ଓଡ଼ିଶା
ମନୋରଞ୍ଜନ
ଶିକ୍ଷା
ନିଯୁକ୍ତି
ଜାତୀୟ
ରାଜନୀତି
ପାଣିପାଗ
ରାଶିଫଳ
ଭଲ ଖବର
କ୍ରୀଡ଼ା
ବାସ୍ତୁ
ୱେବ୍ ଷ୍ଟୋରୀ
ସୋସିଆଲ ମିଡିଆ
ଫଟୋ
ଭିଡିଓ
ଅତିଥି ସ୍ତମ୍ଭ
ଦୁର୍ଘଟଣା
ଉତ୍ସବ ଓ ପରମ୍ପରା
ଆନ୍ତର୍ଜାତୀୟ
ବିଜ୍ଞାନ
ଟେକ୍ନୋଲୋଜି
ସ୍ୱାସ୍ଥ୍ୟ
Covid-19
ଅପରାଧ
ବିବିଧ
ବ୍ୟବସାୟ
ସାହିତ୍ୟ ଓ ସଂସ୍କୃତି
ଜୀବନଶୈଳୀ
Home
ଓଡ଼ିଶା
ମନୋରଞ୍ଜନ
ଶିକ୍ଷା
ଶିକ୍ଷା
ସିବିଏସ୍ଇ
ନିଯୁକ୍ତି
ଜାତୀୟ
ରାଜନୀତି
ପାଣିପାଗ
ରାଶିଫଳ
ଭଲ ଖବର
କ୍ରୀଡ଼ା
ବାସ୍ତୁ
ୱେବ୍ ଷ୍ଟୋରୀ
Other
ସୋସିଆଲ ମିଡିଆ
ଫଟୋ
ଭିଡିଓ
ଅତିଥି ସ୍ତମ୍ଭ
ଦୁର୍ଘଟଣା
ଉତ୍ସବ ଓ ପରମ୍ପରା
ଆନ୍ତର୍ଜାତୀୟ
ବିଜ୍ଞାନ
ଟେକ୍ନୋଲୋଜି
ସ୍ୱାସ୍ଥ୍ୟ
Covid-19
ଅପରାଧ
ବିବିଧ
ବ୍ୟବସାୟ
ସାହିତ୍ୟ ଓ ସଂସ୍କୃତି
ଜୀବନଶୈଳୀ
Home
National
National Updates
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଗାମୀ ୪୮ ଘଣ୍ଟାରେ ପଶ୍ଚିମ ଓ ଉତ୍ତରପଶ୍ଚିମ ଆଡ଼କୁ ମୁହାଁଇବ। ଏହି ଲଘୁଚାପ ୱେଲ୍ମାର୍କରେ ପରିଣତ ହେବ, ଲୁଘୁଚପା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୪ ଜିଲ୍ଲାରେ ଝଡ଼ ବର୍ଷା ୩୦ରୁ ୪୦ କିମି ବେଗରେ ପବନ ବହିବ
ଏଣିକି ଡାକଘରେ ବାହାର କରିପାରିବେ ପାସପୋର୍ଟ
ରାଜଧାନୀ ଉପକଣ୍ଠ ପଞ୍ଚପଲ୍ଲୀ ଗାଁ ନିକଟରୁ ୫ ଡକାୟତ ଗିରଫ, ଡକାୟତି ଯୋଜନା ଖବର ପାଇ ଚଢ଼ଉ କରିଥିଲା ଏୟାରଫିଲ୍ଡ ଥାନା ପୁଲିସ; ଗୋଟିଏ ବନ୍ଧୁକ, ୨ ଗୁଳି, ନଗଦ ଟଙ୍କା, ଅନ୍ୟାନ୍ୟ ମାରଣାସ୍ତ୍ର ଓ ଲଙ୍କାଗୁଣ୍ଡ ଜବତ
ସ୍ୱାସ୍ଥ୍ୟକର୍ମୀଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ସଂପର୍କରେ କାଲି ଦିନ ୧୧ଟାରେ ଭିଡିଓ କନଫରେନ୍ସିଂରେ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସ୍ୱାସ୍ଥ୍ୟ କର୍ମଶାଳାରେ ସମସ୍ତ CDMO ଓ ମେଡିକାଲ ଷ୍ଟାଫ ଉପସ୍ଥିତ ରହିବେ
ଗାଡ଼ି ଡକ୍ୟୁମେଣ୍ଟ ବୈଦ୍ଧତା ଅବଧି ବୃଦ୍ଧି କଲେ ସରକାର
୧୯୮୭ ବ୍ୟାଚ୍ ଓଡ଼ିଶା କ୍ୟାଡର IAS ତୁହିନକାନ୍ତ ପାଣ୍ଡେଙ୍କୁ କରୋନା ହୋଇଥିବା ନେଇ PTI ସୂତ୍ରରୁ ପ୍ରକାଶ, ଏବେ କେନ୍ଦ୍ର ବିନିବେଶ ବିଭାଗ ସଚିବ ଅଛନ୍ତି ତୁହିନକାନ୍ତ ପାଣ୍ଡେ, ପୂର୍ବରୁ ସେ ରାଜ୍ୟ ଅର୍ଥ ସଚିବ ଓ ଆବାସିକ କମିଶନର ଥିଲେ
ଆଜି ରାଜ୍ୟରେ ଆଉ ୧୪୦ କରୋନା ଆକ୍ରାନ୍ତ ସୁସ୍ଥ, ୧୪୦ ଜଣଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୨୪ ସୁସ୍ଥ, ଗଂଜାମରୁ ୨୨, ନୂଆପଡ଼ାରୁ ୨୧, ଯାଜପୁରରୁ ୧୧, ଖୋର୍ଦ୍ଧାରୁ ୧୧, ଜଗତସିଂହପୁରରୁ ୧୧, ସୁନ୍ଦରଗଡ଼ରୁ ୮, ବଲାଙ୍ଗିର ଓ ଭଦ୍ରକରୁ ୭ ଲେଖାଏଁ, ଢେଙ୍କାନାଳରୁ ୫ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା
କଟକ ମୁଣ୍ଡଳୀ NDRF କ୍ୟାମ୍ପର ୫୦ ଯବାନ କରୋନା ପଜିଟିଭ ଚିହ୍ନଟ, ୩ ଦିନ ତଳେ ଜଣେ, ଆଜି ଆଉ ୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି, ୫୦ ଯବାନ ପଜିଟିଭ୍ ଚିହ୍ନଟ ନେଇ NDRF ପକ୍ଷରୁ ସୂଚନା
ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ସେଠୀଙ୍କ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ, ଅର୍ଜୁନ ସେଠୀଙ୍କ ପୁଅ ଅଭିମନ୍ୟୁ ସେଠୀଙ୍କ ସୂଚନା, ଭଦ୍ରକରୁ ଲୋକସଭାକୁ ୭ ଥର ନିର୍ବାଚିତ ହୋଇଥିଲେ ଅର୍ଜୁନ, ବାଜପେୟୀଙ୍କ ପ୍ରଧାନମନ୍ତ୍ରୀତ୍ୱ କାଳରେ ଜଳସଂପଦ ମନ୍ତ୍ରୀ ଥିଲେ
୨ ମିନିଟ ୧୧ ସେକେଣ୍ଡ ଅବଧି ବିଶିଷ୍ଟ ହେବ ବନ୍ଦେ ଉତ୍କଳ ଜନନୀ: ସଂସ୍କୃତି ସଚିବ ମନୋରଂଜନ ପାଣିଗ୍ରାହୀଙ୍କ ସୂଚନା, ସମସ୍ତେ ଦଣ୍ଡାୟମାନ ହେବାକୁ ଥିବାରୁ ଅବଧି ହ୍ରାସ, ସମସ୍ତ ୬ଟି ପଦ ଗାନ କରାଯିବ, ଧାଡ଼ି ପୁନରାବୃତ୍ତି ହେବନି
First
Prev
1201
1202
1203
1204
1205
1206
1207
1208
1209
1210
1211
Next
Last
© 2022 - Odisha Television Limited. All Rights Reserved.