ଚୀନ୍ ବିରୋଧରେ ଭାରତର ଆଉ ଏକ ଡିଜିଟାଲ୍ ଷ୍ଟ୍ରାଇକ୍ । ବ୍ୟାନ୍ ହେଲା ଆଉ ୫୪ ଚାଇନିଜ୍ ଆପ୍ । ସୁରକ୍ଷା ଦୃଷ୍ଟିରୁ ଏସବୁ ଆପ୍କୁ ବ୍ୟାନ୍ କରିଛନ୍ତି କେନ୍ଦ୍ର ସରକାର ।
ଚୀନ୍ ବିରୋଧରେ ପୁଣି ଡିଜିଟାଲ ଷ୍ଟ୍ରାଇକ୍ I ଭାରତରେ ବ୍ୟାନ୍ ଆଉ ୫୪ ଚାଇନିଜ୍ ଆପ୍ I ସୁଇଟ୍ ସେଲ୍ଫି, ବିୟୁଟି କ୍ୟାମେରା ଓ ଭିଭା ଆପ୍ ବ୍ୟାନ୍ I ଚୋରି ହେଉଥିଲା ସମ୍ବେଦନଶୀଳ ତଥ୍ୟ-ଆଇଟି ମନ୍ତ୍ରାଳୟ
ଯଦି ଆପଣ ପୂର୍ବରୁ ‘ନାୟକ’ ଚଳଚିତ୍ର ଦେଖିଥିବେ, ତେବେ ଏହି ଘଟଣାଟି ଆପଣଙ୍କୁ ଏହାର ପୁନରାବୂର୍ତ୍ତୀ ବୋଲି ଲାଗିବ, କାରଣ ୫ମ ଶ୍ରେଣୀର ଝିଅକୁ ଗୋଟିଏ ଦିନ ପାଇଁ କଲେକ୍ଟରର କ୍ଷମତା ଦିଆଯାଇଛି ।
ଜଣେ ଯୁବକ ପୋଷ୍ଟର ମାଧ୍ୟମରେ ନିଜର ଏକୁଟିଆପଣକୁ ବଖାଣିଛନ୍ତି । ନିଜ ଯନ୍ତ୍ରଣାକୁ ସମସ୍ତଙ୍କ ଆଗରେ ପରିପ୍ରକାଶ କରିବାକୁ ଚେଷ୍ଟା କରିଛନ୍ତି ।
ଆପଣ ବ୍ୟଙ୍କରେ ଚାକିରି କରିବାକୁ ଚାହୁଁଛନ୍ତି କି । ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଇଣ୍ଡିଆ ଆଣିଦେଇଛି ସୁବର୍ଣ୍ଣ ସୁଯୋଗ । ତେବେ ଏ ନେଇ ସେଣ୍ଟ୍ରାଲ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଯୋଗ୍ୟ ଓ ଆଶାୟୀ ପ୍ରାର୍ଥୀମାନେ ଏ ନେଇ ଆବେଦନ କରିପାରିବେ ।
ବଢିଲା ସୁନା ଦର । ଆପଣ ସୁନା କିଣିବାକୁ ଚାହୁଁଛନ୍ତି କି ? ତାହେଲେ ଜାଣି ନିଅନ୍ତୁ ଆଜିର ସୁନାର ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୮୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୯୨୦ ଟଙ୍କା ରହିଛି ।
ବିହାରର ସମ୍ପ୍ରିତି ଯାଦବ । ବୟସ ୨୪ । ଦିଲ୍ଲୀ ଟେକ୍ନୋଲୋଜି ୟୁନିଭରସିଟିରୁ କମ୍ପ୍ୟୁଟର ସାଇନ୍ସରେ ବିଟେକ କରିଛନ୍ତି । ଜଣେ ମେଧାବୀ ଛାତ୍ରୀ ହୋଇଥିଲେ ସୁଦ୍ଧା ଭାଗ୍ୟ ତାଙ୍କର ସାଥ୍ ଦେଇନଥିଲେ
ଭାଲେଣ୍ଟାଇନ୍ ଡେ’ ପୁର୍ବରୁ ଯୁବତୀଙ୍କ ଗଳାକାଟି ହତ୍ୟା କଲା ଯୁବକ। ସମ୍ପୃକ୍ତ ଯୁବକ, ଯୁବତୀଙ୍କୁ ଏକ ତରଫା ପ୍ରେମ କରୁଥିଲେ ବୋଲି ଜଣାପଡ଼ିଛି।
ସ୍କୁଲରେ ପିଲାମାନଙ୍କୁ ନିରାପଦରେ ରଖିବା ପାଇଁ ପ୍ରଶାସନ ଯଥାସମ୍ଭବ ଚେଷ୍ଟା କରୁଛି । ରବିବାର ଦିନ ପୋଲିସ ଶିବାମୋଗାରେ ଫ୍ଲାଗ ମାର୍ଚ୍ଚ କରିଥିଲା ।
ସୁରକ୍ଷା ଦୃଷ୍ଟିରୁ କେନ୍ଦ୍ର ସରକାର ୫୪ଟି ଚାଇନିଜ ଆପ୍ ବ୍ୟାନ୍ କରିଛନ୍ତି ।
ଆଜି ୩ ରାଜ୍ୟରେ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ମତଦାନ । ଉତ୍ତରପ୍ରଦେଶରେ ଦ୍ୱିତୀୟ ପର୍ଯ୍ୟୟରେ ୯ଟି ଜିଲ୍ଲାର ୫୫ଟି ସିଟ୍ରେ ମତଦାନ ଚାଲିଥିବାବେଳେ ଉତ୍ତରାଖଣ୍ଡର ୭୦ ଓ ଗୋଆରେ ୪୦ଟି ସିଟ୍ରେ ମତଦାନ ସାବ୍ୟସ୍ତ କରୁଛନ୍ତି ଭୋଟର ।
ମହାକାଶ ଗବେଷଣା ସଂସ୍ଥା ଇସ୍ରୋ ପକ୍ଷରୁ ୨୦୨୨ର ପ୍ରଥମ ସାଟେଲାଇଟ୍ ଉତ୍କ୍ଷେପଣ କରାଯାଇଛି। ଗୋଟିଏ ରାଡାର ଇମେଜିଂ ସାଟେଲାଇଟ୍ ସହ ଆଉ ୨ଟି କ୍ଷୁଦ୍ର ସାଟେଲାଇଟ୍କୁ ନେଇ PSLV-C52 ମହାକାଶକୁ ଯାଇଛି।
ସେଦିନ ଥିଲା ଗୁରୁବାର , ତାରିଖ ଥିଲା ୧୪ ଫେବୃୟାରୀ ୨୦୧୯ । ସାରା ଦେଶ ପ୍ରେମ ଦିବସ ପାଳନ କରୁଥିବା ବେଳେ ହଠାତ୍ ଦ୍ୱିପ୍ରହର ୩.୩୦ ରେ ଆସିଲା ହୃଦୟବିଦାରକ ଖବର । ଜମ୍ମୁ-ଶ୍ରୀନଗର ରାଷ୍ଟ୍ରୀୟ ରାଜମାର୍ଗ ଦେଇ ୨୫୦୦ ଯବାନଙ୍କୁ ନେଇ ୭୮ ଟି ବସ୍ ଯାଉଥିଲା
ରବିବାର ଟ୍ୱିଟ୍ରରେ ଏକ ବୟାନ ଜାରି କରି ହିଜାବ ବିବାଦ ନିଆଁ ଘିଅ ଢ଼ାଳିଛନ୍ତି
ବଢିଲା ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୮୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୯୨୦ ଟଙ୍କା ରହିଛି । ଆଜି ରୁପା କିଲୋଗ୍ରାମ ପ୍ରତି ୬୩,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି ।
ହାତରେ ନୁହେଁ QR CODEରେ ଭିକ ମାଗୁଛନ୍ତି ଭିକାରୀ । ବିହାର ବେତିୟା ଷ୍ଟେସନ୍ରେ ବୁଲୁଛନ୍ତି ଡିଜିଟାଲ୍ ଭିକାରୀ । ବାର କୋଡ୍ ସ୍କାନ୍ କରି ଭିକ ଦେଉଛନ୍ତି ଲୋକେ ।
ଆରବ ସାଗରର ଗୁଜୁରାଟ ଉପକୂଳରୁ ୨୦୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ । ଭାରତୀୟ ନୌସେନା ଓ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋର ମିଳିତ ଚଢ଼ଉ ବେଳେ ପ୍ରାୟ ୮୦୦ କିଲୋଗ୍ରାମ ଓଜନର ଡ୍ରଗ୍ସ ଜବତ କରାଯାଇଛି ।
‘ପୁଷ୍ପା’ ପୋଷ୍ଟର ଶାଢୀର ବହୁତ ଡିମାଣ୍ଡ। ତିଆରି ହେଉଛି ଅଧିକରୁ ଅଧିକ ‘ପୁଷ୍ପା’ ଶାଢୀ। ଯେଉଁଥି ପାଇଁ ‘ତିଆରି କରିବା ଲୋକ ପାଖକୁ ଅନେକ ଅର୍ଡର। ଏବେ ଜାଣନ୍ତୁ ପୂରା କଥା
ପଦାକୁ ଆସିଲା ଦେଶର ସବୁଠୁ ବଡ଼ ବ୍ୟାଙ୍କ ସ୍କାମ୍ । ୨୨ ହଜାର ୮୪୨ କୋଟି ଠକେଇ ଅଭିଯୋଗ, ସୁରତର ଜାହାଜ ନିର୍ମାଣକାରୀ କମ୍ପାନୀ ABG ସିପ୍ୟାର୍ଡ ଲିମିଟେଡ୍ ନାଁରେ ମାମଲା ଦାଏର କଲା ସିବିଆଇ ।
ଆସନ୍ତା ୧୪ ତାରିଖରେ ଉତ୍ତରାଖଣ୍ଡର ୭୦ ଆସନରେ ଏବଂ ଗୋଆର ୪୦ଟି ଆସନରେ ଭୋଟ୍ ଗ୍ରହଣ ହେବ।
ବଲିଉଡ୍ ସେଲିବ୍ରିଟି ମାନେ ମଧ୍ୟ ହିଜାବ ବିବାଦ ପ୍ରସଙ୍ଗରେ ସୋସିଆଲ୍ ମିଡିଆରେ ନିଜ ମତ ରଖିଛନ୍ତି । ଅଭିନେତ୍ରୀ କଙ୍ଗନା ରାନାଓ୍ୱତ୍ ଲେଖିଛନ୍ତି, ଯଦି ସାହସ ଦେଖାଇବାର ଅଛି, ତେବେ ଆଫଗାନିସ୍ତାନରେ ବୁର୍ଖା ନପିନ୍ଧି ଦେଖାଅ । ଏହାର ଉତ୍ତରରେ ଶବାନା ଆଜମୀ ଲେଖିଛନ୍ତି, ଆଫଗାନିସ୍ତାନ ଏକ ଧର୍ମଶାସିତ ଦେଶ
ଆପଣ ସୁନା କିଣିବାକୁ ଚାହୁଁଛନ୍ତି କି ? ସୁନା କିଣିବାକୁ ଯିବା ପୂର୍ବରୁ ଜାଣି ନିଅନ୍ତୁ କେତେ ରହିଛି ସୁନାର ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୮୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୯୨୦ ଟଙ୍କା ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ପୋଲିସ ବିଭାଗର ଅନେକ ଅଧିକାରୀ କିପରି ଅନୁସନ୍ଧାନ କରାଯାଏ, ତାହା ଜାଣନ୍ତି ନାହିଁ ବୋଲି କହିଛନ୍ତି ଜଷ୍ଟିସ୍ ପି ବେଲମରଗନଙ୍କ ଏକ ଖଣ୍ଡପୀଠ । କେବଳ ୧୦ ପ୍ରତିଶତ ଅଧିକାରୀ ସଚ୍ଚୋଟ ।
ଶହେ କି ଦୁଇ ଶହ କିଲୋ ନୁହେଁ, ଗତ ଦେଢ଼ ବର୍ଷ ମଧ୍ୟରେ ଜବତ ହୋଇଥିବା ୨ ଲକ୍ଷ କିଲୋ ଗଞ୍ଜେଇକୁ ପୋଡ଼ି ନଷ୍ଟ କଲା ଆନ୍ଧ୍ର ପ୍ରଦେଶର ବିଶାଖାପାଟଣା ପୋଲିସ୍।
ଛତିଶଗଡ଼ର ବିଜାପୁରଠାରେ ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ