ବାପାଙ୍କ କଥା ମନେ ପକାଇ ବିକଳ ହୋଇ କାନ୍ଦୁଛି କୁନି ଝିଅ । ଆଖିର ଲୁହ ତା’ର ବାପାଙ୍କ ଯନ୍ତ୍ରଣା ବଖାଣୁଛି ।
ପଞ୍ଜାବରେ କଂଗ୍ରେସର ମୁଖ୍ୟମନ୍ତ୍ରୀଙ୍କ ମୁହଁକୁ ନେଇ ସନ୍ଦେହ ଘେରକୁ ଆସିଛି। ଏହି ସମୟରେ ରାଜ୍ୟ କଂଗ୍ରେସ ସଭାପତି ନବଜୋତ ସିଂ ସିଦ୍ଧୁ ଦଳର ପ୍ରତ୍ୟେକ ନିଷ୍ପତ୍ତିକୁ ମାନିବେ ବୋଲି ସ୍ପଷ୍ଟ କରିଛନ୍ତି।
ଫସେଇ ଦେଲା ଫିଲ୍ମ ପୁଷ୍ପା। ଫିଲ୍ମ ଦେଖି କ୍ଷୀର ଗାଡ଼ିରେ ଚୋରି କରୁଥିଲା ରକ୍ତ ଚନ୍ଦନ କାଠ...ପୋଲିସ ଧରିବା ପରେ ବି ନରମିନଥିଲେ ବରଂ କହିଥିଲେ ମେଁ ନେହିଁ ଝୁକୁଙ୍ଗା...ଏବେ ଗିରଫ ହୋଇ ଥାନାରେ ରାତି କାଟୁଛନ୍ତି ଡ୍ରାଇଭର, ଦେଖନ୍ତୁ ସେହି ସମୟର କିଛି ଦୃଶ୍ୟ...
ହାତ ଟେକି ଦେଲେ ସରକାର, କହିଲେ- ଆଳୁ, ଟମାଟର ଏବଂ ପିଆଜ ଦାମ ପାଣିପାଗ ଉପରେ ନିର୍ଭର କରେ
କରୋନା ଟିକା ନେଲେ ୧୦% ଶସ୍ତାରେ ମିଳିବ ବିମାନ ଟିକେଟ, ଏହି ଏୟାରଲାଇନ୍ସ ଦେଲା ଅଫର
ଦିଲ୍ଲୀ ଓ ଏହାର ଆଖପାଖ ସହରରେ ଆଜି ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନ-ତାଜିକସ୍ତାନ ସୀମା ବୋଲି ସୂଚନା ମିଳିଛି।
ଭାରତର ମୋଷ୍ଟ ୱାଣ୍ଟେଡ୍ ଆତଙ୍କବାଦୀ ଅବୁ ବକର ଗିରଫ ହୋଇଛି। ୟୁଏଇରୁ ଭାରତୀୟ ତଦନ୍ତକାରୀ ସଂସ୍ଥା ଅବୁକୁ ଗିରଫ କରିଛି। ଅବୁ ବକରକୁ ଖୁବ୍ ଶୀଘ୍ର ଭାରତକୁ ଅଣାଯିବ।
ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୧୩୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୧୮୦ ଟଙ୍କା ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ସ୍କୁଲ, କଲେଜ ପରି ଶିକ୍ଷାନୁଷ୍ଠାନ, ମନ୍ଦିର ଓ ଅନ୍ୟ ଧାର୍ମିକ ପୀଠ ନିକଟରେ ଥିବା ମଦ ଦୋକାନକୁ ସିଲ୍ କରିବାକୁ ଦାବି କରିଛି ଦିଲ୍ଲୀ ବିଜେପି ଦଳ ।
କେନ୍ଦ୍ର ସରକାରଙ୍କ ମନମୁଖୀ ପଦକ୍ଷେପକୁ ନେଇ ଉଦବେଗ ପ୍ରକାଶ କରିବା ସହିତ ଓଡ଼ିଶାରୁ ବଳକା ଉଷୁନା ଚାଉଳ ତୁରନ୍ତ ଉଠାଇବାକୁ ପଦକ୍ଷେପ ନିଆଯାଉ ବୋଲି ଦାବି କରିଛନ୍ତି ବିଜେଡି ସାଂସଦମାନେ
ୱିଣ୍ଟର ଅଲିମ୍ପିକ ଉଦଘାଟନୀକୁ ଯିବନି ଭାରତ । ଚୀନରେ ହେବାକୁ ଥିବା ଓ୍ବିଣ୍ଟର ଅଲିମ୍ପିକ ଉଦଘାଟନୀକୁ ବର୍ଜନ କରିଛି ଭାରତ । ଭାରତ ଉଭୟ ଉଦଘାଟନୀ ଓ ଉଦଯାପନୀ ସମାରୋହକୁ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛି ।
ଆଜି ବିଶ୍ୱ କର୍କଟ ଦିବସ । କର୍କଟ ରୋଗ ସମ୍ପର୍କରେ ବିଶ୍ୱବ୍ୟାପି ସଚେତନତା, ନିରାକରଣ ଏସାଙ୍ଗକୁ କ୍ୟାନସର ରୋଗୀ ସଂଖ୍ୟା ହ୍ରାସ ପାଇଁ ଉଦ୍ୟମ କରିବା ପାଇଁ ପ୍ରତିବର୍ଷ ଫେବ୍ରୁଆରୀ ୪ ତାରିଖରେ ଏହି ଦିନଟିକୁ ପାଳନ କରାଯାଏ ।
ଚଳିତବର୍ଷ ହେବାକୁ ଥିବା ନିଟ୍ ପିଜି ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ପରୀକ୍ଷାକୁ ୬ରୁ ୮ ସପ୍ତାହ ପର୍ଯ୍ୟନ୍ତ ସ୍ଥଗିତ ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ପୁଷ୍ପରାଜ କେବେ ନଇଁବେନି, ପୋଲିସ୍ ହାତରେ କେବେ ଧରାପଡ଼ିବେନି। ଏହି କଥା କେବଳ ଫିଲ୍ମରେ ହିଁ ସମ୍ଭବ। କାରଣ, ଏଠି ପୁଷ୍ପରାଜ ନଇଁଛନ୍ତି, ଗିରଫ ବି ହୋଇଛନ୍ତି।
ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ଚନ୍ନୀଙ୍କ ପୁତୁରା ଭୂପିନ୍ଦର ସିଂ ହନୀଙ୍କୁ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଗିରଫ କରିଛି। ଗତକାଲି ଭୂପିନ୍ଦରଙ୍କୁ ଇଡି ଗିରଫ କରିଥିବା ସୂଚନା ମିଳିଛି।
ଜଣେ ବୃଦ୍ଧ ବାଇକ ଉପରେ ଜବରଦସ୍ତ ଷ୍ଟଣ୍ଟ କରୁଥିବା ଦେଖିବକା ମିଳୁଛି । ବାଇକଟି ଗଡୁଥିବା ବେଳେ ବୃଦ୍ଧ ଜଣକ ବାଇକ ଉପରେ ଉଠବସ ହେଉଛନ୍ତି । ଯାହାକୁ ଦେଖିବା ପରେ ଆପଣ କହିପାରିବେ, ଯୁବକମାନେ ଏ ବୃଦ୍ଧଙ୍କ ଭଳି କେବେହେଲେ ଷ୍ଟଣ୍ଟ କରିପାରିବେ ନାହିଁ
ରେଲୱେ କ୍ଷେତ୍ରରେ ରାଜ୍ୟକୁ ରେକର୍ଡ ଅନୁଦାନ ଏଥର ମିଳିଛି। ଯେତିକି ଅନୁଦାନ ମାଗିଥିଲେ, ମିଳିଛି ତାଠାରୁ ଯଥେଷ୍ଟ ଅଧିକ ଟଙ୍କା। ରାଜ୍ୟ ସରକାର ୭ହଜାର ୬ଶହ କୋଟି ଅନୁଦାନ ଦାବି କରିଥିବା ବେଳେ କେନ୍ଦ୍ର ଦେଇଛି ୯, ୭୩୪ କୋଟି ଟଙ୍କା
ଆଉ ଇଲ୍ରେିକ୍ ଯାନ ଚାର୍ଜିଂ ପାଇଁ ଆପଣଙ୍କୁ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡିବନି । ବ୍ୟାଟେରୀ ସରିବା କ୍ଷଣି ତା ବଦଳରେ ଆପଣଙ୍କୁ ମିଳିଯିବ ଆଉ ଏକ ଫୁଲ୍ ଚାର୍ଜ ଥିବା ବ୍ୟାଟେରୀ । ଇଲ୍ରେିକ୍ ଯାନ ଚାହିଦା ବଢାଇବା ପାଇଁ କେନ୍ଦ୍ର ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ଖୁବ୍ ଶୀଘ୍ର ଆସିବ ବ୍ୟାଟେରୀ ସ୍ୱାପିଂ ପଲିସି।
ଆଉ ଇଲ୍ରେିକ୍ ଯାନ ଚାର୍ଜିଂ ପାଇଁ ଆପଣଙ୍କୁ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡିବନି । ବ୍ୟାଟେରୀ ସରିବା କ୍ଷଣି ତା ବଦଳରେ ଆପଣଙ୍କୁ ମିଳିଯିବ ଆଉ ଏକ ଫୁଲ୍ ଚାର୍ଜ ଥିବା ବ୍ୟାଟେରୀ । ଇଲ୍ରେିକ୍ ଯାନ ଚାହିଦା ବଢାଇବା ପାଇଁ କେନ୍ଦ୍ର ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ଖୁବ୍ ଶୀଘ୍ର ଆସିବ ବ୍ୟାଟେରୀ ସ୍ୱାପିଂ ପଲିସି।
ରେଲୱେ କ୍ଷେତ୍ରରେ ରାଜ୍ୟକୁ ରେକର୍ଡ ଅନୁଦାନ ଏଥର ମିଳିଛି। ଯେତିକି ଅନୁଦାନ ମାଗିଥିଲେ, ମିଳିଛି ତାଠାରୁ ଯଥେଷ୍ଟ ଅଧିକ ଟଙ୍କା। ରାଜ୍ୟ ସରକାର ୭ହଜାର ୬ଶହ କୋଟି ଅନୁଦାନ ଦାବି କରିଥିବା ବେଳେ କେନ୍ଦ୍ର ଦେଇଛି ୯, ୭୩୪ କୋଟି ଟଙ୍କା
ଏଠି ଟଙ୍କା ରଖିଲେ ଚିନ୍ତା ନାହିଁ କି ସମସ୍ୟା ନାହିଁ। ଏ ସ୍କିମରେ ଟଙ୍କା ରଖିଲେ ଡବଲ ହୋଇଯାଏ ଟଙ୍କା। ଯଦି ଆପଣ ନିଜର ଟଙ୍କାକୁ ରଖି ଦୁଇଗୁଣା କରିବାକୁ ଚାହୁଁଥାନ୍ତି, ତେବେ ଏହିଠାରେ ସୁରକ୍ଷିତ ଭାବେ ଟଙ୍କା ରଖି ଭରପୂର ଲାଭ ଉଠାନ୍ତୁ
ନିଜ ଗୋଡରେ ଠିଆ ହେବା ପାଇଁ ଆଜିର ଯୁବପିଢି ୟୁଟ୍ୟୁବ୍ ଆଡେ ମୁହାଁଉଛନ୍ତି। ଏମିତି ଅନେକ ୟୁଥ୍ ଆଇକନ୍ ଅଛନ୍ତି ଯେଉଁମାନେ ୟୁଟ୍ୟୁବ୍ ଚ୍ୟାନେଲ୍ କରି ଘରେ ବସି ପଇସା କମାଉଛନ୍ତି। ସେମାନଙ୍କଠୁ ମୋଟିଭେଟ୍ ହୋଇ ଅନେକ ପିଲା ୟୁଟ୍ୟୁବ୍ ଜରିଆରେ ଆତ୍ମନିର୍ଭରଶୀଳ ହେବାର ବିକଳ୍ପ ବାଛୁଛନ୍ତି। ଯଦି ଆପଣ ୟୁଟ୍ୟୁବ୍ ଜରିଆରେ ରୋଜଗାର କରିବାକୁ ଚାହୁଁଛନ୍ତି, ତାହେଲେ ଜାଣନ୍ତୁ ଏସବୁ କଥା...
ଚଳିତ ବର୍ଷ ଓଡ଼ିଶାକୁ ଦିଆଯାଇଥିବା ରେଳ ଅନୁଦାନ କଂଗ୍ରେସ ସରକାରଙ୍କ ତୁଳନାରେ ୧୦ଗୁଣ ଅଧିକ ।
ଭାରତକୁ କୌଣସି ମତେ ଉସୁକାଇବାକୁ ପଛଘୁଞ୍ଚା ଦେଉନି ଡ୍ରାଗନ୍। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ନିଜ ଚିରାଚରିତ ଢଙ୍ଗରେ ଭାରତକୁ ଉସୁକାଇଛି ଚୀନ।
ସାମାନ୍ୟ କମିଛି ସୁନାର ଦର । ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୦୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୦୮୦ ଟଙ୍କା ରହିଛି । ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।