ବାଲିଶଙ୍କରା : ଖଟିଆରେ ବୁହା ହେଲେ ରୋଗୀ । ଗାଁକୁ ଭଲ ରାସ୍ତା ନଥିବାରୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ । ଖଟିଆରେ ବୁହା ହୋଇ ଅଣାଗଲା ପରେ ସେଠାରୁ ରୋଗୀଙ୍କୁ ଆମ୍ବୁଲାନ୍ସରେ ଡାକ୍ତରଖାନା ନିଆଗଲା । ସୁନ୍ଦରଗଡ଼ ଜିଲ୍ଲା ବାଲିଶଙ୍କରା ବ୍ଲକ…
ପାଟନା : ଦେଶରେ କରୋନା ଟିକାକରଣ ଜୋରସୋରରେ ଚାଲିଛି । ଏବେ ଟିକାକରଣ ମାମଲାରେ ଦେଶ ଅନେକ ରେକର୍ଡ ମଧ୍ୟ ସୃଷ୍ଟି କରିଛି । ପୂର୍ବ ତୁଳନାରେ ଅଧିକ ଲୋକଙ୍କୁ ଟିକାକରଣ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ଏବଂ କମ ସମୟରେ ଲୋକେ…
ନୂଆଦିଲ୍ଲୀ: ଗତକାଲି ଆକାଶରେ ଏକ ବିରଳ ମହାଜାଗତିକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଗତକାଲି ଆକାଶରେ ‘ଷ୍ଟ୍ରବେରି’ ମୁନ୍ ଦୃଶ୍ୟମାନ ହୋଇଥିଲା। ‘ଷ୍ଟ୍ରବେରି’ ମୁନ୍ର ଅର୍ଥ ଏହା ନୁହେଁ ଯେ ଏହା ଷ୍ଟ୍ରବେରି ଭଳି ଦେଖାଯିବ କି ଏହା ରଙ୍ଗ ଗୋଲାପୀ। ପାରମ୍ପରିକ…
ଭୁବନେଶ୍ୱର : ତିନି ହଜାର ତଳକୁ ଖସିଲା ସଂକ୍ରମଣ । ରାଜ୍ୟରେ ଧୀରେ ଧୀରେ ହ୍ରାସ ପାଉଛି ପଜିଟିଭ୍ ସଂଖ୍ୟା । ଦୈନିକ ସଂକ୍ରମଣରେ ଲଗାତାର ହ୍ରାସ ଦେଖିବାକୁ ମିଳୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୯୧୨ ସଂକ୍ରମିତ ଚିହ୍ନଟ…
୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ଜ୍ୱରରେ ପୀଡ଼ିତ ଶ୍ରୀଜିଉ ସୁସ୍ଥ ହେବା ପାଇଁ ଚାଲିଛି ଗୁପ୍ତ ଉପଚାର ୧୫ ଦିନ ଯାଏ ଶ୍ରୀଜିଉ ଏବେ ଅଣସର ଘରେ ରହିବେ ଅଲାରନାଥଙ୍କ ପୀଠରେ ୧୪୪ ଧାରା ଜାରି କୋଭିଡ୍ କଟକଣା…
ନୂଆଦିଲ୍ଲୀ : ତଣ୍ଡ ଗଣିଲେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କ ସ୍ୱାମୀ । ରବର୍ଟ ଭ୍ରଦାଙ୍କ ଗାଡ଼ିର ଚାଲାଣ କାଟିଲା ପୋଲିସ୍ । ଗତ ବୁଧବାର ସକାଳେ ରବର୍ଟ ଭଦ୍ରା ନିଜର ସୁରକ୍ଷାକର୍ମୀଙ୍କ ସହ ବାରାପୁଲା ଠାରୁ ସୁଖଦେବ ବିହାର ନିଜର…
ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଅପରାହ୍ନ ୪ଟାରେ କଟକ ସ୍ଥିତ ମାଧ୍ୟମିକ ଶିକ୍ଷା ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ। www.bseodisha.ac.in ଏବଂ www.bseodisha.nic.in ୱେବ୍ସାଇଟ୍ରେ ସନ୍ଧ୍ୟା ୬ଟାରେ ରେଜଲ୍ଟ ଉପଲବ୍ଧ ହେବ। SMS ଜରିଆରେ ମଧ୍ୟ ରେଜଲ୍ଟ…
ନୂଆଦିଲ୍ଲୀ : ବିଷାଦଗ୍ରସ୍ତ କଲା ମହମାରୀ । ଆତ୍ମହତ୍ୟା କଲେ ଘରୋଇ ସ୍କୁଲ ଶିକ୍ଷକ । ରାଜଧାନୀ ଦିଲ୍ଲୀରେ ଜଣେ ସ୍କୁଲ ଶିକ୍ଷକ ଆତ୍ମହତ୍ୟା କରିବା ପରେ ଚାରିଆଡ଼େ ହଇଚଇ ସୃଷ୍ଟି ହୋଇଛି । ବିଗତ ଦୁଇ ବର୍ଷ ଧରି ବେତନ…
ଭୁବନେଶ୍ୱର: ବିକଳ୍ପ ମୂଲ୍ୟାୟନ ଛାତ୍ରଛାତ୍ରୀଙ୍କୁ କେତେ ସନ୍ତୁଷ୍ଟ କରିବ? ପାସ୍ ହାର ବଢିବ ନା କମିବ? ଏସବୁ ଆଶଙ୍କା ଉପରୁ ଆସନ୍ତାକାଲି ପରଦା ହଟିବ ଯେତେବେଳେ ବୋର୍ଡ କାର୍ଯ୍ୟାଳୟରେ ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବ। ରେଜଲ୍ଟ ଉଭୟ ୱେବସାଇଟ ଓ ଏସ୍ଏମ୍ଏସ୍…
ଭୁବନେଶ୍ୱର: ରାଜ୍ୟରେ ଏଣିକି ଘରୋଇ ହସ୍ପିଟାଲରେ ହେବନି ଟିକାକରଣ । ରାଜ୍ୟ ସରକାର ଏନେଇ ନିଷ୍ପତି ନେଇଛନ୍ତି । ଘରୋଇ ହସ୍ପିଟାଲ ଗୁଡ଼ିକରେ ସରକାରୀ ପ୍ରକ୍ରିୟାରେ ଚାଲିଥିବା ଟିକାକରଣକୁ ବନ୍ଦ କରିବାକୁ ନିର୍ଦେଶ ଦେଇଛନ୍ତି । ଏନେଇ ସବୁ ଜିଲ୍ଲାପାଳ, ପୌର…
ଭୁବନେଶ୍ୱର: ଟିକାକରଣ ହେବା ଦ୍ୱାରା ସିଭିୟରଟି ହ୍ରାସ ପାଉଛି । ଶରୀରରେ ଭଲ ଆଣ୍ଟିବଡି ସୃଷ୍ଟି ହେଉଛି । ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ ଦ୍ୱାରା କରାଯାଇଥିବା ଏକ ଷ୍ଟଡିରୁ ଏହା ସ୍ପଷ୍ଟ ହୋଇଛି । ଓଡିଶାରେ ବ୍ରେକଥ୍ରୁ ଇନଫେକ୍ସନ…
ଭୁବନେଶ୍ୱର: ପାରିବାରିକ ବିବାଦ ମାମଲାକୁ ନେଇ ପୁଣି ଥରେ ମୁହାଁମୁହିଁ ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ। ଆଜି ଅନୁଭବ ଅଭିଯୋଗ କରିଥିଲେ ଯେ, ଦୁହିଙ୍କ ମଧ୍ୟରେ ଚାଲିଥିବା ମାମଲା ସରୁ ବୋଲି ବର୍ଷା ଚାହୁଁନାହାନ୍ତି ଏବଂ ଜାଣିଶୁଣି…
ସୋନପୁର: ସୋନପୁରର ଚର୍ଚ୍ଚିତ ମା’ ଶାଢ଼ିକୁ ନେଇ ଟଣାଓଟରା । ଏହି ଶାଢ଼ିର ପ୍ରକୃତ ସ୍ରଷ୍ଟା କିଏ ? ତାକୁ ନେଇ ଛିଡ଼ା ହୋଇଛି ବିବାଦ । ଗୋଟିଏ ପଟେ ରାଜେଶ ମେହେର ଦାବି କରୁଛନ୍ତି ମା’ ଶାଢ଼ି ତାଙ୍କ ଦ୍ୱାରା…
ଭୁବନେଶ୍ୱର: ପୁଣି କରୋନା ଗ୍ରାଫ୍ ଉପରମୁହାଁ। ୨୨ ଜୁନ୍- ୨୯୫୭, ୨୩ ଜୁନ୍- ୩୪୫୬, ୨୪ ଜୁନ୍-୩୬୫୦। ରାଜ୍ୟରେ ପୁଣି ଧୀରେ ଧୀରେ ବଢୁଛି କରୋନା ଆକ୍ରାନ୍ତ ସଂଖ୍ୟା। ଗତ ୨୪ ଘଣ୍ଟାରେ ୬୯ ହଜାର ୪୮୦ କୋଭିଡ୍ ଟେଷ୍ଟ ହୋଇଥିବା…
ଭୁବନେଶ୍ୱର: ମହାମାରୀ କରୋନାରେ ଭୁଶୁଡ଼ି ପଡ଼ିଥିବା ସ୍କୁଲ୍ ଶିକ୍ଷା ବ୍ୟବସ୍ଥାକୁ ଆଗକୁ ନେବାକୁ ରାଜ୍ୟ ସରକାର ନିକଟରେ ଆରମ୍ଭ କରିଛନ୍ତି ୟୁଟ୍ୟୁବ ଲାଇଭ୍ ଲର୍ଣ୍ଣିଂ । ମୋବାଇଲ ମାଧ୍ୟମରେ ପିଲା କେମିତି ପଢ଼ିବ ସେଥିପାଇଁ ଉଦ୍ୟମ ହୋଇଥିବା ବେଳେ ଏ ବ୍ୟବସ୍ଥାକୁ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଜାମ୍ମୁ କାଶ୍ମୀର ନେଇ ସର୍ବଦଳୀୟ ବୈଠକ ଶେଷ । ବୈଠକରେ ଜାମ୍ମୁକାଶ୍ମୀରର ୭ଟି ଦଳର ୧୪ ନେତା ଉପସ୍ଥିତ ଥିଲେ । ଜାମ୍ମୁ-କାଶ୍ମୀରର ନେତା ମାନଙ୍କୁ ଆବେଦନ କଲେ ପ୍ରଧାନମନ୍ତ୍ରୀ । ଦିଲ୍ଲୀ ଓ ଦିଲ୍ ମଧ୍ୟରେ…
ଭୁବନେଶ୍ୱର: ବରିଷ୍ଠ IPS ସ୍ତରରେ ବଡ଼ ଧରଣର ଅଦଳ ବଦଳ ହୋଇଛି। ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି ଯଶୋବନ୍ତ ଜେଠୱା। ଦେବାଶିଷ ପାଣିଗ୍ରାହୀଙ୍କ ଦେହାନ୍ତ ପରେ ଭିଜିଲାନ୍ସ ନିର୍ଦ୍ଦେଶକ ପଦବୀ ଖାଲି ଥିଲା। କ୍ରାଇମବ୍ରାଞ୍ଚ ଓ ଆଇନଶୃଙ୍ଖଳା ଏଡିଜି ଥିବା…
ଭୁବନେଶ୍ୱର: ଲଗାଣ ବର୍ଷାରେ ବେହାଲ ହୋଇପଡିଥିଲା ଟ୍ୱିନ୍ ସିଟି। କଟକ ସହରର ବିଭିନ୍ନ ତଳିଆ ଅଞ୍ଚଳରେ ଘଣ୍ଟା ଘଣ୍ଟା ଧରି ଜମି ରହିଥିଲା ବର୍ଷା ଜଳ। ଏପରିକି ସହରର ପ୍ରମୁଖ ରାସ୍ତା ବାଦାମବାଡି ଏବଂ ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ ମାଲଗୋଦାମରେ କିଛି…
ଦୁଇ ଟପ୍ ମାଓନେତା ହରିଭୂଷଣ ଓ ସାରକ୍କଙ୍କ ମୃତ୍ୟୁ । କରୋନାରେ ଉଭୟଙ୍କ ମୃତ୍ୟୁ ହୋଇଥିବା ଲାଲବାହିନୀ ପକ୍ଷରୁ ସ୍ପଷ୍ଟ କରାଯାଇଛି । ପ୍ରେସ୍ ବିଜ୍ଞପ୍ତିରେ ଏହା କହିଛି ତେଲେଙ୍ଗାନା ରାଷ୍ଟ୍ରୀୟ ମାଓ ଦଳ । ଏସଂପର୍କରେ ଆଗରୁ ମଧ୍ୟ ସୂଚନା…
ପୁରୀ: ସ୍ନାନବେଦୀରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ସ୍ନାନ ନୀତି ଚାଲିଥିବା ବେଳେ ଶ୍ରୀମନ୍ଦିର ବଳୟ ଉପରେ ଏକ ହେଲିକପ୍ଟର ଉଡ଼ିବା ଦେଖିବାକୁ ମିଳିଥିଲା । ଶ୍ରୀମନ୍ଦିର ଅଞ୍ଚଳ ନୋ ଫ୍ଲାଇଂ ଜୋନ୍ ହୋଇଥିବା ବେଳେ ହେଲିକପ୍ଟର ଉଡ଼ିବା ନେଇ ଆଶଙ୍କା ପ୍ରକାଶ ପାଇଥିଲା…
କଟକ : ଆସିଲେନି ବର୍ଷା, ଅନୁଭବ ନିରାଶ । ପୁଣି ତେଜିଲା ବର୍ଷା-ଅନୁଭବ ପାରିବାରିକ ବିବାଦ । ଦାଣ୍ଡରେ ପଡ଼ି ହାଟରେ ଗଡୁଥିବା ଷ୍ଟାର ଦମ୍ପତି ବର୍ଷା-ଅନୁଭବ କଳିର କୌଣସି ସମାଧାନ ହୋଇପାରୁନି । ମଧ୍ୟସ୍ଥ କେନ୍ଦ୍ରକୁ ଆସିଲେନି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନି…
ଢ଼ାକା : ‘ହା ହା’ ଇମୋଜି ବିରୋଧରେ ବିଚିତ୍ର ଫତୱା । ବାଂଲାଦେଶର ଜଣେ ପ୍ରସିଦ୍ଧ ମୌଲାନା ଫେସବୁକର ‘ହା ହା’ ଇମୋଜି ବିରୋଧରେ ଫତୱା ଜାରି କରିଛନ୍ତି । ଲୋକଙ୍କୁ ପରିହାସ କରିବା ପାଇଁ ଫେସବୁକରେ ‘ହା ହା’ ଇମୋଜି…
ଭୁବନେଶ୍ୱର: ବଂଶଧାରା ନଦୀ ଉପରେ ନେରେଡି ଠାରେ ବ୍ୟାରେଜ ନିର୍ମାଣ ପାଇଁ ଟ୍ରିବ୍ୟୁନାଲର ସବୁଜ ସଙ୍କେତ ପରେ ଏବେ ଗୁଣପୁରର ସାରା, ବାଡିଗାଁ ଓ ପାଲିସଂ ଅଂଚଳର ଲୋକଙ୍କ ଚିନ୍ତା ବଢିଛି । ବ୍ୟାରେଜ ନିର୍ମାଣ ଦ୍ୱାରା କ୍ଷତିଗ୍ରସ୍ତ ହେବାକୁ ଥିବା…
ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ୪୪ତମ ବାର୍ଷିକ ସାଧାରଣ ବୈଠକରେ ଅଧ୍ୟକ୍ଷ ମୁକେଶ ଅମ୍ବାନି ରିଲାଏନ୍ସ ଜିଓ ଓ ଗୁଗୁଲ୍ର ସହଯୋଗିତାରେ ପ୍ରସ୍ତୁତ ହୋଇଥିବା ନୂଆ ସ୍ମାର୍ଟଫୋନ୍- ଜିଓଫୋନ୍ ନେକ୍ସଟ୍ ବିଷୟରେ ଘୋଷଣା କରିଛନ୍ତି। ଏହି ସ୍ମାର୍ଟଫୋନ୍ରେ ଜିଓ ଓ ଗୁଗୁଲ୍ର ବିଭିନ୍ନ…
ସୁରଟ: ରାହୁଲଙ୍କୁ ପଡ଼ିଥିଲା କୋର୍ଟରୁ ଡକରା । ଆଉ କୋର୍ଟଙ୍କ କଥା ମାନି ହାଜର ହେଲେ ରାହୁଲ ଗାନ୍ଧି । ୨୦୧୯ ଏପ୍ରିଲ ୧୩ ତାରିଖରେ ନିର୍ବାଚନ ରାଲି କରୁଥିବା ସମୟରେ ରାହୁଲ ଦେଇଥିଲେ ବିବାଦୀୟ ଭାଷଣ । ଯାହାକୁ ନେଇ…