ପ୍ରଥମେ ଲୁଟିଲା, ପରେ ଜିନିଷ ଫେରାଇ ଦେବ ବୋଲି କହିଲା । ଏମିତି ଏକ ଚୋର, ଯିଏ ଚୋରି କରିବା ପରେ ଏକ ମାସ ଭିତରେ ଜିନିଷ ଫେରାଇ ଦେବ ବୋଲି କହିଛି ।
ରାଜନାଥ ସିଂଙ୍କ ସହ ଅମିତ ଶାହା, ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଏବଂ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ସୁରକ୍ଷା ବ୍ୟାପାର କମିଟିରେ ଅନ୍ତର୍ଭୁକ୍ତ କରାଯାଇଛି । ରାଜନନୈତିକ ବ୍ୟାପାର କମିଟିରେ ହିନ୍ଦୁସ୍ତାନୀ ଆୱାମ ମୋର୍ଚ୍ଚା (HAM) ର ଜିତନରାମ ମଞ୍ଜୀ, ଟିଡିପିର ରାମମୋହନ ନାଇଡୁ ଏବଂ ବିଜେପିର ଅନ୍ନପୂର୍ଣ୍ଣା ଦେବୀ ସଦସ୍ୟ ହୋଇଛନ୍ତି ।
୯୬ ବର୍ଷ ବୟସ୍କ ଆଡଭାନୀ ବାର୍ଦ୍ଧକ୍ୟ ସମ୍ବନ୍ଧୀୟ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଥିଲେ। ତେଣୁ ସମୟ ସମୟରେ ତାଙ୍କୁ ଘରେ ଏକ ଡାକ୍ତରୀ ଟିମ୍ ପକ୍ଷରୁ ଚେକ୍ ଅପ୍ ମଧ୍ୟ କରାଯାଏ ।
ହସ୍ପିଟାଲ ଓ ଶବଗୃହ ପାଖରେ ଅତି କରୁଣ ପରିବେଶ। ଏହି ଘଟଣାରେ ଏବେବି ପ୍ରାୟ ୩୦ ଜଣ ଆହତ ଚିକିତ୍ସାଧୀନ ଅଛନ୍ତି।
ଉତ୍ତରପ୍ରଦେଶ ହଥରାସର ଏଇ ସ୍ଥାନରେ କାଲି ହୋଇଥିଲା ମର୍ମନ୍ତୁଦ ଦଳାଚକଟା। ଆଉ ଶତାଧିକ ମୃତକଙ୍କ ଭିତରେ ଥିଲେ ଅଧିକାଂଶ ମହିଳା ଓ ଅବୋଧ ଶିଶୁ।
ହେମନ୍ତ ଜେଲ ଯିବା ପରେ ମୁଖ୍ୟମନ୍ତ୍ରୀ ହୋଇଥିଲେ ଚମ୍ପାଇ ସୋରେନ।
ଉତ୍ତରପ୍ରଦେଶ ହାଥରସ ଦଳାଚକଟା ଘଟଣାରେ ଦୋଷୀ କିଏ । କେମିତି ଓ କେଉଁ ପରିସ୍ଥିତିରେ ସତସଙ୍ଗରେ ଦଳାଚକଟା ହେଲା ?
ନଦୀ ରାସ୍ତା ଦେଇ ସ୍କୁଲ ଯାଉଥିବା ବେଳେ ମାଡି ଆସିଲା ପାଣି । ୨୭ ଜଣ ଛାତ୍ରଛାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି ।
ଏଣିକି ରାସ୍ତାରେ ଷ୍ଟଣ୍ଟ ପ୍ରଦର୍ଶନ କଲେ ହେବ କଡା କର୍ଯ୍ୟାନୁଷ୍ଠାନ । ହାର୍ଲି ଡେଭିଡସନ୍, BMW ବାଇକ୍ରେ ଧରିବ ପୋଲିସ । ସିଧା ଯିବେ ଜେଲ୍ ।
ଏତେ ସଂଖ୍ୟକ ମୃତଦେହ ଦେଖି ଜଣେ କନେଷ୍ଟବଳଙ୍କ ଜୀବନ ଚାଲିଯାଇଥିବା ଜଣାପଡ଼ିଛି । ଏକା ସାଙ୍ଗରେ ଏତେ ସଂଖ୍ୟକ ମୃତଦେହ ଦେଖିବା ଫଳରେ ଉକ୍ତ କନେଷ୍ଟବଳଙ୍କର ହାର୍ଟଆର୍ଟାକ୍ ହୋଇଥିଲା ।
ହାଥରସରେ ଦଳାଚକଟାରେ ୧୨୧ ଲୋକଙ୍କ ମୃତ୍ୟୁ ହୋଇଛି । ବର୍ତ୍ତମାନ ଦଳାଚକଟାର କାରଣ ସାମ୍ନାକୁ ଆସିଛି । ଏପଟେ ଦଳାଚକଟା ଘଟଣାରେ ପୋଲିସ ମାମଲା ରୁଜୁ କରିସାରିଥିବା ଉତ୍ତରପ୍ରଦେଶ ମନ୍ତ୍ରୀ ସୂଚନା ଦେଇଛନ୍ତି।
ଟ୍ରେନ ବଗି ସୃଷ୍ଟି କରୁଛି 5 ଷ୍ଟାର ହୋଟେଲର ଭ୍ରମ। ଲକ୍ସ୍ୟୁରି ଆମ୍ୱିୟାନ୍ସ୍ ସହ ମିଳୁଛି ଟେଷ୍ଟି ଟେଷ୍ଟି ଖାଦ୍ୟ।
ଉତ୍ତର ପ୍ରଦେଶ ହାଥରସ ଦଳାଚକଟା ଘଟଣାରେ ଆରମ୍ଭ ହୋଇଛି ତନାଘନା। ସତସଙ୍ଗରେ ପ୍ରବଚନ ଦେଉଥିବା ଭୋଲେ ବାବାଙ୍କୁ ଖୋଜୁଛି ପୋଲିସ। କିଏ ଏହି ଭୋଲେ ବାବା ?
ନିଜ ଗତିପଥରେ ବଜାୟ ରଖିବା ପାଇଁ ଫେବୃଆରୀ ୨୨ ଓ ଜୁନ୍ ୭ ପରେ ଆଜି ତୃତୀୟ ଷ୍ଟେସନ କିପିଂ ମାନ୍ୟୁଭର କରାଯାଇଛି। ସଫଳତାର ସହ ଆଦିତ୍ୟ L1କୁ ଦ୍ବିତୀୟ ଅର୍ବିଟରେ ଅବସ୍ଥାପିତ କରିଛି ଇସ୍ରୋ ।
ମୃତ୍ୟୁବରଣ କରିଥିବା ଏହି ୮୭ ଜଣଙ୍କ ମୃତଦେହ ଚିହ୍ନଟ କରାଯାଉଛି । ସେପଟେ ଏହି ମାମଲାର ଅଧିକ ତଦନ୍ତ ଜାରି ରହିଛି ବୋଲି ଏସ୍ଏସ୍ପି ରାଜେଶ କୁମାର ସିଂ କହିଛନ୍ତି ।
ପ୍ରଶ୍ନପତ୍ର ଲିକ୍ କୁ ରୋକିବା ପାଇଁ ଦୁଇ ଘଣ୍ଟା ପୂର୍ବରୁ ତିଆରି ହେବ ପ୍ରଶ୍ନପତ୍ର । ନିଟ୍ ପିଜି ପରୀକ୍ଷା ପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହା ବିଭାଗୀୟ ଅଧିକାରୀଙ୍କୁ ଭେଟିଛନ୍ତି ।
ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ପ୍ରସ୍ତାବ ଦେବା ଅବସରରେ ଓଡ଼ିଶା ନିର୍ବାଚନ କଥା ଉଠାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । କହିଛନ୍ତି, ଓଡ଼ିଶାବାସୀ ଆମ ଉପରେ ଭରସା କରିଛନ୍ତି, ଆମକୁ ଭରପୁର ଆଶୀର୍ବାଦ ମିଳିଛି ।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ ସତସଙ୍ଗ ସରିବା ପରେ ଲୋକେ ଘରକୁ ଫେରିବା ପାଇଁ ବ୍ୟତିବ୍ୟସ୍ତ ହୋଇପଡିଥିଲେ । ଏହି ସମୟରେ ଦୌଡାଦୌଡି ଆରମ୍ଭ ହୋଇଥିଲା । ଏଥିରେ ୨୭ ଜଣଙ୍କ ମୃତ୍ୟୁ ହେବା ସହ ଅନେକ ଲୋକ ଆହତ ହୋଇଛନ୍ତି ।
ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ । ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଅବସରରେ ପ୍ରଧାନମନ୍ତ୍ରୀ ନିଜର ଅଭିଭାଷଣ ରଖିଛନ୍ତି ।
ସିକ୍କିମରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି । ଅନେକ ସ୍ଥାନରେ ଲୋକେ ଫସିଥିବାରୁ ସେମାନଙ୍କୁ ଉଦ୍ଧାର କରିବା ପାଇଁ ଭାରତୀୟ ସେନାର ସାହାଯ୍ୟ ନିଆଯାଇଛି ।
ମୁମ୍ବାଇର ଏକ ସ୍ୱତନ୍ତ୍ର କୋର୍ଟ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି କରିଛନ୍ତି।
ଗୋଟିଏ ପରିବାରର ୫ଜଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମଧ୍ୟପ୍ରଦେଶ ଅଲ୍ଲିରାଜପୁର ଥାନା ସେଣ୍ଡୱା ଗାଁରେ ଅଞ୍ଚଳରେ ଘଟିଛି ଏହି ଘଟଣା ।
ଗଣତନ୍ତ୍ର ପୁରୀରେ ହିଁ ହୋଇଛି । ଲୋକସଭାରେ ନିଜ ପ୍ରଥମ ଅଭିଭାଷଣରେ ଏପରି କିଛି କହିଛନ୍ତି ପୁରୀ ସାଂସଦ ସମ୍ବିତ ପାତ୍ର।
ଗତକାଲି ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ କେନ୍ଦ୍ର ସରକାରଙ୍କୁ କଡ଼ା ହମଲା ପରେ ଆଜି ପ୍ରଧାନମନ୍ତ୍ରୀ ମୋଦି ଏହାର ଜବାବ କିପରି ରଖୁଛନ୍ତି ତା ଉପରେ ସାରା ଦେଶର ନଜର ରହିଛି ।
ଅତୀତ ପାଲଟିଲା ଇଂରେଜଙ୍କ ଦ୍ବାରା ପ୍ରଣିତ ଶତାବ୍ଦୀ ପୁରୁଣା IPC, CrPC ଓ ଏଭିଡେନ୍ସ ଆକ୍ଟ। ଆଜିଠୁ ସାରା ଦେଶରେ ଲାଗୁହେଲା ଭାରତର ସଂସଦରେ ପାରିତ ୩ ସ୍ବଦେଶୀ ନୂଆ ଆଇନ।