Rajya Sabha Election Photograph: (OTV)
ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ, ନିର୍ବାଚନ ନେଇ ପ୍ରେସ୍ ନୋଟ୍ ଜାରି କଲେ ECI । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ ।
ଫେବୃଆରୀ ୨୬ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି । ମାର୍ଚ୍ଚ ୫ ନାମାଙ୍କନ ଦାଖଲର ଶେଷ ତାରିଖ, ୬ରେ ଯାଞ୍ଚ ହେବ । ମାର୍ଚ୍ଚ ୯ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି । ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ । ସେହିଦିନ ଅପରାହ୍ଣ ୫ଟାରେ ହେବ ଭୋଟ୍ ଗଣତି ।
ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ
୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ
ଫେବୃଆରୀ ୨୬ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି
ମାର୍ଚ୍ଚ ୫ ନାମାଙ୍କନ ଦାଖଲର ଶେଷ ତାରିଖ, ୬ରେ ଯାଞ୍ଚ
ମାର୍ଚ୍ଚ ୯ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ
ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ
ଅପରାହ୍ଣ ୫ଟାରେ ହେବ ଭୋଟ୍ ଗଣତି
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/02/18/rajya-sabha-election-2026-02-18-10-39-52.jpg)