ଦୁଇ ଦିନ ପୂର୍ବେ ଉଭୟଙ୍କ ମଧ୍ୟରେ ଜୋରଦାର କଥା କଟାକଟି ହୋଇଥିଲା । ତାପରେ ସ୍ୱାମୀ ଦୁଇ ଜଣ ଝିଅକୁ ନେଇ ଘରୁ ବାହାରିଯାଇଥିଲେ । କିନ୍ତୁ ଆଉ ଫେରିନଥିଲେ ।
ମୁମ୍ବାଇର ଜିଓ ୱାର୍ଲଡ୍ କନଭେନ୍ସନ୍ ସେଣ୍ଟରରେ ଅନୁଷ୍ଠିତ ହୋଇଯାଇଛି ଅନନ୍ତ-ରାଧିକାଙ୍କ ଗ୍ରାଣ୍ଡ ମ୍ୟାରେଜ୍। ଅତିଥିମାନଙ୍କ ପାଇଁ ପାରମ୍ପରିକ ଭାରତୀୟ ମିଠା ସହିତ କ୍ରିମି ରାବଡି ଏବଂ ସତେଜ ଲସିର ବ୍ୟବସ୍ଥା କରାଯାଇଥିଲା। କେବଳ ସେତିକି ନୁହେଁ, ତିରାମିସୁର ସହ କ୍ୟାଭିୟର ମଧ୍ୟ ପରସାଯାଇଥିଲା।
ପ୍ରବଳ ହୋହଲ୍ଲା... କମ୍ପୁଛି ପରିବେଶ... ଭାଙ୍ଗୁଛି ଷ୍ଟିଲ୍ ରେଲିଂ... ଜଣକ ଉପରେ ଆଉ ଜଣେ ଚଢ଼ି ଯାଉଛନ୍ତି । ଏ ଦୃଶ୍ୟ ଦେଖି ଆପଣ କ’ଣ ଭାବୁଛନ୍ତି ଦର୍ଶକ ବନ୍ଧୁ ?
୧୯୬୪ ମସିହା ଜାନୁଆରୀ ମାସରେ ଭାରତୀୟ ବାୟୁସେନାରେ ଯୋଗଦେଇଥିଲେ ବାରିପଦାର ଅଜୟ କୁମାର ଭଞ୍ଜ। ସେ ଭାରତୀୟ ବାୟୁ ସେନାର ସବୁଠୁ ଲଢୁଆ ବିମାନ ‘ମିରାଜ-୨୦୦୦’ର ମୁଖ୍ୟ ଇଂଜିନିୟର ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ଅଧୀନରେ ଥିଲେ ୨୪ଟି ମିରାଜ ଯୁଦ୍ଧ ଜାହାଜ ସହ ଅନେକ କନିଷ୍ଠ ଇଂଜିନିୟର।
ନିଜ ବିବାହ ଉତ୍ସବରେ ଅନନ୍ତ ଅମ୍ବାନୀ ଗୋଲଡେନ କଲରର ଶେରୱାନୀ ପିନ୍ଧିଥିବା ବେଳେ ରାଧିକା ଲାଲ ଓ କ୍ରିମ୍ ରଙ୍ଗର ଗୁଜରାଟୀ ଲେହେଙ୍ଗା ପିନ୍ଧିଥିଲେ। ଏହା ରାଧିକାଙ୍କୁ ରୟାଲ ଲୁକ୍ ଦେଉଥିଲା।
ବାହାଘର ପାଇଁ ଆଣ୍ଟେଲିଆରୁ ଏକ ସୁସଜ୍ଜିତ କାରରେ ଅନନ୍ତ ଅମ୍ବାନୀ ବାହାରି ମୁମ୍ବାଇ ସ୍ଥିତ ଜିଓ ସେଣ୍ଟରକୁ ଯାଇଛନ୍ତି ।
ଜୁନ୍ ୨୫କୁ ଦେଶର ସମ୍ବିଧାନ ହତ୍ୟା ଦିବସ ଭାବେ ପାଳନ କରାଯିବ । ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି ।
ପୂଜା ଖେଡକରଙ୍କ ମାଆଙ୍କ ଦବଙ୍ଗଗିରିର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହେବେ।
ରାଜସ୍ଥାନ ଜୟପୁର ବିମାନବନ୍ଦରରେ ଏହି ଘଟଣା ଘଟିଥିବା ଦେଖିବାକୁ ମିଳିଛି। ଯେଉଁଠି ଜଣେ ସ୍ପାଇସଜେଟ୍ ଏୟାରଲାଇନ୍ସର ମହିଳା କର୍ମଚାରୀ ବିମାନବନ୍ଦରରେ ନିୟୋଜିତ ଥିବା ଜଣେ CISF ଯବାନଙ୍କୁ ସମସ୍ତଙ୍କ ଆଗରେ ଶକ୍ତ ଚାପୁଡ଼ା ମାରିଛନ୍ତି।
ଆଜି ସୁନା ଦର ସାମାନ୍ୟ ପରିବର୍ତ୍ତନ ହୋଇଛି । ଗତକାଲି ଅପେକ୍ଷା ଆଜି ଟ୍ୱିନ୍ସିଟିରେ ସୁନା ଦର ବୃଦ୍ଧି ପାଇଛି । କଟକ ଓ ଭୁବନେଶ୍ୱରରେ ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି ।
ବିଜେପି ସାଂସଦ କଙ୍ଗନା ରଣାୱତଙ୍କ ଅଜବ ନିୟମ । ତାଙ୍କୁ ଭେଟିବାକୁ ହେଲେ ଆଧାର କାର୍ଡ଼ ନେଇ ଆସିବାକୁ ପଡ଼ିବ ବୋଲି କହିଛନ୍ତି କଙ୍ଗନା । ଯାହା ସସସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି ।
ଅରବିନ୍ଦ କେଜ୍ରିୱାଲଙ୍କୁ ମିଲିଲା ଅନ୍ତରୀଣ ଜାମିନ । ଅନ୍ତରୀଣ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ ।
କେନ୍ଦ୍ର ସରକାରଙ୍କ ଏ ଘୋଷଣା ପରେ ବିଏସଏଫ, ସିଆଇଏସଏଫ୍ ଏବଂ ଆରପିଏଫ ପକ୍ଷରୁ ଅଗ୍ନିବୀରଙ୍କ ଲାଗି ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ ନେଇ ପଦକ୍ଷେପ ନିଆଯିବ ବୋଲି ସୂଚନା ମିଳିଛି।
ବିଦେଶ ଗସ୍ତରୁ ଫେରିବା ପରେ ପ୍ରଧାନମନ୍ତ୍ରୀ ମୋଦି ଦିଲ୍ଲୀରେ ବଜେଟ ପ୍ରସଙ୍ଗରେ ବୈଠକ କରିଛନ୍ତି । ଏହି ବୈଠକରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥିତ ଥିଲେ ।
ସାମ୍ନାକୁ ଆସିଥିବା ହ୍ୱାଟ୍ସଆପ୍ ଚାଟ୍ରେ ସେ ଅଧିକାରୀ ଜଣଙ୍କୁ କହୁଛନ୍ତି ଯେ, ‘ମୁଁ ଜୁନ୍ ୩ରେ ଯୋଗଦେବା ପୂର୍ବରୁ ଦୟାକରି କ୍ୟାବିନ୍ ଓ ଗାଡ଼ି ବ୍ୟବସ୍ଥା କର । ପରେ ସମୟ ମିଳିବ ନାହିଁ ।
ତେଲେଙ୍ଗାନାର ଏକ ମାମଲାର ବିଚାର ସମୟରେ ଏପରି କହିଛନ୍ତି ସୁପ୍ରିମକୋର୍ଟ। ଛାଡ଼ପତ୍ର ପରେ ସ୍ତ୍ରୀକୁ ଭରଣ ପୋଷଣ ଦେବାକୁ ନେଇ ହୋଇଥିବା ଏକ ଆବେଦନ ଉପରେ ଶୁଣାଣି କରି ସୁପ୍ରିମକୋର୍ଟ କହିଛନ୍ତି ଯେ, ପରିବାରରେ ଗୃହିଣୀ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଶିଷ୍ଟ ମହିଳା ବ୍ୟାଡମିଣ୍ଟନ ତାରକା ସାଇନା ନେହୱାଲଙ୍କ ସହ ରାଷ୍ଟ୍ରପତି ଭବନରେ ଖେଳୁଥିବା ଦେଖିବାକୁ ମିଳିଛି। ହାତରେ ରାକେଟ୍ ଧରି ସାଇନାଙ୍କ ସହ ବେଶ୍ କିଛି ସମୟ ପେଷାଦାର ଖେଳାଳି ଭଳି ଖେଳିଥିଲେ ରାଷ୍ଟ୍ରପତି।
ଗତକାଲି ଭିଏନାରୁ ବିଶ୍ୱ ସମୁଦାୟଙ୍କୁ ଆହ୍ୱାନ ଦେଇ ମୋଦି କହିଛନ୍ତି, ଭାରତ ଯୁଦ୍ଧରେ ନୁହେଁ, ବୁଦ୍ଧରେ ବିଶ୍ୱାସ ରଖେ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିଶିଷ୍ଟ ମହିଳା ବ୍ୟାଡମିଣ୍ଟନ ତାରକା ସାଇନା ନେହୱାଲଙ୍କ ସହ ରାଷ୍ଟ୍ରପତି ଭବନରେ ଖେଳୁଥିବା ଦେଖିବାକୁ ମିଳିଛି।
NPS ଅନୁସାରେ କେନ୍ଦ୍ର ସରକାରଙ୍କ ଅଧୀନରେ କାମ କରୁଥିବା କର୍ମଚାରୀଙ୍କୁ ସେମାନଙ୍କ ଶେଷ ଦରମାର ୫୦ ପ୍ରତିଶତ ଅର୍ଥ ପେନସନ ଆକାରରେ ମିଳିବ।
ତାଜୁବ କଲା ଛତିଶଗଡ଼ ଆବୁଝମାଡ଼ ଜଙ୍ଗଲରେ ମାଓ ବିରୋଧୀ ଅପରେସନରେ ସାମିଲ ସୁରକ୍ଷାକର୍ମୀଙ୍କ ସଂଘର୍ଷର ଚିତ୍ର। ଝିପି ଝିପି ବର୍ଷାରେ ପଲିଥିନ୍ ଘେରେଇ ସଂଗ୍ରହ କରୁଛନ୍ତି ପିଇବା ପାଣି ।
ମୁସଲିମ ମହିଳାଙ୍କ ଅଧିକାରକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ। ଏକ ଛାଡପତ୍ର ମାମଲାର ଶୁଣାଣି କରି ସୁପ୍ରିମ ରାୟ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ଯେକୌଣସି କାରଣରୁ ଛାଡପତ୍ର ହେବା ପରେ ମହିଳାଙ୍କୁ ଭରଣପୋଷଣ ଦେବାକୁ ସ୍ବାମୀ ବାଧ୍ୟ। ସ୍ୱାମୀଙ୍କୁ ଏହି ଅର୍ଥ ରାଶି ଦେବାକୁ ପଡିବ ।
ଭାରତ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ବର୍ତ୍ତମାନ ଇତିହାସ ସୃଷ୍ଟି କରିବାକୁ ଯାଉଛି । ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟର ଜଣେ ରାଜସ୍ୱ ସେବା ଅଧିକାରୀଙ୍କୁ (IRS) ଲିଙ୍ଗ ପରିବର୍ତ୍ତନ ପାଇଁ ଅନୁମତି ମିଳିଛି ।
ଲାଇସେନ୍ସ ସସପେଣ୍ତ ହେବା ପରେ ପତଞ୍ଜଳି ନିଜର ୧୪ଟି ସାମଗ୍ରୀକୁ ବନ୍ଦ କରିଛି।
ଋଷରେ ଗୁଞ୍ଜରଣ ହେଲା ଜୟ ଜଗନ୍ନାଥ । ମୋସ୍କୋରେ ଭାରତୀୟଙ୍କୁ ସମ୍ବୋଧନ ବେଳେ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ସମସ୍ତଙ୍କ ଉପରେ ରହିଛି ବୋଲି କହିଥିଲେ ମୋଦି ।