ପୂରା ଓଡ଼ିଶାରେ କିଏ କେଉଁ ଦଳରୁ ପ୍ରାର୍ଥୀ ହୋଇଛନ୍ତି ତାହା ଜାଣିବାକୁ ଅନେକଙ୍କ ଆଗ୍ରହ ଥାଏ। ଆପଣ ଯଦି ଓଡ଼ିଶାର ବିଧାନସଭା ଓ ଲୋକସଭା ପ୍ରାର୍ଥୀଙ୍କୁ ଜାଣିବାକୁ ଚାହୁଁଛନ୍ତି ତେବେ ଦେଖନ୍ତୁ।
୯ଟା ସୁଦ୍ଧା ୯.୨୫% ମତଦାନ ରେକର୍ଡ କରାଯାଇଛି । କୋରାପୁଟରେ ସର୍ବାଧିକ ୧୩.୧୨ % ଭୋଟିଂ ହୋଇଥିବା ବେଳେ ଗଞ୍ଜାମରେ ସର୍ବନିମ୍ନ ୬.୮୧ % ଭୋଟିଂ ହୋଇଛି।
ମୌଳିକ ସମସ୍ୟା ସମାଧାନ ଦାବିରେ ନାରାୟଣପାଟଣାରେ ଭୋଟ୍ ବର୍ଜନ କରିଛନ୍ତି ଭୋଟର। ଲକ୍ଷ୍ମୀପୁର ନାରାୟଣପାଟଣା ବ୍ଲକ ୧୭୩ ନମ୍ବର ବୁଥରେ ଭୋଟ ବର୍ଜନ କରିଛନ୍ତି ।
ଆନ୍ଧ୍ରପ୍ରଦେଶର ୨୫ଟି ଆସନ, ତେଲେଙ୍ଗାନାର ୧୭, ଉତ୍ତରପ୍ରଦେଶର ୧୩, ମହାରାଷ୍ଟ୍ରର ୧୧ ଏବଂ ପଶ୍ଚିମବଙ୍ଗ ଓ ମଧ୍ୟପ୍ରଦେଶର ୮ଟି ଲେଖାଏଁ ସଂସଦୀୟ କ୍ଷେତ୍ରରେ ହେଉଛି ଭୋଟ ଗ୍ରହଣ । ଏଥିସହ ବିହାରର ୫, ଛାଡ଼ଖଣ୍ଡର ୪, ଓଡ଼ିଶାର ୪ ଏବଂ ଜାମ୍ମୁ କାଶ୍ମୀରର ଗୋଟିଏ ଆସନରେ ମତଦାନ କରୁଛନ୍ତି ଜନତା ।
ବ୍ରହ୍ମପୁର ନିର୍ବାଚନୀ ରଣାଙ୍ଗନରେ ସବୁଠୁ ଅଧିକ ରଥି-ମହାରଥି। ଗଞ୍ଜାମର ପୁରୁଖା ନେତା ପ୍ରଦୀପ ପାଣିଗ୍ରାହୀ ବିଜେପିରୁ ସାଂସଦ ପ୍ରାର୍ଥୀ ହୋଇଥିବା ବେଳେ ତାଙ୍କ ବିପକ୍ଷରେ ଅଛନ୍ତି ବିଜେପିରୁ ବିଜେଡିକୁ ଆସିଥିବା ଭୃଗୁ ବକ୍ସିପାତ୍ର ।
ପ୍ରଥମ ପର୍ଯ୍ୟାୟରେ ଭୋଟ ପାଇଁ ୭ ହଜାର ୩୦୩ ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର କରାଯାଇଛି । ୭୧୫ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ବାରା ପରିଚାଳିତ ହେଉଛି।
ସୈାର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ସୋମବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଆପଣ ବିବାହିତ ହୋଇ ଏକାଠି ରହୁଛନ୍ତି କିନ୍ତୁ ଆପଣଙ୍କ ପାର୍ଟନର ସହ ଭଲ ପଡୁନି। ଆପଣଙ୍କ ଯଦି ଯୋଗାଯୋଗରେ ଉନ୍ନତି ଆଣିବାକୁ ଚାହୁଁଛନ୍ତି, ତେବେ କିଛି ଜିନିଷକୁ ଧ୍ୟାନରେ ରଖିବା ଜରୁରୀ। ତେବେ କେଉଁସବୁ କଥା ଉପରେ ବିଶେଷ ଧ୍ୟାନ ଦେବାକୁ ପଡିବ ଆସନ୍ତୁ ଜାଣିବା।
ରାଜଧାନୀର ୧୦ ହସ୍ପିଟାଲକୁ ଆସିଛି ଧମକପୂର୍ଣ୍ଣ ଇମେଲ୍ । IGI ଏୟାରପୋର୍ଟରେ ବୋମା ଗୁଜବ ପରେ ହଇଚଇ ।
ଡବଲ ହେବ ଧାନର ମୂଲ୍ୟ । ୩୧ ଶହ ଟଙ୍କାରେ ଚାଷୀ ବିକିବେ ଧାନ । ପଶ୍ଚିମଓଡ଼ିଶାର ବଲାଙ୍ଗୀର ଓ ବରଗଡ ସଭାରେ ଓଡ଼ିଶାର ଚାଷୀଙ୍କୁ ମୋଦିଙ୍କ ଏ ଗ୍ୟାରେଣ୍ଟିକୁ ନେଇ ଚର୍ଚ୍ଚା ।
ବିଜେପିର ଫୋକସରେ ଓଡ଼ିଶା । ଖାଲି ଅଧିକ ସଂଖ୍ୟକ ସାଂସଦ ନୁହନ୍ତି, ରାଜ୍ୟରେ ଶାସନ ଗାଦି ବି ଆବଶ୍ୟକ । ଆଉ ସେଥିପାଇଁ ଖୋଦ୍ ପିଏମ୍ ମୋଦି ବନିଛନ୍ତି ଚେହେରା ।
ସକାଳ ୭ରୁ ଭୋଟିଂ, ପ୍ରସ୍ତୁତ ବୁଥ୍ ଓ ପୋଲିଂ କର୍ମଚାରୀ । ମାଓ ପ୍ରଭାବିତ ଓ ସୀମା ଅଞ୍ଚଳରେ କଡ଼ା ସୁରକ୍ଷା ବ୍ୟବସ୍ଥା ।
କୋରାପୁଟରେ ସପ୍ତଗିରି-କୌଶଲ୍ୟା-କାଳୀରାମ ମୁହାଁମୁହିଁ । ନୂଆପଡ଼ାରୁ ଲଢୁଛନ୍ତି ପିସିସି ମୁଖିଆ ଶରତ ପଟ୍ଟନାୟକ ।
ନିରପେକ୍ଷ ତଦନ୍ତକୁ ନେଇ ପ୍ରଶ୍ନ, ପୋଲିସ ଚୁପ୍ । ଗଣଦୁଷ୍କର୍ମକୁ ନେଇ ଠିକ୍ ନୁହେଁ ରାଜନୀତି କହିଲା ବିଜେଡି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟ ଉପରେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି, ଓଡ଼ିଶାରେ ସରକାର ପରିବର୍ତ୍ତନ ପାଇଁ ରାସ୍ତା ଫିଟିସାରିଛି ।
ଜଣେ ବୟସ୍କଙ୍କ ସହ ଏଭଳି ଅପମାନକୁ ଅଣଦେଖା ନକରନ୍ତୁ । ରାଜ୍ୟବାସୀ ଓ ଗଣମାଧ୍ୟମକୁ ବୈଜୟନ୍ତଙ୍କ ଅପିଲ୍ ।
ବାଇକ୍ ରାଲି ସହ ଜନସଭାରେ ଯୋଗ ଦେବେ ରାହୁଲ ଗାନ୍ଧି । କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଗସ୍ତକୁ ନେଇ ସୂଚନା ଦେଇଛନ୍ତି ବଲାଙ୍ଗିର କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ।
ଆପଣ ଯଦି ITI ପାଶ୍ କରିଛନ୍ତି ଏବଂ NHPC ଲିମିଟେଡ୍ରେ ଚାକିରି ଖୋଜୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଭଲ ସୁଯୋଗ। ଏନେଇ ଟନକପୁର ପାୱାର ଷ୍ଟେସନ ପାଇଁ NHPC ଲିମିଟେଡ୍ ନିଯୁକ୍ତି ବିଜ୍ଞାପନ ପ୍ରକାଶ କରିଛି। ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି।
‘ରାହୁଲ ବାବା, ଯଦି ଆପଣ ପରମାଣୁ ବୋମାକୁ ଡରିବାକୁ ଚାହାଁନ୍ତି, ତେବେ ଡରନ୍ତୁ। ଆମେ ଭୟଭୀତ ନୁହଁ। ପାକିସ୍ତାନ ଅଧିକୃତ କାଶ୍ମୀର ଭାରତର ଅଟେ ଏବଂ ଆମେ ଏହାକୁ ଫେରାଇ ଆଣିବୁ’ ବୋଲି କହିଛନ୍ତି ଶାହ ।
ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ, ଆମ୍ବକୁ ବଜାରରୁ ଆଣିବା ପରେ ଏହାକୁ ସଠିକ ଭାବେ ଧୋଇ କରି ଖାଆନ୍ତୁ । କାରଣ ସାଧାରଣତଃ ଆମ୍ୱ ପଚାଇବାକୁ କ୍ୟାଲସିୟମ୍ କାର୍ବାଇଡ୍ ନାମକ ଏକ ରାସାୟନିକ ପଦାର୍ଥର ବ୍ୟବହାର କରାଯାଏ ।
ପୁରୀରେ ୨୦ ତାରିଖରେ ରୋଡ୍ ସୋ’ କରିବେ ପ୍ରଧାନମନ୍ତ୍ରୀ । ସେହିଦିନ ଅନୁଗୁଳ ଓ କଟକରେ ବିଶାଳ ଜନସଭାରେ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ।
ବ୍ରହ୍ମପୁରରେ ଯୁକ୍ତ ୨ ଛାତ୍ରୀଙ୍କୁ ନିଶା ଦେଇ ଗଣଦୁଷ୍କର୍ମ ଅଭିଯୋଗ ମାମଲା । ପୋଲିସ ଜାଣିଶୁଣି ବିଜେଡି ଛାତ୍ରନେତାଙ୍କୁ ଛାଡ଼ି ଦେଇଥିବା ଅଭିଯୋଗ ଆଣିଛି ବିଜେପି ।
ଏଥିପାଇଁ ମୁତୟନ ହୋଇଛନ୍ତି ୧୭ ହଜାର ପୋଲିସ ଫୋର୍ସ ୧୦୪ କମ୍ପାନୀ ଅର୍ଦ୍ଧସାମରିକ ବାହିନୀ ମୁତୟନ ହୋଇଛନ୍ତି ।
ଏବେ 'ହିରାମଣ୍ଡି’ର ପୁରା ଷ୍ଟାର୍ କାଷ୍ଟ୍ 'ଦି ଗ୍ରେଟ୍ ଇଣ୍ଡିଆନ୍ କପିଲ୍ ସୋ'ରେ ନଜର ଆସିଥିଲେ। ଏହି ସମୟରେ କପିଲ ଶର୍ମା ସୋନାକ୍ଷୀ ସିହ୍ନାଙ୍କୁ ବିବାହକୁ ନେଇ ଏକ ପ୍ରଶ୍ନ ପଚାରିଥିଲେ, ଯାହାକୁ ସେ ଏକ ମଜାଳିଆ ଢଙ୍ଗରେ ଉତ୍ତର ଦେଇଥିଲେ।
ଆଜି ଆମେ ମାଛର ଏକ ଦେଶୀ ଶୈଳୀରେ ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିର ନାଁ ହେଉଛି ‘ଇଲିସି ମାଛ ଟକ୍’। ଏହି ରେସିପିଟିକୁ ଆମେ ଅତି ସହଜ ଓ ଦେଶୀ ଉପାୟରେ ବନେଇ ପାରିବା । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।