ଖବର ପାଇ ୫ଟି ଅଗ୍ନିଶମ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲା ।
ଏବେ ଯାଏଁ ମାମଲାରେ ୧୪ ଜଣଙ୍କୁ ଗିରଫ କରିଛି ପୋଲିସ୍ । ହିଂସାକାଣ୍ଡ ଭିଆଇବା ଓ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦକୁ ତେଜିଥିବା କିଛି ବ୍ୟକ୍ତିଙ୍କୁ ଚିହ୍ନଟ ବି କରାଯାଇଛି ।
ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଲାଗି ସେ ନିର୍ଦ୍ଦେଶ ଦେଲେ ଶାହା
ବିଧାନସଭା ନିର୍ବାଚନ ହେଉ କି ପୌର ନିର୍ବାଚନ ସବୁଠି ପରାଜୟର ମୁହଁ ଦେଖିଥିବା କଂଗ୍ରେସ ନୂଆ ରଣନୀତି ଆପଣାଇ ୨୦୨୪ ସାଧାରଣ ନିର୍ବାଚନରେ ମୈଦାନକୁ ଓହ୍ଲାଇବା ପାଇଁ ପ୍ରସ୍ତୁତ ହେଉଛି।
ରାଜସ୍ଥାନର ସିରୋହି ଜିଲ୍ଲାରେ ଅଜଣା ରୋଗରେ ୭ ଶିଶୁଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ହଇଚଇ ସୃଷ୍ଟି ହୋଇଛି। ସ୍ଥିତିକୁ ନିୟନ୍ତ୍ରଣ କରିବା ଲାଗି ସ୍ୱାସ୍ଥ୍ୟ ବିଭାଗ ପ୍ରୟାସ ଚଳାଇଥିବା ଦାବି କରିଛି।
ପଞ୍ଜାବବାସୀଙ୍କ ପାଇଁ ଖୁସି ଖବର । ପଞ୍ଜାବରେ ମାଗଣା ବିଜୁଳି ଘୋଷଣା କଲେ ଆପ୍ ସରକାର । ଆସନ୍ତ ଜୁଲାଇ ମାସ ୧ ତାରିଖରୁ ପ୍ରତି ଘରକୁ ମିଳିବ ୩୦୦ ୟୁନିଟ୍ ମାଗଣା ବିଜୁଳି ।
ମୁମ୍ବାଇର ଦାଦରରୁ ପୁଡୁଚେରୀ ଅଭିମୁଖେ ଯାତ୍ରା କରୁଥିବା ପୁଡୁଚେରୀ ଏକ୍ସପ୍ରେସ ଲାଇନଚ୍ୟୁତ ।
ଶେଷରେ ପଦ ଛାଡିଲେ କର୍ଣ୍ଣାଟକ ମନ୍ତ୍ରୀ କେ.ଏସ୍. ଈଶ୍ୱରପ୍ପା । ଈଶ୍ୱରପ୍ପାଙ୍କ ଇସ୍ତଫା ଯଥେଷ୍ଟ ନୁହେଁ, ତାଙ୍କୁ ଗିରଫ କରାଯାଉ ବୋଲି କଂଗ୍ରେସ ପକ୍ଷରୁ ଦାବି କରାଯାଇଛି ।
ବିଶ୍ୱର ଶ୍ରେଷ୍ଠ ଧନୀ ବ୍ୟକ୍ତିଙ୍କ ତାଲିକାରେ ଭାରତର ଆଦାନୀ ଓ ଆମ୍ବାନୀ ହେଲେ ସାମିଲ। ଜାଣନ୍ତୁ ଏମାନଙ୍କ ମଧ୍ୟରୁ ଅଧିକ ଧନୀ କିଏ?
ହିମାଚଳ ଦିବସରେ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ଏକ ବଡ଼ ଘୋଷଣା କରିଛନ୍ତି
ଉଦଘାଟନ କଲେ ମୋଦି, ପ୍ରଥମ ଟିକେଟ୍ ବି କିଣିଲେ
ମାନବାଧିକାର ଉପରେ ଜ୍ଞାନ ଦେଉଥିବା ଆମେରିକାକୁ ଭାରତର କଡ଼ା ଜବାବ୍ । ଆମେରିକୀୟ ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନଙ୍କ ମନ୍ତବ୍ୟରେ ଗାଲରେ ଚାପୁଡ଼ା ମାରିଲା ଭଳି ରୋକଠୋକ୍ ଜବାବ ଦେଲେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର
ଆସାମରୁ ଦେଶର ରାଜଧାନୀ ଦିଲ୍ଲୀ ଆସୁଥିବା ଇଣ୍ଡିଗୋ ବିମାନରେ ବଡ଼ ଅଘଟଣ ଘଟିଛି।
ଦିନକୁ ଦିନ ଜଳର ଅପବ୍ୟବହାର ଏବଂ ଅଯଥା ଅପଚୟ ବଢ଼ିଚାଲିିଛି । ଏଥିପାଇଁ ଚଣ୍ଡିଗଡ଼ ମ୍ୟୁନିସିପାଲିଟି କର୍ପୋରେସନ ଏକ ବଡ ନିଷ୍ପତ୍ତି ନେଇଛି ।
ଆଜି କର୍ଣ୍ଣାଟକ ଗ୍ରାମ୍ୟ ଉନ୍ନୟନ ଏବଂ ପଞ୍ଚାୟତରାଜ ମନ୍ତ୍ରୀ କେ.ଏସ୍ ଇଶ୍ୱରପ୍ପା ମୁଖ୍ୟମନ୍ତ୍ରୀଙ୍କୁ ନିଜ ଇସ୍ତଫା ଦେବେ ।
ବନ୍ଧୁକ ନେଇ କୁଆଡ଼େ ଯାଉଥିଲେ ଶିକ୍ଷୟିତ୍ରୀ ?
ଟିକେଟ୍ ବୁକିଂକୁ ନେଇ ଭାରତୀୟ ରେଳ ବିଭାଗ ଏକ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଟିକେଟ୍ ବୁକିଂ କରିବା ସମୟରେ ଯାତ୍ରୀଙ୍କୁ ଆଉ ଡେଷ୍ଟିନେସନ୍ ଆଡ୍ରେସ୍ ଦେବାକୁ ପଡ଼ିବ ନାହିଁ।
କଟରାବଜାର ଥାନା ଅଞ୍ଚଳର ଲୋନିୟମ୍ ପୁରଭା ଗାଁର ବୃଦ୍ଧ ଦମ୍ପତି ଶିବନାଥ ଓ ଜନକା ଦେବୀ । ଉଭୟଙ୍କର ଦୁଇ ପୁଅ ଅଛନ୍ତି । ହେଲେ ବୃଢ଼ା ବାପାମା’ଙ୍କୁ ଛାଡ଼ି ସେମାନେ ଅଲଗା ରହୁଛନ୍ତି ।
ଖରାରେ ଡହଳ ବିକଳ ହେଉଥିଲେ ପାରାମାନେ। ଦେବଦୂତ ହୋଇ ଆସିଲେ ବୃଦ୍ଧ। ପାଇପ୍ ଲଗାଇ ରାସ୍ତାରେ ପକାଇଲେ ପାଣି। ଯାହାକୁ ଦେଖି ଖୁସି ହୋଇଗଲେ ପାରା।
ବ୍ୟାକ୍ ଗ୍ରାଉଣ୍ଡରେ ବାଜୁଥିଲା ‘ଗଙ୍ଗୁବାଇ’ ଫିଲ୍ମର ‘ଝୁମେ ରେ ଗୌରୀ’ ଗୀତ। ଯୁବତୀ ଡ୍ରେସ୍ ପିନ୍ଧି ହଠାତ୍ ନଜର ଆସିଲେ ଯୁବକ। ଆମେରିକା ରାସ୍ତାରେ ବୁଲି ବୁଲି ଧୁମ୍ ନାଚିଲେ।
ଚଳିତ ବର୍ଷ ସ୍ୱାଭାବିକ ରହିବ ମୌସୁମୀ। ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ୱାଭାବିକ ନେଇ ଭାରତୀୟ ପାଣିପାଗ କେନ୍ଦ୍ର ଆକଳନ କରିଛି। ଜୁନ୍ରୁ ସେପ୍ଟେମ୍ବର ମଧ୍ୟରେ ସ୍ୱାଭାବିକ ବର୍ଷା ହେବାର ଆକଳନ କରାଯାଇଛି।
ମୋବାଇଲ ପାଇଁ ଜୀବନକୁ ବିପଦରେ ପକାଉଛନ୍ତି ଯୁବପିଢ଼ି । ସବୁବେଳେ ମୋବାଇଲ ବ୍ୟବହାର କରିବାରେ ବ୍ୟସ୍ତ ।
ଗୁଜରାଟ ରାଜକୋଟର ୪୩ ବର୍ଷିୟ ରମେଶ ଭାଇ । କେବେ ସ୍କୁଲ ମାଟି ମାଡ଼ି ନାହାନ୍ତି । ତାଙ୍କ ପରିବାରର ସମସ୍ତେ ଲୋକ ମଧ୍ୟ ଅଶିକ୍ଷିତ । ଦିନ ଥିଲା ତାଙ୍କୁ ନିଜର ୧୦ ଏକର ଜମି ବିକ୍ରି କରିବାକୁ ପଡିଲା
ଦେଶର ପ୍ରଥମ ପ୍ରଧାନମନ୍ତ୍ରୀଙ୍କ ସ୍ମୃତିରେ ନେହେରୁ ମେମୋରିଆଲ ମ୍ୟୁଜିୟମ ଓ ଲାଇବ୍ରେରୀ (NMML) ନିର୍ମାଣ କରାଯାଇଛି । ଏହି ମ୍ୟୁଜିୟମଟି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀଙ୍କ ଭୂମିକାକୁ ବଖାଣିବ ବୋଲି ବୋଲି କହିଛନ୍ତି (NMML)ର ଅଧ୍ୟକ୍ଷ ନୃପେନ୍ଦ୍ର ମିଶ୍ରା ।
ବିଳମ୍ବିତ ରାତିରେ ଔଷଧ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ। ନିଆଁରେ ପୋଡ଼ି ହୋଇ ୬ ଜଣଙ୍କ ମୃତ୍ୟୁ ଘଟି ଥିବାବେଳେ ୧୨ ଜଣ ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶ ଏଲୁରୁ ଅଞ୍ଚଳରେ ଏକ ଔଷଧ ଫ୍ୟାକ୍ଟ୍ରିରେ ଏହି ଅଗ୍ନିକାଣ୍ଡ ଘଟିଛି।