Advertisment

BJP President Election : ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପାଇଁ ଘୋଷଣା ହେଲା କାର୍ଯ୍ୟସୂଚୀ

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପାଇଁ ଘୋଷଣା ହେଲା କାର୍ଯ୍ୟସୂଚ। ଆସନ୍ତା ୧୯ ତାରିଖରେ ହେବ ନାମାଙ୍କନ ଦାଖଲ। ୨୦ ତାରିଖରେ ଘୋଷଣା ହେବ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ନାଁ।

bjp-president
Advertisment

ଭାରତୀୟ ଜନତା ପାର୍ଟିର ନୂତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ପାଇଁ ନିର୍ବାଚନ ଜାନୁଆରୀ ୨୦ ତାରିଖରେ ଅନୁଷ୍ଠିତ ହେବ। ଏନେଇ ଆଜି କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।

Advertisment

ଆସନ୍ତା ୧୯ ତାରିଖରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ପାଇଁ  ନାମାଙ୍କନ ଦାଖଲ ହେବ। ୧୯ ତାରିଖ ଅପରାହ୍ନ ୨ଟାରୁ ୪ଟା ଯାଏଁ ନାମାଙ୍କନ ଦାଖଲ ପ୍ରକ୍ରିୟା ରହିବ। ଏହାପରେ ଅପରାହ୍ନ ୪ଟାରୁ ୫ଟା ନାମାଙ୍କନ ଯାଞ୍ଚ, ୫ଟାରୁ ୬ଟା ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ରହିବ। ଏହାପରେ ୨୦ ତାରିଖରେ ଘୋଷଣା ହେବ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ନାଁ ।

ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପାଇଁ ୫,୭୦୮ ଭୋଟର ସେମାନଙ୍କର ମତଦାନ ଦେବେ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବର୍ତ୍ତମାନର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ସାମିଲ ଅଛନ୍ତି। ବର୍ତ୍ତମାନ ନୀତିନ ନବୀନ ବିଜେପିର କାର୍ଯ୍ୟକାରୀ ଅଧ୍ୟକ୍ଷ ଅଛନ୍ତି। 

Advertisment
Nitin Nabin BJP BJP President BJP President Election
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ