର୍ମ ସନ୍ଦେହ ଘଟଣାରେ ମାମଲା ରୁଜୁ। ସରାଇ କାଲେ ଖାନ୍ ଅଞ୍ଚଳରୁ ଅସହାୟ ଅବସ୍ଥାରେ ୨ ଦିନ ତଳେ ବିଳମ୍ବିତ ରାତିରେ ଉଦ୍ଧାର ହୋଇଥିଲେ ଯୁବତୀ ।
ଦେଶର ରାଜଧାନୀରେ ଓଡ଼ିଆ ଯୁବତୀଙ୍କୁ ଗଣଦୁଷ୍କର୍ମ ସନ୍ଦେହ ଘଟଣାରେ ମାମଲା ରୁଜୁ। ସରାଇ କାଲେ ଖାନ୍ ଅଞ୍ଚଳରୁ ଅସହାୟ ଅବସ୍ଥାରେ ୨ ଦିନ ତଳେ ବିଳମ୍ବିତ ରାତିରେ ଉଦ୍ଧାର ହୋଇଥିଲେ ଯୁବତୀ ।
ସଲମାନ ଖାନଙ୍କ ସହ ବନ୍ଧୁତା ପାଇଁ ଗଲା କି ବାବା ସିଦ୍ଦିକିଙ୍କ ଜୀବନ? କାରଣ, ସିଦ୍ଦିକିଙ୍କ ହତ୍ୟା ପାଇଁ ନିଜକୁ ଦାୟୀ କରିଛି ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ । ଏଥିସହ ସଲମାନଙ୍କୁ ପୁଣି ଦେଇଛି ଧମକ ।
ଓଡ଼ିଶାର ମହିଳାଙ୍କୁ ରାଜଧାନୀ ଦିଲ୍ଲୀରେ ଦୁଷ୍କର୍ମ ଅଭିଯୋଗ ହୋଇଛି । ଏନେଇ ଏକ ମାମଲା ରୁଜୁ କରିଛି ଦିଲ୍ଲୀ ପୋଲିସ ।
ଜେରା ବେଳେ ଅଭିଯୁକ୍ତ ମାନେ ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି। ଆଉ ଜଣେ ଫେରାର୍ ଅଭିଯୁକ୍ତକୁ ଧରିବାକୁ ତନାଘନା ତଦନ୍ତ ଚାଲିଛି।
ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ ପୋଲିସ ଗିରଫ କରିଛି । ଶନିବାର ଜୁଲାନା ପୋଲିସ ତାକୁ ଗିରଫ କରିଛି ।
ମୁମ୍ବାଇ ପୋଲିସ ସୂତ୍ରରୁ ପ୍ରକାଶ ଯେ ଛାତିରେ ଗୁଳି ବାଜିବା କାରଣରୁ ବାବା ସିଦ୍ଦିକିଙ୍କର ମୃତ୍ୟୁ ଘଟିଛି।
ସୂତ୍ରରୁ ପ୍ରକାଶ ଯେ ବାବା ସିଦ୍ଧିକିଙ୍କ ଉପରେ ଗୁଳିମାଡ଼ କରିବା ପୂର୍ବରୁ ତିନିଜଣ ସେଠାରେ କିଛି ସମୟ ଅପେକ୍ଷା କରିଥିଲେ।
ଏହା ପୂର୍ବରୁ ସଲମାନଙ୍କୁ ହତ୍ୟା ଧମକ ଘଟଣା ବି ସାମ୍ନାକୁ ଆସିଥିଲା । ସଲମାନ୍ ଖାନଙ୍କ ନିକଟତର ବାବାଙ୍କୁ କରାଯାଇନି ତ ଟାର୍ଗେଟ ?