ଓଡ଼ିଶା
ମନୋରଞ୍ଜନ
ଶିକ୍ଷା
ନିଯୁକ୍ତି
ଜାତୀୟ
ରାଜନୀତି
ପାଣିପାଗ
ରାଶିଫଳ
ଭଲ ଖବର
କ୍ରୀଡ଼ା
ବାସ୍ତୁ
ୱେବ୍ ଷ୍ଟୋରୀ
ସୋସିଆଲ ମିଡିଆ
ଫଟୋ
ଭିଡିଓ
ଅତିଥି ସ୍ତମ୍ଭ
ଦୁର୍ଘଟଣା
ଉତ୍ସବ ଓ ପରମ୍ପରା
ଆନ୍ତର୍ଜାତୀୟ
ବିଜ୍ଞାନ
ଟେକ୍ନୋଲୋଜି
ସ୍ୱାସ୍ଥ୍ୟ
Covid-19
ଅପରାଧ
ବିବିଧ
ବ୍ୟବସାୟ
ସାହିତ୍ୟ ଓ ସଂସ୍କୃତି
ଜୀବନଶୈଳୀ
Home
ଓଡ଼ିଶା
ମନୋରଞ୍ଜନ
ଶିକ୍ଷା
ଶିକ୍ଷା
ସିବିଏସ୍ଇ
ନିଯୁକ୍ତି
ଜାତୀୟ
ରାଜନୀତି
ପାଣିପାଗ
ରାଶିଫଳ
ଭଲ ଖବର
କ୍ରୀଡ଼ା
ବାସ୍ତୁ
ୱେବ୍ ଷ୍ଟୋରୀ
Other
ସୋସିଆଲ ମିଡିଆ
ଫଟୋ
ଭିଡିଓ
ଅତିଥି ସ୍ତମ୍ଭ
ଦୁର୍ଘଟଣା
ଉତ୍ସବ ଓ ପରମ୍ପରା
ଆନ୍ତର୍ଜାତୀୟ
ବିଜ୍ଞାନ
ଟେକ୍ନୋଲୋଜି
ସ୍ୱାସ୍ଥ୍ୟ
Covid-19
ଅପରାଧ
ବିବିଧ
ବ୍ୟବସାୟ
ସାହିତ୍ୟ ଓ ସଂସ୍କୃତି
ଜୀବନଶୈଳୀ
Home
National
National Updates
ପୁରୀ: ରଥ ନିର୍ମାଣରେ ନିୟୋଜିତ ୩ ମହାରଣା କୋଭିଡ୍ ପଜିଟିଭ । ୫ ଜଣ ଭୋଇ ସେବକ ମଧ୍ୟ କୋଭିଡ୍ ପଜିଟିଭ । ୨ୟ ୱେଭରେ ୨ ସେବାୟତ ଓ ୨ ପରିବାର ସଦସ୍ୟଙ୍କ ମୃତ୍ୟୁ । ଜଣେ JTPଙ୍କର ସଂକ୍ରମଣରେ ମୃତ୍ୟୁ ନେଇ ଉନ୍ନୟନ ପ୍ରଶାସକଙ୍କ ସୂଚନା ।
କଣ୍ଟାବାଞ୍ଜି: ତୁରେଇକେଲା ଥାନା ପଣ୍ଡରେନ୍ ଗାଁରେ ୮ ବର୍ଷର ଭାଇକୁ ନୃଶଂସ ଭାବେ ହତ୍ୟା । କପା ବିଲରେ ଗୋଡ଼ାଇ ଗୋଡ଼ାଇ ହାଣିଲା ସମ୍ପର୍କୀୟ ଭାଇ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଭାଇକୁ ହତ୍ୟା କରିଥିବା ଅଭିଯୋଗ । ଅଭିଯୁକ୍ତ ଫେରାର, ତୁରେଇକେଲା ପୋଲିସର ତଦନ୍ତ ଜାରି
ବିପଦ ବେଳରେ ପ୍ରକୃତ ବନ୍ଧୁର ପରିଚୟ ଦେଲା ବନ ବିଭାଗ, ବିପଦରୁ ହାତୀ ଛୁଆକୁ ଉଦ୍ଧାର କଲା..
ଗଞ୍ଜାମ, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୨ ଲେଖାଏଁ ମୃତ । ବାଲେଶ୍ୱର, ବରଗଡ଼, ବଲାଙ୍ଗିର, ବୌଦ୍ଧ, କଟକ, ଢ଼େଙ୍କାନାଳ, କେନ୍ଦୁଝର, ପୁରୀରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି
ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୦୩କୁ ବୃଦ୍ଧି । କଳାହାଣ୍ଡି ଓ ଖୋର୍ଦ୍ଧାରୁ ୪ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳରୁ ୩ ଜଣଙ୍କ ମୃତ୍ୟୁ ହୋଇଛି
ନୂଆପଡ଼ାରୁ ୧୫୨, ଭଦ୍ରକରୁ ୧୩୪, ଦେବଗଡ଼ରୁ ୧୧୪, ମାଲକାନଗିରିରୁ ୧୧୦, କନ୍ଧମାଳରୁ ୧୦୧, ଗଜପତିରୁ ୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୫୫ ହଜାର ୮୯୯କୁ ବୃଦ୍ଧି । ସକ୍ରିୟ ମାମଲା ୧,୦୬,୮୧୨ ଥିବା ବେଳେ ସୁସ୍ଥ ହେଲେଣି ୫,୪୬,୬୩୧ ଜଣ
ଢେଙ୍କାନାଳରୁ ୨୫୧ ଜଣ, ଝାରସୁଗୁଡ଼ାରୁ ୨୪୭, ରାୟଗଡ଼ାରୁ ୨୩୩, ଗଞ୍ଜାମରୁ ୨୨୮, ସୁବର୍ଣ୍ଣପୁରରୁ ୨୨୭, କଳାହାଣ୍ଡିରୁ ୨୦୫, କେନ୍ଦ୍ରାପଡ଼ାରୁ ୨୦୪, କେନ୍ଦୁଝରରୁ ୧୯୩ ଓ ଷ୍ଟେଟପୁଲରୁ ୨୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି
କଟକରୁ ୧୧୦୭ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୮୬୭, ସୁନ୍ଦରଗଡ଼ରୁ ୭୦୩, ମୟୂରଭଞ୍ଜରୁ ୫୩୮, ବାଲେଶ୍ୱରରୁ ୫୨୪, ପୁରୀରୁ ୪୨୪ ବରଗଡ଼ରୁ ୩୯୫, ସମ୍ବଲପୁରରୁ ୩୯୩, ନୟାଗଡ଼ରୁ ୩୮୨, ଯାଜପୁରରୁ ୩୭୮, ଜଗତସିଂହପୁରରୁ ୩୨୫, ବୌଦ୍ଧରୁ ୩୧୩, ବଲାଙ୍ଗିରରୁ ୨୯୪, କୋରାପୁଟରୁ ୨୬୬ ଜଣ ଚିହ୍ନଟ ହୋଇଛନ୍ତି
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧ ହଜାର ୪୯୮ ନୂଆ ସଂକ୍ରମିତ ଚିହ୍ନଟ । କ୍ୱାରେଣ୍ଟାଇନରୁ ୬୪୩୯; ଲୋକାଲ କେସ୍- ୫୦୫୯ । ଖୋର୍ଦ୍ଧାରୁ ସର୍ବାଧିକ ୧୪୯୭ ପଜିଟିଭ ଚିହ୍ନଟ
ଓଡ଼ିଶାକୁ ‘ୟାସ୍’ ଭୟ; ୨୬ରେ ଛୁଇଁବ ଉପକୂଳ
First
Prev
2436
2437
2438
2439
2440
2441
2442
2443
2444
2445
2446
Next
Last
© 2022 - Odisha Television Limited. All Rights Reserved.