Mamata-Modi Photograph: (OTV)
Advertisment
ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ପ୍ରୋଟକଲ ଉଲ୍ଲଂଘନ ଏବଂ ସ୍ଥାନ ପରିବର୍ତ୍ତନ ମାମଲାରେ କେନ୍ଦ୍ରର କଡ଼ା ଆଭୁମୁଖ୍ୟ। ପଶ୍ଚିମବଙ୍ଗ ସରକାରଙ୍କୁ କେନ୍ଦ୍ର ଗୃହ ମନ୍ତ୍ରାଳୟର ରିପୋର୍ଟ ତଲବ। ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ମାଗିଲେ କେନ୍ଦ୍ର ଗୃହ ସଚିବ ।
Advertisment
ଆଜି ସନ୍ଧ୍ୟା ୫ଟା ସୁଦ୍ଧା ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା ନିର୍ଦ୍ଦେଶ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ୱାଗତ ବେଳେ ପ୍ରୋଟୋକଲରେ ତ୍ରୁଟି ଅଭିଯୋଗ ହୋଇଥିଲା । ଗତକାଲି ଦାର୍ଜିଲିଂ ଅନ୍ତର୍ଜାତୀୟ ସାନ୍ତାଳି ସମ୍ମିଳନୀ ସ୍ଥାନ ପରିବର୍ତ୍ତନ ନେଇ କ୍ଷୋଭ ପ୍ରକାଶ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/03/08/mamata-modi-2026-03-08-12-51-53.jpg)