ସୁନା ଓ ରୁପା ଦର ଆଜି ହ୍ରାସ ପାଇଥିବା ଦେଖିବାକୁ ମିଳିଛି। MCXରେ ସୁନା ୦.୨୧% ଅର୍ଥାତ୍ ୧୦୬ ଟଙ୍କା ହ୍ରାସ ପାଇ ପ୍ରତି ୧୦ ଗ୍ରାମକୁ ୫୦,୭୯୮ ଟଙ୍କାରେ କାରବାର ଚାଲିଥିବା ଦେଖିବାକୁ ମିଳିଛି।
କରୋନା ସଂକ୍ରମଣ ବଢୁଥିବାରୁ ଟେଷ୍ଟିଂ ଓ ସର୍ଭେଲାନ୍ସ ଉପରେ ଗୁରୁତ୍ୱ ଦେବାକୁ ସ୍ବାସ୍ଥ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
୩୪ ବିଦ୍ରୋହୀ ବିଧାୟକଙ୍କ ଏକନାଥ ସିନ୍ଧେଙ୍କ ସମର୍ଥନ ଜଣାଇବା ପରେ ଗାଦି ଯିବା ନିଶ୍ଚିତ ଜାଣି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ସରକାରୀ ବାସଭବନ ଛାଡ଼ିଛନ୍ତି।
ସଂଖ୍ୟା ନଥିବା ସତ୍ତ୍ୱେ ବିଜେପି ପ୍ରାର୍ଥୀ ଧନଞ୍ଜୟ ମହାଦିକ୍ଙ୍କ ବିଜୟ ପରେ ମହାରାଷ୍ଟ୍ରରର ମେଣ୍ଟ ସରକାରରେ ଅସନ୍ତୋଷ ଦାନା ବାନ୍ଧୁଥିବା ଇଙ୍ଗିତ କରିଥିଲା । କିଛି ମେଣ୍ଟ ବିଧାୟକଙ୍କ କ୍ରସ୍ ଭୋଟିଂ ଧନଞ୍ଜୟଙ୍କ ବିଜୟର ପଥ ସୁଗମ କରିଥିଲା ।
ଦ୍ରୌପଦୀ ମୁର୍ମୁ ଓଡିଶାର ମହିଳା ଟ୍ରାଇବାଲ୍ ଫେସ୍ । ତାଙ୍କ ନାଁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରି ବିଜେପି ମାଷ୍ଟର ଷ୍ଟୋକ୍ ଖେଳିଛି । ତେଣୁ ପୂର୍ବ ଭାରତରେ ଦଳର ଭୋଟ୍ ବ୍ୟାଙ୍କ ଉପରେ ଏହାର ପ୍ରଭାବ କଣ ପଡୁଛି ତା ଉପରେ ନଜର ରହିଛି ।
ବିଦ୍ରୋହୀ ବିଧାୟକମାନଙ୍କ ପ୍ରତି ଭାବୁକ ଶବ୍ଦରେ ଉଦ୍ଧବଙ୍କ ସନ୍ଦେଶ । ତୁମମାନଙ୍କ ମଧ୍ୟରୁ ଜଣେ କେହି ଇସ୍ତଫା ଦେବାକୁ କହିଥିଲେ, ମୁଁ ଦେଇଥାନ୍ତି ।
ଦେଶମୁଖଙ୍କ ପତ୍ନୀ ଗୋଟିଏ ଦିନ ପୂର୍ବରୁ ସ୍ୱାମୀ ନିଖୋଜ ଥିବା ନେଇ ଅକୋଲା ପୋଲିସ ଷ୍ଟେସନ୍ରେ ଏତଲା ଦେଇଥିଲେ । ଦେଶମୁଖ ଅକୋଲା ଜିଲ୍ଲାର ବାଲାପୁର ନିର୍ବାଚନମଣ୍ଡଳୀର ବିଧାୟକ ରହିଛନ୍ତି ।
ବିଜେପି ସାଂସଦ ଜୟନ୍ତ ସିହ୍ନା ଏବେ ଧର୍ମ ସଙ୍କଟରେ ପଡ଼ିଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ସେ କାହାକୁ ଭୋଟ୍ ଦେବେ, ବାପାଙ୍କୁ ନା ପାର୍ଟିକୁ ? ତାକୁ ନେଇ ଏବେ ସେ ଧର୍ମ ସଙ୍କଟରେ ପଡ଼ି ଯାଇଛନ୍ତି।
ଧୀରେ ଧୀରେ ମହାରାଷ୍ଟ୍ରରେ ମହାସଙ୍କଟ ଘନେଇବାରେ ଲାଗିଛି । ସମୟ ଯେତେ ଗଡ଼ୁଛି ମହାରାଷ୍ଟ୍ର ସରକାରଙ୍କ ପାଇଁ ସେତେ ସମସ୍ୟା ବଢ଼ିବାରେ ଲାଗିଛି। ମହାରାଷ୍ଟ୍ର ବିଧାନସଭା ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି।
ଦ୍ରୌପଦୀ ମୁର୍ମୁ NDAର ରାଷ୍ଟ୍ରପତି ପ୍ରାର୍ଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକଥା ପୂର୍ବରୁ ଜାଣିଥିଲେ। ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇ ନବୀନ କରିଥିବା ଟ୍ୱିଟ୍ରେ ଏହାର ସଙ୍କେତ ମିଳିଛି।
ଏନ୍ଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯିବା ପରେ ତାଙ୍କୁ Z+ ସୁରକ୍ଷା ମିଳିଛି। ଯେଉଁଥିରେ ୧୦ରୁ ଅଧିକ ଏନ୍ଏସ୍ଜି ସହ ସିଆରପିଏଫ୍ କମାଣ୍ଡୋ ରହିଛନ୍ତି।
ମହାରାଷ୍ଟ୍ରରେ ଏବେ ରାଜନୈତିକ ସଙ୍କଟକୁ ନେଇ ଚର୍ଚ୍ଚା ଜୋର ଧରିଛି। ଉଦ୍ଧବ ସରକାରରେ ରାଜନୈତିକ ସଙ୍କଟ ଦେଖା ଦେଇଥିବା ବେଳେ ବିଜେପି ଏଠି ସରକାର ଗଠନ କରିବା ପ୍ରୟାସ ଚଳାଇଛି। ମହାରାଷ୍ଟ୍ରରେ ଉଦ୍ଧବ ସରକାରରେ ଫାଟ ସୃଷ୍ଟି ହୋଇଛି।
ଏକ ପ୍ରେସମିଟ ଜରିଆରେ ଦ୍ରୌପଦୀଙ୍କ ନାଁ ଘୋଷଣା କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ପ୍ରାର୍ଥୀ ଘୋଷଣା ପରେ OTVକୁ ଦ୍ରୌପଦୀ ମୁର୍ମୁ ଦେଇଥିଲେ ପ୍ରଥମ ପ୍ରତିକ୍ରିୟା ।
ଦ୍ରୌପଦୀ ମୁର୍ମୁଙ୍କ ଜନ୍ମ ୨୦ ଜୁନ ୧୯୫୮ । ସେ ଜଣେ ବିଶିଷ୍ଟ ରାଜନୀତିଜ୍ଞ ।
ଅଗ୍ନିବୀରଙ୍କ ପାଇଁ କର୍ପୋରେଟ୍ ଜଗତର ଅଫର୍ । ଅଗ୍ନିବୀରଙ୍କୁ ନିଯୁକ୍ତି ପାଇଁ ଓଡ଼ିଶା ସରକାରଙ୍କ ବିଚାର ବିମର୍ଶ ।
ଧିରେ ଧିରେ ଆମେ ସିଧାସଳଖ ଯୋଗାଯୋଗ ବିହୀନ ଯୁଦ୍ଧ ଆଡ଼କୁ ଯାଉଛୁ । ଯୁଦ୍ଧ, ପ୍ରତିରକ୍ଷାରେ ବୈଷୟିକ ଜ୍ଞାନକୌଶଳ ନିର୍ଣ୍ଣାୟକ ହେବାକୁ ଯାଉଛି ।
ଶିବସେନା ବିଧାୟକ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ବିଦ୍ରୋହ । ୩୦ରୁ ଅଧିକ ବିଧାୟକଙ୍କୁ ନେଇ ସୁରତରେ ଡେରା ପକାଇଛନ୍ତି ଏକନାଥ ।
NCP ସୁପ୍ରିମୋ ଶରଦ ପାୱାରଙ୍କ ଉପସ୍ଥିତିରେ ଖାର୍ଗେଙ୍କ ଘୋଷଣା । ଆଜି ପୂର୍ବାହ୍ନରେ TMCରୁ ଇସ୍ତଫା ଦେଇଥିଲେ ଯଶୱନ୍ତ ସିହ୍ନା
IMFAରେ ମିଳିବ ଅଗ୍ନିବୀରଙ୍କୁ ସୁଯୋଗ...
ଆମ୍ବ ପାଇଁ ରକ୍ତସମ୍ପର୍କ ଭୁଲିଗଲେ ପରିବାର ଲୋକ । ବାପା ଓ ବଡ଼ ଭାଇ ମିଶି ପିଟି ପିଟି ସାନ ପୁଅକୁ ମାରିଦେଲେ ।
ନିଯୁକ୍ତି ବିଷୟରେ ପ୍ରଧାନମନ୍ତ୍ରୀଙ୍କୁ ବିସ୍ତୃତ ଅବଗତ କରାଇବେ ସେନା ମୁଖ୍ୟ । ପୃଥକ ପୃଥକ ଭାବେ ତିନି ସେନା ମୁଖ୍ୟଙ୍କ ସହ ଆଲୋଚନା କରିବେ ମୋଦି ।
ବରିଷ୍ଠ ନେତା ଏକନାଥ ସିନ୍ଧେଙ୍କ ନେତୃତ୍ୱରେ ବିଦ୍ରୋହକୁ ଓହ୍ଲାଇଥିବା ସୂଚନା
ଯୋଗ ଜୀବନର ଏକ ଅଂଶ ନୁହେଁ, ଏହା ଜୀବନଶୈଳୀ
ମୋନିକାଙ୍କୁ ନେଇ ଏବେ ସବୁଠି ଚର୍ଚ୍ଚା। ମଝି ଆକାଶରେ ଏମିତି ବୁଦ୍ଧି ଖଟାଇ ବଞ୍ଚାଇ ଦେଲେ ୧୮୫ ଜଣଙ୍କ ଜୀବନ...ଜାଣନ୍ତୁ ବିମାନରେ ନିଆଁ ଲାଗିଥିବା କଥା ମୋନିକା ଜାଣିଲେ କେମିତି?