• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest News

pari
ମନ୍ତ୍ରୀ କହିଲେ ପରୀକୁ ହତ୍ୟା କରାଯାଇଛି; କ୍ରାଇମବ୍ରାଞ୍ଚ ତଦନ୍ତ କରିବ

ଭୁବନେଶ୍ୱର: ନୟାଗଡ଼ ପରୀ ହତ୍ୟା ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିଷ୍ପତ୍ତି ନେଲେ ସରକାର।ଏନେଇ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କ ସୂଚନା ଦେଇଛନ୍ତି। ମାମଲାରେ ଏଯାବତ ୩୪ ଜଣଙ୍କୁ ଜେରା କରାଯାଛି ବୋଲି ଆଜି ସେ ଗୃହରେ ସେ ସୂଚନା ଦେଇଛନ୍ତି। ଏଥିସହିତ ପରୀକୁ ଅପହରଣ ପରେ ହତ୍ୟା କରାଯାଇଥିବା ସେ ସ୍ପଷ୍ଟ କରିଛନ୍ତି। ମନ୍ତ୍ରୀ ଗୃହରେ ଦେଇଥିବା ସୂଚନା ଅନୁସାରେ, ଯଦୁପୁରର ଅଶୋକ ସାହୁ ତାଙ୍କ ଝିଅ ନିଖୋଜ ଥିବା ଥାନାକୁ ଜଣାଇଥିଲେ। ଅଭିଯୋଗ […]

1
ଏହି ରାଜ୍ୟରେ ଡିସେମ୍ୱର ୧ରୁ ଲାଗୁ ହେବ ରାତ୍ରିକାଳୀନ କର୍ଫ୍ୟୁ

ନୂଆଦିଲ୍ଲୀ: କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ପଞ୍ଜାବରେ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରାଯିବ। ଏ ନେଇ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍‌ଟେନ୍‌ ଅମରିନ୍ଦର ସିଂ ନିର୍ଦ୍ଦେଶ ଦେଇଛନ୍ତି। ଏହି କର୍ଫ୍ୟୁ ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ବଳବତ୍ତର ରହିବ। ରାଜ୍ୟରେ କୋଭିଡ୍‌ ସଂକ୍ରମଣ ବଢୁଥିବାରୁ ଆଇନ୍‌କୁ କଡ଼ାକଡ଼ି କରାଯାଇଛି। ପୂର୍ବରୁ ରହିଥିବା ଫାଇନ୍‌କୁ ବଢ଼ାଇ ୧ ହଜାର ଟଙ୍କା କରାଯାଇଥିବା ବେଳେ ଏହି ନିୟମ ଆସନ୍ତା ମାସ ଡିସେମ୍ୱର ୧ ତାରିଖରୁ ଲାଗୁ ହେବା ନେଇ ଅମରିନ୍ଦର […]

Enp69FqUYAQ1ze8
'ଆପୋଷ ବୁଝାମଣାରେ ସମାଧାନ ହେବ ସୀମା ବିବାଦ'

ଭୁବନେଶ୍ୱର: ବିଧାନସଭାରେ ଆନ୍ଧ୍ର-ଓଡ଼ିଶା ସୀମା ବିବାଦ ପ୍ରସଙ୍ଗରେ ଉତ୍ତର ରଖିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି। ଏହି ପ୍ରସଙ୍ଗରେ ଆଜି ଗୃହରେ ପ୍ରାରମ୍ଭିକ ବିବୃତି ରଖି କହିଛନ୍ତି ଯେ କୋରାପୁଟ ଜିଲ୍ଲା ଓ ଆନ୍ଧ୍ରପ୍ରଦେଶର କିଛି ଜିଲ୍ଲା ମଧ୍ୟରେ ସୀମା ବିବାଦ ରହିଛି। ଆପୋଷ ବୁଝାମଣା ମଧ୍ୟରେ ସୀମା ଚିହ୍ନଟ କରାଯିବ। ୨୧ଟି ଗାଁ ରେ ଏହି ସମସ୍ୟା ରହିଛି ଯେଉଁଠି ରାଜ୍ୟ ସରକାର ସବୁ ପ୍ରକାର ସୁବିଧା ଯୋଗାଇଛନ୍ତି ବୋଲି ମନ୍ତ୍ରୀ […]

maharastra
୧୬ ଜଣ ଛାତ୍ରଛାତ୍ରୀ ଉଦ୍ଧାର: ମାଷ୍ଟ୍ରେ କରାଉଥିଲେ ଏହି କାମ

ସୁନ୍ଦରଗଡ: ସୁନ୍ଦରଗଡ଼ ଜିଲ୍ଲା ନୂଆଗାଁ ବ୍ଲକ୍ ହଟବାଡି ଅଂଚଳରୁ ୧୬ ଜଣ ଛାତ୍ରଛାତ୍ରୀ ଉଦ୍ଧାର କରାଯାଇଛି। ଏମାନଙ୍କୁ ପାଠ ପଢାଇବା ବାହାନାରେ ଜଣେ ସ୍କୁଲ ଶିକ୍ଷକ ତାଙ୍କ ବସ୍ତା ତିଆରି ଫ୍ୟାକ୍ଟ୍ରି କାମରେ ଲଗାଉଥିଲେ। ଏନେଇ ଖବର ପାଇବା ପରେ ବିଶ୍ରା ଚାଇଲଡ ଲାଇନ ଅଧିକାରୀ ଓ ବିଶ୍ରା ପୋଲିସ ଚଢଉ କରି ନାବାଳକମାନଙ୍କୁ ଉଦ୍ଧାର କରିଛନ୍ତି। ଉଦ୍ଧାର ହୋଇଥିବା ସମସ୍ତ ପିଲାଙ୍କୁ ବିଶ୍ରା ଚାଇଲଡ୍ ଲାଇନ୍‌ରେ ରଖାଯାଇଛି। ଆନ୍ୟପକ୍ଷରେ ପିଲାମାନଙ୍କୁ କାମ କରାଉଥିବା ଶିକ୍ଷକ ଫେରାର […]

unlocke
କରୋନା ନୂଆ ଗାଇଡଲାଇନ୍‌; କଣ ସବୁ ଖୋଲିବ ଜାଣନ୍ତୁ

ନୂଆଦିଲ୍ଲୀ: ଡିସେମ୍ବର ମାସ ପାଇଁ ଗାଇଡଲାଇନ ଜାରି କଲା ଗୃହ ମନ୍ତ୍ରାଳୟ। ଏଥଅ କରୋନା ମୁକାବିଲା ପାଇଁ ସୁରକ୍ଷା ଉପରେ ଗାଇଡଲାଇନରେ ଅଧିକ ଗୁରୁତ୍ୱ ଦିଆଯାଇଛି। କଣ୍ଟେନମେଣ୍ଟ ଗାଇଡଲାଇନକୁ କଡ଼ାକଡ଼ି ମାନିବାକୁ ପରାମର୍ଶ ଦିଆଯାଇଛି। କଣ୍ଟେନମେଣ୍ଟ ଜୋନ୍‌ରେ କେବଳ ଅତି ଜରୁରୀ କାର୍ଯ୍ୟକୁ ଅନୁମତି ମିଳିବ। କଣ୍ଟେନମେଣ୍ଟ ଜୋନରେ ଘରକୁ ଘର ବୁଲି ସର୍ଭେଲାନ୍ସ କରାଯିବ। ପ୍ରୋଟୋକଲ ଅନୁସାରେ ଟେଷ୍ଟିଂ ଓ କଣ୍ଟାକ୍ଟ ଟ୍ରେସିଂକୁ ବି ଗୁରୁତ୍ୱ ଦିଆଯାଇଛି। ପରିସ୍ଥିତି ଦେଖି ସ୍ଥାନୀୟ କର୍ତ୍ତୃପକ୍ଷ ନାଇଟ କର୍ଫ୍ୟୁ […]

2
ଓସ୍କାର ଆୱାର୍ଡ ଦୌଡ଼ରେ ସାମିଲ୍‌ ହେଲା ଜଲିକଟ୍ଟୁ

୨୬ଟି ଫିଲ୍ମକୁ ପଛରେ ପକାଇ ଓସ୍କାର ଦୌଡ଼ରେ ସାମିଲ୍‌

waheed
ଆତଙ୍କବାଦୀଙ୍କ ସହିତ ସମ୍ପର୍କ ନେଇ ପିଡିପି ନେତା ଗିରଫ: ମେହବୁବା କହିଲେ ବ୍ଲାକ୍‌ମେଲ୍

ଶ୍ରୀନଗର: ଆତଙ୍କବାଦୀ ସହିତ ସମ୍ପର୍କ ନେଇ ପିଡିପି ଯୁବମୋର୍ଚ୍ଚା ଅଧ୍ୟକ୍ଷ ୱାହୀଦ ଉର ରେହମାନ ପାର୍‌ରାଙ୍କୁ ବୁଧବାର ଗିରଫ କରିଛି ଜାତୀୟ ତଦନ୍ତକାରୀ ସଂସ୍ଥା ଏନ୍‌ଆଇଏ (ନ୍ୟାସ୍‌ନାଲ୍‌ ଇନ୍‌ଭେଷ୍ଟିଗେସନ ଏଜେନ୍ସି)। ଏହି ମାମଲାରେ ପୂର୍ବରୁ ନିଲମ୍ବିତ ଓ ହୋଇଥିବା ଏସ୍‌ପି ଦବିନ୍ଦରଙ୍କ ସହିତ ତାଙ୍କର ସମ୍ପର୍କ ଥିବା ଜଣାପଡ଼ିବା ପରେ ଗତ ଦୁଇଦିନ ହେଲା ୱାହୀଦଙ୍କୁ ଦିଲ୍ଲୀସ୍ଥିତି ମୁଖ୍ୟାଳୟରେ ପଚରାଉଚରା କରାଯାଇଥିଲା। ଶେଷରେ ଆଜି ତାଙ୍କୁ ଗିରଫ କରାଯାଇଛି। ଏହି ମାମଲାରେ ପ୍ରଥମ ରାଜନେତା ଭାବେ ୱାହୀଦ […]

7
ଗୋଡ଼ାଇ ଗୋଡ଼ାଇ ୩ ଜଣଙ୍କୁ କାମୁଡ଼ିଲା ବାଘ

ଆସାମ: ଆସାମର ସୋନତିପୁରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗୋଟିଏ ବାଘ ତିନି ଜଣ ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଛି। ଯାହାର ଭିଡିଓ ଏବେ ସୋଶିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ଏହି ଘଟଣା ସୋନିତପୁର ଜିଲ୍ଲାର ତେଜପୁର ସହରର ବୋର୍ଗୁରୀ ନାପାମ ଅଞ୍ଚଳରେ ଘଟିଛି। ଗତ ମଙ୍ଗଳବାର ଦିନ ଗୋଟିଏ ବାଘ ପାଖ ଜଙ୍ଗଲରୁ ଗାଁ ଭିତରକୁ ପଶି ଆସି ଥିଲା। ଲୋକମାନେ ବାଘଟିକୁ ଘଉଡ଼ାଇବାକୁ ଚେଷ୍ଟା କରିଥିଲେ। କିନ୍ତୁ ବାଘଟି ଜଙ୍ଗଲକୁ […]

nurse
କରୋନାର ଏମିତି ପ୍ରଭାବ; ୮ ମାସରେ ବଦଳିଗଲା ନର୍ସଙ୍କ ଚେହେରା

ୱାଶିଂଟନ: କରୋନା ଭାଇରସ ସାରା ବିଶ୍ୱର ନରହତ୍ୟା ଚଳାଇଥିବା ବେଳେ କରୋନାକୁ ଦମନ କରିବାରେ ଲାଗିପଡ଼ିଥିବା ସ୍ୱାସ୍ଥ୍ୟକର୍ମୀମାନେ କେତେ ଯେ କଷ୍ଟ ସହୁଛନ୍ତି ତାର ଅନେକ ନିଦର୍ଶନ ଦେଖିବାକୁ ମିଳୁଛି। ଆମେରିକାର ଜଣେ ନର୍ସ ଏହାର ଏକ ଉତ୍ତମ ଉଦାହରଣ। ଆମେରିକାର ଟେନେସୀ ରାଜ୍ୟରେ ଏକ ନର୍ସ ଦୀର୍ଘ ୮ ମାସ ହେଲା କରୋନା ରୋଗୀଙ୍କ ଚିକିତ୍ସାରେ ଲାଗିଛନ୍ତି। ସିଏ ସିନା ଚିକିତ୍ସାରେ ଲଗିଛନ୍ତି, ହେଲେ କରୋନା ପ୍ରଭାବରୁ ନିଜେ ବର୍ତ୍ତିପାରି ନାହାନ୍ତି। ଏଇ ୮ ମାସ […]

jaga-kalia-2-1
ଯୋଡ଼ାମୁଣ୍ଡ ଶିଶୁ କାଳିଆର ଅବସ୍ଥା ସଂକଟାପନ୍ନ

କଟକ: କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ କାଳିଆ ଅବସ୍ଥା ସଂକଟାପନ୍ନ। କଟକ ଏସ୍‌ସିବିରେ ଚିକିତ୍ସାଧୀନ ଥିବା କାଳିଆ ସଂକଟାପନ୍ନ ଥିବା ଏସ୍‌ସିବି ଅଧୀକ୍ଷକ ଡା. ଲୁସି ଦାସଙ୍କ ସୂଚନା ଦେଇଛନ୍ତି। ୨୦୧୭ ଜୁଲାଇ ୧୪ ତାରିଖରେ କନ୍ଧମାଳ ଜିଲ୍ଲା ମିଲୁପଡ଼ା ଗାଁର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କୁ ଦିଲ୍ଲୀ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ପରେ ଅଭିଜ୍ଞ ଡାକ୍ତରୀ ଟିମ୍ ଦ୍ୱାରା ସଫଳତାର ସହ ଅସ୍ତ୍ରୋପଚାର କରି ଦୁଇ ଶିଶୁଙ୍କୁ ଅଲଗା କରାଯାଇଥିଲା। ଚିକିତ୍ସା ପରେ ଦୁଇ ଭାଇ ଆରୋଗ୍ୟ ଲାଭ […]

kalia
ଯୋଡ଼ାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ

କଟକ: ସିଏ ବଞ୍ଚୁ, ଏକଥା ସମସ୍ତେ ଚାହୁଁଥିଲେ। ଯୋଡ଼ାମୁଣ୍ଡ ଶିଶୁ କାଳିଆ ଓ ବଳିଆ ପାଇଁ ମଙ୍ଗଳ କାମନା କରି ଦୀପା ଜାଳିଥିଲା ସାରା ଓଡ଼ିଶା। ହେଲେ ବଞ୍ଚିବାର ଆଶା ନେଇ ଦୀର୍ଘଦିନର କାଳ ସହିତ ଯୁଦ୍ଧ କରୁଥିବା କାଳିଆ ଶେଷରେ ହାରିଯାଇଛି। ସମସ୍ତଙ୍କୁ ଛାଡ଼ି ସବୁଦିନ ପାଇଁ ଚାଲିଯାଇଛି ଆରପାରିକୁ। କାଳିଆର ମୃତ୍ୟୁ ନେଇ କଟକ SCBର ଜରୁରିକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା ସୂଚନା ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ମଧ୍ୟ ଏନେଇ […]

11
ସମୁଦ୍ର କୂଳରେ ପଡ଼ି ମରିଗଲେ ୧୦୦ ଡଲ୍‌ଫିନ୍‌ ଓ ତିମି

ନ୍ୟୁଜ୍‌ଲାଣ୍ଡ: ନ୍ୟୁଜ୍‌ଲାଣ୍ଡର ଏକ ସମୁଦ୍ର କୂଳରେ ଆଜି ୧୦୦ରୁ ଅଧିକ ଡଲ୍‌ଫିନ୍‌ ଓ ତିମି ମାଛ ମିରି ପଡ଼ିଥିବାର ଦେଖିବାକୁ ମିଳିଛି।ଏହି ସାମୁଦ୍ରିକ ଜୀବଗୁଡ଼ିକର ମୃତ ଦେହ ନ୍ୟୁଜ୍‌ଲାଣ୍ଡର ପୂର୍ବତଟରୁ ୮୦୦ କିଲୋମିଟର ଦୂର ଚାଥମ ଦ୍ୱିପରେ ପଡ଼ିଥିବା ଏକ ଗଣମାଧ୍ୟମ ରିପୋର୍ଟରୁ ଜଣାପଡ଼ିଛି। ମାଛ ଗୁଡ଼ିକ କୂଳକୁ ଆସି ବାଲିରେ ଲାଖି ଯାଇଥିଲେ। ଯାହାଫଳରେ ସେମାନେ ସମୁଦ୍ରକୁ ଫେରିପାରିନଥିଲେ ଏବଂ ଏ ଖବର ଦ୍ୱିପରେ ବାସ କରୁଥିବା ଲୋକ ମାନେ ଜାଣିବା ପୂର୍ବରୁ ମାଛମାନଙ୍କର ମୃତ୍ୟୁ […]

odisha-coronavirus
ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୭୨୮ ଆକ୍ରାନ୍ତ

ଭୁବନେଶ୍ୱର: ଦିନକରେ କରୋନାରୁ ସୁସ୍ଥ ହେଲେ ୭୨୮ ଜଣ କରୋନା ରୋଗୀ। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୦୩ ଜଣ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ ରିପୋର୍ଟକୁ ମିଶାଇଲେ ଆଜି ସୁଦ୍ଧା ୩୦୮୧୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସୁସ୍ଥ ହେଲେ ଖୋର୍ଦ୍ଧା୧୦୩, ମୟୂରଭଞ୍ଜ ୭୩, ସୁନ୍ଦରଗଡ଼ ୬୭, ନୂଆପଡ଼ା […]