GUJURAT_CABINET Photograph: (OTV)
ଆଜି ଗୁଜରାଟମନ୍ତ୍ରିମଣ୍ଡଳର ସଂପ୍ରସାରଣ । ଦିନ ସାଢେ ୧୧ଟାରେ ହୋଇପାରେ ମନ୍ତ୍ରିମଣ୍ଡଳ ପୁନର୍ଗଠନ। ନୂଆମନ୍ତ୍ରୀଙ୍କ ଶପଥ ସମାରୋହରେ ଉପସ୍ଥିତ ରହିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ଗତକାଲି ଗୁଜରାଟ ରାଜନୀତିରେ ବଡ଼ ହଲଚଲ୍ ଦେଖିବାକୁ ମିଳିଥିଲା ।
ମୁଖ୍ୟମନ୍ତ୍ରୀଙ୍କୁ ଛାଡ଼ି ଇସ୍ତଫା ଦେଇଦେଲେ ସବୁ ମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟ କ୍ୟାବିନେଟର ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କରାଯାଇଥିଲା । ଏହା ରାଜ୍ୟରେ ସମ୍ଭାବ୍ୟ କ୍ୟାବିନେଟ୍ ବିସ୍ତାରର ଏକ ଅଂଶ ବୋଲି କୁହାଯାଉଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2025/10/17/gujurat_cabinet-2025-10-17-08-37-12.jpg)