ଭୁବନେଶ୍ୱର: ସାରା ବିଶ୍ୱରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ୁଥିବା ବେଳେ ରାଜ୍ୟରେ ବି ଜୀବନ ନେଉଛି କରୋନା। ଦେଶରେ ଆଜି ୫୪୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ରାଜ୍ୟରେ ୫ ଜଣଙ୍କର ଜୀବନ ନେଇଛି କରୋନା। ସେଥିମଧ୍ୟରୁ ଗଞ୍ଜାମରୁ ୩, ଜଗତସିଂହପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। ଆଜିର ମୃତ୍ୟୁକୁ ମିଶାଇ ରାଜ୍ୟରେ କରୋନାଜନିତ ମୋଟ ମୃତ୍ୟୁ […]
ମୁମ୍ବାଇ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ୍ ଆତ୍ମହତ୍ୟା କରିବାର ମାସେରୁ ଅଧିକ ସମୟ ବିତି ଗଲାଣି। ସେ ଆଉ ଦୁନିଆରେ ନାହାନ୍ତି ଏହି କଥାକୁ ଏବେବି ତାଙ୍କ ଫ୍ୟାନ୍ସମାନେ ବିଶ୍ୱାସ କରିପାରୁ ନାହାନ୍ତି। ସୁଶାନ୍ତ ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି କାହିଁକି ନେଲେ ଏବେବି ଏହା ରହସ୍ୟ ଘେର ଭିତରେ। ଏସବୁ ଭିତରେ ୟୁଟ୍ୟୁବ୍ରେ ଏକ ଚ୍ୟାନେଲ୍ ଚଲାଉଥିବା ଜଣେ Paranormal ଏକ୍ସପର୍ଟ ଷ୍ଟିଭ୍ ହଫ୍ ବା ବିଶେଷଜ୍ଞ ସୁଶାନ୍ତଙ୍କୁ ନେଇ ଏବେ ଏମିତି କିଛି […]
ନୂଆଦିଲ୍ଲୀ: ସୋସିଆଲ୍ ମିଡିଆ ଆପ୍ଗୁଡ଼ିକୁ ଅଧିକ ସହଜ ବ୍ୟବହାର୍ଯ୍ୟ ଓ ରୁଚିକର ବନାଇବା ପାଇଁ ବିଭିନ୍ନ ସୋସିଆଲ୍ ମିଡିଆ କମ୍ପାନୀ ନାନା ପ୍ରୟାଶ କରୁଛନ୍ତି। ଫେସ୍ବୁକ୍ ଓ ହ୍ୱାଟ୍ସଆପ୍ ଭଳି ସୋସିଆଲ୍ ମିଡିଆକମ୍ପାନୀ ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ନୂଆ ନୂଆ ଫିଚର ମଧ୍ୟ ଆଣୁଛନ୍ତି। ସାମାଜିକ ଗଣମାଧ୍ୟମରେ ମେସେଜ ପାଇଁ ବ୍ୟବହୃତ ଆପ ମଧ୍ୟରେ ଇନ୍ଷ୍ଟାଣ୍ଟ ମେସେଜିଂ ଆପ୍ ହ୍ୱାଟ୍ସଆପ ସବୁଠାରୁ ଆଗରେ ରହିଛି। ଚାଟ୍କୁ କିପରି ସହଜ ଓ ବୋଧଗମ୍ୟ କରିହେବ ସଏ ନେଇ […]
ଜୟପୁର: ଫିଲ୍ମ ନିର୍ମାତା ରଜତ ମୁଖାର୍ଜୀଙ୍କ ପରଲୋକ ହୋଇଛି। ସେ ଦୀର୍ଘ ଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲା। ରବିବାର ଜୟପୁରରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ରଜତ। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ବଲିଉଡ୍ ଷ୍ଟାର ମନୋଜ ବାଜ୍ପେୟୀ। ସେ ଟ୍ୱିଟ୍ କରି ଲେଖିଛନ୍ତି “ମୋ ବନ୍ଧୁ ଓ ରୋଡ୍ ଫିଲ୍ମର ନିର୍ଦ୍ଦେଶକ ରଜତ ମୁଖାର୍ଜୀ ଆଉ ନାହାଁନ୍ତି। ଦୀର୍ଘଦିନ ଧରି ରୋଗ ସହିତ ସଂଘର୍ଷ କରୁଥିବା ରଜତ କିଛି ଘଣ୍ଟା ପୂର୍ବରୁ […]
ବେଙ୍ଗାଲୁରୁ:ସମଗ୍ର ଦେଶରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନା ଭାଇରସ। ଏନେଇ ଲକ୍ଡାଉନ୍ ଜାରି କରାଯାଇଛି। ଯାହାଫଳରେ ପିଲାମାନେ ପାଠ ପଢ଼ିବାରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। କିଛି ପିଲା ମୋବାଇଲ୍ ସାହାଯ୍ୟରେ ଅନ୍ଲାଇନ୍ କ୍ଲାସ କରୁଛନ୍ତି। ଆଉ କେତେକଙ୍କ ପାଖରେ ମୋବାଇଲ୍ର ମଧ୍ୟ ସୁବିଧା ନାହିଁ। ଫଳରେ ସେମାନେ ପାଠ ପଢ଼ିବାରୁ ବଞ୍ଚିତ ହେଉଛନ୍ତି। ଏଭଳି ପରିସ୍ଥିତିରେ କର୍ଣ୍ଣାଟକର ଏକ ଗ୍ରାମରେ ସ୍କୁଲର ପ୍ରଧାନଶିକ୍ଷକ ପିଲମାନଙ୍କୁ ପଢ଼େଇବା ପାଇଁ ନୂତନ ପଦକ୍ଷେପ ନେଇଛନ୍ତି। ସରକାରୀ […]
ୱାଶିଂଟନ: ଆମେରିକା ରାଷ୍ଟ୍ରପତିଙ୍କ ରି-ଟ୍ୱିଟ୍ ଭିଡିଓକୁ ଡିସାବଲ (ଟ୍ୱିଟର୍ ପେଜ୍ରୁ ଲୁଚାଇ ଦେବା ବା ହଟାଇଦେବା ) କଲା ଟ୍ୱିଟର। ଶନିବାର ଏକ କ୍ୟାମ୍ପେନ୍ ଷ୍ଟାଇଲ୍ ଭିଡିଓକୁ ରି-ଟ୍ୱିଟ୍ କରିଥିଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଏଥିରେ କପି ରାଇଟ୍ ସମସ୍ୟା ଥିବା ଅଭିଯୋଗ କରି ଟ୍ୱିଟର ଭିଡିଓଟିକୁ ପେଜ୍ରୁ ହଟାଇ ଦେଇଛି। ତେବେ ଭିଡିଓଟିକୁ ଡିସାବଲ କରିବା ସମୟରେ ଟ୍ୱିଟର ପକ୍ଷରୁ ଏକ ନୋଟିଫିକେସନ୍ ପଠାଇଯାଇଥିଲା। ଯେଉଁଥିରେ ଲେଖାଥିଲା “ କପି ରାଇଟ ମାଲିକଙ୍କ ଅଭିଯୋଗ […]
ପୁରୀ : ଆଜି ଶ୍ରୀଜିଉଙ୍କ ଅନବସରର ଦ୍ୱାଦଶୀ ତିଥି । ଆଜି ସକାଳ ଧୂପ ଓ ଭୋଗମଣ୍ଡପ ନୀତି ପରେ ରାଜପ୍ରସାଦ ବିଜେ ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ସୁସ୍ଥ ହେବା ଖବର ନେଇ ଶ୍ରୀନଅରକୁ ରାଜପ୍ରସାଦ ବିଜେ କରିବେ…
ନୂଆଦିଲ୍ଲୀ: ବର୍ଷା ଜଳରେ ଉବୁଟୁବୁ ରାଜଧାନୀ ଦିଲ୍ଲୀ। ଆଜି ସକାଳୁ ଅବିରତ ବର୍ଷା ରାଗି ରହିବା ଫଳରେ ସହରର ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇଛି। ବର୍ଷା ବିତ୍ପାତରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ଦିଲ୍ଲୀ ଷ୍ଟେସନ ନିକଟରେ ଥିବା ମିଣ୍ଟୋ ବ୍ରିଜ ତଳେ ଏକ ଚଳନ୍ତା ବସ୍ ପାଣି ଭିତରେ ସମ୍ପୂର୍ଣ୍ଣ ବୁଡ଼ିଯିବାରୁ ବସର ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ଓଭର ହେଡ୍ ସିଡ଼ି ଯୋଗେ ଯାତ୍ରୀମାନଙ୍କୁ ବସ ଭିତରୁ ଉଦ୍ଧାର କରାଯାଇଛି। ମିଣ୍ଟୋ ବ୍ରିଜ୍ ଅଞ୍ଚଳରେ ମୁଖ୍ୟ […]
ଭୁବନେଶ୍ୱର: କରୋନା ଚିକିତ୍ସା କ୍ଷେତ୍ରରେ ନୂଆ ଆଶା ଆଣିବ କି, ଫ୍ଲୁ ଔଷଧ ‘ୟୁମିଫେନୋଭିର୍’(Umifenovir) ? ସ୍ୱଳ୍ପ ବା ମଧ୍ୟମ ଧରଣର ଲକ୍ଷଣ ଥିବା କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ‘ୟୁମିଫେନୋଭିର୍’ କେତେ ଫଳପ୍ରଦ, ଏହା ଉପରେ ଜାପାନରେ ରହି ଗବେଷଣା କରୁଛନ୍ତି ଓଡ଼ିଆ ପୁଅ ଆଦିତ୍ୟ କୁମାର ପାଢ଼ୀ। ରାୟଗଡ଼ାରେ ତାଙ୍କ ଘର। ଏହି ଆଣ୍ଟି-ଭାଇରାଲ୍ ଡ୍ରଗ୍ର କିଛି ରାସାୟନିକ ବୈଶିଷ୍ଟ୍ୟ କରୋନା ଭୂତାଣୁକୁ ନଷ୍ଟ କରିବାରେ ସକ୍ଷମ ବୋଲି ଗବେଷକମାନେ ଆଶା କରୁଛନ୍ତି। ଚୀନରେ […]
ଚେନ୍ନାଇ: ତାମିଲନାଡୁରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି କାର୍ଯ୍ୟନର୍ବାହୀ କମିଟିରେ ବଡ଼ ପରବର୍ତ୍ତନ ହୋଇଛି। କୁଖ୍ୟାତ ଚନ୍ଦନ ଚୋରା ଚାଲାଣକାରୀ ବୀରପାନ୍ଙ୍କ ଝିଅ ବିଦ୍ୟା ରାନୀଙ୍କୁ ବିଜେପି ଏକ ବଡ଼ ଦାୟିତ୍ୱ ଦେଇଛି। ତାଙ୍କୁ ବିଜେପିର ୟୁଥ୍ ୱିଙ୍ଗର ଉପାଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। ବିଦ୍ୟା ଚଳିତ ବର୍ଷ ବିଜେପିରେ ଯୋଗ ଦେଇଥିଲେ। ହେଲେ ଏତେ ଶୀଘ୍ର ଏତେ ବଡ଼ ଦାୟିତ୍ୱ ମିଳିଥିବାରୁ ବିଦ୍ୟା ସମସ୍ତଙ୍କର ଦୃଷ୍ଟି ଆକର୍ଷଣ […]
କଟକ: କଟକ ମହାନଗର ନିଗମ ଅଞ୍ଚଳରୁ ଆଜି ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୬ ଜଣଙ୍କ ମଧ୍ୟରୁ ୧୪ଜଣ ହୋମ୍ କ୍ୱାରେଣ୍ଟିନ୍ରୁ ଓ ୨ଟି ଲୋକାଲ କେସ୍ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୦ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୨୦୦ ଜଣ ସୁସ୍ଥ ହୋଇଛନ୍ତି। ୧୪୩ ଜଣ ଚିକିତ୍ସାଧୀନ ଅଛନ୍ତି ଓ ଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି।
କଟକ: ଚଳିତ ବର୍ଷ କଟକ ସହରରେ ଗଣେଶ ପୂଜା ଅନୁଷ୍ଠିତ ହେବନାହିଁ। କରୋନା ସଂକ୍ରମଣ ପାଇଁ ଗଣେଶ ପୂଜା ବନ୍ଦ ନେଇ ନିଷ୍ପତ୍ତି ନିଆଯାଇଛି। କଟକ ମହାନଗର ଶାନ୍ତି କମିଟି, ପୂଜା କମିଟି ସହ କମିଶନରେଟ୍ ପୋଲିସର ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଯଦି ଏଭଳି ସ୍ଥିତି ଲାଗି ରୁହେ, ତେବେ ଦଶହରାରେ କେବଳ ମୂର୍ତ୍ତି ପୂଜା ହେବ। ଏ ନେଇ କଟକ ମହାନଗର ପୂଜା କମିଟି ସମ୍ପାଦକ ପ୍ରଭାତ ତ୍ରିପାଠୀ ସୂଚନା ଦେଇଛି। ଓଡ଼ିଶାରେ […]
ଭୁବନେଶ୍ୱର: ଓଡ଼ିଶାରେ ପ୍ଲାଜ୍ମା ଥେରାପି ସଫଳ ହୋଇଛି। ୬ ଗୁରୁତର କରୋନା ଆକ୍ରାନ୍ତଙ୍କୁ ପ୍ଲାଜ୍ମା ଥେରାପି ଦିଆଯାଇଥିଲା। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଛି। ସେମାନଙ୍କୁ ଖୁବଶୀଘ୍ର ହସ୍ପିଟାଲରୁ ଡିସ୍ଚାର୍ଜ କରାଯିବ ବୋଲି ସୂଚନା ମିଳିଛି। ଏପରିକି ଏହି ୪ ଜଣଙ୍କ ମଧ୍ୟରୁ ୩ଜଣଙ୍କର ଆଉ ଅକ୍ସିଜେନ୍ ସପୋର୍ଟ ଆବଶ୍ୟକତା ନାହିଁ। ବାକି ୨ ଜଣଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସେମାନେ ଖୁବ୍ ଶୀଘ୍ର ବିପଦମୁକ୍ତ ହେବେ ବୋଲି ସମ୍ଭାବନା ରହିଛି। କଣ ଏହି […]
ଧର୍ମଗଡ଼: ଗଛରେ ବାଇକ ପିଟି ହୋଇ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ମୂର୍ଲାପଦର ନିକଟରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।…
ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲା କୁଳିଅଣାରୁ ୩ କେଜି ୨୮୫ ଗ୍ରାମର ବ୍ରାଉନ୍ସୁଗର ଜବତ ହୋଇଛି। ଆଜି ଭୋରରୁ କ୍ରାଇମ୍ବ୍ରାଞ୍ଚ STF ଟିମ୍ ପକ୍ଷରୁ ଚଢାଉ କରାଯାଇ ଏହି ବ୍ରାଉନ୍ସୁଗର ଜବତ କରାଯାଇଥିଲା। ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି। ଗୁଇନ୍ଦା ବିଭାଗର ରିପୋର୍ଟ ଆଧାରରେ ଏହି ଚଢାଉ କରାଯାଇଥିଲା। ଜବତ ବ୍ରାଉନ୍ସୁଗରର ମୂଲ୍ୟ ୩ କୋଟି ଟଙ୍କାରୁ ଅଧିକ ହେବ ବୋଲି ସୂଚନା ମିଳିଛି। ଗିରଫ ଅଭିଯୁକ୍ତ ଜଣକ ବ୍ରାଉନ୍ସୁଗର ଡିଲର ବୋଲି ସୂଚନା ଦେଇଛନ୍ତି କ୍ରାଇମ୍ବ୍ରାଞ୍ଚ […]
ଭୁବନେଶ୍ୱର: ଭୁବନେଶ୍ୱର ସହରରେ ଆଉ ୫୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏନେଇ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୪ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍- ୧୮ ରହିଛି। ସେହିଭଳି ଭୁବନେଶ୍ୱରରେ ଏବେ ସୁଦ୍ଧା ୫୨୩ ସୁସ୍ଥ ହୋଇଥିବା ବେଳେ ୧୧ ଜଣଙ୍କର ମୃତ୍ୟୁ ହୋଇଛି, ଓ ୬୪୬ ଆକ୍ଟିଭ କେସ୍ ରହିଛି। ଭୁବନେଶ୍ୱର ସହରରୁ ଆଉ ୫୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। […]
ଦିସପୁର: ଜଟିଳ ହେବାରେ ଲାଗିଛି ଆସାମରେ ବନ୍ୟା ପରିସ୍ଥିତି। ବ୍ରହ୍ମପୁତ୍ର ସମେତ ଅନ୍ୟ ନଦୀରେ ଜଳସ୍ତର ବଢ଼ୁଥିବାରୁ ଏବେ ପରିସ୍ଥିତି ଅଧିକ ବିଗିଡ଼ିବାରେ ଲାଗିଛି। ରାଜ୍ୟର ୩୦ ଜିଲ୍ଲାରେ ୫୪ ଲକ୍ଷ ଲୋକ ପ୍ରଭାବିତ ହୋଇଥିବା ବେଳେ ୮୧ ଜଣ ଲୋକଙ୍କର ଜୀବନ ବି ଯାଇଛି। ରାଜ୍ୟରେ ଏହି ବିପଦ ସମୟରେ ରାଜ୍ୟକୁ କେନ୍ଦ୍ର ଯଥା ସମ୍ଭବ ସାହାଯ୍ୟ କରି ବୋଲି ରବିବାର ପ୍ରଧାନମନ୍ତ୍ରୀ କହିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲଙ୍କ ସହିତ ଫୋନ୍ […]