ନୂଆଦିଲ୍ଲ: ପୂର୍ବ ଲଦାଖ ଅଞ୍ଚଳରେ ସୀମା ବିବାଦକୁ ନେଇ ଚୀନ-ଭାରତ ମୁହାଁମୁହିଁ ସ୍ଥିତିରେ ଅଛନ୍ତି। ଏପରି ପରିସ୍ଥିତିରେ ରାଫେଲ ଯୁଦ୍ଧ ବିମାନକୁ ବାୟୁସେନାରେ ସାମିଲ କରାଯାଇଛି। ୫ଟି ରାଫେଲ ଲଢୁଆ ଯୁଦ୍ଧ ବିମାନକୁ ଗୁରୁବାର ହରିୟାଣାର ଅମ୍ବାଲା ଏୟାରବେସରେ ଔପଚାରିକ ଭାବେ ବାୟୁସେନାର ଏକ ସ୍ୱତନ୍ତ୍ର ଉତ୍ସବରେ ସାମିଲ କରାଯାଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଫ୍ରାନ୍ସ ପ୍ରତିରକ୍ଷା ଫ୍ଲୋରେନ୍ସ ପାର୍ଲେ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ। ସିଡିଏସ୍ ବିପିନ୍ ରାୱତ ଓ ବାୟୁସେନା ମୁଖ୍ୟ […]
ଭୁବନେଶ୍ୱର: କରୋନା ସଂକ୍ରମଣ ରୋକିବା ପାଇଁ ରାଜଧାନୀରେ ଲାଗୁ ହେବ ଗଞ୍ଜାମ ଫର୍ମୂଲା। ଭୁବନେଶ୍ୱରରେ ସଂକ୍ରମଣ ରୋକିବାକୁ ବ୍ୟାପକ ହେଲଥ ସ୍କ୍ରିନିଂ କରାଯିବ। ଏଥିପାଇଁ ୫୬୫ ଟି ରାପିଡ୍ ରେସପନ୍ସ ଟିମ୍ ଗଠନ କରାଯାଇଛି। ଏମାନେ ବସ୍ତି ଓ ଅନ୍ୟ ଅଞ୍ଚଳରେ ହେଲଥ ସ୍କ୍ରିନିଂ କରିବେ। ସେହିପରି ହୋମ ଆଇସୋଲେସନରେ ଥିବା ସଂକ୍ରମିତଙ୍କ ଘରୁ ବର୍ଜ୍ୟବସ୍ତୁ ସଂଗ୍ରହ କରିବ ବିଏମସି। ହୋମ ଆଇସୋଲେସନରେ ଥିବା ଲୋକଙ୍କ ସହ ଭିଡିଓ ଜରିଆରେ ରୋଗୀଙ୍କୁ ପରାମର୍ଶ ଦିଆଯିବ। କରୋନା ଲକ୍ଷଣ […]
ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହା ମଧ୍ୟରେ ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ ଯେ ସାଧାରଣ ଲୋକଙ୍କ ପାଖରେ କରୋନା ଭ୍ୟାକସିନ୍ କେବେ ପହଞ୍ଚିବ। କିନ୍ତୁ ଏବେ ଭ୍ୟାକସିନକୁ ନେଇ ଆସିଛି ଆସିଛି ଦୁଃଖଦ ଖବର। ଭାରତରେ ଏବେ କୋଭିସିଲ୍ଡ ଭ୍ୟାକସିନର ଟ୍ରାଏଲକୁ ସ୍ଥଗିତ କରିଦିଆଯାଇଛି। ଆମେରିକା ଅକ୍ସଫୋର୍ଡ କମ୍ପାନୀ ଦ୍ୱାରା ପ୍ରସ୍ତୁତ କୋଭିସିଲ୍ଡ ଭ୍ୟାକସିନର ଟ୍ରାଏଲକୁ ବନ୍ଦ କରିବା ନେଇ ଘୋଷଣା କରିଛି ସେରମ୍ ଇନଷ୍ଟିଚ୍ୟୁଟ୍। ଏ ନେଇ ସେରମ୍ […]
ନୂଆଦିଲ୍ଲୀ: ଜଣାଶୁଣା ଅଭିନେତା ଓ ବିଜେପି ନେତା ପରେଶ ରାୱଲଙ୍କୁ ନ୍ୟାଶନାଲ୍ ସ୍କୁଲ୍ ଅଫ୍ ଡ୍ରାମାର (NSD) ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଖୋଦ୍ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପରେଶ ରାୱଲଙ୍କୁ ଏହି ପଦବୀରେ ନିଯୁକ୍ତି ଦେଇଛନ୍ତି। ବିଶେଷ କଥା ହେଉଛି, ପରେଶ ରାୱଲ ଏହି ଇନଷ୍ଟିଚ୍ୟୁଟରୁ ଅଧ୍ୟୟନ କରିସାରିଛନ୍ତି। ବିଜେପିର ପୂର୍ବତନ ଲୋକସଭା ସାଂସଦ ପରେଶ ରାୱଲ ଏବେ ରାଜସ୍ଥାନର ପ୍ରଖ୍ୟାତ କବି ଅର୍ଜୁନ ଦେବ ଚରଣଙ୍କ ସ୍ଥାନ ନେବେ। ଅର୍ଜୁନ ଦେବ ୨୦୧୮ରୁ […]
ଭୁବନେଶ୍ୱର: ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାର ନାଁ ନେଉନାହିଁ। ଦିନକୁ ଦିନ ଏଠାରେ ସ୍ଥିତି ସାଙ୍ଘାତିକ ହେବାରେ ଲାଗିଛି। ଆଜି ଭୁବନେଶ୍ୱର ଟାଉନ୍ରୁ ୪୬୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟିନ୍ରୁ ୧୮୫ ଓ ଲୋକାସ୍ କେସ୍ ୨୭୫ ରହିଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଟ୍ୱିଟ୍ କରି ଜଣାଇଛି। ଏହାଛଡ଼ା ଆଜି ବିଏମସିରୁ ୪୦୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in […]
ଭୁବନେଶ୍ୱର: ଆଜି ରାଜ୍ୟରେ ୨୭୦୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଏପର୍ଯ୍ୟନ୍ତ ୧ ଲକ୍ଷ ୮ ହଜାର ୧ ଜଣ ଆରୋଗ୍ୟ ଲାଭ କରି ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ କଟକ ଜିଲ୍ଲାରୁ ସର୍ବାଧିକ ୪୧୧ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୫୪, ମୟୂରଭଞ୍ଜରୁ ୨୩୩, ଗଞ୍ଜାମରୁ ୧୭୩, ନୟାଗଡ଼ରୁ ୧୫୨, […]
ଯାଜପୁର: ରାସ୍ତାରେ ଚାଲିଗଲା ଚାଲିଗଲା ମାମୁ-ଭଣଜାଙ୍କର ଜୀବନ। ଆଜି ଏମିତି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା କୁଆଖିଆ ଥାନା ଖରସ୍ରୋତା ପୋଲ ଉପରେ। ଯାଜପୁର ଜିଲ୍ଲାରେ ଘଟିଛି। କୁଆଖିଆ ଥାନା ମଧୁବନ ନଗୁଆଁ ଗାଁର ରାଜକିଶୋର ମହାନ୍ତି ନିଜର ଭଉଣୀ ଘର ଅଫସରପୁର ଗାଁକୁ ଦୁତିଆ ଓଷା ଭାର ନେଇ ଯାଉଥିଲେ। ସାଥୀରେ ଥିଲେ ଭଣଜା। ତେବେ ଖରସ୍ରୋତା ନଦୀ ବ୍ରିଜ ଉପରେ ଗୋଟିଏ ଟ୍ରକ ଉଭୟ ମାମୁ-ଭଣଜାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ […]
ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ଯୁ ମାମଲାରେ ଡ୍ରଗ୍ସ ଲିଙ୍କରେ ଗିରଫ ହୋଇଥିବା ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ଜାମିନ ଶୁଣାଣି ଆସନ୍ତାକାଲିକୁ ଘୁଞ୍ଚିଛି। ଫଳରେ ରିୟା ଆଜି ମଧ୍ୟ ମୁମ୍ବାଇର ବାଏକୁଲା ଜେଲରେ ରାତି କାଟିବେ। ରିୟାଙ୍କ ସହ ତାଙ୍କ ଭାଇ ସୋୱିକ୍ ଚକ୍ରବର୍ତ୍ତୀ, ସୁଶାନ୍ତଙ୍କ ପୂର୍ବତନ ହାଉସ୍ ମ୍ୟାନେଜର ସାମୁଏଲ ମିରାଣ୍ଡା, ଡ୍ରଗ୍ସ ଲିଙ୍କରେ ଗିରଫ ହୋଇଥିବା ଅନ୍ୟ ୩ ଅଭିଯୁକ୍ତ ଅବ୍ଦୁଲ ବସିତ, ଜାଏଦ ଭିଲାତ୍ରା ଓ ଦୀପେଶ ସାୱନ୍ତଙ୍କ ଜାମିନ ଶୁଣାଣି ଆସନ୍ତାକାଲିକୁ […]
ଭୁବନେଶ୍ୱର: ସେପ୍ଟେମ୍ୱର ୧୮ ତାରିଖରୁ ରାଜ୍ୟରେ ଡ୍ରାଇଭିଂ ଲାଇସେନ୍ସ ପାଇଁ ଦକ୍ଷତା ଟେଷ୍ଟ ଆରମ୍ଭ ହେବ। ଆଜି ରାଜ୍ୟ ପରିବହନ ପ୍ରାଧିକରଣ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହି ଟେଷ୍ଟିଂ ନିମନ୍ତେ ଅନଲାଇନ୍ ସ୍ଲଟ୍ ବୁକିଂ ସେବା ୧୪ତାରିଖ ଦିନ ୧୧ଟା ପରଠୁ କରାଯାଇପାରିବ। ମାତ୍ର ନୂଆ ଡ୍ରାଇଭିଂ ଲାଇସେନ୍ସ ଓ ଲର୍ଣ୍ଣିଂ ଲାଇସେନ୍ସ ଆବେଦନ ସେବା ବନ୍ଦ ରହିବ। ରାଜ୍ୟ ପରିବହନ ପ୍ରାଧିକରଣଙ୍କ ପକ୍ଷରୁ ଜାରି ନୋଟିସ୍ ଅନୁସାରେ, ଯେଉଁମାନଙ୍କ ଲର୍ଣ୍ଣି ଲାଇସେନ୍ସ ଅବଧି ମାର୍ଚ୍ଚ […]
ବିନିକା: ଆଜି ସକାଳ ୬ଟାରୁ ୭୨ ଘଣ୍ଟା ପର୍ଯ୍ୟନ୍ତ ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରକୁ ସଟ୍ଡାଉନ୍ ଘୋଷଣା କରାଯାଇଛି। ସଟ୍ଡାଉନ୍ ସମୟରେ ଜରୁରୀକାଳୀନ ସେବାକୁ ବାଦ୍ ଦେଲେ ସମସ୍ତ ଦୋକାନ ବଜାର ବନ୍ଦ ରହିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଗତ କିଛି ଦିନ ହେଲା ବିନିକା ସହରରେ କରୋନା ପଜିଟିଭ୍ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ସଂକ୍ରମଣକୁ ରୋକିବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ସୁବର୍ଣ୍ଣପୁର ଜିଲ୍ଲାରେ ଦିନକୁ ଦିନ କାୟା ବିସ୍ତାର କରି ଚାଲିଛି […]
ନୂଆଦିଲ୍ଲୀ: ଆଜି ବାହାରି ପାରେ JEE (Main)ରେଜଲ୍ଟ। ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି(NTA) ଦ୍ୱାରା ପରିଚାଳିତ ଏହି ପରୀକ୍ଷାର ରେଜଲ୍ଟ ଆଜି ବାହାରିବ ବୋଲି ଆଶା କରାଯାଉଛି। ଛାତ୍ରଛାତ୍ରୀମାନେ jeemain,nta.nic.in ୱେବ୍ସାଇଟ୍କୁ ଯାଇ ରେଜଲ୍ଟ ଜାଣିପାରିବେ। (JEE) Main ରେଜଲ୍ଟ ବାହାରିବାର ଗୋଟିଏ ଦିନ ପରେ JEE (Advanced) ରେଜଲ୍ଟ ବାହାରିପାରେ। ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀମାନେ NIT, IIIT ସମେତ ଅନ୍ୟ ଶିକ୍ଷାନୁଷ୍ଠାନରେ ଆଡମିଶନ୍ ପ୍ରକ୍ରିୟାରେ ଭାଗ ନେଇପାରିବେ। ଲକ୍ଡାଉନ୍ ଯୋଗୁ ପରୀକ୍ଷା ବାତିଲ ହୋଇଥିଲା। ତେବେ […]
କଟକ: ସାଂସଦ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ଘଟଣାକୁ ନେଇ ଗତକାଲି ପ୍ରୋଟେକ୍ସନ୍ ଅଫ ହ୍ୟୁମାନ୍ ରାଇଟ୍ସ କମିଶନ ସଦସ୍ୟା ଅନୁଭବଙ୍କ ଘରେ ପହଞ୍ଚି ବିବାଦର ସମାଧାନ କରିବା ଲାଗି ଉଭୟେ ପତି, ପତ୍ନୀଙ୍କ ସହ ଆଲୋଚନା କରିଥିଲେ। ବର୍ଷା ଓ ଅନୁଭବଙ୍କ ସହିତ ଆଲୋଚନା ପରେ ସକରାତ୍ମକ ଉତ୍ତର ମିଳିଥିବା ମହିଳା ସଦସ୍ୟ ଟିମ୍ କହିଥିଲେ। ତେବେ କମିଶନ ସଦସ୍ୟାଙ୍କ ସହ ଆଲୋଚନା ପରେ ଅନୁଭବ ଏକ ଟ୍ୱିଟ୍ କରିଛନ୍ତି। ଟ୍ୱିଟ୍ କରି […]
ମୁମ୍ବାଇ: ବଲିଉଡ୍ ଖିଲାଡି ଷ୍ଟାର ଅକ୍ଷୟ କୁମାରଙ୍କ ଫିଟ୍ନେସ୍କୁ ଅଧିକାଂଶ ଲୋକ ପସନ୍ଦ କରିଥାନ୍ତି। କାରଣ ୫୩ ବର୍ଷ ବୟସରେ ବି ସେ ପୂରାପୂରି ଫିଟ୍ ଦେଖାଯାଉଛନ୍ତି। ଫିଟ୍ନେସ୍କୁ ନେଇ ଅକ୍ଷୟ ମଧ୍ୟ ସବୁବେଳେ ସତର୍କ ଥାଆନ୍ତି। ଏସବୁ ଭିତରେ ତାଙ୍କର ଫିଟ୍ନେସ୍କୁ ନେଇ ଏକ ରାଜ୍ ଏବେ ସାମ୍ନାକୁ ଆସିଛି। ପ୍ରତ୍ୟେକ ଦିନ ଅକ୍ଷୟ ଗୋମୂତ୍ର ପିଅନ୍ତି। ଏକ ଲାଇଭ୍ ଚାଟ୍ ସମୟରେ ଏଭଳି କିଛି ଖୁଲାସା କରିଛନ୍ତି ନିଜେ ଅକ୍ଷୟ। ଆୟୁର୍ବେଦିକ କାରଣ ଯୋଗୁ […]
ଭୁବନେଶ୍ୱର: ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର ଆଭ୍ୟନ୍ତରୀଣ ଓ ଉପକୂଳ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ। କୋରାପୁଟ, ମାଲକାନଗିରି, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ାରେ ସେପ୍ଟେମ୍ବର ୧୨ ଓ ୧୩ ତାରିଖରେ ପ୍ରବଳ ବର୍ଷା […]
ଭୁବନେଶ୍ୱର: ମିକ୍ସର ଗ୍ରାଇଣ୍ଡରର ଜାର୍ ଭିତରେ ଫସିଗଲା ଢମଣା ସାପ। ଗତକାଲି ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ୍ ଅନ୍ତର୍ଗତ ବଗଡ଼ିଆ ଗାଁରେ ଏଭଳି କିଛି ଘଟଣା ଦେଖିବାକୁ ମିଳିଥିଲା। ଗାଁର ଜଣେ ବ୍ୟକ୍ତିଙ୍କ ଅଗଣାରେ ଖରାପ ହୋଇଯାଇଥିବା ଏକ ମିକ୍ସର ଗ୍ରାଇଣ୍ଡରର ଜାର୍ ରଖାଯାଇଥିଲା। ତେବେ ଏହା ଭିତରେ ଏକ ଢମଣା ସାପ ଫସି ଯାଇଥିବା ପରିବାର ଲୋକେ ଦେଖିବାକୁ ପାଇଥିଲେ। ଏହାପରେ ସ୍ନେକ୍ ହେଲ୍ପ୍ଲାଇନ୍କୁ ଖବର ଦେଇଥିଲେ। ଖବର ପାଇ ସ୍ନେକ୍ ହେଲ୍ପ୍ଲାଇନ୍ ସଦସ୍ୟ ହିମାଂଶୁ […]
ନୂଆଦିଲ୍ଲୀ: ଦେଶରେ ମାଡ଼ି ଚାଲିଛି କରୋନା । ଗତ ୨୪ ଘଣ୍ଟାରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ଦିନକରେ ୯୬,୫୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ୨୪ ଘଣ୍ଟାରେ ୧,୨୦୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୭୬,୨୭୧କୁ ଛୁଇଁଛି। ଆଜିର ତଥ୍ୟ ଅନୁସାରେ, ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫ ଲକ୍ଷ ୬୨ ହଜାର ୪୧୫କୁ ବୃଦ୍ଧି ପାଇଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ […]
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୯୯୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୩,୯୯୬ ଆକ୍ରାନ୍ତଙ୍କ ମଧ୍ୟରୁ ୨,୩୫୯ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୬୩୭ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୬୦୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୧୧୭ରେ […]
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୪ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ୪, ପୁରୀରୁ ୩, ମୟୂରଭଞ୍ଜରୁ ୨, ଖୋର୍ଦ୍ଧା, କଟକ, କଳାହାଣ୍ଡି, କୋରାପୁଟ, ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୦୫ ହୋଇଛି। ପଢ଼ନ୍ତୁ: ୨୪ ଘଣ୍ଟାରେ ୩,୯୯୬ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ଘରୋଇ ଇଂରାଜୀ ଓ ଓଡ଼ିଆ ମିଡିୟମ ସ୍କୁଲ ଛାତ୍ରଛାତ୍ରୀଙ୍କ ସ୍କୁଲ ଫି’ ୩୦% ଛାଡ୍ ହୋଇପାରେ। କରୋନା ଯୋଗୁ ପ୍ରାୟ ୬ ମାସରୁ ଅଧିକ ସମୟ ଧରି ସ୍କୁଲ ବନ୍ଦ ରହିଥିବାବେଳେ ସ୍କୁଲ ଫି’କୁ ନେଇ ବିବାଦ ଲାଗି ରହିଥିଲା। ତେବେ ଉଭୟ ପକ୍ଷଙ୍କୁ ନେଇ ବୈଠକରେ ପ୍ରାୟ ୩୦ ପ୍ରତିଶତ ସ୍କୁଲ ଫି’ ଛାଡ୍ ହୋଇପାରେ ବୋଲି ସମାଧାନ ହୋଇଥିବା ଜଣାପଡ଼ିଛି। ଏ ନେଇ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ହୋଇନଥିଲେ ମଧ୍ୟ ସର୍ବାଧିକ ୩୦% […]
ନୂଆଦିଲ୍ଲୀ: ଦୀର୍ଘ ୪ ମାସର ବିବାଦ ପରେ ଭାରତ ଓ ଚୀନ୍ ଏଥିରେ ପୂର୍ଣ୍ଣଛେଦ ପକାଇବାକୁ ଉଦ୍ୟମ କରିଛନ୍ତି । ଏଥିଲାଗି ପଞ୍ଚସୂତ୍ରୀ ସହମତି ପ୍ରକାଶ କରିଛନ୍ତି ଦୁଇ ଦେଶ । ରୁଷର ମସ୍କୋରେ ଅନୁଷ୍ଠିତ ଏସିିଓ ବୈଦେଶିକ ବ୍ୟାପାର ମନ୍ତ୍ରୀସ୍ତରୀୟ ବୈଠକରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଓ ଚୀନ୍ ପ୍ରତିପକ୍ଷ ଓ୍ୱାଙ୍ଗ ୟି ଦୁଇ ଘଣ୍ଟା ଧରି ଆଲୋଚନା କରି ସୀମାରେ ଦେଖାଦେଇଥିବା ଉତ୍ତେଜନା ହ୍ରାସ କରିବାକୁ ପଞ୍ଚସୂତ୍ରୀ ସହମତି ପ୍ରକାଶ କରିଛନ୍ତି। […]