Advertisment

PM Narendra Modi: ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି

ପୂର୍ବରୁ ଗରିବୀ ସହିତ ଲଢୁଥିଲେ, ଏବେ ବିକାଶ ଦେଖିବେ। ଝାରସୁଗୁଡ଼ା ସଭାରୁ ଓଡ଼ିଶାବାସୀଙ୍କ ଉଦ୍ଦେଶ୍ୟରେ ଏଭଳି ବିକାଶ ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଓଡ଼ିଶାବାସୀଙ୍କୁ ପୂଜା ଭେଟି ଦେଇଛନ୍ତି ।

Advertisment

ପୂର୍ବରୁ ଗରିବୀ ସହିତ ଲଢୁଥିଲେ, ଏବେ ବିକାଶ ଦେଖିବେ। ଝାରସୁଗୁଡ଼ା(Jharsuguda) ସଭାରୁ ଓଡ଼ିଶାବାସୀଙ୍କ ଉଦ୍ଦେଶ୍ୟରେ ଏଭଳି ବିକାଶ ବାର୍ତ୍ତା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି (Narendra Modi)। ଓଡ଼ିଶାବାସୀଙ୍କୁ ପୂଜା ଭେଟି ଦେବା ସହିତ ମୋଦି କହିଛନ୍ତି, ଦେଢ଼ ବର୍ଷ ପୂର୍ବେ ବିଧାନସଭା ନିର୍ବାଚନରେ ନୂଆ ସଂକଳ୍ପ ନେଲେ। ବିକଶିତ ଓଡ଼ିଶାର ସ୍ବପ୍ନ ନେବାକୁ ଶପଥ ନେଲେ। ଫଳରେ ଆଜି ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଚାଲିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କରି ମୋଦି କହିଛନ୍ତି, `ପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି।

Advertisment
Jharsuguda PM Narendra Modi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ