ଚିନ୍ତା ବଢ଼ାଉଛି ଦିଲ୍ଲୀ । ଦିଲ୍ଲୀରେ କରୋନାର ମାମଲା ଲଗାତାର ଭାବେ ବୃଦ୍ଧି ପାଇବାରେ ଲାଗିଛି । ଗତକାଲି ଦିଲ୍ଲୀରେ ୬ ଶହରୁ ଅଧିକ ନୂଆ କେସ୍ ସାମ୍ନାକୁ ଆସିଛି ।
ଗୁଜରାଟ ଜାମନଗରରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଗ୍ଲୋବାଲ୍ ସେଣ୍ଟର ଫର୍ ଟ୍ରାଡିସନାଲ ମେଡିସିନର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଦିଲ୍ଲୀ ପୋଲିସ ପକ୍ଷରୁ ଡ୍ରୋନ୍ ସହାୟତାରେ ତୀକ୍ଷ୍ଣ ନଜର ରଖାଯାଇଛି । ଜାମା ମସ୍ଜିଦ ଅଞ୍ଚଳରେ ପୋଲିସ ଡ୍ରୋନ୍ ଉଡ଼ାଇ ସ୍ଥିତି ଉପରେ ନଜର ରଖିଛି ।
ଗତକାଲି ନୂଆ ସ୍ଥଳ ସେନା ମୁଖ୍ୟ ନିଯୁକ୍ତ କରିଛନ୍ତି କେନ୍ଦ୍ର ସରକାର । ଲେଫ୍ଟନେଣ୍ଟ ଜେନେରାଲ ମନୋଜ ପାଣ୍ଡେ ହେବେ ପରବର୍ତ୍ତୀ ସ୍ଥଳ ସେନା ମୁଖ୍ୟ ।
ଗାଡ଼ିରେ ବସିଥିବା ଅଭିଯୁକ୍ତ ଜଣକ ପୀଡ଼ିତଙ୍କୁ ତାଙ୍କ ଗୋଡ଼ ଚାଟିବାକୁ ବାଧ୍ୟ କରିଥିଲେ।
ନାଗକୁ ମାରିଦେଲା ବାପା । ପୁଅକୁ ମାରି ପ୍ରତିଶୋଧ ନେଲା ନାଗୁଣୀ । ମଧ୍ୟପ୍ରଦେଶର ସେହୋର ଜିଲ୍ଲା ଜୋଶିପୁର ଗାଁରୁ ସାମ୍ନାକୁ ଆସିଛି ଏହି ଘଟଣା ।
ପୁଣିଥରେ ଦେଶରେ କରୋନା ସଂକ୍ରମଣ ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ସୋମବାର ଦିଲ୍ଲୀରେ ୫୦୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୋଟିଏ ଦିନରେ ଦିଲ୍ଲୀରେ ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେବା ପରେ ଚିନ୍ତା ବଢ଼ିଛି।
ଦିଲ୍ଲୀ ଜାହାଙ୍ଗୀରପୁରୀ ଅଞ୍ଚଳର ସାମ୍ପ୍ରଦାୟିକ ହିଂସା ମାମଲାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଚାକିରିଆଙ୍କ ପାଇଁ ଖୁସି ଖବର। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ(ଇପିଏଫ୍ଓ) ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। EPFOର ମାସିକ ବେତନ ସୀମାକୁ ୧୫,୦୦୦ ଟଙ୍କାରୁ ବୃଦ୍ଧି କରି ୨୧,୦୦୦ ଟଙ୍କା କରିବା ଲାଗି ପ୍ରସ୍ତାବ ଦିଆଯାଇଛି।
ଏସ୍ବିଆଇରୁ ଗାୟବ ହେଲା ୧୧ କୋଟି ଟଙ୍କାର କଏନ୍ । ରାଜସ୍ଥାନର ମେହେନ୍ଦୀପୁର ବାଲାଜୀରେ ଥିବା ଏକ ଷ୍ଟେଟ ବ୍ୟାଙ୍କରୁ ୧୧ କୋଟି ଟଙ୍କା ଗାୟବ ହୋଇଛି ।
ବାହାଘର ପାଇଁ ଗରୀବ ଝିଅଙ୍କୁ ମିଳିବ ୧ ଲକ୍ଷ ଟଙ୍କା । ଗରିବ ଝିଅଙ୍କ ବିବାହ ପାଇଁ ସହାୟତା ରାଶିକୁ ୫୧ ହଜାରରୁ ୧ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ସିଏମ ଯୋଗୀ ନିର୍ଦ୍ଦେଶ ଦେଇଛନ୍ତି ।
ରାଜଧାନୀ ଦିଲ୍ଲୀ ଜାହାଙ୍ଗିରପୁରୀରେ ସୋମବାର ପୁଣି ହିଂସା ଦେଖିବାକୁ ମିଳିଛି। ଉକ୍ତ ଅଞ୍ଚଳରେ ପୁଣି ପୋଲିସ ଉପରେ ପଥର ମାଡ଼ ହୋଇଛି। ଗତ ଶନିବାର ହନୁମାନ ଜୟନ୍ତୀ ପାଇଁ ଶୋଭାଯାତ୍ରା ବେଳେ ଧାର୍ମିକ ହିଂସା ଦେଖାଯାଇଥିଲା ।
ଜେନେରାଲ ମନୋଜ ମୁକୁନ୍ଦ ନରଭାଣେଙ୍କ ଠାରୁ ଦାୟିତ୍ୱ ନେବେ ମନୋଜ ପାଣ୍ଡେ ।
ପୁଣି ବଢ଼ୁଛି କରୋନା ସଂକ୍ରମଣ ସଂଖ୍ୟା । ଉତ୍ତରପ୍ରଦେଶରେ କରୋନା ବଢ଼ିବା ହେତୁ ଯୋଗୀ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଗାଜିଆବାଦ୍, ମେରଠ,ବୁଲନ୍ଦସହର,ବାଘପତ୍ ସମେତ ଲକ୍ଷ୍ନୌରେ ସର୍ବସାଧାରଣ ସ୍ଥାନରେ ମାସ୍କ ପରିଧାନ ବାଧ୍ୟତାମୂଳକ କରାଯାଇଛି ।
ଅଭିଯୋଗ ଅନୁଯାୟୀ, ଜଣେ କୁନି ପୁଅର ସ୍ୱାସ୍ଥ୍ୟ ଖରାପ ହେବାରୁ ଏହି ହସ୍ପିଟାଲରେ ଚିକିତ୍ସା ପାଇଁ ଶିଶୁୱାର୍ଡରେ ଭର୍ତ୍ତି କରାଯାଇଥିଲା । ଆଉ ୪ ଦିନର ଚିକିତ୍ସା ପରେ ତାର ମୃତ୍ୟୁ ହୋଇଥିଲା
ଗୋଟିଏପଟେ ଦିଲ୍ଲୀରେ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଅନ୍ୟପଟେ ଓଡ଼ିଶାରେ ମୁହଁ ମୁକୁଳା। ନା ଏଠି କେହି ମାସ୍କ ପିନ୍ଧୁଛନ୍ତି ନା କେହି କୋଭିଡ୍ ନିୟମକୁ ଠିକ୍ ଭାବେ ପାଳନ କରୁଛନ୍ତି। ସର୍ବସାଧାରଣ ସ୍ଥାନ, ମାର୍କେଟ, ମଲ୍ ସବୁଠି ଲୋକମାନେ ଖୁଲମଖୁଲା ନିୟମକୁ ଉଲ୍ଲଂଘନ କରୁଛନ୍ତି।
କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରା ଟେନିଙ୍କ ପୁଅ ଆଶିଷ ମିଶ୍ରାଙ୍କ ଜାମିନ ଆବେଦନ ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି। ଚାଷୀଙ୍କ ଉପରେ ଆଶିଷ କାର୍ ଚଢ଼ାଇ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଗତବର୍ଷ ଅକ୍ଟୋବର ୩ରେ ଉତ୍ତରପ୍ରଦେଶ ଲଖିମପୁର ଖେରିରେ ଏହି ଘଟଣା ଘଟିଥିଲା।
ଶିବସେନା ବିଧାୟକ ମଙ୍ଗେଶ କୁଡାଲକରଙ୍କ ପତ୍ନୀ ରଜନୀ କୁଡାଲକରଙ୍କ ମୃତଦେହ ଗତକାଲି ରାତିରେ ମୁମ୍ବାଇ ସ୍ଥିତ ବାସଭବନରୁ ଝୁଲନ୍ତା ଅବସ୍ଥାରେ ମିଳିଛି। ଏହା ଆତ୍ମହତ୍ୟା ବୋଲି ପୋଲିସ୍ ସନ୍ଦେହ କରୁଥିବା ବେଳେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ି ନାହିଁ।
ପୋଲିସକୁ ଏହାର କଡ଼ା ଜବାବ ଦିଆଯିବ ବୋଲି ନକ୍ସଲଙ୍କ ଚେତାବନୀ
ବିବାହରେ ଟଙ୍କା, ସୁନା, ଗହଣା ବଦଳରେ ଲେମ୍ବୁ ଉପହାର ।
ଖବର ପାଇ ୫ଟି ଅଗ୍ନିଶମ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲା ।
ଏବେ ଯାଏଁ ମାମଲାରେ ୧୪ ଜଣଙ୍କୁ ଗିରଫ କରିଛି ପୋଲିସ୍ । ହିଂସାକାଣ୍ଡ ଭିଆଇବା ଓ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦକୁ ତେଜିଥିବା କିଛି ବ୍ୟକ୍ତିଙ୍କୁ ଚିହ୍ନଟ ବି କରାଯାଇଛି ।
ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଲାଗି ସେ ନିର୍ଦ୍ଦେଶ ଦେଲେ ଶାହା
ବିଧାନସଭା ନିର୍ବାଚନ ହେଉ କି ପୌର ନିର୍ବାଚନ ସବୁଠି ପରାଜୟର ମୁହଁ ଦେଖିଥିବା କଂଗ୍ରେସ ନୂଆ ରଣନୀତି ଆପଣାଇ ୨୦୨୪ ସାଧାରଣ ନିର୍ବାଚନରେ ମୈଦାନକୁ ଓହ୍ଲାଇବା ପାଇଁ ପ୍ରସ୍ତୁତ ହେଉଛି।