ଓଡ଼ିଶା
ମନୋରଞ୍ଜନ
ଶିକ୍ଷା
ନିଯୁକ୍ତି
ଜାତୀୟ
ରାଜନୀତି
ପାଣିପାଗ
ରାଶିଫଳ
ଭଲ ଖବର
କ୍ରୀଡ଼ା
ବାସ୍ତୁ
ୱେବ୍ ଷ୍ଟୋରୀ
ସୋସିଆଲ ମିଡିଆ
ଫଟୋ
ଭିଡିଓ
ଅତିଥି ସ୍ତମ୍ଭ
ଦୁର୍ଘଟଣା
ଉତ୍ସବ ଓ ପରମ୍ପରା
ଆନ୍ତର୍ଜାତୀୟ
ବିଜ୍ଞାନ
ଟେକ୍ନୋଲୋଜି
ସ୍ୱାସ୍ଥ୍ୟ
Covid-19
ଅପରାଧ
ବିବିଧ
ବ୍ୟବସାୟ
ସାହିତ୍ୟ ଓ ସଂସ୍କୃତି
ଜୀବନଶୈଳୀ
Home
ଓଡ଼ିଶା
ମନୋରଞ୍ଜନ
ଶିକ୍ଷା
ଶିକ୍ଷା
ସିବିଏସ୍ଇ
ନିଯୁକ୍ତି
ଜାତୀୟ
ରାଜନୀତି
ପାଣିପାଗ
ରାଶିଫଳ
ଭଲ ଖବର
କ୍ରୀଡ଼ା
ବାସ୍ତୁ
ୱେବ୍ ଷ୍ଟୋରୀ
Other
ସୋସିଆଲ ମିଡିଆ
ଫଟୋ
ଭିଡିଓ
ଅତିଥି ସ୍ତମ୍ଭ
ଦୁର୍ଘଟଣା
ଉତ୍ସବ ଓ ପରମ୍ପରା
ଆନ୍ତର୍ଜାତୀୟ
ବିଜ୍ଞାନ
ଟେକ୍ନୋଲୋଜି
ସ୍ୱାସ୍ଥ୍ୟ
Covid-19
ଅପରାଧ
ବିବିଧ
ବ୍ୟବସାୟ
ସାହିତ୍ୟ ଓ ସଂସ୍କୃତି
ଜୀବନଶୈଳୀ
Home
National
National Updates
ରାଜ୍ୟରେ ଗାର୍ଡ ଅଫ୍ ଅନର ବ୍ୟବସ୍ଥା ଉଚ୍ଛେଦ କଲେ ସରକାର, ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ସରକାରୀ ଅଧିକାରୀଙ୍କୁ ଦିଆଯିବନି ଗାର୍ଡ ଅଫ୍ ଅନର, କିନ୍ତୁ ପୂର୍ବଭଳି ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ଲୋକାୟୁକ୍ତ, ସୁପ୍ରିମକୋର୍ଟ ଓ ହାଇକୋର୍ଟର ବିଚାରପତିଙ୍କୁ ମିଳିବ ଗାର୍ଡ ଅଫ୍ ଅନର
ପୃଥିବୀ କକ୍ଷରୁ ବାହାରି ଚନ୍ଦ୍ର ମୁହାଁ ହେଲା ଇସ୍ରୋରର ଚନ୍ଦ୍ରଯାନ-୨
ଝାରସୁଗୁଡ଼ା ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ନିଲମ୍ବିତ, ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନିଲମ୍ବନ କଲେ ରାଜ୍ୟ ସରକାର, ADM ପ୍ରଦୀପ ସାହୁଙ୍କୁ ଝାରସୁଗୁଡ଼ା ଜିଲ୍ଲାପାଳ ଭାବେ ଅତିରିକ୍ତ ଦାୟିତ୍ୱ
ସ୍ୱାଧୀନତା ଦିବସରେ ବୀର ଅଭିନନ୍ଦନଙ୍କୁ ବୀର ଚକ୍ର
ସମ୍ବଲପୁର: ହୀରାକୁଦ ଡ୍ୟାମ୍ରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ। ୭ ନମ୍ବର ସ୍ଲୁଇସ୍ ଗେଟ୍ ମାଧ୍ୟମରେ ଛଡ଼ାଗଲା ପାଣି।
ଭୁବନେଶ୍ୱର:୨୪ ଘଣ୍ଟାରେ ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ସର୍ବାଧିକ ବର୍ଷା। କୌଣସି ମୃତାହତ ସୂଚନା ନଥିବା କହିଲେ SRC
ସୋର: ବାହାନଗା ବ୍ଲକ ଜୁଣିଆ ବଜାର ସ୍ଥିତ ହନୁମାନ ମନ୍ଦିରରୁ ଲୁଟ୍
ପାରଳାଖେମୁଣ୍ଡି: ଧର୍ମଘଟ ପାଇଁ ପାରଳାଖେମୁଣ୍ଡି ବସ୍ଷ୍ଟାଣ୍ଡରୁ ସମସ୍ତ ବସ୍ ଚଳାଚଳ ବନ୍ଦ। ବସ୍ଷ୍ଟାଣ୍ଡରୁ ମଦ ଦୋକାନ ଉଚ୍ଛେଦ ସହ ୫ ଦଫା ଦାବି ନେଇ ଗଜପତି ମୋଟର କର୍ମଚାରୀ ସଂଘ ପକ୍ଷରୁ ଧର୍ମଘଟ।
ବରଗଡ: ପ୍ରବଳ ବର୍ଷା ଆଶଙ୍କାରେ ଆଜି ବରଗଡ଼ ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ।
ବଲାଙ୍ଗିର: ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର। ୨ ଦିନ ଧରି ବିଦ୍ୟୁତ୍ ସରବରାହ ସମ୍ପୂର୍ଣ୍ଣ ବନ୍ଦଥିଲା। ସହରର ଅଧିକାଂଶ ରାସ୍ତା ଓ ପୋଲ ଧୋଇ ଯାଇଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା।
First
Prev
1355
1356
1357
1358
1359
1360
1361
1362
1363
1364
1365
Next
Last
© 2022 - Odisha Television Limited. All Rights Reserved.