ପୁଷ୍କର ସିଂହ ଧାମି କ୍ରମାଗତ ଦ୍ୱିତୀୟ ଥର ପାଇଁ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ହେବେ । ଧାମିଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କ ନେତୃତ୍ୱରେ ଉତ୍ତରାଖଣ୍ଡରେ ଦ୍ରୁତ ଅଗ୍ରଗତି ଆସିବ ବୋଲି କହିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ତଥା ଉତ୍ତରାଖଣ୍ଡ ପାଇଁ ବିଜେପିର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂହ ।
ତାଙ୍କର ଦୌଡ଼ିବା ଭିଡିଓକୁ ଚଳଚ୍ଚିତ୍ର ନିର୍ମାତା ତଥା ଲେଖକ ବିନୋଦ କାପ୍ରି ଟ୍ୱିଟ୍ କରିବା ପରେ ରାତାରାତି ହିରୋ ପାଲଟିଛନ୍ତି ପ୍ରଦୀପ । କେବଳ ହିରୋ ପାଲିଟିଛନ୍ତି ତାହା ନୁହେଁ ବରଂ ପ୍ରଦୀପଙ୍କୁ ସାହାଯ୍ୟର ସୁଅ ଛୁଟିଛି ।
ବିଶିଷ୍ଟ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ। ବାବା ବଳିଆ, ଶାସ୍ତ୍ରୀୟ ସଂଗୀତ ଗାୟିକା ଶ୍ୟାମାମଣି ଦେବୀ, ସାହିତ୍ୟିକ ନରସିଂହ ପ୍ରସାଦ ଗୁରୁଙ୍କୁ ସମ୍ମାନଜନକ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି।
ପ୍ରଧାନମନ୍ତ୍ରୀ ଦେଶ ପାଇଁ ପ୍ରତି ମୁହୂର୍ତ୍ତରେ କାମ କରୁଛନ୍ତି । ନିଦ୍ରାକୁ ବାଧା ଦେଇ କିଭଳି ଦେଶ ପାଇଁ ୨୪ ଘଣ୍ଟା କାମ କରି ହେବ, ସେଥିପାଇଁ ସେ ଉଦ୍ୟମ ଚଳାଇଛନ୍ତି ।
କାନ୍ଧରେ ବ୍ୟାଗ୍,ହାଫ୍ ପ୍ୟାଣ୍ଟ୍ ଓ ଫୁଲ୍ ଟି-ସାର୍ଟ ପିନ୍ଧି ରାସ୍ତାରେ ଦୌଡ଼ୁଛନ୍ତି ଯୁବକ। କାର୍ରେ ଘର ପର୍ଯ୍ୟନ୍ତ ଯିବା ପାଇଁ ତାଙ୍କୁ ଅଫର୍ ମଧ୍ୟ ମିଳିଥିଲା। ହେଲେ ଏହାକୁ ସେ ମନା କରି ଦେଇଥିଲେ। ଯାହାର କାରଣ ଜାଣିଲେ ଆପଣ ମଧ୍ୟ ଯୁବକଙ୍କୁ ପ୍ରଶଂସା କରିବାରେ ପଛାଇବେ ନାହିଁ।
ୟୁକ୍ରେନର ଅଧିକାଂଶ ବଡ଼ ବଡ଼ ସହରରେ ଜୋରଦାର ଆକ୍ରମଣ ଜାରି ରହିଛି।
ମରଶରୀର ବିଳମ୍ବରେ ପହଞ୍ଚିଥିବା ଯୋଗୁଁ ଦୁଃଖ ବ୍ୟକ୍ତ କରିଛନ୍ତି ତାଙ୍କ ବାପା।
ଯୁଦ୍ଧ ମୈଦାନର ସାରଥି। ୟୁକ୍ରେନ ଉପରେ ଘନ ଘନ ବୋମାବର୍ଷଣ କରୁଥିଲା ଋଷିଆ। ଆଉ ସେଇ କଠିନ ସ୍ଥିତିରେ ମହିଳା ପାଇଲଟ୍ ମହାଶ୍ୱେତା ୮୦୦ ପିଲାଙ୍କୁ ଉଦ୍ଧାର କରିଥିଲେ।
କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇ ଏସମ୍ପର୍କରେ ନିଜ ମତ ଦେଇଛନ୍ତି । ହିଜାବ ଉପରେ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଥିବା ତିନିଜଣ ବିଚାରପତିଙ୍କୁ 'Y' ବର୍ଗର ସୁରକ୍ଷା ଦେବାକୁ ନିଷ୍ପତ୍ତି ନିଆଯାଇଥିବା ସେ କହିଛନ୍ତି ।
ଏବେ ଭାରତର ପ୍ରଗତୀରେ ସାମିଲ ହେବ ଜାପାନ
ଫୁଟ୍ବଲ୍ ମ୍ୟାଚ୍ ଚାଲିଥିବା ବେଳେ ଅସ୍ଥାୟୀ ଗ୍ୟାଲେରୀ ଭୁଶୁଡ଼ି ପଡ଼ିବା ଯୋଗୁ ପାଖାଖି ୨୦୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ଜଣ ଗୁରୁତର ଅଛନ୍ତି। ମ୍ୟାଚ୍ ଚାଲି ଥିବାବେଳେ ହଠାତ୍ ଗ୍ୟାଲେରୀଟି ଭୁଶୁଡ଼ି ପଡ଼ିଥିଲା।
ଆଉ କିଛି ବର୍ଷ ମଧ୍ୟରେ ଜାମ୍ମୁ-କାଶ୍ମୀର, ଉତ୍ତର ପୂର୍ବାଞ୍ଚଳ ଓ ମାଓପ୍ରବଣ ଅଞ୍ଚଳରେ ଫେରିବ ଚିରଶାନ୍ତି। ଏଭଳି ଶାନ୍ତି ଆସିବ ଯେ, ସେଠାରେ ଆଉ CRPFଙ୍କୁ ମୁତୟନ କରିବାକୁ ପଡ଼ିବ ନାହିଁ।
ଭାରତରେ ଜାପାନ କମ୍ପାନୀଙ୍କୁ ଅବଶ୍ୟ ସହଯୋଗ ପ୍ରଦାନ କରିବା ନେଇ ପ୍ରତିଶ୍ରୁତି ଦେଇଛନ୍ତି ପ୍ରଧାନମନ୍ତ୍ରୀ।
ଆତଙ୍କବାଦୀଙ୍କୁ ଅର୍ଥ ଯୋଗାଇବା ମାମଲାରେ କାଶ୍ମୀରର ବିଚ୍ଛିନ୍ନତାବାଦୀ ନେତାଙ୍କ ନାଁରେ ଚାର୍ଜ ଫ୍ରେମ୍ କରାଯିବ ।
ତୁମକୁର୍ ଜିଲ୍ଲାର ପାଗୱାଡ଼ା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ବସ୍ ।
ଅନ୍ତର୍ଜାତୀୟ ସ୍ତରରେ ପୁଣି ବେଜିତ୍ ହେଲା ପାକିସ୍ତାନ। ଏତେ ପାରିବାର ବୈଜ୍ଞାନିକ ଯେ, ପରୀକ୍ଷା କରିବା ପୂର୍ବରୁ ହିଁ ଫୁସୁକି ଗଲା ମିଜାଇଲ। ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଭିଡ଼ିଓ
ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୁଲଡୋଜର ବାବା ଭାବେ ପରିଚିତ ଯୋଗୀ ଆଦିତ୍ୟନାଥ ।
କୋଲକତାର ମୂଳବାସିନ୍ଦା ୨୪ ବର୍ଷୀୟ ମହାଶ୍ୱେତା ଚକ୍ରବର୍ତ୍ତୀ । ଯିଏ କି ପେଶାରେ ଜଣେ ପାଇଲଟ ।
ଗତକାଲି ରାତି ୧ଟାରେ ଲକ୍ଷ୍ନୌ ରେଲୱେ ଷ୍ଟେସନ୍ରେ ପୋଲିସ ଜଣକ ନିଶାରେ ଚୁର ହୋଇ ଉତ୍ପାତ ମଚାଇଛନ୍ତି । ଖାକି ବର୍ଦ୍ଦିର ବହପ ଦେଖାଇ ଜଣେ ବ୍ୟକ୍ତିଙ୍କ ମାଧ୍ୟମରେ ନିଜ ଜିନିଷପତ୍ର ଉଠାଇବାକୁ ଚାହୁଁଥିଲେ। ହେଲେ ବ୍ୟକ୍ତି ଜଣକ ଜିନିଷ ଉଠାଇବା ପାଇଁ ମନା କରିଦେବା ପରେ ଉଭୟଙ୍କ ମଧ୍ୟରେ ଯୁକ୍ତତର୍କ ହୋଇଥିଲା ଏବଂ ଝଗଡ଼ା ହୋଇଥିଲା
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୨୩୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୫୬୦ ଟଙ୍କା ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧୧୦୦ ଟଙ୍କା କମି ୬୯,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
କରୋନା ପ୍ରକୋପ କମିଛି। କିନ୍ତୁ ଏବେ ଏହାକୁ ନେଇ ଢିଲା ଦେବାନି। ଏନେଇ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଚିଠି କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନେଇ ଥମୁନି ଚର୍ଚ୍ଚା। ପ୍ରତି ସଭାରେ, ସବୁ ଗସ୍ତରେ ବାମ ପାର୍ଶ୍ୱ ହାତରେ କାହିଁକି ଓଲଟା ଘଣ୍ଟା ପିନ୍ଧନ୍ତି ମୋଦି? ଉପସ୍ଥାପକଙ୍କ ପ୍ରଶ୍ନରେ ଏମିତି ଉତ୍ତର ଦେଲେ ପ୍ରଧାନମନ୍ତ୍ରୀ...
IPS ଅଫିସର ଅରୁଣ ବୋଥ୍ରାଙ୍କ ବ୍ୟାଗ୍ର ଫଟୋ ଭାଇରାଲ୍ ହେଉଛି। ଏୟାରପୋର୍ଟରେ ଚେକିଂ ବେଳେ ତାଙ୍କ ବ୍ୟାଗ୍ରୁ ଏମିତି କିଛି ଜିନିଷ ମିଳିଛି, ଯାହାକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଛନ୍ତି।
ଦେଢ ମାସ ମଧ୍ୟରେ ତିଆରି ହୋଇଗଲା ୭ ମହଲା କୋଠା। ଉଦଘାଟନ କରିବାକୁ ଗଲେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ
କଣ ହେବ ତାଙ୍କ ପାଇଁ ବଡ଼ ଚାଲେଞ୍ଜ