ଓଡ଼ିଶା
ମନୋରଞ୍ଜନ
ଶିକ୍ଷା
ନିଯୁକ୍ତି
ଜାତୀୟ
ରାଜନୀତି
ପାଣିପାଗ
ରାଶିଫଳ
ଭଲ ଖବର
କ୍ରୀଡ଼ା
ବାସ୍ତୁ
ୱେବ୍ ଷ୍ଟୋରୀ
ସୋସିଆଲ ମିଡିଆ
ଫଟୋ
ଭିଡିଓ
ଅତିଥି ସ୍ତମ୍ଭ
ଦୁର୍ଘଟଣା
ଉତ୍ସବ ଓ ପରମ୍ପରା
ଆନ୍ତର୍ଜାତୀୟ
ବିଜ୍ଞାନ
ଟେକ୍ନୋଲୋଜି
ସ୍ୱାସ୍ଥ୍ୟ
Covid-19
ଅପରାଧ
ବିବିଧ
ବ୍ୟବସାୟ
ସାହିତ୍ୟ ଓ ସଂସ୍କୃତି
ଜୀବନଶୈଳୀ
Home
ଓଡ଼ିଶା
ମନୋରଞ୍ଜନ
ଶିକ୍ଷା
ଶିକ୍ଷା
ସିବିଏସ୍ଇ
ନିଯୁକ୍ତି
ଜାତୀୟ
ରାଜନୀତି
ପାଣିପାଗ
ରାଶିଫଳ
ଭଲ ଖବର
କ୍ରୀଡ଼ା
ବାସ୍ତୁ
ୱେବ୍ ଷ୍ଟୋରୀ
Other
ସୋସିଆଲ ମିଡିଆ
ଫଟୋ
ଭିଡିଓ
ଅତିଥି ସ୍ତମ୍ଭ
ଦୁର୍ଘଟଣା
ଉତ୍ସବ ଓ ପରମ୍ପରା
ଆନ୍ତର୍ଜାତୀୟ
ବିଜ୍ଞାନ
ଟେକ୍ନୋଲୋଜି
ସ୍ୱାସ୍ଥ୍ୟ
Covid-19
ଅପରାଧ
ବିବିଧ
ବ୍ୟବସାୟ
ସାହିତ୍ୟ ଓ ସଂସ୍କୃତି
ଜୀବନଶୈଳୀ
Home
National
National Updates
ଓଡ଼ିଶାରେ ୧୭ ଲକ୍ଷ ଟିକା ମହଜୁଦ । ରାଜ୍ୟ ସରକାରଙ୍କ ପାଖରେ ଏବେ ୧୭ ଲକ୍ଷ ଡୋଜ୍ ଟିକା ମହଜୁଦ ଅଛି । ୪୦ ଲକ୍ଷ ଡୋଜ୍ ପହଞ୍ଚି ସାରିଛି, ୨୩ ଲକ୍ଷ ଡୋଜ୍ ଦିଆସରିଛି । ସୂଚନା ଦେଲେ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ ।
ପିପିଲି ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀ । ପିପିଲିରୁ ଏକ ବିଶାଳ ପଟୁଆରରେ ପୁରୀ ଯାଇ ପ୍ରାର୍ଥିପତ୍ର ଦାଖଲ କଲେ । ପୁରୀ ଅତିରିକ୍ତ ଜିଲ୍ଲାପାଳଙ୍କ ନିକଟରେ ଦାଖଲ କଲେ ମନୋନୟନ ପତ୍ର ।
ନୂଆପଡ଼ାରୁ ପଡ଼ୋଶୀ ଛତିଶଗଡ଼କୁ ବନ୍ଦ ହୋଇପାରେ ବସ୍ । ପଡ଼ୋଶୀ ରାଜ୍ୟରୁ ସଂକ୍ରମଣ ବ୍ୟାପୁଥିବାରୁ ବସ୍ ବନ୍ଦ କରିବାକୁ ଯୋଜନା କରାଯାଇଛି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଏନେଇ ସୂଚନା ଦେଇଛନ୍ତି ।
ରାଜ୍ୟରେ ୨୪ ଘଣ୍ଟାରେ ୨୧୮ କରୋନା ପଜିଟିଭ୍ ଚିହ୍ନଟ, ୨୧୮ ପଜିଟିଭ୍ ମଧ୍ୟରୁ କ୍ୱାରେଣ୍ଟିନରୁ ୧୨୯, ଲୋକାଲ୍ କେସ୍- ୮୯ ଚିହ୍ନଟ ହୋଇଛନ୍ତି। ବରଗଡ଼ ଜିଲ୍ଲାରୁ ସର୍ବାଧିକ ୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ବ୍ରହ୍ମପୁର: କୁକୁର ବୁଲାଇବାକୁ କେନ୍ଦ୍ର କରି ବଚସା ପରେ ଗୁଳିମାଡ଼
ଶିକ୍ଷା ବର୍ଷ ଆରମ୍ଭରୁ ସ୍କୁଲ୍ ଛାତ୍ରଛାତ୍ରୀଙ୍କ ହେବ ରିଭିଜନ୍ କ୍ଲାସ୍; ପ୍ରଥମ ୨/୩ ମାସ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ହେବ ରିଭିଜନ୍ କ୍ଲାସ୍
ନୀଳଗିରି: ପିଲାଚୋର ସନ୍ଦେହରେ ପୋଡାଶୁଳ ବଜାରରେ ୨ ଜଣଙ୍କୁ ବାନ୍ଧି ନିସ୍ତୁକ ପିଟିଲେ ସ୍ଥାନୀୟ ଲୋକେ
ପୁରୀ: NSG ଟିମ୍ ଦ୍ୱାରା ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ
ସୁବର୍ଣ୍ଣପୁର: ବାଘଲପୁର ଛକ ନିକଟରୁ ବ୍ୟାଙ୍କ ଠିକା କର୍ମଚାରୀଙ୍କ ଠାରୁ ୨୧ ଲକ୍ଷ ଟଙ୍କା ଲୁଟ୍
ଭୁବନେଶ୍ୱର ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ପଶି ଗଣ୍ଡଗୋଳ ଘଟଣା: ଜଣେ ହାବିଲଦାରଙ୍କ ସହ ୧୭ ଜଣଙ୍କୁ ଗିରଫ କଲା ନୟାପଲ୍ଲୀ ପୋଲିସ
First
Prev
2568
2569
2570
2571
2572
2573
2574
2575
2576
2577
2578
Next
Last
© 2022 - Odisha Television Limited. All Rights Reserved.