ଦିନକରେ ଓମିକ୍ରନ୍ କେସ୍ ୧୬% ବୃଦ୍ଧି ପାଇଥିବା ଜଣାପଡ଼ିଛି। ଶୁକ୍ରବାର ସାରା ଦେଶରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୫୮ ଥିଲା,ତେବେ ଗୋଟିଏ ଦିନରେ ଏହି ସଂଖ୍ୟା ବୃଦ୍ଧି ପାଇ ଏବେ ୪୧୫ରେ ପହଞ୍ଚିଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରାଲି ଆୟୋଜନ ନକରିବାକୁ ନିବେଦନ କରିଛନ୍ତି ଯଦି, ଏବେ ରାଲି ବନ୍ଦ ହେଉନି। ତେବେ ଆଗାମୀ ପରିସ୍ଥିତି ଦ୍ୱିତୀୟ ଲହର ଭଳି ହୋଇପାରେ।
କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ୪୪,୦୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୧୦୦ ଟଙ୍କା ହୋଇଛି। ନୂଆଦିଲ୍ଲୀରେ ସୁନାର ଦାମ୍ ୪୭,୩୦୦ ଟଙ୍କା ଓ ୫୧,୬୦୦ ଟଙ୍କା ରହିଛି। ଅନ୍ୟପଟେ ରୁପା ମୂଲ୍ୟ ମଧ୍ୟ କମ୍ ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ପଞ୍ଜାବ ଲୁଧିଆନାର ଜିଲ୍ଲା କୋର୍ଟ ପରିସରରେ ବୋମା ବିସ୍ଫୋରଣ ଘଟିଛି । କୋର୍ଟ କମ୍ପ୍ଲେକ୍ସରେ ଥିବା ତୃତୀୟ ମହଲାରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡିଛି । ବିସ୍ଫୋରଣରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଗରୁରୁତର ହୋଇଥିବା ସୂଚନା ମିଳିଛି ।
ଅଧିକ ସୁରକ୍ଷିତ ହେବ ଡେଭିଡ୍ ଓ କ୍ରେଡିଟ୍ କାର୍ଡ ଅନଲାଇନ ଟ୍ରାନଜାକ୍ସନ । ଏଥିପାଇଁ ନୂଆବର୍ଷରୁ ନୂଆ ନିୟମ ଲାଗୁ କରିବାକୁ ଯାଉଛନ୍ତି ଭାରତୀୟ ରିଜର୍ଭ ବ୍ୟାଙ୍କ କଣ ଏହି ନିୟମ, ଏହାଦ୍ୱାରା କେତେ ଉପକୃତ ହେବେ ଗ୍ରାହକ, ଦେଖନ୍ତୁ ଏହି ରିପୋର୍ଟ...
କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୨୩୦ ଟଙ୍କା କମି ୪୮,୩୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୨୩୦ ଟଙ୍କା କମି ୪୪,୨୫୦ ଟଙ୍କା ହୋଇଛି। ଆଜି ରୁପା ମୂଲ୍ୟ ମଧ୍ୟ କମ୍ ରହିଛି। ରୂପା କିଲୋଗ୍ରାମ ପ୍ରତି ୫୦୦ ଟଙ୍କା କମି ୬୧,୪୦୦ ଟଙ୍କା ରହିଛି ।
ସଉଦା ହେଉ କି ସପିଂ, ସବୁଠି ହେଉଛି ଅନଲାଇନ କାରବାର। ଯଦି ଆପଣ ଏପରି ନେଣଦେଣ କରୁଥାନ୍ତି, ତେବେ ହୋଇଯାଆନ୍ତୁ ସାବଧାନ। କାରଣ ଏପରି ଛୋଟିଆ ଭୁଲ୍ ଆପଣଙ୍କୁ କରି ଦେବ ବରବାଦ୍...
ଟିକିଏ ନଜର ହଟିଲେ ଆଖି ପିଛୁଳାକେ ଗାଡ଼ି ଉଡ଼ାଇ ନେଇଯାଉଛନ୍ତି ଚୋର । ରାଜଧାନୀ ଦିଲ୍ଲୀରେ ଗାଡ଼ି ଚୋରି ରାକେଟ୍ର ଦୌରାତ୍ମ୍ୟ । ପିକ୍ ପକେଟିଂ ମାମଲାରେ ମଧ୍ୟ ତିନି ନମ୍ବରରେ ରହିଛି ।
ପରିବାର ଲୋକ ବି ଭୋଟ୍ ଦେଲେନି । ମାତ୍ର ଗୋଟିଏ ଭୋଟ୍ ପାଇଛନ୍ତି ଗୁଜରାଟର ସନ୍ତୋଷ । ପରାଜୟ ପାଇଁ ନୁହେଁ ବରଂ ପରିବାର ସଦସ୍ୟଙ୍କ ଅସହଯୋଗ ପାଇଁ ଆଜି ସେ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି ।
ପ୍ରଥମ ଥର ପାଇଁ ନୂଆ ଆଇଟି ନିୟମ, ୨୦୨୧ ଅଧୀନରେ ଥିବା ଡିଜିଟାଲ୍ ମିଡିଆ ଏଥିକ୍ସ କୋଡ୍ ଅନ୍ତର୍ଗତ ଜରୁରୀକାଳୀନ କ୍ଷମତା ବା ଏମର୍ଜେନ୍ସି ପାଓ୍ୱାର୍ ପ୍ରୟୋଗ କରି, ଏଭଳି ଭାରତ-ବିରୋଧୀ ଅପପ୍ରଚାର ଚଳାଇଥିବା ଅନ୍ଲାଇନ୍ ପ୍ଲାଟ୍ଫର୍ମକୁ ବ୍ୟାନ୍ କରାଯାଇଛି ।
ଗଣମାଧ୍ୟମ ପ୍ରତିନିଧିଙ୍କୁ ରାହୁଲଙ୍କ ଟାର୍ଗେଟ । ପ୍ରଶ୍ନ କରିବାରୁ "ତୁମେ ସରକାର ପାଇଁ କାମ କରୁଛ କି ବୋଲି ଓଲଟା ପ୍ରଶ୍ନ କଲେ ।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ୪୪, ୪୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮, ୫୩୦ ଟଙ୍କା ହୋଇଛି। ରୁପା ମୂଲ୍ୟ ମଧ୍ୟ କମ୍ ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୧,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ଭାରତ ବିରୋଧରେ ଅପପ୍ରଚାର କରୁଥିବା ୨୦ଟି ୟୁଟ୍ୟୁବ ଚ୍ୟାନେଲ ଓ ୨ଟି ୱେବସାଇଟ୍କୁ ବ୍ଲକ୍ କରିଛନ୍ତି କେନ୍ଦ୍ର ସରକାର ।
ରକ୍ତମୁଖା ହେଲା ମାଙ୍କଡ଼, ଯିଏ ନେଇଛି ୨୫୦ କୁକୁର ଛୁଆଙ୍କ ଜୀବନ
ସଂସଦରେ ବିଲ୍ ପାରିତ, ଏଣିକି ଆଧାର ସହ ଯୋଡି ହେବ ଭୋଟର କାର୍ଡ
ପୁଣି ବଢିଲା ସୁନା ଦର। ଭାରତୀୟ ବଜାରରେ ସୁନା ଦର ୪୧୦ ଟଙ୍କା ବୃଦ୍ଧି ପାଇଛି । ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ୪୪, ୬୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮, ୭୯୦ ଟଙ୍କା ରହିଛି । ସେହିପରି ଆଜି ରୁପାର ମୂଲ୍ୟ ମଧ୍ୟ କମ୍ ରହିଛି। ରୁପା କିଲୋଗ୍ରାମ ପ୍ରତି ୬୨,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି ।
ମଡେଲିଂର ଯାକଜମକ ଓ ଷ୍ଟାରଡଷ୍ଟ ଦୁନିଆକୁ ଛାଡି ପଞ୍ଚାୟତ ନିର୍ବାଚନ ମଇଦାନକୁ ଓହ୍ଲାଇଲେ ମୁମ୍ବାଇର ସୁପର ମଡେଲ ଅଏଶ୍ରା ପଟେଲ୍। ଗୁଜୁରାଟର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ନିଜ ଜନ୍ମମାଟି ଛୋଟା ଉଦପୁରର ସରପଞ୍ଚ ପଦବୀ ପାଇଁ ପ୍ରତିଦ୍ୱନ୍ଦିତା କରୁଛନ୍ତି ।
ଏହି ରାଲିଗୁଡ଼ିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧନ କରିବେ । ଏହି କାର୍ଯ୍ୟକ୍ରମ ପାଇଁ ଏବେଠୁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି । ଏହି ଭବ୍ୟ ରାଲି ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ଆୟୋଜିତ ହେବ ।
ନୂଆ ଆଇନ ଅନୁସାରେ ଯେଉଁ କର୍ମଚାରୀମାନେ ସପ୍ତାହକୁ ୧୨ ଘଂଟା କାମ କରିବେ ସେମାନଙ୍କୁ ସପ୍ତାହକୁ ୩ ଦିନର ଛୁଟି ମିଳିବ। କିନ୍ତୁ ଯେଉଁମାନେ ଦୈନିକ ୮ ଘଂଟା କାମ କରୁଥିବେ ସେମାନେ ପ୍ରତି ସପ୍ତାହରେ ଗୋଟିଏ ଦିନ ଅର୍ଥାତ୍ ମାସକୁ ୪ କିମ୍ବା ୫ ଟି ଛୁଟି ପାଇବେ ବୋଲି କୁହାଯାଇଛି
ମୋଦି ସରକାର ବିବାହର ସର୍ବନିମ୍ନ ବୟସ ବୃଦ୍ଧି ପାଇଁ ଶୀତକାଳୀନ ଅଧିବେଶନର ଶେଷରେ ସଂସଦରେ ବିଧେୟକ ଆଣିବାକୁ ଯାଉଛନ୍ତି । ବିବାହ ପାଇଁ ମହିଳାଙ୍କ ସର୍ବନିମ୍ନ ବୟସ ୨୧ ବର୍ଷ କରିବାକୁ ସନ୍ଦିଗ୍ଧ ଏବଂ ରାଜନୀତି ପ୍ରେରିତ ବୋଲି କହିଛନ୍ତି କଂଗ୍ରେସ ନେତା
ଟ୍ରେନ ବଗି ପାଲଟିଲା ଅପରେସନ ଥିଏଟର ଓ ଜନ୍ମହେଲେ ଶିଶୁ କନ୍ୟା | ମୁମ୍ବାଇରୁ ବିହାରର ମୁଜାଫରପୁର ଅଭିମୁଖେ ଯାତ୍ରା କରୁଥିବା ଲୋକମାନ୍ୟ ତିଲକ ଏକ୍ସପ୍ରେସ ଟ୍ରେନରେ ଜଣେ ମହିଳା ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି
୨୪ ଘଣ୍ଟା ନପୂରୁଣୁ ପଞ୍ଜାବରେ ଆଉ ଏକ ଅଘଟଣ । ପଞ୍ଜାବ କପୁରଥାଲା ନିଜାମପୁର ଗାଁର ଗୁରୁଦ୍ୱାରରେ ଘଟିଛି ଘଟଣା । ଆଜି ଭୋରରୁ ଜଣେ ଯୁବକ ଗୁରୁଦ୍ୱାରରେ ଲାଗିଥିବା ନିଶାନ ସାହିବ୍ ଅର୍ଥାତ ପବିତ୍ର ପତାକାକୁ ଅସମ୍ମାନ ପ୍ରଦର୍ଶନ କରିଥିଲା ।
ଖୋଲିବାରେ ଲାଗିଛି ସୁକେଶ ଚନ୍ଦ୍ରଶେଖରଙ୍କ ଠକେଇ ସାମ୍ରାଜ୍ୟର ଗୋଟିଏ ପରେ ଗୋଟିଏ ଫର୍ଦ୍ଦ । ଖାଲି ୨୦୦ କୋଟି ଠକେଇ ନୁହେଁ ସୁକେଶଙ୍କ ବ୍ୟକ୍ତିଗତ ଜୀବନ ସମ୍ପର୍କରେ ଏପରି କିଛି ତଥ୍ୟ ଏବେ ସାମ୍ନାକୁ ଆସିଛି । ଯାହା ତଦନ୍ତକାରୀ ସଂସ୍ଥା ଇଡିର ହୋସ୍ ଉଡ଼ାଇ ଦେଇଛି ।
୧୨ ଘଣ୍ଟା ମଧ୍ୟରେ କେରଳର ଦୁଇ ରାଜନୈତିକ ନେତାଙ୍କୁ ହତ୍ୟା । ଘରେ ପଶି ନେତାଙ୍କୁ ଦୁର୍ବୃତ୍ତ ହାଣିଥିବାର ଖବର ଶୁଣିବାକୁ ମିଳିଛି । ଏନେଇ କେରଳର ଅଲପୁଜ୍ଜା ଜିଲ୍ଲାରେ ଉତ୍ତେଜନା ସୃଷ୍ଟି ହୋଇଛି ।
ଧର୍ମ ପରିବର୍ତ୍ତନ କାର୍ଯ୍ୟରେ ଲିପ୍ତ ଥିବା ଜଣାପଡ଼ିଲେ, ୧୦ ବର୍ଷ ଲେଖାଏ ଜେଲ ଓ ଲକ୍ଷେ ଟଙ୍କାର ଜୋରିମାନା ଦେବାକୁ ପଡ଼ିବ।