ଭୁବନେଶ୍ୱର: କାଲିଠୁ JEE (Main) 2020 ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ, NEET (UG) ପରୀକ୍ଷା ସେପ୍ଟେମ୍ବର ୧୩ରେ ହେବ। କରୋନା ମହାମାରୀ ସମୟରେ ଏହି ପରୀକ୍ଷା ଅନୁଷ୍ଠିତ ହେଉଥିବାରୁ ଏହାକୁ ବିରୋଧ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ୬ ରାଜ୍ୟ। ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ରାଜସ୍ଥାନ, ପଞ୍ଜାବ, ଛତିଶଗଡ଼ ଓ ମହାରାଷ୍ଟ୍ର ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ review ପିଟିସନ୍ ଦାଖଲ କରାଯାଇଛି। ଅନ୍ୟପକ୍ଷରେ, ଓଡ଼ିଶାରେ ପରୀକ୍ଷା ସୁପରିଚାଳନା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ୧୬ ହଜାର ପରୀକ୍ଷାର୍ଥୀଙ୍କ […]
ଚାନ୍ଦବାଲି: ଚାନ୍ଦବାଲିର (Chandbali) ବିଜେଡି ବିଧାୟକ ବ୍ୟୋମକେଶ ରାୟ (Byomkesh Ray) କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ବିଧାୟକ ନିଜେ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ଆଇସୋଲେସନରେ ରହିବାକୁ ବିଧାୟକ ପରାମର୍ଶ ଦେଇଛନ୍ତି। ଭଗବାନଙ୍କ ଆଶୀର୍ବାଦରୁ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତେବେ ଚାନ୍ଦବାଲିର ବନ୍ୟା ପ୍ରଭାବିତ ଲୋକମାନଙ୍କୁ ସାହାଯ୍ୟ ନ କରିପାରିବାରୁ ବିଧାୟକ Byomkesh ଦୁଃଖ ପ୍ରକାଶ କରିଛନ୍ତି। ଆହୁରି ପଢ଼ନ୍ତୁ: ଓଡ଼ିଶାରେ […]
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୨,୬୦୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୨,୬୦୨ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୬୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୦୪୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗତକାଲି ଖୋର୍ଦ୍ଧା (Khordha) ରୁ ୬୮୪ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ବି […]
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ର ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୯୨ ହୋଇଛି। Corona Deaths Update in Odisha ଆଜି ଭୁବନେଶ୍ୱରରୁ ଜଣେ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଖୋର୍ଦ୍ଧା ଜିଲ୍ଲାର ୩ ଜଣ ରୋଗୀ ଆଖି ବୁଜିଥିବାବେଳେ କନ୍ଧମାଳର ୩, ନୟାଗଡ, ସୁନ୍ଦରଗଡ, ଗଞ୍ଜାମ, […]
ନୂଆଦିଲ୍ଲୀ: ଡେଲ୍ଟା ଭାରିଏଣ୍ଟ ଏବେ ସାରା ପୃଥିବୀରେ ଆତଙ୍କ ଖେଳାଇ ଦେଇଛି। କରୋନାର ଏହି ନୂଆ ଭାରିଏଣ୍ଟ କେବଳ ଦ୍ରୁତ ଗତିରେ ସଂକ୍ରମିତ ହେଉନି ବରଂ ଏହାର ଲକ୍ଷଣ ବି ଅନ୍ୟ ଭାରିଏଣ୍ଟଠାରୁ ଭିନ୍ନ ଥିବା ଦେଖିବାକୁ ମିଳୁଛି । ଏବେ…
ନୂଆଦିଲ୍ଲୀ: ଦେଶରେ ଆଜି ବି ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରବିବାର ଦେଶର କରୋନା ପଜିଟିଭଙ୍କ ସଂଖ୍ୟା ୩୬ ଲକ୍ଷ ଟପିଛି। ୨୪ ଘଣ୍ଟାରେ ସବୁଠାରୁ ଅଧିକ କରୋନା ରୋଗୀ ଚିହ୍ନଟ ଦେଶ ତାଲିକାରେ ଭାରତର ନାମ ଏବେ ଆମେରିକାକୁ କାଟି ଉପରେ ରହିଛି। worldometer ଅନୁଯାୟୀ, ଦେଶରେ ଦିନକରେ ୮୦ ହଜାର ପାଖାପାଖି କରୋନା ରୋଗୀ ଚିହ୍ନଟ ହେଉଛନ୍ତି। ସେହିପରି ଗତ ୨୪ ଘଣ୍ଟାରେ ୯୭୧ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଦେଶରେ […]
ମାଲକାନଗିରି/ବିଜାପୁର: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ମାଓବାଦୀମାନେ ଜଣେ ପୋଲିସ୍ ASIଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଗତକାଲି ମାଓବାଦୀମାନେ ଛତିଶଗଡ଼ର ପୋଲିସ୍ ASI ନଗେୟା କର୍ସାଙ୍କୁ ଅପହରଣ କରି ନେଇଥିଲେ। ନଗେୟା କର୍ସା ଘରକୁ ଛୁଟିରେ ଯାଇଥିଲେ। ଗତକାଲି ଡ୍ୟୁଟିରେ ଯୋଗଦେବା ପାଇଁ ସେ କୁଟୁର ଥାନା ଫେରୁଥିଲେ। ଏହି ସମୟରେ ମାଓବାଦୀମାନେ ତାଙ୍କୁ ଅପହରଣ କରି ନେଇଥିଲେ। ଆଜି ବିଜାପୁର ଜିଲ୍ଲାର ତେନ୍ତୁଲନା ଗାଁ ନିକଟ ରାସ୍ତାରେ ମାଓବାଦୀମାନେ ASIଙ୍କୁ ଗୁଳିକରି […]
ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ସ୍ଥିତ ରାଜେନ୍ଦ୍ର ଜୁନିଅର କଲେଜର ଜଣେ ଅଧ୍ୟାପକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଓଡ଼ିଆ ଅଧ୍ୟାପକ ପ୍ରକାଶ ସାହୁଙ୍କ ଝୁଲନ୍ତା ମୃତଦେହ ଆଜି ସକାଳେ ଭଡ଼ା ଘରୁ ଉଦ୍ଧାର କରାଯାଇଛି। ଅଧ୍ୟାପକ ପ୍ରକାଶ କଲେଜ ନିକଟରେ ଥିବା ଏକ ଭଡ଼ା ଘରେ ରହୁଥିଲେ। ତେବେ ଆଜି ସକାଳୁ ଘର ଭିତରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଥିବା ବେଳେ କାରଣ ଅସ୍ପଷ୍ଟ ରହିଛି। ଖବରପାଇ ବଲାଙ୍ଗିର […]
ନୂଆଦିଲ୍ଲୀ: ପୁଣି LACରେ ମୁହାଁମୁହିଁ ହୋଇଛନ୍ତି ଭାରତ-ଚୀନ ସେନା। ପୂର୍ବ ଲଦାଖ ସୀମାରେ ଚୀନ ସେନା ଉତ୍ତେଜନା ସୃଷ୍ଟି କରିବାରୁ ପୁଣି ଥରେ ମୁହାଁ ମୁହିଁ ହୋଇଛନ୍ତି ଦୁଇ ଦେଶ। ଲଦାଖ ନିକଟ ପାଙ୍ଗୋଙ୍ଗ ହଦ୍ର ନିକଟରେ ଗତ ୨୯-୩୦ ତାରିଖ ମଧ୍ୟରାତ୍ରୀରେ ଏହି ସଂଘର୍ଷ ହୋଇଛି। ଦକ୍ଷିଣ ପାଙ୍ଗୋଙ୍ଗ ହଦ୍ର ନିକଟରେ ଭାରତ ସୀମାରେ ଚୀନ ସେନା ଅନୁପ୍ରବେଶ ଉଦ୍ୟମ କରିଥିଲେ। ଭାରତୀୟ ସେନା ଏହାକୁ ବିରୋଧ କରିବାରୁ ଉତ୍ତେଜନା ସୃଷ୍ଟି ହୋଇଥିଲା। ଚୀନର ଏପରି […]
ନୂଆଦିଲ୍ଲୀ: ଅଦାଲତ ଅବମାନନା ମାମଲାରେ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କୁ ଜରିମାନା ଆଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଅଦାଲତ ଅବମାନନା କରିବା ଅଭିଯୋଗରେ ପ୍ରଶାନ୍ତ ଭୂଷଣଙ୍କୁ ୧ ଟଙ୍କା ଜରିମାନା କରାଯାଇଛି। ଜରିମାନା ଅର୍ଥ ନଦେଲେ କଡ଼ା ଦଣ୍ଡରେ ଦଣ୍ଡିତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅର୍ଥ ନ ଦେଲେ ୩ ବର୍ଷ ପର୍ଯ୍ୟନ୍ତ ଓକିଲାତି କରିପାରିବେନି ବୋଲି କହିଲେ ସୁପ୍ରିମକୋର୍ଟ। ଏଥି ସହିତ ୩ ମାସ ଜେଲ ଦଣ୍ଡ ଭୋଗିବାକୁ ମଧ୍ୟ ପଡ଼ିବ। ଆଜି ପ୍ରଶାନ୍ତ […]
ନୂଆଦିଲ୍ଲୀ: ସପ୍ତାହ ଆରମ୍ଭରୁ ସୁନା ଓ ରୂପା ଦରରେ ବୃଦ୍ଧି ଦେଖିବାକୁ ମିଳିଛି। ଆଜି ଟ୍ରେଡିଂ ଆରମ୍ଭରୁ ସୁନା ଓ ରୂପା ଦରରେ ବୃଦ୍ଧି ଦେଖିବାକୁ ମିଳିଥିଲା। ଆଜି ଦିନ ୧୧ଟାରେ ସୁନା ଦର Multi Commodity Exchange(MCX)ରେ ୨୪୦ଟଙ୍କା ବୃଦ୍ଧି ସହ ପ୍ରତି ୧୦ ଗ୍ରାମକୁ ୫୧,୬୮୮ଟଙ୍କାରେ କାରବାର ଚାଲିଥିଲା। ଯଦି ଆମେ Domestic futures marketରେ ରୂପା କଥା କହିବା, ତେବେ ଆଜି ଦିନ ୧୧ଟାରେ Multi Commodity Exchange(MCX)ରେ ୧,୩୨୪ଟଙ୍କା ବୃଦ୍ଧି ସହ […]
ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ୍ଙ୍କ ମୃତ୍ୟୁକୁ ନେଇ ପ୍ରତିଦିନ କିଛି ନ କିଛି ରୋଚକ ତଥ୍ୟ ସାମ୍ନାକୁ ଆସୁଛି। ଏବେ ଫିଲ୍ମ ମେକର ବିବେକ ଅଗ୍ନିହୋତ୍ରୀ ସାମ୍ନାକୁ ଆସିଛନ୍ତି। ସେ କହିଛନ୍ତି, ରିୟା ଚକ୍ରବର୍ତ୍ତୀ କେବଳ ମୋହରା। ଏହାମାଧ୍ୟମରେ ମୁମ୍ବାଇ ପୋଲିସ ମହରାଷ୍ଟ୍ର ସରକାରର କୌଣସି କ୍ଷମତାଶାଳୀ ଲୋକଙ୍କୁ ସୁରକ୍ଷା ଦେବାପାଇଁ ଉଦ୍ୟମ କରୁଛି। ବିବେକ ଅଗ୍ନିହୋତ୍ରୀ ତାଙ୍କର ଏପରି ଅଭିଯୋଗକୁ ସୋଶିଆଲ ମିଡିଆରେ ଶେୟାର କରିଛନ୍ତି। ବିବେକ ଏହି ଶେୟାରରେ ଏକ ପୁରୁଣା ପ୍ରସଙ୍ଗର ଉପସ୍ଥାପନା […]
ଭୁବନେଶ୍ୱର: ବନ୍ୟା ସ୍ଥିତିରେ ସୁଧାର ପାଇଁ ଆଉ ୪ ଦିନ ଲାଗିବ। ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ଏହି ସୂଚନା ଦେଇଛନ୍ତି। ବନ୍ୟା ସ୍ଥିତି ନେଇ ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି, ମହାନଦୀ ଉପର ମୁଣ୍ଡରେ ଆଉ ବର୍ଷା ହେଉନାହିଁ। କାଲି ହୀରାକୁଦକୁ ୯ ଲକ୍ଷ କ୍ୟୁସେକ୍ ଜଳ ପ୍ରବେଶ କରୁଥିଲା ଓ ୪୬ଟି ଗେଟ୍ ଖୋଲାଥିଲା। ଏବେ ୫ ଲକ୍ଷ କ୍ୟୁସେକ୍ ଜଳ ପ୍ରବେଶ କରୁଛି। ୩୬ ଗେଟ୍ରେ ୬ ଲକ୍ଷ କ୍ୟୁସେକ୍ […]
ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବାତିଲ୍ ସମୟସୀମାକୁ କେନ୍ଦ୍ର ସରକାର ବୃଦ୍ଧି କରିଛନ୍ତି। ସେପ୍ଟେମ୍ବର ୩୦ ଯାଏ ଅନ୍ତର୍ଜାତୀୟ ବିମାନ ସେବାକୁ ବନ୍ଦ ରଖିବାକୁ Directorate General of Civil Aviation(DGCA) ପକ୍ଷରୁ କୁହାଯାଇଛି। DGCAର ଏହି ନିଷ୍ପତ୍ତି ପରେ ପୂର୍ବଭଳି ଅନ୍ଲକ୍ ୪ରେ ମଧ୍ୟ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ ରହିଛି। କେବଳ ଡିଜିସିଏ ଅନୁମତିପ୍ରାପ୍ତ କାର୍ଗୋ ଅପରେସନ ଓ ବିମାନକୁ ଉଡ଼ାଣ ପାଇଁ ଅନୁମତି ମିଳିଛି। ତେବେ କିଛି ନିର୍ଦ୍ଦିଷ୍ଟ ସ୍ଥାନକୁ ସହମତି ଭିତ୍ତିରେ […]
ଯାଜପୁର: ଯାଜପୁର ଜିଲ୍ଲା ରମାପୁର ଓ ବୁଦ୍ଧ ଲିଙ୍ଗ ଗାଁ ମଧ୍ୟରେ କେଲୁଅ ନଦୀରେ ୨ ଦିନ ତଳେ ଘାଇ ସୃଷ୍ଟି ହୋଇଥିଲା। ହେଲେ ଏହି ଘାଇ ପ୍ରାକୃତିକ ନ ଥିଲା। ଏଠାରେ ଘାଇ ସୃଷ୍ଟି କରାଯାଇଥିଲା। ଘାଇ ସୃଷ୍ଟି ପାଇଁ ସାଂଘାତିକ ଷଡ଼ଯନ୍ତ୍ର କରାଯାଇଥିଲା। ଏପରି ଅଭିଯୋଗ ଆଣିଛି ବିଜେପି । ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପିର ଲେଖାଶ୍ରୀ ସାମନ୍ତସିଂହାର ଏପରି ଅଭିଯୋଗ ଆଣିବା ସହ ବିଜେଡ଼ି ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ବନ୍ଧ ଆପେ […]
ଭୁବନେଶ୍ୱର: ୪ ମାସର ଅଗ୍ରୀମ ମଧୁବାବୁ ପେନସନ୍ ଟଙ୍କା ପାଇବେ ହିତାଧିକାରୀ। ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ଟଙ୍କା ଆଗୁଆ ହିତାଧିକାରୀଙ୍କୁ ମିଳିବ। ସେପ୍ଟେମ୍ବରରେ ଏକକାଳୀନ ୪ ମାସର ଟଙ୍କା ଦିଆଯିବାକୁ ନିଷ୍ପତ୍ତି ହୋଇଛି। ସାମାଜିକ ସୁରକ୍ଷା ଓ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ପଣ୍ଡାଏ ନେଇ ସୂଚନା ଦେଇଛନ୍ତି। କରୋନା ମହାମାରୀ ସମୟରେ କାମଧନ୍ଦା ମିଳୁ ନ ଥିବାବେଳେ ସରକାରଙ୍କ ଏପରି ଘୋଷଣା ହିତାଧିକାରୀଙ୍କୁ ଆଶ୍ୱସ୍ତ କରିଛି।