ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା Photograph: (OTV)
Advertisment
ଇରାନ ଆମେରିକା ଯୁଦ୍ଧର ଘନଘଟା ମଧ୍ୟରେ ଶାନ୍ତି ସ୍ଥାପନ ପାଇ ଅପିଲ୍ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା ରଖିଛନ୍ତି। ଶାନ୍ତି ପାଇଁ ଅପିଲ୍ କଲେ ପ୍ରଧାନମନ୍ତ୍ରୀ ମୋଦି।
Advertisment
ବିଶ୍ବରେ ଶାନ୍ତି ଓ ସ୍ଥିରତା ଚାହେଁ ଭାରତ। ଆପୋସ କଥାବାର୍ତ୍ତା, କୂଟନୈତିକ ଜରିଆରେ ସମସ୍ୟା ସମାଧାନ ହେଉ। ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା କହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
- ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା
- ଶାନ୍ତି ପାଇଁ ଅପିଲ୍ କଲେ ପ୍ରଧାନମନ୍ତ୍ରୀ ମୋଦି
- ବିଶ୍ବରେ ଶାନ୍ତି ଓ ସ୍ଥିରତା ଚାହେଁ ଭାରତ
- ଆପୋସ କଥାବାର୍ତ୍ତା, କୂଟନୈତିକ ଜରିଆରେ ସମସ୍ୟା ସମାଧାନ ହେଉ
- ଆପୋସ କଥାବାର୍ତ୍ତା, କୂଟନୈତିକ ଜରିଆରେ ସମସ୍ୟା ସମାଧାନ ହେଉ
- ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା କହିଲେ ମୋଦି
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/03/02/pm-modi-appeals-for-peace-2026-03-02-17-50-18.jpg)