କେନ୍ଦ୍ରାପଡ଼ା ପାଇଁ ବିଜେପିର ଲୋକସଭା ପ୍ରାର୍ଥୀ ଘୋଷଣା ପରେ ଏହା ହେଉଛି ବୈଜୟନ୍ତ ପଣ୍ଡାଙ୍କ ପ୍ରଥମ ଗସ୍ତ ।
ଏଣିକି ଚାକିରି ପରିବର୍ତ୍ତନ ହେଲା ସହଜ। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ବା ଇପିଏଫଓ ଆପଣଙ୍କର ଭବିଷ୍ୟନିଧି ପାଣ୍ଠି ପାଇଁ ଆରମ୍ଭ କରିଛି ଅଟୋମେଟିକ୍ ଟ୍ରାନ୍ସଫର ସିଷ୍ଟମ।
ପଦ୍ମ ଧରିଲେ ଅନୁଭବ ମହାନ୍ତି । ୨ ଦିନ ତଳେ ବିଜେଡିରୁ ଇସ୍ତଫା ଦେଇଥିଲେ । କିଛି ମାସ ହେଲା ବିଜେଡିର ଦଳୀୟ କାର୍ଯ୍ୟକ୍ରମରୁ ଦୂରେଇ ରହୁଥିଲେ ।
ଏପ୍ରିଲ ୧୫ ତାରିଖରେ ପରବର୍ତ୍ତି ଶୁଣାଣି ହେବ। ସେ ଯାଏଁ ତିହାର ଜେଲରେ ରହିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ।
ପଶ୍ଚିମବଙ୍ଗରେ ଶକ୍ତିଶାଳୀ ଘୂର୍ଣ୍ଣିଝଡ଼ରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଶହ ଜଣ ଗୁରୁତର ଆହତ ହୋଇଛନ୍ତି । ଜଲପାଇଗୁଡ଼ି ଜିଲ୍ଲାରେ ଏହି ଅଘଟଣ ଘଟିଛି ।
ଗତକାଲି ଇଣ୍ଡିଆନ ପ୍ରିମିୟର ଲିଗରେ ଚେନ୍ନାଇ ସୁପର କିଙ୍ଗ୍ସକୁ ଭେଟିଥିଲା ଦିଲ୍ଲୀ କ୍ୟାପିଟାଲ୍ସ। ଚେନ୍ନାଇକୁ ହରାଇ ଆଇପିଏଲ୍ ୨୦୨୪ରେ ପ୍ରଥମ ବିଜୟ ହାସଲ କରିଥିଲା ଦିଲ୍ଲୀ।
ସମଗ୍ର ବିଶ୍ୱରେ ଏପ୍ରିଲ୍ ୧କୁ ‘ଏପ୍ରିଲ୍ ଫୁଲ୍ ଦିବସ’ ଭାବେ ପାଳନ କରାଯାଏ। ପ୍ରଥମରୁ ଫ୍ରାନ୍ସ ଏବଂ ଅନ୍ୟ ୟୁରୋପୀୟ ଦେଶଗୁଡିକରେ ଏହି ଦିନ ପାଳନ କରାଯାଉଥିଲା, କିନ୍ତୁ ଧୀରେ ଧୀରେ ଅନ୍ୟ ଦେଶମାନେ ମଧ୍ୟ ଏହି ଦିନ ପାଳନ କରିବାକୁ ଲାଗିଲେ।
ଗିରିଶ ଏକ ଦୋକାନକୁ ଯାଇ ଛୁରି କିଣିଥିଲା । ପରେ ସେ ଶାଲିନି ଗ୍ରାଉଣ୍ଡକୁ ଯାଇ ସେଠାରେ ଫରିହାଙ୍କୁ ବିବାହ କରିବାକୁ ପ୍ରସ୍ତାବ ଦେଇଥିଲା। ସେ ମନା କରିବାରୁ ତାଙ୍କୁ ବାରମ୍ୱାର ଛୁରିରେ ଆକ୍ରମଣ କରିଥିଲା।
ଜେଲ୍ ଗଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ । ରିମାଣ୍ଡ ସରିବା ପରେ ଆଜି ଦିଲ୍ଲୀର ରୋଜ ଆଭିନ୍ୟୁ କୋର୍ଟରେ ହାଜର କରିଥିଲା ଇଡି । ମାମଲା ଶୁଣାଣି ହେବା ପରେ ଆସନ୍ତା ୧୫ ତାରିଖ ଯାଏଁ ତାଙ୍କୁ ଜେଲ୍ ପଠାଇଛନ୍ତି ।
ପଡ଼ିଶା ଘର ବୁଢ଼ୀ ମାଉସୀଙ୍କ ଘରେ ବିଦ୍ୟୁତ ସମସ୍ୟା ଦେଖାଦେଇଥିଲା। ଏହାକୁ ଠିକ୍ କରିବା ପାଇଁ ସେ ମଧୁଙ୍କୁ ଡାକିଥିଲେ। ତେବେ ଲାଇନ ଠିକ୍ କରିବା ବେଳେ ହଠାତ୍ ବିଦ୍ୟୁତ ସଂସ୍ପର୍ଶରେ ଆସିଯାଇଥିଲେ।
କଚାତିବୁକୁ ନେଇ ଆରୋପ ପ୍ରତ୍ୟାରୋପ ଥମିବାର ନାଁ ନେଇନି । ଆଜି ପ୍ରେସମିଟ୍ କରି ବିଗତ ଦିନର କଂଗ୍ରେସ ସରକାର ଉପରେ ବର୍ଷିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍.ଜୟଶଙ୍କର । ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ନେହରୁଙ୍କ ପାଇଁ ମୁଣ୍ଡ ବ୍ୟଥା ଥିଲା କଚାତିବୁ ।
ନର ରାକ୍ଷସର ବର୍ବର କାଣ୍ତ । ପ୍ରଥମେ ନିଜ ପତ୍ନୀକୁ ମାରିଲା । ଏତିକିରେ ମନ ଶାନ୍ତି ହେଲାନି ଯେ, ପରେ ହତ୍ୟାକାଣ୍ତ ଦେଖିଥିବା ଦୁଇ ଛୁଆଙ୍କୁ ମଧ୍ୟ ମାରିଦେଲା । ଏପରି କାର୍ଯ୍ୟ କରିବା ପରେ ମୃତଦେହ ସହ ୩ ରାତି ମଧ୍ୟ ବିତାଇଥିଲା ।
ଗତ ୩ମାସ ହେଲା ଲଗାତାର କମର୍ସିଆଲ୍ ସିଲିଣ୍ଡର ଦାମ ବଢ଼ୁଥିଲା । ମାତ୍ର ଏବେ ନିର୍ବାଚନ ସମୟ ପାଖେଇ ଆସୁଥିବା ବେଳେ ଦର ସାମାନ୍ୟ ହ୍ରାସ ପାଇଛି।
ଆଜି ହେଉଛି ଉତ୍କଳ ଦିବସ । ଖଣ୍ଡ ବିଖଣ୍ଡିତ ହୋଇ ରହିଥିବା ଓଡ଼ିଶାର ବିଭିନ୍ନ ଅଞ୍ଚଳକୁ ଏକତ୍ର କରି ୧୯୩୬ ମସିହାର ଆଜିର ଦିନରେ ଗଠନ ହୋଇଥିଲା ସ୍ୱତନ୍ତ୍ର ପ୍ରଦେଶ । ଜନ୍ମ ନେଇଥିଲା ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ।
ଭୁବନେଶ୍ୱରର ଏକ ପ୍ରତିଷ୍ଠିତ କୋଚିଂ ସେଣ୍ଟରରେ ଆୟକର ବିଭାଗର ଚଢ଼ାଉ । ବିଜେଡି ନେତା ସୁବ୍ରତ ଛାଟୋଇଙ୍କ କୋଚିଂ ସେଣ୍ଟରରେ ରେଡ୍ କରୁଛି ଆଇଟି । ଗତବର୍ଷ ମଧ୍ୟ ତାଙ୍କ ଶିକ୍ଷାନୁଷ୍ଠାନରେ ହୋଇଥିଲା ଚଢ଼ାଉ ।
ଚେନ୍ନାଇକୁ ୨୦ ରନରେ ପରାସ୍ତ କରି ଟୁର୍ଣ୍ଣାମେଣ୍ଟରେ ନିଜର ପ୍ରଥମ ବିଜୟ ହାସଲ କରିଛି ଦିଲ୍ଲୀ । ବିଶାଖାପାଟଣାରେ ଖେଳା ଯାଇଥିବା ଏହି ମ୍ୟାଚରେ ଟସ୍ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିଥିଲା ଦିଲ୍ଲୀ ।
ମାର୍ଚ୍ଚ ଶେଷ ହେଉ ହେଉ ଖରାରେ ଜଳିଲାଣି ପୂରା ରାଜ୍ୟ । ପ୍ରାୟ ସବୁ ସ୍ଥାନର ତାପମାତ୍ରା ବଢ଼ି ୩୫ ଡିଗ୍ରୀ ସେଲସିୟସରୁ ଅଧିକ ରହିଛି ।
ଓଡ଼ିଶାର ପ୍ରାର୍ଥୀ ତାଲିକା ନେଇ କଂଗ୍ରେସର ମାନସମନ୍ଥନ । ଦିଲ୍ଲୀରେ ଅନୁଷ୍ଠିତ ହୋଇଛି ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ବା ସିଇସି ବୈଠକ ।
ଏପ୍ରିଲ ୧ରେ ଓଡ଼ିଶା ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟର ମାନ୍ୟାତା ପାଇଥିଲା । ଓଡ଼ିଶାର ସ୍ୱତନ୍ତ୍ର ପରିଚୟ ଏବଂ ପ୍ରତିଷ୍ଠା ଦିବସକୁ ମନେ ରଖିବା ପାଇଁ ଏହି ଦିନକୁ ପାଳନ କରିଥାନ୍ତି କୋଟି କୋଟି ଓଡିଆ ।
ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୭ମୀ ରାତ୍ରି ୦୯.୧୦ ଗତେ ୮ମୀ ।
ମହାସମାରୋହରେ ଓଡ଼ିଶା ପାଳୁଛି ଉତ୍କଳ ଦିବସ । ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର ଦିନ । ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶାକୁ ଆଜି ଦିନରେ ମିଳିଥିଲା ମାନ୍ୟତା।
ଆସନ୍ତାକାଲିଠୁ ଆରମ୍ଭ ହେବ ନୂଆ ଆର୍ଥିକ ବର୍ଷ । ଲାଗୁ ହେବ ନୂଆ ଆୟକର ନିୟମ ।
ମଝି ଦରିଆରେ ପାକିସ୍ତାନ ନାଗରିକଙ୍କ ଇଣ୍ଡିଆ ଜିନ୍ଦାବାଦ ନାରାରେ କଂପିଲା ଚାରିଆଡ । ବାରମ୍ବାର ଭାରତୀୟ ନୌସେନାକୁ ଧନ୍ୟବାଦ ଦେବାସହ ଜୀବନ ବଂଚିଥିବାରୁ ଭାରତ ଜିନ୍ଦାବାଦ କହିଲେ ପାକିସ୍ତାନୀ ।
ବର୍ଷ ଦୁଇଟା ପରେ ଶହେ ଛୁଇଁବ ବୟସ, ତଥାପି ଥକିନି ପାଦ ଯୁବ ପିଢ଼ିଙ୍କ ପାଇଁ ପ୍ରେରଣା । ସୁନାବେଡ଼ାର ୯୮ ବର୍ଷୀୟ ମୋହନ ବେହେରା । ୬୦ ବର୍ଷ ପୁରୁଣା ଦୋକାନରେ ଏବେବି କରନ୍ତି ସାଇକେଲ୍ ମରାମତି । ଦିଅନ୍ତି କର୍ମଠ ରହିବାକୁ ଯୁବ ସମାଜକୁ ପରାମର୍ଶ ।
ସାବଧାନ ରାଜଧାନୀରେ ମାତିଛନ୍ତି ନିଶା ଦେଇ ଲୁଟ୍ କରୁଥିବା ଗ୍ୟାଙ୍ଗ। ରାସ୍ତାରେ ଅଟୋ ରଖି ଡାକିବେ, ମିଠା କଥା କହି ବନ୍ଧୁତା ସ୍ଥାପନ କରିବେ। ଆଉ ପରେ ଥଣ୍ଡା ପାନୀୟରେ ନିଶା ବାଟିକା ପକାଇ ପିିଇବାକୁ ଦେଇ ଅଚେତ ହେବା ପରେ ଲୁଟିବେ।