Pariksha Pe Charcha Photograph: (OTV)
Advertisment
ଆଜି ପ୍ରଧାନମନ୍ତ୍ରୀଙ୍କ 'ପରୀକ୍ଷା ପେ ଚର୍ଚ୍ଚା' କାର୍ଯ୍ୟକ୍ରମ। ପିଲାଙ୍କୁ ପରୀକ୍ଷା ଟିପ୍ସ ଦେବେ ପ୍ରଧାନମନ୍ତ୍ରୀ। ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକଙ୍କ ସହ କରିବେ ଆଲୋଚନା। ପରୀକ୍ଷାର୍ଥୀଙ୍କୁ ପରୀକ୍ଷା ଚାପରୁ ବାହାର କରିବା ଏବଂ ସେମାନଙ୍କୁ ସକାରାତ୍ମକ ବିଚାର ସହ ଆଗକୁ ବଢ଼ିବା ଲାଗି ପ୍ରେରିତ କରିବା ଏହି କାର୍ଯ୍ୟକ୍ରମ ଉଦ୍ଦିଷ୍ଟ।
Advertisment
ପ୍ରଧାନମନ୍ତ୍ରୀଙ୍କ ଲୋକପ୍ରିୟ କାର୍ଯ୍ୟକ୍ରମ 'ପରୀକ୍ଷା ପେ ଚର୍ଚ୍ଚା'ର ନବମ ସଂସ୍କରଣ ଆୟୋଜିତ ହେବ। ଆଜି ସକାଳ ୧୦ଟାରେ ସାରା ଦେଶର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଅଭିଭାବକଙ୍କ ସହ ମୋଦି ସିଧାସଳଖ ଆଲୋଚନା କରିବେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/02/06/pariksha-pe-charcha-2026-02-06-08-56-20.jpg)