/odishatv-khabar/media/media_files/2026/02/18/rajya-sabha-election-2026-02-18-10-39-52.jpg)
Rajya Sabha Election Photograph: (OTV)
ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ, ନିର୍ବାଚନ ନେଇ ପ୍ରେସ୍ ନୋଟ୍ ଜାରି କଲେ ECI । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ ।
Advertisment
ଫେବୃଆରୀ ୨୬ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି । ମାର୍ଚ୍ଚ ୫ ନାମାଙ୍କନ ଦାଖଲର ଶେଷ ତାରିଖ, ୬ରେ ଯାଞ୍ଚ ହେବ । ମାର୍ଚ୍ଚ ୯ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି । ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ । ସେହିଦିନ ଅପରାହ୍ଣ ୫ଟାରେ ହେବ ଭୋଟ୍ ଗଣତି ।
ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ
୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ
ଫେବୃଆରୀ ୨୬ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି
ମାର୍ଚ୍ଚ ୫ ନାମାଙ୍କନ ଦାଖଲର ଶେଷ ତାରିଖ, ୬ରେ ଯାଞ୍ଚ
ମାର୍ଚ୍ଚ ୯ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ
ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ
ଅପରାହ୍ଣ ୫ଟାରେ ହେବ ଭୋଟ୍ ଗଣତି
Advertisment
Advertisment



Related Articles
Gold Heist in Disguise: ଗ୍ରାହକ ଭଳି ଆସି ଲୁଟ୍ କରିଥିଲା ୬ ଲକ୍ଷ ଟଙ୍କାର ସୁନା ଅଳଙ୍କାର, ଧରିଲା କମିଶନରେଟ୍ ପୋଲିସ
POSTED

After Creating Panic: ଟ୍ରାଙ୍କୁଲାଇଜ୍ ହେଲା ଆତଙ୍କ ସୃଷ୍ଟି କରିଥିବା ହାତୀ 'ପଲଙ୍କ', ଦେହରେ ବନ୍ଧାଗଲା ରେଡିଓ କଲାର
POSTED

Illegal Hunting Trap Backfires: ବାରହା ଶିକାର ପାଇଁ ଖଞ୍ଜା ଯାଇଥିବା ବୋମା ଫୁଟି ଗାଈ ଗୁରୁତର
POSTED

Three Bikes Collide Head-On: ୩ ବାଇକ୍ ମୁହାଁମୁହିଁ ଧକ୍କା; ୩ ଯୁବକଙ୍କ ମୃତ୍ୟୁ
POSTED

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)