ପୂର୍ବରୁ ଗରିବୀ ସହିତ ଲଢୁଥିଲେ, ଏବେ ବିକାଶ ଦେଖିବେ। ଝାରସୁଗୁଡ଼ା(Jharsuguda) ସଭାରୁ ଓଡ଼ିଶାବାସୀଙ୍କ ଉଦ୍ଦେଶ୍ୟରେ ଏଭଳି ବିକାଶ ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି (Narendra Modi)। ଓଡ଼ିଶାବାସୀଙ୍କୁ ପୂଜା ଭେଟି ଦେବା ସହିତ ମୋଦି କହିଛନ୍ତି, ଦେଢ଼ ବର୍ଷ ପୂର୍ବେ ବିଧାନସଭା ନିର୍ବାଚନରେ ନୂଆ ସଂକଳ୍ପ ନେଲେ। ବିକଶିତ ଓଡ଼ିଶାର ସ୍ବପ୍ନ ନେବାକୁ ଶପଥ ନେଲେ। ଫଳରେ ଆଜି ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଚାଲିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କରି ମୋଦି କହିଛନ୍ତି, `ପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)