• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest News

farmer
କୃଷକ ଆନ୍ଦୋଳନ: ବୈଠକରେ ଚାଷୀ କହିଲେ, ବହୁତ ହୋଇଗଲା ଆଲୋଚନା ଏବେ ଲେଖିକି ଦିଅ

ନୂଆଦିଲ୍ଲୀ: କେନ୍ଦ୍ର କୃଷି ଆଇନ୍‌କୁ ବିରୋଧ କରୁଥିବା ବିକ୍ଷୋଭକାରୀ ଚାଷୀଙ୍କ ସହିତ କେନ୍ଦ୍ର ସରକାରଙ୍କର ୫ ପର୍ଯ୍ୟାୟ ବୌଠକ ଜାରି ରହିଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସମେତ କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ଓ ବାଣିଜ୍ୟମନ୍ତ୍ରୀ ପୁୟୂଷ ଗୋୟଲ ଓ ଗୃହମନ୍ତ୍ରୀ ରାଜନାଥ ସିଂହ ଚାଷୀ ସାମିଲ୍ ହୋଇଛନ୍ତି। ଦିଲ୍ଲୀ ବିଜ୍ଞାନ ଭବନରେ ଏହି ବୈଠକ ଜାରି ରହିଛି। ଏଥିରେ  ୪୦ ଜଣ କୃଷକ ପ୍ରତିନିଧୀ ଦଳ ସାମିଲ ଅଛନ୍ତି। ମିଳିଥିବା ସୂଚନା ଅନୁସାରେ ଆଜି ଅପରାହ୍ନରେ […]

White temple
କାହିଁକି ପର୍ଯ୍ୟଟକଙ୍କୁ ଏତେ ଆକର୍ଷିତ କରୁଛି ହ୍ୱାଇଟ୍‌ ଟେମ୍ପୁଲ?

କାରିଗରମାନଙ୍କର କଳାକୃତି ସବୁବେଳେ ଆମକୁ ଆଶ୍ଚର୍ଯ୍ୟ କରିଥାଏ। ଆଉ ଏହି କଳାକୃତି ଗୁଡିକ ସବୁବେଳେ ଆମକୁ ଆଶ୍ଚର୍ଯ୍ୟ କରିଥାଏ

mukiul-roy
ଟିଏମ୍‌ସି ବିଧାୟକ ସତ୍ୟଜିତଙ୍କ ହତ୍ୟାକାଣ୍ଡ ଘଟଣା; ସିଆଇଡି ଚାର୍ଜଶିଟ୍‌ରେ ବିଜେପି ଜାତୀୟ ପ୍ରବକ୍ତା ମୁକୁଲ ରୟଙ୍କ ନାଁ

କୋଲକାତା: ଟିଏମ୍‌ସି ବିଧାୟକ ସତ୍ୟଜିତ ବିଶ୍ୱାସ ହତ୍ୟାକାଣ୍ଡର ତଦନ୍ତ କରୁଥିବା ପଶ୍ଚିମବଙ୍ଗ ସିଆଇଡି ଚାର୍ଜସିଟ୍‌ରେ ବିଜେପି ଜାତୀୟ ପ୍ରବକ୍ତା ମୁକୁଲ ରୟଙ୍କ ନାଁ ରହିଛି। ସତ୍ୟଜିତଙ୍କ ହତ୍ୟା ଷଡ଼ଯନ୍ତ୍ରକାରୀ ଭାବେ ସିଆଇଡି ଚାର୍ଜସିଟିରେ ମୁକୁଲ ରୟଙ୍କ ନାଁ ରହିଥିବା ସୂଚନା ମିଳିଛି। ରାନଘାଟ ଏସିଜେଏମ୍‌ ‌କୋର୍ଟରେ ସିଆଇଡି ଶନିବାର ଚାର୍ଜଶିଟ୍ ଦାଖଲ କରିଛି। ସିଆଇଡି ଚାର୍ଜଶିଟ୍‌ ମୁକଲଙ୍କୁ ମିଶାଇ ମୋଟ ୫ ଜଣଙ୍କ ନାଁ ରହିଛି। ଏମାନଙ୍କ ମଧ୍ୟରେ ଆଉ ଜଣେ ବିଜେପି ସାଂସଦ ଜଗନ୍ନାଥ ସରକାରଙ୍କର […]

GOLD
କମିଲା ସୁନା ଦର

ନୂଆଦିଲ୍ଲୀ: ଲଗାତାର ୩ ଦିନ ଧରି ବଢୁଥିଲା ସୁନା ଦର। ଆଜି ସୁନା ଦରରେ ହ୍ରାସ ଘଟିଥିବାରୁ ଗ୍ରାହକଙ୍କୁ ମିଳିଛି ଆଶ୍ୱସ୍ତି। ଆଜି ଦି ମଲ୍ଟି କମୋଡିଟି ଏକ୍ସଚେଞ୍ଜ(ଏମସିଏକ୍ସ) ଅନୁସାରେ ସୁନା ଦର ୦.୨ ପ୍ରତିଶତ ହ୍ରାସ ପାଇ ୧୦ ଗ୍ରାମକୁ ୪୯ ହଜାର ୨୦୯ ଟଙ୍କା ରହିଛି। ସେହିପରି ରୁପା ୩ ପ୍ରତିଶତ ବଢ଼ି କିଲୋଗ୍ରାମ ପ୍ରତି ୬୩ ହଜାର ୮୪୮ ଟଙ୍କା ରହିଛି। ବିଶେଷଜ୍ଞଙ୍କ କହିବାନୁସାରେ ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ ଯୋଗୁଁ […]

lockdown
ଜୁଲାଇ ୧୬ ଯାଏ ବଢ଼ିଲା ଓଡ଼ିଶାରେ ଆଂଶିକ ଲକ୍‌ଡାଉନ୍‌

ଭୁବନେଶ୍ୱର:ଜୁଲାଇ ୧୬ ଯାଏ ରାଜ୍ୟରେ ଆଂଶିକ ଲକ୍‌ଡାଉନ୍‌ ଅବଧିକୁ ପୁଣି ବଢ଼ାଇ ଦିଆଯାଇଛି। ଜୁଲାଇ ଗାଇଡଲାଇନ୍‌ ନେଇ ମୁଖ୍ୟ ଶାସନ ସଚିବ ଆଜି ଏହି ଘୋଷଣା କରିଛନ୍ତି। ସେ କହିଛନ୍ତି, ଆଂଶିକ ଲକ୍‌ଡାଉନକୁ ଲୋକେ ପାଳନ କରିଛନ୍ତି। ୧୭ ଜିଲ୍ଲାରେ ସଂଧ୍ୟା…

heat wave
୪୯ ଡିଗ୍ରୀ ଉପରେ ପହଞ୍ଚିଲା ତାପମାତ୍ରା, ଚାଲିଗଲା ୧୦୦ରୁ ଅଧିକ ଲୋକଙ୍କ ଜୀବନ

ଓଟ୍ଟୱା: ଭାରତର ବିଭିନ୍ନ ସ୍ଥାନରେ ମୌସୁମୀ ଜନିତ ବର୍ଷା ଜାରି ରହିଥିବା ବେଳେ କାନାଡାରେ ପ୍ରଚଣ୍ଡ ରୌଦ୍ର ତାପ ଅନୁଭୂତ ହୋଇଛି। ଏପରିକି ୧୦୦ରୁ ଅଧିକ ଲୋକଙ୍କ ଜୀବନ ମଧ୍ୟ ଚାଲି ଯାଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ କାନାଡାର Vancouver…

delhi
ଗାଜିପୁର ସୀମାରେ ବିଜେପି କର୍ମୀ ଓ କୃଷକ ମୁହାଁମୁହିଁ : ଗାଡ଼ି ଭଙ୍ଗାରୁଜା କଲେ ଚାଷୀ ଭାଇ

ନୂଆଦିଲ୍ଲୀ : ବିଜେପି କର୍ମୀ ଓ କୃଷକ ମୁହାଁମୁହିଁ ।  ଦିଲ୍ଲୀର ଗାଜିପୁର ସୀମାରେ କୃଷକ ଏବଂ ଭାରତୀୟ ଜନତା ପାର୍ଟି (ବିଜେପି) ନେତାଙ୍କ ମଧ୍ୟରେ ହଙ୍ଗାମା ହୋଇଛି । ବିଜେପି କର୍ମୀମାନେ ଜଣେ ନେତାଙ୍କ ସ୍ୱାଗତ ପାଇଁ ଯାଇଥିବା ବେଳେ…

attack
ଫେସବୁକରେ ଥିବା ପ୍ରୋଫାଇଲ୍ ଫଟୋକୁ ପରିହାସ କରିବା ପଡ଼ିଲା ମହଙ୍ଗା : ରାଗରେ ଦୁଇ ଯୁବକଙ୍କୁ ଛୁରିରେ ଆକ୍ରମଣ

ଇନ୍ଦୋର : ଫେସବୁକ ପ୍ରୋଫାଇଲ୍ ଫଟୋର ମଜାକ୍ ଉଡାଇବା ମହଙ୍ଗା ପଡ଼ିଲା । ପରିହାସ ସହ୍ୟ କରିନପାରି କିଛି ଲୋକଙ୍କ ସହ ଦୁଇ ଯୁବକଙ୍କୁ ଛୁରିରେ ଆକ୍ରମଣ କଲେ ଅଭିଯୁକ୍ତ । ସାମାନ୍ୟ ଏକ ଫଟୋ ପାଇଁ ମଧ୍ୟପ୍ରଦେଶର ଇନ୍ଦୋରରେ ଏପରି…

dutee chand
ଦୌଡ଼ରାଣୀ ଦୂତୀ ଚାନ୍ଦଙ୍କୁ ଅଲିମ୍ପିକ ଟିକେଟ୍‌

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରେ ଜଲ୍‌ୱା ଦେଖାଇବେ ଦୌଡ଼ରାଣୀ ଦୂତୀ ଚାନ୍ଦ। ସ୍ପ୍ରିଣ୍ଟର ଦୂତୀ ଚାନ୍ଦଙ୍କୁ ଅଲିମ୍ପିକ ଟିକେଟ୍‌ ମିଳିଛି। ଟୋକିଓ ଅଲିମ୍ପିକ୍ସରେ ୨୦୦ ମିଟର ଓ ୧୦୦ ମିଟର ରେସ୍‌ରେ ଭାଗ ନେବାକୁ ସେ ଯୋଗ୍ୟ ବିବେଚିତ ହୋଇଛନ୍ତି। ୱାର୍ଲଡ ରାଙ୍କିଙ୍ଗ…

cbk mohanty
‘ହଠାତ ନିୟମ କୋହଳ କଲେ ଲୋକେ ଅମାନିଆ ହୋଇଯିବେ’

ଭୁବନେଶ୍ୱର: ଆଜି ଲକଡାଉନ୍ ଅବଧିର ଶେଷ ଦିନ । ଆସନ୍ତାକାଲି ସକାଳ ୬ଟାରେ ଶେଷ ହେଉଛି ଲକଡାଉନ୍ ଅବଧି । ତେବେ ଲକଡାଉନ୍ ଅବଧି ବଢିବ ନା ସରକାର କୋହଳ କରିବେ ଏହାର ସମୟସୀମା ? ପ୍ରାୟ ଦୁଇ ମାସର ଲକଡାଉନ୍,…

flight
ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବଢ଼ିଲା ଅନ୍ତର୍ଜାତୀୟ ବିମାନ ଉଡ଼ାଣ କଟକଣା

 ଅନ୍ତର୍ଜାତୀୟ ବିମାନ ଉପରେ ବ୍ୟାନ୍ ଜାରି ରହିଛି ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବଢ଼ିଲା କଟକଣା କୋଭିଡ-୧୯ ପାଇଁ ଉଭୟ ଭାରତକୁ ଓ ଭାରତରୁ ଉଡ଼ାଣ କଟକଣା କାର୍ଗୋ ଅପରେସନ ଓ ସ୍ପେଶାଲ ଉଡ଼ାଣ ନେଇ କୌଣସି କଟକଣା ନାହିଁ DGCA…

kerala
କରୋନା ମୃତକଙ୍କ ଅନ୍ତିମ ସଂସ୍କାର କରିପାରିବେ ପରିବାର ଲୋକ : ଅନୁମତି ପ୍ରଦାନ କଲେ ସରକାର

ଥିରୁବନ୍ତପୁରମ୍ : କରୋନା ମୃତକଙ୍କ ଅନ୍ତିମ ସଂସ୍କାର କରିବାକୁ ପରିବାର ଲୋକଙ୍କୁ ଅନୁମତି । ଦକ୍ଷିଣ ରାଜ୍ୟ ଗୁଡ଼ିକରେ କରୋନା ପ୍ରକୋପ କମି ନଥିବା ବେଳେ ବଡ଼ ନିଷ୍ପତ୍ତି ନେଇଛନ୍ତି କେରଳ ସରକାର । ଦେଶରେ ଚିହ୍ନଟ ହେଉଥିବା ସଂକ୍ରମିତଙ୍କ ମଧ୍ୟରେ…

teacher
କରୋନା ଛଡ଼ାଇ ନେଲା ଜୀବିକା: ଶିକ୍ଷୟିତ୍ରୀ ପାଲଟିଲେ ସଫେଇ କର୍ମଚାରୀ

ଭୁବନେଶ୍ୱର:  ମହାମାରୀ କରୋନା କାହାର ରୋଜଗାର ଉଜାଡ଼ି ଦେଇଛି, କାହାକୁ କରିଦେଇଛି ଦାଣ୍ଡର ଭିକାରୀ। କିଏ ଚାକିରୀ ଛାଡ଼ି ରାସ୍ତାକଡରେ ଦୋକାନ ଖୋଲୁଛି ତ କିଏ ଚାଷ ଜମିରେ ଖୋଜୁଛି ଜୀବନ ଜୀବିକା।  କେଉଁ ଗାଁ ଗହଳି କଥା ଛାଡ,  ରାଜଧାନୀର…

mandira bedi husband
ଅଭିନେତ୍ରୀ ମନ୍ଦିରା ବେଦୀଙ୍କ ସ୍ୱାମୀ ରାଜ୍‌ କୌଶଲଙ୍କ ପରଲୋକ

ମୁମ୍ବାଇ: ଅଭିନେତ୍ରୀ ମନ୍ଦିରା ବେଦୀଙ୍କ ସ୍ୱାମୀ ତଥା ଫିଲ୍ମ ପ୍ରଡ୍ୟୁସର ରାଜ୍‌ କୌଶଲଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୯ ବର୍ଷ ବୟସ ହୋଇଥିଲା। ବୁଧବାର ସକାଳେ ତାଙ୍କର ଦେହାନ୍ତ ହୋଇଛି। ରାଜ୍‌ କୌଶଲଙ୍କ ସହ ଫିଲ୍ମ ‘My Brother…

sc
କରୋନା ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବା ବାଧ୍ୟତାମୂଳକ : ନିଷ୍ପତ୍ତି ଶୁଣାଇଲେ ସର୍ବୋଚ୍ଚ ନ୍ୟାୟାଳୟ

ନୂଆଦିଲ୍ଲୀ : କରୋନା ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ବାଧ୍ୟ କେନ୍ଦ୍ର ସରକାର । ଯେଉଁମାନେ କରୋନା କାରଣରୁ ପ୍ରାଣ ହରାଇଛନ୍ତି, ସରକାର ସେମାନଙ୍କ ପରିବାରକୁ କ୍ଷତିପୂରଣ ଦେବା ଉଚିତ୍ ବୋଲି ସଫା ସଫା ଶୁଣାଇଛନ୍ତି ସୁପ୍ରିମକୋର୍ଟ । କ୍ଷତିପୂରଣ ପ୍ରଦାନ…

corona
୮୧ ଦିନ ପରେ ଦେଶରେ ସବୁଠାରୁ କମ୍ ମୃତ୍ୟୁ : ୨୪ ଘଣ୍ଟାରେ ୪୫,୯୫୧ ନୂତନ ସଂକ୍ରମିତ ଚିହ୍ନଟ

  ଆଜି ମଧ୍ୟ ୫୦ ହଜାର ତଳେ ଦୈନିକ ସଂକ୍ରମଣ ଗତ ୨୪ ଘଣ୍ଟାରେ ୪୫ ହଜାର ୯୫୧ କରୋନା ପଜିଟିଭ ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩ ଲକ୍ଷ ୬୨ ହଜାର ୮୪୮କୁ ବୃଦ୍ଧି ନୂଆଦିଲ୍ଲୀ :…

helping man
ଅନ୍ୟକୁ ସାହାଯ୍ୟ କରିବା ପାଇଁ ୩୦୦ କିମି ଲୁନାରେ ଗଲେ ୮୦ ବର୍ଷର ବୃଦ୍ଧ

ବ୍ରହ୍ମପୁର: ସାମାନ୍ୟ ସ୍ୱାର୍ଥ ପାଇଁ ଲୋକ ଏଠି ମାରପିଟ୍‌, ହଣାକଟା କରିବାକୁ ପଛାଉ ନାହାନ୍ତି। ଆଜିର ବସ୍ତୁବାଦୀ ଦୁନିଆରେ ମଣିଷ କେବଳ ନିଜର ସୁବିଧା ଖୋଜୁଥିବାବେଳେ ସେ ଥିଲେ ଜଣେ ନିଆରା ମଣିଷ। ବୟସର ଅପହରାହ୍ନରେ ମଣିଷ ଯେତେବେଳେ ଆଉ କାହାର…