ମୋଦି ଏକ ଜନସଭାରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ପାଦ ଛୁଇଁଥିବା ଦେଖିବାକୁ ମିଳିଛି ।
ମଲ୍ଟି କମୋଡିଟି ଏକ୍ସଚେଞ୍ଜରେ ସୁନା ଦର ୫୦ ହଜାର ଟପିଛି । ଯାହାକି ବର୍ଷକ ଭିତରେ ସବୁଠାରୁ ଅଧିକ । ରାଜ୍ୟରେ ଗତ ୧୫ ଦିନରେ ୧୦ ଗ୍ରାମ ପିଛା ୨ ହଜାର ଟଙ୍କା ମହଙ୍ଗା ହେଲାଣି ସୁନା ।
ଘଟଣାରେ ୮୮୪ ଗ୍ରାମ୍ରୁ ଅଧିକ ଓଜନର ସୁନା ଜବତ ହୋଇଛି।
ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ମଧ୍ୟରେ ପ୍ରତାପଗଡ ଜିଲ୍ଲାର ଉଦୟପୁର ଅଞ୍ଚଳର ଏକ ଗ୍ରାମରେ ଆୟୋଜିତ ବିବାହ ଉତ୍ସବରେ ଏଭଳି ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି ।
ହାଇକୋର୍ଟଙ୍କ ରାୟ ଅନୁସାରେ ସ୍ତ୍ରୀ ଓ ତୃତୀୟ ବ୍ୟକ୍ତିଙ୍କ ମଧ୍ୟରେ ଫୋନ୍ କଲ୍ ତାଙ୍କ ବିରୋଧରେ ପର୍ଯ୍ୟାପ୍ତ ପ୍ରମାଣ ନୁହେଁ । ଏଥି ସହିତ ଉଭୟଙ୍କ ମଧ୍ୟରେ ଚାଲିଥିବା ବ ବୈବାହିକ ମତଭେଦକୁ ଦୃଷ୍ଟିରେ ରଖି ପତ୍ନୀ ତାଙ୍କ ଆଚରଣରେ ଅଧିକ ଯତ୍ନବାନ ହେବା ଉଚିତ
ବର ଏବଂ କନ୍ୟା ଫଟୋଗ୍ରାଫି ପାଇଁ ପୋଜ୍ ଦେଉଥିବା ଭାଇରାଲ୍ ଭିଡିଓରେ ଦେଖିବାକୁ ମିଳୁଛି । ସେମାନେ ଯେଉଁ ସ୍ଥାନକୁ ଫଟୋଗ୍ରାଫି ବାଛିଛନ୍ତି, ସାଧାରଣ ସ୍ଥାନ ଠାରୁ ତାହା ଖୁବ୍ ଭିନ୍ନ ।
ଶାଶୂଘରକୁ ଯିବା ପୂର୍ବରୁ ଜଣେ ସଚେତନ ନାଗରିକର କାମ କରି ସମାଜ ପାଇଁ ଉଦାହରଣ ସୃଷ୍ଟି କଲେ ନବବିବାହିତା ।
ହସଖୁସିରେ ବିବାହ ପାଇଁ ଯାଉଥିବା ସମୟରେ ଘଟିଲା ବଡ଼ ଧରଣର ଦୁର୍ଘଟଣା । ବର ସମେତ ୯ ଜଣଙ୍କ ଜୀବନ ଚାଲିଗଲା
ଶାହାରୁଖ ଖାନ୍ଙ୍କ ପୁଅକୁ ଗିରଫ କରି ଚର୍ଚ୍ଚାକୁ ଆସିଥିବା ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋର ପୂର୍ବତନ ଜୋନାଲ ନିର୍ଦ୍ଦେଶକ ସମୀର ୱାଙ୍ଖଡେଙ୍କ ଅଡ଼ୁଆ ବଢ଼ି ବଢ଼ିଚାଲିଛି ।
ନକରେ ସୁନା କିଲୋ ୫ ହଜାର ଟଙ୍କା ବୃଦ୍ଧି ପାଇଛି। ଦେଶରେ ୨୪ କ୍ୟାରେଟ୍ ସୁନାର ଦର ୧୦ ଗ୍ରାମ୍କୁ ସର୍ବାଧିକ ୫୧ ହଜାର ୫୯୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍ ସୁନାର ଦର ୧୦ ଗ୍ରାମ୍କୁ ୪୬ ହଜାର ଟଙ୍କା ରହିଛି।
ସୀମାନ୍ତ ରାଜ୍ୟ ପଞ୍ଜାବରେ ଆଜି ନିର୍ବାଚନ। ସମସ୍ତ ୧୧୭ଟି ଆସନରେ ଭୋଟ୍ ନିଆଯାଉଛି । ସକାଳ ୮ଟାରୁ ବୁଥ୍ ଗୁଡ଼ିକରେ ଭୋଟ୍ ନିଆଯାଉଛି । ସେହିପରି, ଆଜି ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ। ତେଣୁ ବ୍ୟାଟେଲ୍ ୟୁପି ପାଇଁ ମଧ୍ୟ ଭୋଟିଂ ଚାଲଛି ।
କଂଗ୍ରେସ ଛାଡ଼ି ନିଜର ସ୍ୱତନ୍ତ୍ର ଦଳ ଗଠନ କରିଥିବା କ୍ୟାପଟେନ ଅମରିନ୍ଦର ସିଂହଙ୍କ ସହିତ ମେଣ୍ଟ କରିଛି ବିଜେପି । ଆରପଟେ ଅଛନ୍ତି କଂଗ୍ରେସ ଓ ଆପ୍ । ରୋମାଞ୍ଚକ ହେବ ପଞ୍ଜାବ ନିର୍ବାଚନ ।
ଆପଣ ଜାଣିଛନ୍ତି କି, ରାଷ୍ଟ୍ରପତିଙ୍କ ଗାଡ଼ିରେ ନମ୍ବର ପ୍ଲେଟ୍ ନରହିବା ପଛରେ ଏକ ବଡ଼ କାରଣ ରହିଛି । ସବୁ ରାଜ୍ୟରେ ଭିନ୍ନ ଭିନ୍ନ ଷ୍ଟେଟ୍ କୋଡ ରହିଥିବା ବେଳେ ରାଷ୍ଟ୍ରପତିଙ୍କର ନଥାଏ ନମ୍ବର ପ୍ଲେଟ୍ ।
ଜଣେ ବିଦେଶୀ ହୋଇ ମଧ୍ୟ ବିବାହ ସମୟରେ ତାଙ୍କୁ ଦେଶୀ ଦୁଲ୍ହନ ବେଶରେ ଦେଖିବାକୁ ମିଳିଥିଲା। ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଥିବା ଏହି ଫଟୋ ଲୋକଙ୍କୁ ଏତେ ପସନ୍ଦ ଆସିଛି ଯେ, ଲୋକମାନେ ହୃଦୟରୁ ଦୁଲ୍ହନଙ୍କୁ ପ୍ରଶଂସା କରିବାରେ ଲାଗିଛନ୍ତି।
ବ୍ରିଟେନ ୱାଲେସ୍ର ଜଣେ ବ୍ୟକ୍ତିଙ୍କ ସହ ଏଭଳି କିଛି ଘଟିଛି, ଘଟଣା ପରେ ସେ ବାହାରୁ ଖାଇବା ଆଉ ଅର୍ଡର ନକରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ସମ୍ପୃକ୍ତ ବ୍ୟକ୍ତି ବାହାରୁ ଅର୍ଡର କରିଥିବା ଖାଇବା ପରେ ଅସୁସ୍ଥ ହୋଇପଡ଼ିଛନ୍ତି।
ସ୍ୱାମୀର କୌଣସି ରୋଜଗାର ନଥିଲେ ବି ସ୍ତ୍ରୀର ଭରଣ ପୋଷଣ ସହ ତାହାର ସମସ୍ତ ଦାୟିତ୍ୱ ନେବାକୁ ବାଧ୍ୟ। ପାଖରେ ଟଙ୍କା ନାହିଁ କହି ଦାୟିତ୍ୱ ନେଇପାରିବେ ନାହିଁ ବୋଲି କହିପାରିବେନି ସ୍ୱାମୀ। ଏମିତି ରାୟ ଶୁଣାଇଛନ୍ତି ଦିଲ୍ଲୀର ତିସ୍ ହଜାରୀ କୋର୍ଟ।
ପୋଲିସର ଡ୍ୟୁଟି ପରୀକ୍ଷା କଲା ମଦୁଆ । PCR କୁ ଅଧ ରାତିରେ କଲା ଫୋନ୍ କହିଲା, ମୁଁ ଚେକ୍ କରୁଥିଲି PCR ଆସୁଛି କି ନାହିଁ॥ ଅଧ ରାତିରେ ୧୧୨ କୁ ଡାଏଲ କରି ପୋଲିସକୁ ଡ୍ୟୁଟିର ପାଠ ପଢାଇଲେ ମଦପ୍ୟ ବ୍ୟକ୍ତି। ପାଖରେ ପୋଲିସ ପହଞ୍ଚିବା ପରେ ମଦ୍ୟପ ବ୍ୟକ୍ତି କହିଲେ, ପୋଲିସ ରାତିରେ ଠିକ୍ ଡ୍ୟୁଟି କରୁଛି କି ନାହିଁ ତାର ପରୀକ୍ଷା କରୁଥିଲି ମୁଁ। ଆଉ ଏବେ ସେହି ସମୟର ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି।
IPS ଅଧିକାରୀଙ୍କ ଆତଙ୍କବାଦୀ ସଂଗଠନ ସହ ଲିଙ୍କ୍। ହିମାଚଳ ପ୍ରଦେଶ କ୍ୟାଡରର ଆଇପିଏସ୍ ଅରବିନ୍ଦ ଦିଗ୍ବିଜୟ ନେଗୀଙ୍କୁ ଜାତୀୟ ତଦନ୍ତକାରେ ସଂସ୍ଥା(NIA) ଗିରଫ କରିଛି।
୨୬ ଜୁଲାଇ ୨୦୦୮ ବେଙ୍ଗଳୁରୁ ସିରିଏଲ୍ ବ୍ଲାଷ୍ଟ୍ ପରଦିନ ଅହମ୍ମଦାବାଦରେ ୭୦ ମିନିଟ୍ ଭିତରେ ଫୁଟିଥିଲା ୨୧ଟି ବୋମା । ଗୋଟିକ ପରେ ଗୋଟିଏ ବିସ୍ଫୋରଣରେ ଥରିଉଠିଥିଲା ଗୁଜରାଟର ପ୍ରମୁଖ ସହର ।
୨୬ ଜୁଲାଇ ୨୦୦୮ ବେଙ୍ଗଳୁରୁ ସିରିଏଲ୍ ବ୍ଲାଷ୍ଟ୍ ପରଦିନ ଅହମ୍ମଦାବାଦରେ ୭୦ ମିନିଟ୍ ଭିତରେ ଫୁଟିଥିଲା ୨୧ଟି ବୋମା । ଗୋଟିକ ପରେ ଗୋଟିଏ ବିସ୍ଫୋରଣରେ ଥରିଉଠିଥିଲା ଗୁଜରାଟର ପ୍ରମୁଖ ସହର ।
କେନ୍ଦ୍ର ସଡକ ପରିବହନ ମନ୍ତ୍ରଣାଳୟର ନୂଆ ନିୟମ, କୋମଳମତି ଶିଶୁ ବି ପିନ୍ଧିବେ ହେଲମେଟ୍ । ୯ ମାସରୁ ୪ ବର୍ଷ ପର୍ଯ୍ୟନ୍ତ ଶିଶୁଙ୍କୁ ବାଇକରେ ନିଆଗଲେ ହେଲମେଟ୍ ବାଧ୍ୟତାମୂଳକ ବୋଲି କୁହାଯାଇଛି । ଏନେଇ ଗତ ୧୫ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗେଜେଟ୍ ନୋଟିଫିକେସନ ଜାରି ହୋଇଛି ।
କୋମଳମତି ଶିଶୁ ପିନ୍ଧିବେ ହେଲମେଟ୍ । ୯ ମାସରୁ ଅଧିକ ଶିଶୁ ଦୁଇ ଚକିଆ ଯାନରେ ଯାଉଥିଲେ ହେଲମେଟ୍ ବାଧ୍ୟତାମୂଳକ ଏନେଇ ଗେଜେଟ୍ ନୋଟିଫିକେସନ୍ କେନ୍ଦ୍ର ସଡକ ପରିବହନ ମନ୍ତ୍ରଣାଳୟ ଜାରି କରିଛି ।
ଟିଏମସି ନେତା ଅନିମା ସାହା ୱାର୍ଡ ନମ୍ବର ୧ରୁ ଦଳର ପ୍ରାର୍ଥୀ ଅଟନ୍ତି। ପୋଷ୍ଟରରେ ଅନିମା ସାହାଙ୍କ ଫଟୋ ମଧ୍ୟ ରହିଛି। ପୋଷ୍ଟରରେ ମମତା ବାନାର୍ଜୀଙ୍କୁ ଦେବୀ 'ଦୁର୍ଗା' ରୂପରେ ଚିତ୍ରଣ କରାଯାଇଥିବାବେଳେ ପ୍ରଧାନମନ୍ତ୍ରୀ ମୋଦି ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ମହିଷାସୁର ଭାବରେ ଚିତ୍ରଣ କରାଯାଇଛି ।
ସ୍ତ୍ରୀ ଅଧିକ ସୁନ୍ଦର ଥିବାରୁ ସ୍ୱାମୀକୁ ଛାଡ଼ି ବାପ ଘର ପଳାଇଲେ। ସ୍ତ୍ରୀକୁ ଆଣିବା ପାଇଁ ସ୍ୱାମୀ ଶ୍ୱଶୁର ଘରକୁ ଯାଇଥିଲେ ମଧ୍ୟ ସେଠାରେ ଶ୍ୱଶୁର ଘର ଲୋକେ ତାଙ୍କୁ ମାଡ଼ ମାରି ଘରୁ ତଡ଼ି ଦେଇଥିଲେ।
୧୦ ବର୍ଷରେ ୩ବର୍ଷ ପାଇଁ କଂଗ୍ରେସ ସରକାର ଥିଲା , ୭ ବର୍ଷ ହେଲେ ବିଜେପି ସରକାର ରହିଛି । କାହିଁକି ଏତେ ବର୍ଷ ମଧ୍ୟରେ ସେମାନେ ମୋତେ ଗିରଫ କଲେ ନାହିଁ ? ସେମାନଙ୍କର ସୁରକ୍ଷା ଏଜେନ୍ସି କଣ କରୁଥିଲା । ଏବେ ସୁଦ୍ଧା ସେମାନେ କ’ଣ ଶୋଇଥିଲେ ବୋଲି ପ୍ରଶ୍ନ କରିଛନ୍ତି ।